ଭୁବନେଶ୍ୱର: ଏକ ଉଲ୍ଲେଖନୀୟ ସଫଳତା କ୍ରମେ, ଦେଶର ସବୁଠୁ ଲୋକପ୍ରିୟ ହାଇ-ସ୍ପିଡ୍ ଗୃହ ବ୍ରଡ୍ବ୍ୟାଣ୍ଡ୍ ସେବା ପ୍ରଦାନକାରୀ ଜିଓଫାଇବର୍ ଓଡ଼ିଶାରେ ୨ ଲକ୍ଷରୁ ଅଧିକ ଘରକୁ ଏହାର ହାଇ-ସ୍ପିଡ୍ ଓୟାରଲାଇନ୍ ବ୍ରଡ୍ବ୍ୟାଣ୍ଡ୍ ସେବା ସହ ଯୋଡ଼ିଛି। ଭାରତୀୟ ଟେଲିକମ୍ ନିୟାମକ କର୍ତୃପକ୍ଷ […]
ମୁମ୍ବାଇ: ଅଜ୍ଞାତ ବ୍ୟକ୍ତିଙ୍କ ଦ୍ଵାରା ନାମ, ସ୍ୱର ଏବଂ ଫଟୋ ବେଆଇନ ବ୍ୟବହାର କରିଥିବାରୁ କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସଚିନ ତେନ୍ଦୁଲକର ମୁମ୍ବାଇରେ ଏଫଆଇଆର ଦାଖଲ କରିଛନ୍ତି। ସଚିନ ତେନ୍ଦୁଲକର ଶୁକ୍ରବାର ମୁମ୍ବାଇ ସାଇବର ସେଲରେ ଅଭିଯୋଗ କରିଛନ୍ତି। ଅଭିଯୋଗ ମୁତାବକ, […]
ନୂଆଦିଲ୍ଲୀ: ଗ୍ରାହକ ସୁରକ୍ଷା ଆଇନ, 2019 ର ଉଲ୍ଲଂଘନକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ) କାର ସିଟ୍ ବେଲ୍ଟ ଆଲାର୍ମ ଷ୍ଟପର୍ କ୍ଲିପ୍ ବିକ୍ରୟ କରୁଥିବାରୁ ଟପ୍ ପାଞ୍ଚଟି ଇ-କମର୍ସ ପ୍ଲାଟଫର୍ମକୁ ନିର୍ଦ୍ଦେଶ ଜାରି କରିଛି। ଏହି […]
ଭୁବନେଶ୍ୱର: ୨୦୨୨-୨୩ ବର୍ଷରେ ଓଡ଼ିଶାରେ ରେକର୍ଡ ପରିମାଣର ଖାଦ୍ୟଶସ୍ୟ ଉତ୍ପାଦନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ତୃତୀୟ ଆଗୁଆ ଆକଳନ ଅନୁଯାୟୀ ୨୦୨୨-୨୩ ବର୍ଷରେ ରାଜ୍ୟରେ ୧୩୬ ଲକ୍ଷ ୬ ହଜାର ମେଟ୍ରିକ୍ ଟନ୍ରୁ ଉର୍ଦ୍ଧ୍ଵ ଖାଦ୍ୟଶସ୍ୟ […]
ନୂଆଦିଲ୍ଲୀ: ଖଦି ସହ ଦେଶବାସୀଙ୍କ ମିଳିତ ସହଯୋଗ ନିଯୁକ୍ତିକୁ ପ୍ରୋତ୍ସାହିତ କରିବା ସହ ପ୍ରତିଦିନ ନୂଆ ରେକର୍ଡ କରୁଛି। ଏମଏସଏମଇ କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଏକ ଟୁଇଟରେ ସୂଚନା ଦେଇଛନ୍ତି, ଯେ, ଖଦି ଗ୍ରାମୋଦ୍ୟୋଗ କାରିଗରଙ୍କ କୌଶଳ ବଢ଼ାଇବା ସହ ସେମାନଙ୍କ ଆୟ […]
ଭୁବନେଶ୍ୱର: ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନରେ ଥିବା ସମସ୍ତ ଯୋଜନାର ସମୀକ୍ଷା କରିଛନ୍ତି ମନ୍ତ୍ରୀ ଇଂ ପ୍ରୀତି ରଞ୍ଜନ ଘଡେଇ। ଏହି ସମୀକ୍ଷା ବୈଠକରେ ମନ୍ତ୍ରୀ ଶ୍ରୀ ଘଡେଇ ଅଧ୍ୟକ୍ଷତା କରିବା ସହ କହିଲେ ଯେ ଧାର୍ଯ୍ୟ ସମୟସୀମା ମଧ୍ୟରେ ରାସ୍ତା, […]
ନୂଆଦିଲ୍ଲୀ: ହିରୋ ମୋଟୋକର୍ପ ଏହାର ବୈଦ୍ୟୁତିକ ସ୍କୁଟର ଭିଡା V1 ସହିତ ଆଉ ଏକ ରେକର୍ଡ ସୃଷ୍ଟି କରିଛି। ହିରୋର ପ୍ରଥମ ବୈଦ୍ୟୁତିକ ସ୍କୁଟର 24 ଘଣ୍ଟା କ୍ରମାଗତ ଭାବରେ ଗତି କରି ପ୍ରାୟ 350 କିଲୋମିଟରର ପୂର୍ବ ରେକର୍ଡ ଭାଙ୍ଗିଛି। […]
ସୁନ୍ଦରଗଡ଼: ଚାଷୀମାନଙ୍କ ଆୟକୁ ବହୁ ଗୁଣିତ କରିବା ଲାଗି ଅର୍ଥକାରୀ ଫସଲ ଚାଷ ଉପରେ ରାଜ୍ୟ ସରକାର ବିଶେଷ ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ସୁନ୍ଦରଗଡ଼ ଜିଲ୍ଲାର ଆଦିବାସୀ ଚାଷୀ ଭାଇ ଭଉଣୀମାନେ ବିଭିନ୍ନ ପୁଷ୍ଟିଶସ୍ୟ ସହିତ ଡାଲି ଜାତୀୟ, ତୈଳବୀଜ […]
ଭୁବନେଶ୍ୱର: ରାଜ୍ୟର କୃଷକମାନଙ୍କ ଆୟବୃଦ୍ଧି ଦିଗରେ ପ୍ରାଣୀପାଳନର ବିଶେଷ ଭୂମିକା ରହିଥିବାବେଳେ ରାଜ୍ୟ ସରକାର ଏଥି ନିମନ୍ତେ ଅନେକ ପ୍ରୋତ୍ସାହନ ଯୋଗାଇ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ବିଗତ ୨୦ ବର୍ଷ ମଧ୍ୟରେ ରାଜ୍ୟ ଦୁଗ୍ଧ ଉତ୍ପାଦନ ବହୁଗୁଣ ବୃଦ୍ଧି ପାଇଛି। ୨୦୦୦ […]
ନୂଆଦିଲ୍ଲୀ: ଭାରତୀୟ ରେଳ (ଆଇଆର) ଏପ୍ରିଲ୍ ୨୦୨୩ ରେ ମାସିକ ମାଲ ପରିବହନ କ୍ଷେତ୍ରରେ ୧୨୬.୪୬ ମେଟ୍ରିକ୍ ଟନ୍ର ରେକର୍ଡ କରିଛି। ଏପ୍ରିଲ୍ ମାସରେ ବର୍ଦ୍ଧିତ ଲୋଡିଂର ପରିମାଣ ୪.୨୫ ମେଟ୍ରିକ୍ ଟନ୍ ରହିଛି, ଅର୍ଥାତ୍ ୨୦୨୨ ଏପ୍ରିଲ୍ରେ ହାସଲ ହୋଇଥିବା ଲୋଡିଂ […]
ଭୁବନେଶ୍ଵର: ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ)ର ୧୧୭ତମ ବୈଠକ ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ଏସଏଲଏସଡବ୍ଲ୍ୟୁସିଏ କମିଟି ଦ୍ୱାରା ୨୮୪୦.୭୩ କୋଟି ଟଙ୍କାର ୧୧ଟି ଶିଳ୍ପ ପ୍ରକଳ୍ପକୁ […]
ଭୁବନେଶ୍ୱର: ବୟନିକା ୬୭ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ମଇ ୫ ତାରିଖ ଦିନ ସମସ୍ତ ବୟନିକା ଶାଖାରେ ପାଖାପାଖି ୧ କୋଟି ୨୦ ଲକ୍ଷ ଟଙ୍କାର ବ୍ୟବସାୟ ହୋଇଛି । ସେଥି ମଧ୍ୟରୁ ବୟନିକା ମାର୍କେଟ ବିଲ୍ଡିଂ ଶାଖାରେ ୩୨ ଲକ୍ଷ […]
ନୂଆଦିଲ୍ଲୀ: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଏୟାରଲାଇନ୍ସ କମ୍ପାନୀ ଗୋ ଫାଷ୍ଟ, ମେ ୧୨ ତାରିଖ ପର୍ଯ୍ୟନ୍ତ ସମସ୍ତ ବିମାନ ଉଡ଼ାଣ ବାତିଲ କରିବାକୁ ନିଷ୍ପତ୍ତି ନେଇଛି। ଶୁକ୍ରବାର ରାତିରେ କମ୍ପାନୀ ଏ ବିଷୟରେ ସୂଚନା ଦେଇଛି। Due to […]
ଭୁବନେଶ୍ୱର: ରାଜ୍ୟର କୃଷକମାନଙ୍କ ଆୟବୃଦ୍ଧି ନିମନ୍ତେ ସମନ୍ୱିତ କୃଷି ଏବଂ ଫସଲର ବିବିଧିକରଣ ଏକ ଫଳପ୍ରଦ ପଦକ୍ଷେପ ଏବଂ ଏହା ଉପରେ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ପ୍ରଦାନ କରୁଛନ୍ତି। କୃଷି ସହିତ ଆନୁଷଙ୍ଗିକ କୃଷି, ମତ୍ସ୍ୟ ଓ ପ୍ରାଣୀପାଳନ ଚାଷୀଙ୍କୁ […]
ଭୁବନେଶ୍ଵର: ଓଡ଼ିଆଙ୍କୁ ଖାଣ୍ଟି ଓଡ଼ିଆ ଖାଦ୍ୟର ମଜା ଚଖାଉଥିବା ମାଇକେଲ୍ କିଚେନ୍ ରେ ମେ ୫ତାରିଖରୁ ‘ମିଲେଟ୍ ଫୁଡ୍ ଫେଷ୍ଟିଭାଲ’ ଆୟୋଜନ ହେଲା। ପାରମ୍ପରିକ ଓଡ଼ିଆ ଖାଦ୍ୟ ସହ ମିଲେଟ୍ କୁ ନେଇ ଦେଶ ବିଦେଶର ନୂଆ ନୂଆ ଖାଦ୍ୟ ଚଖାଇବା […]
ଭୁବନେଶ୍ଵର:ଭାରତର ସାମଗ୍ରିକ କୋଇଲା ଉତ୍ପାଦନ ୨୦୨୨-୨୩ ଆର୍ଥିକ ବର୍ଷରେ ୮୯୩.୦୮ ମିଲିୟନ ଟନ୍କୁ ବୃଦ୍ଧି ପାଇଛି, ଯାହା କି ୨୦୧୮-୧୯ ଆର୍ଥିକ ବର୍ଷରେ ୭୨୮.୭୩ ମିଲିୟନ ଟନ୍ ତୁଳନାରେ ୨୩% ଅଧିକ ବୋଲି କୋଇଲା ମନ୍ତ୍ରଣାଳୟ ଟୁଇଟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର […]
ନୂଆଦିଲ୍ଲୀ: ଦାମୀ ଖାଇବା ତେଲର ମୂଲ୍ୟରେ ସାଧାରଣ ଲୋକଙ୍କୁ ଏକ ବଡ଼ ଆଶ୍ଵସ୍ତି ମିଳିଛି। ଧାରା ବ୍ରାଣ୍ଡ ନାମରେ ଖାଇବା ତେଲ ବିକ୍ରି କରୁଥିବା ମଦର ଡେୟରି ଲିଟର ପିଛା ୧୫ ରୁ ୨୦ ଟଙ୍କା ଏମଆରପି ହ୍ରାସ କରିବାକୁ ଘୋଷଣା […]
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଅନୁମୋଦିିତ ବାର୍ଷିକ ତାଲିକା ହିସାବରେ ଏ ବର୍ଷ ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ପବିତ୍ର ସାବିତ୍ରୀ ବ୍ରତ ଉପଲକ୍ଷେ ଏକ ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୩ ଭୁବନେଶ୍ୱର ସ୍ଥିତ ଏକାମ୍ର ହାଟ […]
ନୂଆଦିଲ୍ଲୀ: କୋଭିଡ-୧୯ କାଳରେ କ୍ଷତିଗ୍ରସ୍ତ ହୋଇଥିବା ଏମ୍ଏସ୍ଏମ୍ଇ ଉଦ୍ୟୋଗଗୁଡିକୁ ସହାୟତା ପ୍ରଦାନ କରିବା ନିମନ୍ତେ କେନ୍ଦ୍ର ସରକାର “ବିବାଦ ସେ ବିଶ୍ୱାସ-୧” ଯୋଜନା ଆରମ୍ଭ କରିଛନ୍ତି। ଅର୍ଥ ମନ୍ତ୍ରଣାଳୟର ବ୍ୟୟବିଭାଗ ପକ୍ଷରୁ ଏହି ଯୋଜନାକୁ କାର୍ଯ୍ୟକାରୀ କରାଯାଇଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା […]
ନୂଆଦିଲ୍ଲୀ: ୨୦୨୩ ଏପ୍ରିଲ ମାସରେ ଦେଶରେ ମୋଟ ୧, ୮୭,୦୩୫ କୋଟି ଟଙ୍କାର ଜିଏସ୍ଟି ସଂଗୃହୀତ ହୋଇଛି। ସେଥିରେ କେନ୍ଦ୍ରୀୟ ଜିଏସ୍ଟିର ପରିମାଣ ୩୮, ୪୪୦ କୋଟି, ରାଜ୍ୟ ଜିଏସ୍ଟିର ଅଂଶ ୪୭, ୪୧୨ କୋଟି ଓ ସମନ୍ୱିତ ଜିଏସ୍ଟିର ପରିମାଣ […]
ଲେଖକ: ସୌମ୍ୟକାନ୍ତୀ ଘୋଷ; ମୁଖ୍ୟ ଅର୍ଥନୀତିକ ପରାମର୍ଶଦାତା, ଭାରତୀୟ ଷ୍ଟେଟବ୍ୟାଙ୍କ ଗ୍ରୁପ ଗତ ଏପ୍ରିଲ ୮ ତାରିଖରେ ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା କାର୍ୟ୍ୟକାରୀ ହେବାର ଆଠ ବର୍ଷ ପୂରଣ ହୋଇଛି । ୨୦୧୪-୧୫ ବର୍ଷରେ ଭାରତର ଆନୁଷ୍ଠାନିକ ଆର୍ଥିକ କ୍ଷେତ୍ର ଯେତେବେଳେ […]