ଭୁବନେଶ୍ୱର/ବେଙ୍ଗଲୁରୁ: ଓଡିଶା ସରକାରଙ୍କ ଏକ ପ୍ରତିନିଧୀ ଦଳର ନେତୃତ୍ୱ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିବେଶକ ସଭାରେ ଯୋଗ ଦେବାକୁ ଆଜି ବେଙ୍ଗାଲୁରୁରେ ପହଞ୍ଚିଛନ୍ତି। ଫେଡେରେସନ୍ ଅଫ୍ ଇଣ୍ଡିଆନ୍ ଚାମ୍ବରସ୍ ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ବା FICCI ର […]
ଭୁବନେଶ୍ୱର: ଗତ ଆର୍ଥିକ ବର୍ଷ ତୁଳନାରେ ଚଳିତ ବର୍ଷ ଅଗଷ୍ଟ ଶେଷସୁଦ୍ଧା ରାଜ୍ୟର ସମୁଦାୟ ରାଜସ୍ୱ ସଂଗ୍ରହରେ ପ୍ରାୟ ୧୫.୫୫ ଶତକଡା ଅବିବୃଦ୍ଧି ହୋଇଛି। ଗତ ବର୍ଷ ଏହି ସମୟସୁଦ୍ଧା ସମୁଦାୟ ରାଜସ୍ୱ ସଂଗ୍ରହ ୩୧,୫୪୮.୪୯ କୋଟି ଟଙ୍କା ଥିବାବେଳେ ଚଳିତ […]
ନୂଆଦିଲ୍ଲୀ: ଭାରତୀୟ ଖେଳଣା ଉଦ୍ୟୋଗକୁ ପରିବେଶ ଅନୁକୂଳ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ ପରିପ୍ରେକ୍ଷୀରେ କେନ୍ଦ୍ର ଆବାସ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ କେତେକ ପଦକ୍ଷେପ ଗ୍ରହଣ କରିଛି। ମନ୍ତ୍ରଣାଳୟ ପକ୍ଷରୁ ଆବର୍ଜନା ଓ ବର୍ଜ୍ୟ ସାମଗ୍ରୀର ଉପଯୋଗୀ […]
ଭୁବନେଶ୍ୱର: ପୂଜା ସମୟରେ ଗ୍ରାହକମାନଙ୍କୁ ଖୁସି ଓ ଉଲ୍ଲାସ ପ୍ରଦାନ କରିବା ଲାଗି ଭାରତର ସର୍ବବୃହତ ଓ ଦ୍ରୁତ ଅଭିବୃଦ୍ଧିଶୀଳ ପୋଷାକ ଓ ଆକ୍ସେସୋରିଜ୍ ସ୍ପେସିଆଲିଟି ଶୃଙ୍ଖଳା ରିଲାଏନ୍ସ ରିଟେଲ୍ର ଟ୍ରେଣ୍ଡ୍ସ ପକ୍ଷରୁ ଏହାର ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ “ଖୁସିର […]
ନୂଆଦିଲ୍ଲୀ: ଦୁଇ ବର୍ଷ ମଧ୍ୟରେ ସମଗ୍ର ଦେଶରେ ୫ଜି ସେବା ଉପଲବ୍ଧ ହେବ। କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏକ କାର୍ଯ୍ୟକ୍ରମରେ କହିଛନ୍ତି ଯେ, ଖୁବ୍ ଶୀଘ୍ର ଭାରତରେ ୫ଜି ଟେଲିକମ୍ ସେବା ଆରମ୍ଭ ହେବ […]
ନୂଆଦିଲ୍ଲୀ: ଭାରତ ସରକାରଙ୍କ ‘ମେକ୍ ଇନ୍ ଇଣ୍ଡିଆ’ ଯୋଜନା ଇତିମଧ୍ୟରେ ଆଠବର୍ଷ ପୂରଣ କରିଛି। ଏହା କେନ୍ଦ୍ର ସରକାରଙ୍କର ଏକ ଧ୍ୱଜାଧାରୀ ଜାତୀୟ କାର୍ଯ୍ୟକ୍ରମ ଏବଂ ଏଥିରେ ଦେଶରେ ପୁଞ୍ଜିନିବେଶ, ଇନୋଭେସନ, ଦକ୍ଷତା ବିକାଶ, ବିଶ୍ୱସ୍ତରୀୟ ଭିତ୍ତିଭୂମି ନିର୍ମାଣ କରି ମାନୁଫାକଚରିଂ […]
ମୁମ୍ବାଇ/ଭୁବନେଶ୍ୱର: ରିଲାଏନ୍ସ ରିଟେଲର ଜିଓମାର୍ଟ, ଭାରତର ଏକ ଅଗ୍ରଣୀ ଇ-ମାର୍କେଟପ୍ଲେସ, ଆଜି ଆଗାମୀ ପାର୍ବଣଋତୁ ପାଇଁ ମାସ ବ୍ୟାପୀ ପାର୍ବଣ ଉତ୍ସବର ଘୋଷଣା କରିଛି । ଏହି ପାର୍ବଣଋତୁ ବିକ୍ରୟ ସେପ୍ଟେମ୍ବର ୨୩ରୁ ଆରମ୍ଭ ହେଉଛି ଓ ଏହା ଅକ୍ଟୋବର ୨୩, […]
ନୂଆଦିଲ୍ଲୀ: ୨୦୨୨-୨୩ରେ ପୁଞ୍ଜି ବିନିଯୋଗ ଲାଗି ରାଜ୍ୟମାନଙ୍କୁ ସ୍ବତନ୍ତ୍ର ସହାୟତା ନିମନ୍ତେ ଭାରତ ସରକାର ଏକ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା ଅଧୀନରେ, ପୁଞ୍ଜି ବିନିଯୋଗ ପ୍ରକଳ୍ପ ପାଇଁ ୫୦ ବର୍ଷ ଲାଗି ସୁଧମୁକ୍ତ ଋଣ ଆକାରରେ ରାଜ୍ୟ ସରକାରମାନଙ୍କୁ […]
ନୂଆଦିଲ୍ଲୀ: ଦ୍ରୁତ ବିତରଣ ଷ୍ଟାର୍ଟଅପ୍ ଜେପ୍ଟୋର ସହ-ପ୍ରତିଷ୍ଠାତା କୈବଲ୍ୟ ଭୋରା ଏବଂ ଆଦିତ ପାଲିଚା, ଆଇଏଫ୍ଏଲ୍ ୱେଲଥ-ହୁରୁନ୍ ଇଣ୍ଡିଆ ରିଚ୍ ତାଲିକା ୨୦୨୨ ରେ ସ୍ଥାନ ପାଇବାକୁ ସର୍ବକନିଷ୍ଠ ଉଦ୍ୟୋଗୀ ହୋଇପାରିଛନ୍ତି। କୈବଲ୍ୟଙ୍କ ବୟସ ମାତ୍ର ୧୯ ବର୍ଷ। ହୁରୁନ୍ ତାଲିକାରେ […]
ନୂଆଦିଲ୍ଲୀ: ଅନ୍ୟ ଏକ ସମବାୟ ବ୍ୟାଙ୍କ ଏକ ବଡ଼ ଧରଣର ଅସୁବିଧାର ସମ୍ମୁଖୀନ ହୋଇଛି। ବାସ୍ତବରେ, ମହାରାଷ୍ଟ୍ରର ଲକ୍ଷ୍ମୀ ସମବାୟ ବ୍ୟାଙ୍କ ଲିମିଟେଡର ଲାଇସେନ୍ସ ରିଜର୍ଭ ବ୍ୟାଙ୍କ (ଆରବିଆଇ) ବାତିଲ କରିଛି। ଏଥିସହ ଏହି ବ୍ୟାଙ୍କକୁ ଦିଆଯାଇଥିବା ନିର୍ଦ୍ଦେଶରେ କୁହାଯାଇଛି ଯେ, […]
ନୂଆଦିଲ୍ଲୀ: କୃଷି ଏବଂ କୃଷକ ବିକାଶ ମନ୍ତ୍ରଣାଳୟ ଦ୍ୱାରା ୨୦୨୨- ୨୩ ମସିହା ନିମନ୍ତେ ମୁଖ୍ୟ ଖରିଫ ଫସଲମାନଙ୍କ ଉତ୍ପାଦନର ପ୍ରଥମ ଅଗ୍ରୀମ ଆକଳନ ଜାରି କରାଯାଇଛି। କେନ୍ଦ୍ର କୃଷି ଏବଂ କୃଷକ ବିକାଶ ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମର ଏହି […]
ନୂଆଦିଲ୍ଲୀ: ତୈଳ ମନ୍ତ୍ରଣାଳୟର ଅଚାନକ ଟିକସ ସମୀକ୍ଷା ନେଇ କେତେକ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟର ଅଗଷ୍ଟ ୨୦୨୨ ଚିଠିକୁ ଦର୍ଶାଇ ମନ୍ତ୍ରଣାଳୟର ସ୍ୱତନ୍ତ୍ର ଅତିରିକ୍ତ ଉତ୍ପାଦ ଶୁଳ୍କ ବାବଦ ଅତିରିକ୍ତ କର ଧାର୍ଯ୍ୟ […]
ଭୁବନେଶ୍ଵର: ପୂଜା ବଜାରକୁ ସରଗରମ କରିବ ଅଞ୍ଜନେୟ ମିଡ଼ିଆ ପ୍ରାଇଭେଟ ଲିମିଟେଡ଼ ପ୍ରଡକସନର ପଞ୍ଚମ ଅବଦାନ। ଯାହାର ନାଁ ରହିଛି ତିତଲି। ପ୍ରଭାତ କୁମାର ପ୍ରଧାନ ଓ ଶିଶିର ଚନ୍ଦ୍ର ଦାସଙ୍କ ପ୍ରଯୋଜିତ ଏହି ନୂଆ ଓଡ଼ିଆ ସିନେମା ସେପ୍ଟେମ୍ବର ୩୦ରେ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ଅପରାହ୍ନରେ ଖୋର୍ଦ୍ଧା ଶିଳ୍ପାଞ୍ଚଳ, ଫୁଡ ପାର୍କ, ଆଇ.ଆଇ.ଡି ଖୋର୍ଦ୍ଧା ଓ ଜୟମଙ୍ଗଳ ଶିଳ୍ପାଞ୍ଚଳ ପ୍ରଭୃତି ଗସ୍ତ କରି ଶିଳ୍ପଦ୍ୟୋଗୀ, କର୍ମଚାରୀ ଓ ସ୍ଥାନୀୟ ଜନସାଧାରଣଙ୍କ […]
ନୂଆଦିଲ୍ଲୀ: ଯଦି ଆପଣଙ୍କର ଆକାଉଣ୍ଟ୍ ସହକାରୀ କିମ୍ବା ସମବାୟ ବ୍ୟାଙ୍କରେ ଅଛି, ତେବେ ଏହି ଖବର ଆପଣଙ୍କ କାମରେ ଆସିବ। ଭାରତୀୟ ରିଜର୍ଭ ବ୍ୟାଙ୍କ ଅନେକ ଗ୍ରାହକଙ୍କୁ ସୂଚନା ଦେଇଛି ଯେ, ସେପ୍ଟେମ୍ବର ୨୨ ତାରିଖ ୨୦୨୨ରୁ ସେମାନେ ସେମାନଙ୍କ ଆକାଉଣ୍ଟରୁ […]
ନୂଆଦିଲ୍ଲୀ: ଦେଶରେ ପ୍ରତ୍ୟକ୍ଷ ଟିକସ ସଂଗ୍ରହ ହାରରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି। ଏଥିରେ କରୋନା ମହାମାରୀ ପରେ ଦେଶରେ ଅର୍ଥନୀତିକ କାର୍ଯ୍ୟକଳାପ ସ୍ୱାଭାବିକ ଅବସ୍ଥାକୁ ଫେରିଥିବାର ସ୍ପଷ୍ଟ ସୂଚନା ମିଳୁଛି। ଏହା ମଧ୍ୟ ସରକାରଙ୍କ ସ୍ଥିର ନୀତି ଏବଂ ଟିକସ ବ୍ୟବସ୍ଥାର […]
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବରମୁଣ୍ଡା ଆନ୍ତଃରାଜ୍ୟ ବସ ଟର୍ମିନାଲ ରାଜ୍ୟର ବ୍ୟସ୍ତ ବସ ଷ୍ଟାଣ୍ଡ। ପ୍ରତିଦିନ ଏଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳ କୁ ଶହ ଶହ ବସ ଚଳା ଚଳ କରିଥାଏ. ଯାତ୍ରୀଙ୍କ ସୁବିଧା, ନିରାପତ୍ତା ତଥା ଆବଶ୍ୟକତା କୁ ଦୃଷ୍ଟିରେ ରଖି […]
ନୂଆଦିଲ୍ଲୀ: ଏହା ଏକ ସ୍ୱପ୍ନ ନୁହେଁ ବରଂ ଏକ ବାସ୍ତବତା। ଦୁନିଆର ପ୍ରଥମ ଫ୍ଲାଇଙ୍ଗ୍ ବାଇକ୍ ଲଞ୍ଚ କରାଯାଇଛି। ଯଦି ଆପଣ ଟ୍ରାଫିକ୍ ଜାମ୍ ଦ୍ୱାରା ଅସୁବିଧାରେ ପଡ଼ନ୍ତି ଏବଂ ଗୋଟିଏ ସହରରୁ ଅନ୍ୟ ସହରକୁ ଉଡ଼ିବାକୁ ଚାହାଁନ୍ତି, ତେବେ ଆପଣଙ୍କ […]
ଭୁବନେଶ୍ୱର: କଳାହାଣ୍ଡି ଜିଲ୍ଲାସ୍ଥିତ ଅପର ଇନ୍ଦ୍ରାବତୀଠାରେ ୬୦୦ ମେଗାୱାଟ୍ ପମ୍ପ ଷ୍ଟୋରେଜ ନିମନ୍ତେ ଓଡ଼ିଶା ଜଳବିଦ୍ୟୁତ ନିଗମ ଅନୁମତି ପାଇଛି। ନିଗମ ଇନ୍ଦ୍ରାବତୀ ସମେତ ୩୦୦ ମେଗାୱାଟ୍ କ୍ଷମତାସଂପନ୍ନ ଅପର କୋଲାବ ଏବଂ ମାଲକାନଗିରି ଜିଲ୍ଲାର ବାଲିମେଳାଠାରେ ୫୦୦ ମେଗାୱାଟ୍ର ଷ୍ଟୋରେଜ […]
ଭୁବନେଶ୍ୱର: ଭାରତର ଅଗ୍ରଣୀ ଅନଲାଇନ୍ ଫେସନ ଇ-ରିଟେଲର ଆଜିଓ ଅନେକ ଗୁଡ଼ିଏ ତାରକା ଖଚିତ ଅଫରକୁ ନେଇ ଆସିଛି ଏବଂ ଏଥିରେ ରହିଛି ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରର ଷ୍ଟାର ବ୍ରାଣ୍ଡ୍ ସମୂହ। ଏଥିରେ ଥିବା କଲେକ୍ସନ ଓ ଅତୁଳନୀୟ ଡିଲ୍ […]
ନୂଆଦିଲ୍ଲୀ: 2022 ମସିହାରେ ଆଦାନୀ ଗ୍ରୁପ୍ ଚେୟାରମ୍ୟାନ୍ ଗୌତମ ଆଦାନୀ ଏସିଆର ସବୁଠାରୁ ଧନୀ ବ୍ୟକ୍ତି ହେବା ପରଠାରୁ ସେ ପ୍ରତିଦିନ ନୂଆ ଉଚ୍ଚତାକୁ ଅତିକ୍ରମ କରୁଛନ୍ତି। ବର୍ତ୍ତମାନ ସେ ତାଙ୍କ ସଫଳତା ପାଇଁ ଆଉ ଏକ ରେକର୍ଡ ଯୋଡିଛନ୍ତି। ଆଜି […]