ଭୁବନେଶ୍ବର: ରାଜଧାନୀରେ କିଛିଦିନ ପାଇଁ ଆଉ କଞ୍ଚାପନିପରିବା ମିଳବ ନାହିଁ। କାରଣ ହେଲା ଏକ ନମ୍ବର ହାଟରେ ଥିବା କଞ୍ଚା ପନିପରିବା ବ୍ୟବସାୟୀ ସଂଘ ଧର୍ମଘଟ କରିବେ। ସେମାନେ ଆସନ୍ତା 20 ତାରିଖରୁ ଧର୍ମଘଟରେ ବସିବେ। ଫଳରେ ସେହି ହାଟରେ ବିକ୍ରୀ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୧୭ ରୁ ୧୯ ତାରିଖ ପର୍ଯ୍ୟନ୍ତ ମୁମ୍ବାଇର ଏମଏମଆରଡିଏ ପଡ଼ିଆରେ ଅନୁଷ୍ଠିତ ହେବାକୁ ଥିବା ଗ୍ଲୋବାଲ ମେରିଟାଇମ୍ ଇଣ୍ଡିଆ ଶିଖର ସମ୍ମିଳନୀ ୨୦୨୩ (ଜିଏମଆଇଏସ ୨୦୨୩)ର ତୃତୀୟ ସଂସ୍କରଣକୁ ଭର୍ଚୁଆଲ ମାଧ୍ୟମରେ ଉଦଘାଟନ […]
ଭୁବନେଶ୍ୱର: ଚିଲିକାରେ ଚାଲିବ ସୌର ଚାଳିତ ବା ବ୍ୟାଟେରୀ ଚାଳିତ ବୋଟ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ଚିଲିକାରେ ପ୍ରଦୂଷଣ କମାଇବା ଏବଂ କାର୍ବନ ନିର୍ଗମନ ମାତ୍ରାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ଦୀର୍ଘ ଦିନରୁ […]
ନୂଆଦିଲ୍ଲୀ: ଘରୋଇ ବଜାରରେ ଯଥେଷ୍ଟ ଚାଉଳ ଉପଲବ୍ଧ କରାଇବା ସହିତ ଏହାର ମୂଲ୍ୟକୁ ନିୟନ୍ତ୍ରଣରେ ରଖିବାକୁ ଭାରତ ସରକାର ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରୁଛନ୍ତି। ଏବେ କେବଳ ଏକ ନିର୍ଦ୍ଦିଷ୍ଟ ମୂଲ୍ୟଠାରୁ ଅଧିକ ଦାମ୍ରେ ବାସୁମତୀ ଚାଉଳ ରପ୍ତାନୀ ପାଇଁ […]
ଭୁବନେଶ୍ଵର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଶାରଦୀୟ ନବରାତ୍ରୀର ଶୁଭ ଅବସରରେ ଭୁବନେଶ୍ୱର ଠାରେ କୋକା-କୋଲା ଇଣ୍ଡିଆ ଓ ଜାତୀୟ ଦକ୍ଷତା ବିକାଶ ନିଗମ(ଏନଏସଡିସି)ର ମିଳିତ ସହଯୋଗରେ ଆରମ୍ଭ ହୋଇଥିବା ‘ଖୁଚୁରା ବ୍ୟବସାୟୀ […]
ଭୁବନେଶ୍ଵର: ରାଜ୍ୟରେ ବୁଣାକାରଙ୍କ ପାଇଁ ଲାଗୁ ହୋଇଥିବା ବଳିଆ ଯୋଜନର ଋଣ ରାଶିକୁ ବୃଦ୍ଧି କରାଯାଇଛି। ଏହା ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ପୂର୍ବରୁ ଏହି ବୁଣାକାରମାନେ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଲିଥିୟମ, ନିଓବିୟମ୍ ଏବଂ ବିରଳ ଖଣିଜ ଉପାଦାନ (ଆରଇଇ) ଭଳି ତିନୋଟି ଗୁରୁତ୍ୱପୂର୍ଣ୍ଣ ଏବଂ ରଣନୀତିକ ଖଣିଜ ପଦାର୍ଥର ରୟାଲଟି ଦର ନିର୍ଦ୍ଧାରଣ କରିବା ପାଇଁ ଖଣି ଓ […]
ନୂଆଦିଲ୍ଲୀ /ଭୁବନେଶ୍ୱର, ଅକ୍ଟୋବର: ରିଲାଏନ୍ସ ଜୁଏଲ୍ସ, ଭାରତର ସବୁଠାରୁ ବିଶ୍ୱସନୀୟ ଜୁଏଲାରୀ ବ୍ରାଣ୍ଡ ଏହାର ସ୍ୱର୍ଣ୍ଣ ବଙ୍ଗ ଆକର୍ଷଣୀୟ ଜୁଏଲାରୀ କଲେକ୍ସନର ଶୁଭାରମ୍ଭ କରିଛି । ଏହା ବଙ୍ଗଳାର କବିତା ସୌନ୍ଦର୍ଯ୍ୟ ଓ କଳାତ୍ମକ ଐତିହ୍ୟ ଦ୍ୱାରା ଅନୁପ୍ରେରିତ । ଏହି […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଶ୍ରୀ ଭି.କେ. ପାଣ୍ଡିଆନ ଆଜି ଲକ୍ଷ୍ମୀ ଯୋଜନାର ବସ୍ କର୍ମଚାରୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ନିଃସ୍ବାର୍ଥପର ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି। ଏହି ଆଲୋଚନାରେ ବସ୍ ଡ୍ରାଇଭର, କଣ୍ଡକ୍ଟର ଓ ମ୍ୟାନେଜର […]
ନୂଆଦିଲ୍ଲୀ/ଭୁବନେଶ୍ୱର: ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଦ୍ରବ୍ୟ ଓ ସେବା କର (ଜିଏସଟି) ପରିଷଦର ୫୨ତମ ବୈଠକ ନୂଆଦିଲ୍ଲୀସ୍ଥିତ ସୁଷମା ସ୍ୱରାଜ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଦ୍ରବ୍ୟ ଓ ସେବା କର (ଜିଏସଟି) ପରିଷଦର ଏହି ୫୨ତମ […]
ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ଼ର ସହଯୋଗୀ କମ୍ପାନୀ ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ଼ (ଆରଆରଭିଏଲ)ରେ ଆବୁଧାବି ଇନଭେଷ୍ଟମେଣ୍ଟ ଅଥୋରିଟିର ଏକ ପୂର୍ଣ୍ଣ ଅଧିକୃତ ସହଯୋଗୀ ସଂସ୍ଥା ୪୯୬୬.୮୦ କୋଟି ଟଙ୍କା ପୁଞ୍ଜିନିବେଶ କରିବା ନେଇ ଆରଆରଭିଏଲ ପକ୍ଷରୁ ଘୋଷଣା କରାଯାଇଛି। ଆବୁଧାବି […]
ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ଜାତୀୟ ପୁରସ୍କାର ଲାଭ କରିଛି । ସମଗ୍ର ଦେଶରେ ଥିବା ସମବାୟ ବ୍ୟାଙ୍କଗୁଡ଼ିକ ମଧ୍ୟରେ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ଉତ୍ତମ ସେବା ଓ ପ୍ରଦର୍ଶନ ପାଇଁ ତୃତୀୟ ପୁରସ୍କାର ପାଇଛି । ଜାତୀୟ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟିର ଅତିରିକ୍ତ ଅନୁଦାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଆଦିବାସୀଙ୍କ ଭାଷା, କଳା, ସଂସ୍କୃତି, ଐତିହ୍ୟର ସଂରକ୍ଷଣ ପାଇଁ ଏହା ଖର୍ଚ୍ଚ ହେବ। ଚଳିତ ବର୍ଷର ସ୍ୱାଭାବିକ […]
ଭୁବନେଶ୍ବର: ସମବାୟ ବିଭାଗ ଅଧୀନସ୍ଥ ରାଜ୍ୟ ସମବାୟ ବ୍ୟାଙ୍କ ଏବଂ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ଓଡିଶା କୃଷି ଶିଳ୍ପ ନିଗମ ଲିମିଟେଡ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନବୀନ […]
ନୂଆଦିଲ୍ଲୀ: ଏକ ଜାତୀୟ ହଳଦୀ ବୋର୍ଡ ଗଠନ ସଂକ୍ରାନ୍ତ ସରକାରୀ ବିଜ୍ଞପ୍ତି ଆଜି ପ୍ରକାଶ ପାଇଛି। ଏହି ଜାତୀୟ ହଳଦୀ ବୋର୍ଡ ଦେଶରେ ହଳଦୀ ଓ ହଳଦୀ ଜାତ ସାମଗ୍ରୀର ବିକାଶ ତଥା ଅଭିବୃଦ୍ଧି ସମ୍ପର୍କରେ କାମ କରିବ। ହଳଦୀ ସମ୍ବନ୍ଧୀୟ […]
ନୂଆଦିଲ୍ଲୀ: ମୁଦ୍ରାସ୍ଫୀତି ମଧ୍ୟରେ ସରକାର ଲୋକଙ୍କୁ କିଛି ଆଶ୍ଵସ୍ତି ଦେଇଛନ୍ତି। ଉଜ୍ଜ୍ଵଲା ଯୋଜନା ଅଧୀନରେ ନିଆଯାଇଥିବା ଏଲପିଜି ସିଲିଣ୍ଡର ଉପରେ ସବସିଡି ବୃଦ୍ଧି କରାଯାଇଛି। ପ୍ରଧାନ ମନ୍ତ୍ରୀ ଉଜ୍ଜ୍ଵଲା ଯୋଜନା ଅଧୀନରେ ୯.୬ କୋଟି ହିତାଧିକାରୀ ବର୍ତ୍ତମାନ କ୍ୟାବିନେଟ ନିଷ୍ପତ୍ତି ପରେ […]
ଭୁବନେଶ୍ବର: ଆଜି ରାଜ୍ୟ ସରକାର ସ୍ବାସ୍ଥ୍ୟ କ୍ଷେତ୍ରରେ ଆଉ ଏକ ପାଦ ଆଗକୁ ଯିବେ। ତାହା ହେଲା ଆଜି ଅପରାହ୍ନରେ ରାଜ୍ୟର ୫ ଟି ସ୍ଥାନରେ ଅତ୍ୟାଧୁନିକ ହସପିଟାଲ ପାଇଁ ଚୁକ୍ତି ସ୍ବାକ୍ଷରିତ ହେବ। ଏହି ହସପିଟାଲ ଗୁଡିକ ପିପିପି ମୋଡରେ […]
ଭୁବନେଶ୍ବର: କେନ୍ଦ୍ରାପଡା ରସାବଳିକୁ ମିଳିଛି ଜିଆଇ ଟ୍ୟାଗ। ଫଳରେ ରସାବଳି ବ୍ୟବସାୟୀଙ୍କ ମଧ୍ୟରେ ଆନନ୍ଦ ଖେଳିଯାଇଛି। ବହୁ ପୂର୍ବରୁ ଏହାକୁ ଜିଆଇ ମାନ୍ୟତା ପାଇଁ ଦାବୀ କରାଯାଉଥିଲା। ହେଲେ ତାହା ହୋଇପାରି ନ ଥିଲା। ବର୍ତ୍ତମାନ ଏହି ରସାଳ ମିଷ୍ଟାନ୍ନକୁ ଜିଆଇ […]
ଭୁବନେଶ୍ବର: ଶେଷରେ କେନ୍ଦ୍ରାପଡାର ପ୍ରସିଦ୍ଧ ରସାବଳୀକୁ ଜିଆଇ ଟ୍ୟାଗ ମିଳିଛି। ଏ ନେଇ ଆଜି ସୂଚନା ଦିଆଯାଇଛି। ୨୦୨୧ରେ ଏହି GI ଟ୍ୟାଗିଂ ପାଇଁ ଆବେଦନ କରାଯାଇଥିଲା। କେନ୍ଦ୍ରାପଡାର ରସାବଳୀ ବ୍ୟବସାୟୀ ସଂଘ ତରଫରୁ ଏହି ଆବେଦନ କରାଯାଇଥିଲା। ତାହାକୁ ଅନୁଧ୍ୟାନ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜଟଣୀସ୍ଥିତ NISER କ୍ୟାମ୍ପସରେ ‘ହୋମି ଭବା କର୍କଟ ହସପିଟାଲ ଏବଂ ଗବେଷଣା କେନ୍ଦ୍ର’ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିରେ ଅତ୍ୟାଧୁନିକ ଚିକିତ୍ସା ସୁବିଧା ମିଳିବା ସହିତ ଶ୍ରେଷ୍ଠ ଗବେଷଣା କେନ୍ଦ୍ର ଭାବେ […]
ଭୁବନେଶ୍ବର: ଆଜି ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଯୋଜନାରେ ଗ୍ରାମାଞ୍ଚଳକୁ ବସ ସେବା ଦ୍ବାରା ସଂଯୋଗ କରାଯିବ। ପ୍ରାରମ୍ଭିକ ପର୍ଯ୍ୟାୟରେ ୪ଟି ଜିଲ୍ଲାରୁ ଆରମ୍ଭ ହେବ ଏହି ଲକ୍ଷ୍ମୀ ବସ୍ ସେବା। କେବଳ ମାଲକାନଗିରି ଜିଲ୍ଲାରୁ […]