ଭୁବନେଶ୍ୱର: ରାଜ୍ୟ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ସହ ଭିଏତ୍ନାମ୍ର ଭିନ୍ ଲଙ୍ଗ ରାଜ୍ୟ ମଧ୍ୟରେ ବ୍ୟବସାୟଭିତ୍ତିକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି। ଇଡ୍କୋ ସମ୍ମିଳନୀ କକ୍ଷରେ ଉଭୟ ରାଜ୍ୟର ଏମ୍ଏସ୍ଏମ୍ଇ/ଶିଳ୍ପ ବିଭାଗର କର୍ତ୍ତୃପକ୍ଷ ବୁଝାମଣାପତ୍ରରେ ସ୍ୱାକ୍ଷର କରିଛନ୍ତି। ଏମ୍ଏସ୍ଏମ୍ଇ […]
ଭୁବନେଶ୍ବର: ରାଜ୍ୟ ସରକାର ଆଦିବାସୀଙ୍କ ଜମି ବିକ୍ରି ଉପରେ ଏକ ବଡ ପରିବର୍ତ୍ତନ ଆଣୁଛନ୍ତି। ଫଳରେ ବହୁ ପୁରୁଣା ସମୟରୁ ଯେଉଁ ନିୟମ ରହିଥିଲା ସେଥିରେ ପରିବର୍ତ୍ତନ ହେବ। ପୁରୁଣା ନିୟମ ଅନୁସାରେ କୌଣସି ଅନୁସୂଚିତ ଜନଜାତି ସେମାନଙ୍କ ଜମିକୁ ଉଚ୍ଚ […]
ନୂଆଦିଲ୍ଲୀ: ସାହାରା ଇଣ୍ଡିଆ ଗ୍ରୁପ୍ ଚେୟାରମ୍ୟାନ୍ ସୁବ୍ରତ ରୟ ଆଉ ନାହାଁନ୍ତି। ଦୀର୍ଘ ଦିନ ଧରି ଅସୁସ୍ଥ ହେବା ପରେ ସାହାରା ଭାରତର ପ୍ରତିଷ୍ଠାତାଙ୍କର ଆଜି ରାତି ୧୦.୩୦ରେ ହୃଦଘାତ ଯୋଗୁଁ ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ […]
ନୂଆଦିଲ୍ଲୀ: ଚଳିତ ନଭେମ୍ବର ମାସ ୧୫ତାରିଖରେ ଭାରତ ସରକାରଙ୍କ କୋଇଲା ମନ୍ତ୍ରଣାଳୟ ଅଷ୍ଟମ ପର୍ଯ୍ୟାୟ ବ୍ୟାବସାୟିକ କୋଇଲା ଖଣି ନିଲାମ କରିବ। ଏଥିରେ ଓଡିଶା ସମେତ ପାଂଚଟି ରାଜ୍ୟର ୩୯ଟି କୋଇଲା ଖଣି ରହିଛି। ଅନ୍ୟ ଚାରିଟି ରାଜ୍ୟ ହେଲା ବିହାର, […]
ଆସିକା (ମାନସ ପୂର୍ଣ୍ଣ ଆଚାର୍ଯ୍ୟ): ଅଞ୍ଚଳର ବିଭିନ୍ନ ଅଳଙ୍କାର ବ୍ୟବସାୟ ପ୍ରତିଷ୍ଠାନରେ ଶୂକ୍ରବାର ଧନତେରାସ୍ ଅବସରରେ ସ୍ୱର୍ଣ୍ଣ ଅଳଙ୍କାର ବ୍ୟବସାୟ ଆଶାତୀତ ଭାବେ ବୃଦ୍ଧି ପାଇଛି। ଦିନ ତମାମ ଜୁଏଲରୀ ଦୋକାନଗୁଡିକରେ ଗ୍ରାହକଙ୍କ ଭିଡ଼ ଲାଗି ରହିଥିଲା। ଧନତେରାସରେ ବଜାରରୁ ସୁନା […]
ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସ ଠାରେ ୧୫୦ ଜଣ ‘ମିଲେଟ୍ ମା’ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ପୁଷ୍ଟିଶସ୍ୟ ମାଣ୍ଡିଆର ପ୍ରୋତ୍ସାହନ ପାଇଁ କୃତଜ୍ଞତା ଜଣାଇଥିଲେ। ଏହି ମହିଳାମାନେ ସମସ୍ତେ ମିଶନ ଶକ୍ତିର ସଦସ୍ୟ ଅଛନ୍ତି ଏବଂ ଭୁବନେଶ୍ବରରେ […]
ନୂଆଦିଲ୍ଲୀ: ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଡିଜିଟାଲ ମିଡିଆ ମାଧ୍ୟମରେ ଅଭିଯାନ ଆରମ୍ଭ କରିବା ପାଇଁ ଭାରତ ସରକାରଙ୍କ ବିଜ୍ଞାପନ ଶାଖା କେନ୍ଦ୍ରୀୟ ସଂଚାର ବ୍ୟୁରୋ (ସିବିସି) କୁ ସକ୍ଷମ ଏବଂ ସଶକ୍ତ କରିବା ନିମନ୍ତେ ଏକ “ଡିଜିଟାଲ ବିଜ୍ଞାପନ ନୀତି, […]
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ‘‘ସୁସ୍ଥ ଓଡିଶା – ସୁଖୀ ଓଡିଶା’’ ଆହ୍ଵାନ ସାକାର ଦିଗରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ( ବିଏସ୍କେୱାଇ )ଦୃତ ଅଗ୍ରଗତି କରିଛି। ଉଭୟ ଜନସାଧାରଣ ଏବଂ ଘରୋଇ ହସ୍ପିଟାଲ୍ମାନେ ଅଧିକରୁ ଅଧିକ ସଂଖ୍ୟାରେ ଏଥିରେ […]
ଭୁବନେଶ୍ବର: ଆଉ ଦିନକ ପରେ ହେବ ଦୀପାବଳି। ଏହିଦିନ ସମସ୍ତେ ବାଣ ଫୁଟାଇ ଏହି ଉତ୍ସବକୁ ପାଳନ କରିଥାନ୍ତି। ହେଲେ ଏହି ଆଲୋକର ଉତ୍ସବରେ ଅନେକ ଅଘଟଣ ଘଟିବାର ସମ୍ଭାବନା ମଧ୍ୟ ରହିଛି। ସେଥିପାଇଁ ଓଡିଶା ଅଗ୍ନିସେବା ତରଫରୁ ବାଣ ଦୋକାନୀଙ୍କ […]
ଡା ତ୍ରୈଲୋକ୍ୟନାଥ ମହାରଣା ବହୁ ପ୍ରାଚୀନ କାଳରୁ ଓଡ଼ିଶାର ଜନଜାତି ବର୍ଗର ଅଂଚଳରେ ମାଣ୍ଡିଆ ଏକ ପ୍ରମୁଖ ଖାଦ୍ୟ ଭାବରେ ବିବେଚନା ହୋଇ ଆସିଛି। ଅଧିକ ପୁଷ୍ଟିକର ଖାଦ୍ୟ ହୋଇଥିବାରୁ ଏହାକୁ ଲୋକପ୍ରିୟ କରାଇବାରେ ଆମ ଓଡ଼ିଶାର ମିଲେଟ କାର୍ଯ୍ୟକ୍ରମ କୁ […]
ହାଇଦ୍ରାବାଦ: ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଅମ୍ବାନୀ ବୁଧବାର ତେଲେଙ୍ଗାନାରେ ରିଲାଏନ୍ସ ରିଟେଲ ର ପ୍ରଥମ ସ୍ୱଦେଶ ଷ୍ଟୋରକୁ ଉଦଘାଟନ କରିବା ସହ ଭାରତୀୟ କଳା ଓ ହସ୍ତଶିଳ୍ପ କ୍ଷେତ୍ରରେ ଏକ ନୂତନ ଧାରାର ଶୁଭାରମ୍ଭ ହୋଇଛି । […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ଥାନୀୟ ଉତ୍ପାଦଗୁଡ଼ିକର ପ୍ରଚାର ପ୍ରସାର ଉପରେ ଏକ ପ୍ରେରଣାଦାୟୀ ଭିଡିଓ ସେୟାର କରି କହିଛନ୍ତି ଯେ ଭୋକାଲ୍ ଫର୍ ଲୋକାଲ୍ ଅଭିଯାନ ସମଗ୍ର ଦେଶରେ ଦ୍ରୁତ ଗତିରେ ଚାଲିଛି। ନମୋ ଆପରେ ସ୍ୱଦେଶୀ ଉତ୍ପାଦ ସହ […]
ନୂଆଦିଲ୍ଲୀ: ସାରା ଦେଶରେ କିଲୋ ପିଛା ୨୭ ଟଙ୍କା ୫୦ ପଇସା ଦରରେ କେନ୍ଦ୍ର ସରକାର ‘ଭାରତ ଅଟା’ ଯୋଗାଇ ଦେବେ। କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋୟଲ ସୋମବାର ଦିଲ୍ଲୀରେ ଅଟା ଡେଲିଭରି ଯାନ (ମୋବାଇଲ୍ ଭ୍ୟାନ୍)କୁ ପତାକା ଦେଖାଇ ଶୁଭାରମ୍ଭ […]
ଭୁବନେଶ୍ବର: ଏଣିକି ନବରଙ୍ଗପୁର ଜିଲ୍ଲା ମକା ଚାଷୀମାନେ ସେମାନଙ୍କ ଉତ୍ପାଦିତ ମକା ଉଚିତ ଦରରେ ସିଧାସଳଖ ବଡ଼ ଘରୋଇ ସଂସ୍ଥାକୁ ବିକ୍ରି କରିପାରବେ। ଏପରିକି ଅମଳ ମକା ସଂଗ୍ରହ, ଷ୍ଟୋରେଜ ଏବଂ ପରିବହନ ଆଦି ଦିଗ ପ୍ରତି ମଧ୍ୟ ଉପଯୁକ୍ତ ଧ୍ୟାନ […]
ନୂଆଦିଲ୍ଲୀ: ଖରିଫ ଫସଲ ଆସିବାରେ ବିଳମ୍ବ ହେବା କାରଣରୁ ପିଆଜ ଦର ବୃଦ୍ଧିରୁ ଉପଭୋକ୍ତା ମାନଙ୍କୁ ରକ୍ଷା କରିବା ପାଇଁ ସରକାର ବଫରରୁ ପିଆଜ କିଲୋ ପିଛା ୨୫ ଟଙ୍କା ରିହାତି ଦରରେ ଖୁଚୁରା ବିକ୍ରି ଆରମ୍ଭ କରିଛନ୍ତି। ଘରୋଇ ଉପଭୋକ୍ତା […]
ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି […]
ଭୁବନେଶ୍ବର: ରାଜ୍ୟରେ ଅକ୍ଷୟ ଶକ୍ତିର ବିକାଶ ନିମନ୍ତେ ଗ୍ରୀଡକୋ ପକ୍ଷରୁ ଆଜି ଓଡ଼ିଶା ୱିଣ୍ଡ୍ ଏନର୍ଜି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ପବନ ଶକ୍ତି କ୍ଷେତ୍ରରେ ପୁଞ୍ଜି ବିନିଯୋଗର ସୁଯୋଗ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଅନୁଷ୍ଠିତ ଏହି ସମ୍ମିଳନୀରେ ପବନ ଶକ୍ତି […]
ଦିଲ୍ଲୀ: ୨୦୨୩ ଅକ୍ଟୋବର ମାସରେ ମୋଟ ଜିଏସ୍ଟି ରାଜସ୍ୱ ଆଦାୟ ୧,୭୨,୦୦୩ କୋଟି ଟଙ୍କା ରହିଛି, ସେଥି ମଧ୍ୟରୁ ୩୦,୦୬୨ କୋଟି ଟଙ୍କା ସିଜିଏସ୍ଟି, ୩୮,୧୭୧ କୋଟି ଟଙ୍କା ଏସ୍ଜିଏସ୍ଟି, ୯୧,୩୧୫ କୋଟି ଟଙ୍କା (ସାମଗ୍ରୀ ଆମଦାନୀ ଉପରେ ଆଦାୟ ହୋଇଥିବା […]
ଭୁବନେଶ୍ବର: ଲୋକସେବା ଭବନରେ ଅନୁଷ୍ଠିତ ୧୨୩ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ) ବୈଠକରେ ଓଡ଼ିଶାର ଶିଳ୍ପ ବିକାଶର ଉତ୍କର୍ଷତା ଅଭିମୁଖେ ଯାତ୍ରାରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି ହୋଇଛି। ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ […]
ନୂଆଦିଲ୍ଲୀ: ଚଳିତ ବର୍ଷର ଗ୍ରୀଷ୍ମଋତୁରେ ଦିଲ୍ଲୀବାସୀ ବିୟରକୁ ବିଶେଷ ଗୁରୁତ୍ୱ ଦେଇନଥିଲେ। ମଦ ଶିଳ୍ପ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ବିୟର ବିକ୍ରିରେ ଦ୍ରୁତ ହ୍ରାସ ଘଟିଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ଏପ୍ରିଲ ପହିଲାରୁ ସେପ୍ଟେମ୍ବର ୩୦ ମଧ୍ୟରେ ୩୮ […]
ନୂଆଦିଲ୍ଲୀ: ରପ୍ତାନିକୁ ନିରୁତ୍ସାହିତ କରିବା ଏବଂ ଘରୋଇ ବଜାରରେ ଉପଲବ୍ଧତା ବଜାୟ ରଖିବା ପାଇଁ ୨୯ ଅକ୍ଟୋବର୨୦୨୩ରୁ ୩୧ ଡିସେମ୍ବର୨୦୨୩ ପର୍ଯ୍ୟନ୍ତ ପିଆଜ ଉପରେ ସର୍ବନିମ୍ନ ରପ୍ତାନି ମୂଲ୍ୟ ଟନ୍ ପ୍ରତି ୮୦୦ ଆମେରିକୀୟ ଡଲାର ଲାଗୁ କରିବାକୁ ଭାରତ ସରକାରଙ୍କ […]