ଭୁବନେଶ୍ୱର: ରାଜ୍ୟ ସରକାର ଆଳୁ ଚାଷକୁ ପ୍ରୋତ୍ସାହିତ କରିବା ନିମନ୍ତେ ଚାଷୀମାନଙ୍କୁ ଉନ୍ନତ ମାନର ଆଳୁ ବିହନ ରିହାତି ଦରରେ ଯୋଗାଇ ଦେଉଥିବା ପରିପ୍ରେକ୍ଷୀରେ ଆଜି ଚଳିତ ବର୍ଷର ରବି ଋତୁରେ ଆଳୁ ବିହନ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । […]
ଭୁବନେଶ୍ୱର/ ନୟାଗଡ଼: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍ସ ଓଡ଼ିଶାର ନୟାଗଡ଼ ଜିଲ୍ଲାର ରାଜସୁନାଖଳା ସହରରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଟ୍ରେଣ୍ଡ୍ସ ବାସ୍ତବରେ […]
ଭୁବନେଶ୍ୱର: ସ୍ଥାନୀୟ ମହାଲେଖାକାର କାର୍ଯ୍ୟାଳୟ ଆନୁକୂଲ୍ୟରେ 2ୟ ଅଡିଟ ସପ୍ତାହ ସଚିବାଳୟ କନଭେନସନ ସମ୍ମିଳନୀ କକ୍ଷଠାରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଓଡ଼ିଶାର ମୁଖ୍ୟ ଶାସନ ସଚିବ […]
ନୂଆଦିଲ୍ଲୀ: ଉପଭୋକ୍ତା ବ୍ୟାପାର ବିଭାଗ ଇ-କମର୍ସରେ ଜାଲଆତି ଓ ଭ୍ରମାତ୍ମକ ସମୀକ୍ଷାରୁ ଗ୍ରାହକମାନଙ୍କ ହିତକୁ ସୁରକ୍ଷା ଏବଂ ସଂରକ୍ଷଣ ପ୍ରଦାନ କରିବା ପାଇଁ ପ୍ରସ୍ତୁତ ରୂପରେଖର ଆଜି ଶୁଭାରମ୍ଭ କରିଛନ୍ତି। ଉପଭୋକ୍ତା ବ୍ୟାପାର ବିଭାଗର ସଚିବ ଶ୍ରୀ ରୋହିତ କୁମାର ସିଂ […]
ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀସ୍ଥିତ ପ୍ରଗତି ମୈଦାନରେ ଆୟୋଜିତ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ଆଜି ଅଷ୍ଟମ ଦିବସ । ଗତ ଦୁଇଦିନ ଧରି ସରକାରୀ ଛୁଟି ପରେ ଆଜିଠାରୁ ସରକାରୀ କାର୍ଯ୍ୟଦିବସ ଥିବା ସତ୍ତେ୍ୱ ବାଣିଜ୍ୟ ମେଳାରେ ପୂର୍ବାପେକ୍ଷା ଜନଗହଳି କମି ନାହିଁ […]
ଭୁବନେଶ୍ୱର : ଯୁବଗୋଷ୍ଠୀଙ୍କ ଦକ୍ଷତା ବୃଦ୍ଧି ଏବଂ ନିରନ୍ତର ପ୍ରଗତିରେ ସେମାନଙ୍କ କ୍ରିୟାଶୀଳ ଭୂମିକାକୁ ଉନ୍ନତ କରିବା କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ଉଭା ହୋଇଛି ବୋଲି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ପ୍ରକାଶ […]
ନୂଆଦିଲ୍ଲୀ: ମୁଦ୍ରାସ୍ଫୀତିରୁ ସାଧାରଣ ଜନତାଙ୍କୁ କୌଣସି ଆଶ୍ଵସ୍ତି ନାହିଁ। ବର୍ତ୍ତମାନ କ୍ଷୀରର ମୂଲ୍ୟ ପୁଣି ବୃଦ୍ଧି ପାଇଛି। ମଦର ଡାଏରୀ କ୍ଷୀରର ମୂଲ୍ୟ ବୃଦ୍ଧି କରିଛି ଏବଂ ଫୁଲ୍ କ୍ରିମ୍ କ୍ଷୀର ବର୍ତ୍ତମାନ ଲିଟର ପିଛା ୬୩ ଟଙ୍କା ବଦଳରେ ୬୪ […]
ମୁମ୍ବାଇ: ବିଶ୍ବର ଅନ୍ୟତମ ଧନୀ ବ୍ୟକ୍ତି ତଥୀ ଶିଳ୍ପପତି ମୁକେଶ ଆମ୍ବାନୀଙ୍କ ଝିଅ ଇଶା ଆମ୍ବାନୀ ଏବଂ ଜ୍ବାଇଁ ଆନନ୍ଦ ପିରାମଲଙ୍କୁ ନେଇ ଆସିଛି ବଡ ଖବର। ତାହା ହେଲା ଉଭୟ ଇଷା ଓ ଆନନ୍ଦ ଗତକାଲି ଜାଆଁଳା ଛୁଆର ପିତାମାତା […]
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଖରିଫ ଋତୁ ନିମନ୍ତେ ଜିଲ୍ଲା ଧାନ ସଂଗ୍ରହ କମିଟି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଚଳିତ ବର୍ଷ ଆସନ୍ତା ଡିସେମ୍ବର ୩୦ ତାରିଖରୁ ଖରିଫ ଋତୁ ପାଇଁ ଧାନ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ସାରା ରାଜ୍ୟରେ ମହିଳାମାନଙ୍କୁ ସ୍ଵତନ୍ତ୍ର ପ୍ରାଧାନ୍ୟ ଦେବା ସହ ସେମାନଙ୍କୁ ସ୍ଵାବଲମ୍ବି କରିବା ପାଇଁ ମିଶନ ଶକ୍ତି ମାଧ୍ୟମରେ ବିଭିନ୍ନ ମହିଳା ଗୋଷ୍ଠୀଙ୍କୁ ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଧାନ୍ୟ ଦେଇଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟର ସମସ୍ତ ଏସଏଚଜି […]
ନୂଆଦିଲ୍ଲୀ: କିଛି ଗଣମାଧ୍ୟମରେ ପ୍ରକାଶ ପାଇଛି ଯେ ତାମିଲନାଡ଼ୁର ତ୍ରିଚି ଏବଂ ରାଜସ୍ଥାନରେ ସାର ଅଭାବ ଦେଖା ଦେଇଛି। ଏହି ଖବର ସମ୍ପୂର୍ଣ୍ଣ ଭିତ୍ତିହୀନ। ଏହା ସ୍ପଷ୍ଟ କରାଯାଉଛି ଯେ ଦେଶରେ ରବି ଋତୁ 2022-23 ର ଆବଶ୍ୟକତାକୁ ପୂରଣ କରିବା […]
ଭୁବନେଶ୍ୱର: ରିଲାଏନ୍ସ ଜିଓ ପକ୍ଷରୁ ଦିଲ୍ଲୀ ପରେ ନୋଏଡ଼ା, ଗାଜିଆବାଦ, ଗୁରୁଗ୍ରାମ ଏବଂ ଫରିଦାବାଦରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଥିବା ଘୋଷଣା କରାଯାଇଛି । ଏଥି ସହିତ ସମଗ୍ର ଦିଲ୍ଲୀ-ଏନ୍ସିଆର୍ ଅଂଚଳରେ ଟ୍ରୁ-୫ଜି ସେବା ଆରମ୍ଭ କରିବାରେ ଜିଓ ହେଉଛି ଦେଶର […]
ନୂଆଦିଲ୍ଲୀ: ଯଦି ଆପଣଙ୍କର ମଧ୍ୟ ଏକ ରାସନ କାର୍ଡ ଅଛି ଏବଂ ସରକାରଙ୍କ ଠାରୁ ରାସନ ନିଅନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ଅଛି। ପ୍ରକାଶ ଯେ ହିତାଧିକାରୀମାନେ ରାସନ ଗ୍ରହଣକୁ ଦୃଷ୍ଟିରେ ରଖି ସରକାର କିଛି ଗୁରୁତ୍ୱପୂର୍ଣ୍ଣ […]
ଭୁବନେଶ୍ୱର: ରିଲାଏନ୍ସ ଜିଓ ହାରାହାରି ୪ଜି ଡାଉନ୍ଲୋଡ୍ ସ୍ପିଡ୍ ଓ ୪ଜି ଅପ୍ଲୋଡ୍ ସ୍ପିଡ୍ରେ ଏକ ନମ୍ବର ସ୍ଥାନରେ ରହିଛି । ଭାରତୀୟ ଟେଲିକମ୍ ନିୟାମକ କର୍ତୃପକ୍ଷ (ଟ୍ରାଇ) ପକ୍ଷରୁ ଅକ୍ଟୋବର ମାସ ପାଇଁ ଜାରି କରାଯାଇଥିବା ୪ଜି ସ୍ପିଡ୍ ଟେଷ୍ଟ […]
ନୂଆଦିଲ୍ଲୀ: ସନ୍ଧ୍ୟା ଦେବନାଥନଙ୍କୁ ଫେସବୁକର ପ୍ୟାରେଣ୍ଟ୍ କମ୍ପାନୀ ମେଟା ଭାରତର ମୁଖ୍ୟ ଭାବରେ ନିଯୁକ୍ତ କରିଛି। ଅଜିତ ମୋହନଙ୍କ ଇସ୍ତଫା ପରେ ସନ୍ଧ୍ୟାଙ୍କୁ ଏହି ଦାୟିତ୍ଵ ଦିଆଯାଇଛି। ସେ ୨୦୧୬ ରେ ମେଟା ରେ ଯୋଗ ଦେଇଥିଲେ। ସେ ସିଙ୍ଗାପୁର ଏବଂ […]
ନୂଆଦିଲ୍ଲୀ: ବର୍ତ୍ତମାନ ଦେଶରେ ବୈଦ୍ୟୁତିକ କାରର ବିକ୍ରୟ ଗ୍ରାଫ୍ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ବୈଦ୍ୟୁତିକ କାରଗୁଡିକର ଚାହିଦା ଏବଂ ଏହାର ଭବିଷ୍ୟତକୁ ଦେଖି କମ୍ପାନୀଗୁଡିକ ବୈଦ୍ୟୁତିକ କାର ତିଆରି ଉପରେ ଅଧିକ ଗୁରୁତ୍ୱ ଦେଉଛନ୍ତି। ନିକଟରେ ମୁମ୍ବାଇ ସ୍ଥିତ ଷ୍ଟାର୍ଟଅପ୍ […]
ନୂଆଦିଲ୍ଲୀ: ଏଲପିଜି ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ସୁବିଧା ପାଇଁ ସରକାର କଠୋର ପଦକ୍ଷେପ ନେବାକୁ ଯାଉଛନ୍ତି। ପ୍ରାୟତଃ ଗ୍ରାହକମାନେ ଅଭିଯୋଗ କରନ୍ତି ଯେ, ସେମାନଙ୍କ ଘରୋଇ ଗ୍ୟାସ ସିଲିଣ୍ଡରରେ ଗ୍ୟାସର ପରିମାଣ ୧ ରୁ ୨ କିଲୋଗ୍ରାମ କମ୍ […]
ଭୁବନେଶ୍ୱର: ସ୍ମାର୍ଟଫୋନ୍ ନିର୍ମାତା ଓପୋ ଇଣ୍ଡିଆର ଅଧିକାଂଶ ୫ଜି ଡିଭାଇସ୍ ଜିଓର ଷ୍ଟାଣ୍ଡ୍ଏଲୋନ୍ ଟ୍ରୁ-୫ଜି ନେଟ୍ୱର୍କକୁ ସପୋର୍ଟ କରୁଛିବା କଂପାନି ପକ୍ଷରୁ ଘୋଷଣା କରାଯାଇଛି। ଓପୋ ସ୍ମାର୍ଟଫୋନ୍ଗୁଡ଼ିକରେ ଜିଓ ଟ୍ରୁ-୫ଜି ସେବା ହାସଲ କରାଯାଇପାରିବ। ଓପୋ ପକ୍ଷରୁ କୁହାଯାଇଛି ଯେ ଜିଓ […]
ଭୁବନେଶ୍ୱର: ରାଜ୍ୟର ଆର୍ଥିକ ଅଭିବୃଦ୍ଧି ନିମନ୍ତେ ବ୍ୟାଙ୍କଗୁଡ଼ିକ ସବୁକ୍ଷେତ୍ରକୁ ଋଣ ପ୍ରଦାନ ବୃଦ୍ଧି କରିବାକୁ ଉନ୍ନୟନ କମିଶନର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା କୃଷି ଉତ୍ପାଦନ କମିଶନର ପ୍ରଦୀପ କୁମାର ଜେନା ଆଜି ଅନୁଷ୍ଠିତ ୧୬୯ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ମେନ ରୋଡ଼ ଦିଗନ୍ତିକା ହୋଟେଲ ମହଲାରେ ପୁର୍ବରୁ ଅବସ୍ଥିତ ଥିବା ଏଚଡିଏଫସି ବ୍ୟାଙ୍କ ଟି ନିକଟସ୍ଥ ରିଲାଏନ୍ସ ଟ୍ରେଣ୍ଡ ମହଲାକୁ ଆଜି ସ୍ଥାନାନ୍ତରିତ ହୋଇ ଉଦଘାଟିତ ହୋଇଯାଇଛି। ଉକ୍ତ ଉଦଘାଟନୀ […]
ଭୁବନେଶ୍ଵର: ଟ୍ରେନରେ କ୍ୟାଟରିଙ୍ଗ ସେବାରେ ଉନ୍ନତି ଆଣିବା ପାଇଁ ଏକ ପଦକ୍ଷେପ ଭାବରେ ମେନୁକୁ ଅନ୍ତର୍ଭୁକ୍ତ ଓ ମୂଲ୍ୟାୟନ କରିବା ପାଇଁ ଆଇଆରସିଟିସିରେ ନମନୀୟତା ପ୍ରଦାନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଯାହା ଦ୍ଵାରା ଆଞ୍ଚଳିକ ରୋଷେଇ/ପାକ ପ୍ରଣାଳୀ, ଋତୁକାଳୀନ ସୁସ୍ଵାଦ ଖାଦ୍ୟ, […]