ନୂଆଦିଲ୍ଲୀ: ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ହରଦୀପ ସିଂ ପୁରୀ କହିଛନ୍ତି ଯେ, ଜିଏସଟି ଅଧୀନରେ ପେଟ୍ରୋଲ ଏବଂ ଡିଜେଲ ଆଣିବାକୁ କେନ୍ଦ୍ର ସରକାର ପ୍ରସ୍ତୁତ ଅଛନ୍ତି। କିନ୍ତୁ ରାଜ୍ୟଗୁଡିକର ସହମତି ଆବଶ୍ୟକ। ଉଲ୍ଲେଖଥାଉ କି, କେନ୍ଦ୍ର ମନ୍ତ୍ରୀଙ୍କ ଏହି […]
କୋଲକାତା: ପଶ୍ଚିମବଙ୍ଗ ସରକାରଙ୍କ ସୂଚନା ପ୍ରଯୁକ୍ତି (ଆଇଟି) ବିଭାଗ ଏବଂ କେନ୍ଦ୍ର ସରକାରଙ୍କ ଦୂରସଂଚାର ବିଭାଗ ପକ୍ଷରୁ କୋଲକାତାରେ ଏକ କର୍ମଶାଳା ଆୟୋଜନ କରାଯାଇଛି। ଏହି ଦିନିକିଆ କର୍ମଶାଳାରେ ରିଲାଏନ୍ସ ଜିଓ ପକ୍ଷରୁ କୃଷି, ସ୍ୱାସ୍ଥ୍ୟ, ଶିକ୍ଷା ଏବଂ ସ୍ମାର୍ଟ ଅଫିସ […]
ଭୁବନେଶ୍ୱର: ଆଜି ଅପରାହ୍ନରେ ନୂଆଦିଲ୍ଲୀ ପ୍ରଗତି ମଇଦାନଠାରେ ଆୟୋଜିତ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳାରେ ଓଡିଶା ପାଭିଲିୟନକୁ ପଂଚାୟତିରାଜ ଓ ପାନୀୟ ଜଳ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତର୍ନ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦିପ କୁମାର ଅମାତ […]
ଭୁବନେଶ୍ୱର/ମୁମ୍ବାଇ: ମୁମ୍ବାଇ, ଦିଲ୍ଲୀ, କୋଲକାତା, ଚେନ୍ନାଇ, ବାରାଣାସୀ ଏବଂ ନାଥଦ୍ୱାରାରେ ଜିଓ ଟ୍ରୁ-୫ଜି ସେବାର ସଫଳ ବିଟା ପରୀକ୍ଷଣ ଶୁଭାରମ୍ଭ ପରେ ରିଲାଏନ୍ସ ଜିଓ ପକ୍ଷରୁ ବେଙ୍ଗାଲୁରୁ ଓ ହାଇଦ୍ରାବାଦରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଛି । ଏହି ଦୁଇ ସହର […]
ନୂଆଦିଲ୍ଲୀ: କେନ୍ଦ୍ର ସରକାର ଗୁରୁବାର ଦିନ ଦୁଇଟି କିସ୍ତିରେ ଟିକସ ହସ୍ତାନ୍ତର ଆକାରରେ ୧,୧୬,୬୬୫ କୋଟି ଟଙ୍କା ବିଭିନ୍ନ ରାଜ୍ୟକୁ ହସ୍ତାନ୍ତର କରିଛନ୍ତି। ସାଧାରଣ ମାସିକ ଟିକସ ହସ୍ତାନ୍ତର ପରିମାଣ ୫୮,୩୩୩ କୋଟି ଟଙ୍କା ତୁଳନାରେ ଏହି ଅର୍ଥ ଖୁବ ଅଧିକ। […]
ଭୁବନେଶ୍ବର: ବର୍ତ୍ତମାନ ଜନ୍ମଦିନ ପାର୍ଟିରେ ମିଳିବ ମାଣ୍ଡିଆ କେକ୍। ବିଶ୍ବାସ ହେଉ ନାହିଁ କି ! ଏହା ସତକଥା। ଏବେ ମାଣ୍ଡିଆର ଭେଳିକି ଭେଳି ଖାଦ୍ୟ ପଦାର୍ଥ ବଜାରରେ ଉପଲବ୍ଧ ହେବ। ବର୍ତ୍ତମାନ ମାଣ୍ଡିଆ ଆଉ ଖିରି ବା ଜାଉ ଭିତରେ […]
ନୂଆଦିଲ୍ଲୀ: ଭାରତୀୟ ମୁଦ୍ରା ବା ଟଙ୍କା (ଆଇଏନଆର)ରେ ଅନ୍ତର୍ଜାତୀୟ ବାଣିଜ୍ୟ କାରବାର ପାଇଁ ଅନୁମତି ଦେବା ଲାଗି ବୈଦେଶିକ ବାଣିଜ୍ୟ ନୀତି ଏବଂ ପଦ୍ଧତି ପୁସ୍ତିକାରେ ଆବଶ୍ୟକ ସଂଶୋଧନ କରିଛନ୍ତି ଭାରତ ସରକାର। ଏହାଦ୍ବାରା ଭାରତୀୟ ମୁଦ୍ରାରେ ଇନଭଏସ ପ୍ରସ୍ତୁତି, ଅର୍ଥ […]
ନୂଆଦିଲ୍ଲୀ: ଦେଶର ଅନେକ ଲୋକ ଟିକେଟ୍ କାଉଣ୍ଟରରୁ ଟ୍ରେନ୍ ଟିକେଟ୍ କିଣୁଥିବାବେଳେ ଅନ୍ୟପଟେ ଅଧିକାଂଶ ଲୋକ ଅନଲାଇନରେ ଟିକେଟ୍ ବୁକ୍ କରନ୍ତି। ଯଦି ଆପଣ ଚାହାଁନ୍ତି ଯେ, ଆପଣ ପ୍ରତି ମାସରେ ଏକରୁ ଅଧିକ IRCTC ୟୁଜର୍ ID ଟ୍ରେନ୍ ଟିକେଟ୍ […]
ନୂଆଦିଲ୍ଲୀ: ଆସନ୍ତା ସପ୍ତାହରେ ବ୍ୟାଙ୍କ କର୍ମଚାରୀମାନେ ଧର୍ମଘଟ କରୁଥିବା ହେତୁ ବ୍ୟାଙ୍କ ସେବା ପ୍ରଭାବିତ ହୋଇପାରେ। ନଭେମ୍ବର ୧୯ ତାରିଖ ୨୦୨୨ରେ ବ୍ୟାଙ୍କ କର୍ମଚାରୀମାନେ ଧର୍ମଘଟ କରିବେ। ଦୁଇ ଦିନିଆ ଧର୍ମଘଟ ପାଇଁ ଅଲ ଇଣ୍ଡିଆ ବ୍ୟାଙ୍କ କର୍ମଚାରୀ ସଂଘ କହିଛି। […]
ନୂଆଦିଲ୍ଲୀ: ୩ ଭାରତୀୟ ମହିଳା ଉଦ୍ୟୋଗୀଙ୍କ ନାମ ଫୋର୍ବସ୍ ଟପ୍ ୨୦ ଏସୀୟ ମହିଳା ଉଦ୍ୟୋଗୀ ତାଲିକାରେ ମଧ୍ୟ ଅନ୍ତର୍ଭୁକ୍ତ। ଏହି ତାଲିକାରେ ସେହି ମହିଳାମାନେ ଅନ୍ତର୍ଭୁକ୍ତ ଥିଲେ ଯେଉଁମାନେ କୋଭିଡ-୧୯ ମହାମାରୀ ଦ୍ଵାରା ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ସେମାନଙ୍କ […]
ଭୁବନେଶ୍ୱର: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍ସ ଓଡ଼ିଶାର ଗଂଜାମ ଜିଲ୍ଲାର ଦିଗପହଣ୍ଡି ସହରରେ ତାହାର ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଟ୍ରେଣ୍ଡ୍ସ ବାସ୍ତବରେ ଭାରତର […]
ନୂଆଦିଲ୍ଲୀ : କେନ୍ଦ୍ର ଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ବୈଦ୍ୟୁତିକ ଯାନ(ଇଭି)ର ଚାର୍ଜିଂ ଭିତ୍ତିଭୂମି ସଂକ୍ରାନ୍ତ ନୀତିର ସଂଶୋଧନ କରାଯାଇଛି। ଏଥି ସହିତ ଏ କ୍ଷେତ୍ରରେ ଏକୀକୃତ ସଂଶୋଧିତ ନିର୍ଦ୍ଦେଶାବଳୀ ଓ ମାନକ ଜାରି କରାଯାଇଛି। ଏହା ଫଳରେ ମନ୍ତ୍ରଣାଳୟ ପକ୍ଷରୁ ୨୦୨୨ […]
ନୂଆଦିଲ୍ଲୀ: ଖଣି ମନ୍ତ୍ରଣାଳୟର ସର୍ବଶେଷ ହିସାବ ଅନୁସାରେ ଦେଶର ୨୩ଟି ରାଜ୍ୟର ୬୨୨ ଜିଲ୍ଲାରେ ଖଣିଜ ପ୍ରତିଷ୍ଠାନ (ଡିଏମଏଫ) ଗଠନ କରାଯାଇଛି। ଖଣି ଓ ଖଣିଜ (ଉନ୍ନୟନ ଓ ନିୟନ୍ତ୍ରଣ) ଏମଏମ୍ଡିଆର, ଆଇନ ୧୯୫୭ ସଂଶୋଧନ ହୋଇ ଡିଏମ୍ଏଫର ପ୍ରବର୍ତ୍ତନ କରାଯାଇଥିଲା। […]
ନୂଆଦିଲ୍ଲୀ: ଦେଶରେ ଚିନି ଦରକୁ ନିୟନ୍ତ୍ରିତ କରି ରଖିବା ଏବଂ ଚିନି କଳଗୁଡ଼ିକର ଆର୍ଥିକ ସ୍ଥିତିରେ ସୁଧାର ଆଣିବା ଲାଗି ସରକାର ଆଉ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ଆଖୁ ଉତ୍ପାଦନର ପ୍ରାରମ୍ଭିକ ଆକଳନକୁ ଆଧାର କରି ଭାରତ ସରକାର […]
Maruti Suzuki Offer : ଭାରତର ସବୁଠୁ ବଡ କାର ନିର୍ମାତା ମାରୁତି ସୁଜୁକି ଚଳିତ ମାସରେ ଅଧିକ ସଂଖ୍ୟାରେ କାର ବିକ୍ରୀ ଲକ୍ଷ୍ୟ ରଖିଛି। ସେଥିପାଇଁ ମାରୁତି ସୁଜୁକି ଏହି ନଭେମ୍ବର ମାସରେ ଏହାର ଆରେନା ପରିସର ମଧ୍ୟରେ ୫୭,୦୦୦ […]
ଦିଲ୍ଲୀ: ମୁଖ୍ୟ କମିଶନର ନିଧି ଖରେଙ୍କ ନେତୃତ୍ୱରେ କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (ସିସିପିଏ) କ୍ଲାଉଡଟେଲ୍ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍ ପ୍ରେସର କୁକର (ଗୁଣବତ୍ତା ନିୟନ୍ତ୍ରଣ) ନିର୍ଦ୍ଦେଶ, ୨୦୨୦ ଅନୁଯାୟୀ ଧାର୍ଯ୍ୟ ବାଧ୍ୟତାମୂଳକ ମାନଦଣ୍ଡକୁ ଉଲ୍ଲଂଘନ କରି ଉପଭୋକ୍ତା ଅଧିକାରର ଉଲ୍ଲଂଘନ […]
ନୂଆଦିଲ୍ଲୀ: ଏଣିକି ଦେଶରେ ସହଜରେ ମୋବାଇଲ୍ ସିମ୍ କାର୍ଡ ପାଇବା ଦିନ ଶେଷ ହେବାକୁ ଯାଉଛି। ସିମ୍ କାର୍ଡ ମାଧ୍ୟମରେ ଠକେଇକୁ ରୋକିବା ପାଇଁ ସରକାର ବର୍ତ୍ତମାନ ସିମ୍ କାର୍ଡ ପାଇବା ପାଇଁ ନିୟମକୁ କଡାକଡି କରିବାକୁ ଯାଉଛନ୍ତି। ବର୍ତ୍ତମାନ, ଯେକୌଣସି […]
ଭୁବନେଶ୍ୱର: ଲଣ୍ଡନରେ ଆୟୋଜିତ ୱାର୍ଲଡ୍ କମ୍ୟୁନିକେସନ ଆୱାର୍ଡର ୨୪ତମ ସଂସ୍କରଣରେ ଜିଓ ପ୍ଲାଟଫର୍ମ୍ସକୁ କ୍ଲାଉଡ୍ ନେଟିଭ୍ ଆୱାର୍ଡ ପ୍ରଦାନ କରାଯାଇଛି। ଟେଲିକମ୍ ଶିଳ୍ପରେ କାର୍ଯ୍ୟ କରୁଥିବା ଦେଶବିଦେଶର ପ୍ରତିଷ୍ଠିତ କଂପାନି ଏବଂ ବରିଷ୍ଠ ଅଧିକାରୀମାନେ ଏହି ପୁରସ୍କାର ବିତରଣ ସମାରୋହରେ ଭାଗ […]
ଭୁବନେଶ୍ୱର: ରାଜ୍ୟରେ କୃଷିଜାତ ଶିଳ୍ପ ପ୍ରତିଷ୍ଠା ଦିଗରେ ବ୍ୟାପକ ସୁଯୋଗ ରହିଛି । ଓଡ଼ିଶା କୃଷି ପ୍ରୋତ୍ସାହନ ଓ ପୁଂଜିନିବେଶ ଉଦ୍ୟୋଗ ଲିମିଟେଡ୍ (ଆପିକଲ) ମାଧ୍ୟମରେ ଅଧିକରୁ ଅଧିକ ଉଦ୍ୟୋଗ ପ୍ରତିଷ୍ଠା ନିମନ୍ତେ ଆପିକଲକୁ ଅଧିକ କ୍ରିୟାଶୀଳ କରାଯାଉଛି । ଏହା […]
ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ କହିଛନ୍ତି ଯେ ଭାରତ ଭଳି ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି କୋଇଲା ଉତ୍ପାଦନ ଏବଂ ଗ୍ୟାସିଫିକେସନ୍ ପ୍ରକଳ୍ପରେ ଅଧିକ ବିନିଯୋଗ ଆବଶ୍ୟକ କରୁଛି । ସର୍ବଭାରତୀୟ ସ୍ତରରେ ଶକ୍ତି ମୂଲ୍ୟ ବିଶେଷ ଭାବରେ ଗ୍ୟାସର ମୂଲ୍ୟ […]
ନୂଆଦିଲ୍ଲୀ: ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପାଉଛି। ଏହା ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟକୁ ଖରାପ କରିଦେଇଛି। ଯଦି ଆପଣ ଏକ ମହଙ୍ଗା ଗ୍ୟାସ୍ ସିଲିଣ୍ଡର ବୁକ୍ କରିବା ପାଇଁ ୭୦ ଟଙ୍କା ନିଶ୍ଚିତ କ୍ୟାସବ୍ୟାକ୍ ଜିତିବାର ସୁଯୋଗ ପାଆନ୍ତି, […]