ଭୁବନେଶ୍ବର: ପ୍ରଖ୍ୟାତ ଶିଳ୍ପପତି ରତନ ଟାଟାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ରତନ ଟାଟାଙ୍କ ବିୟୋଗରେ ମୁଁ ମର୍ମାହତ। ସେ ଜଣେ ଦୂରଦୃଷ୍ଟି ସଂପର୍ଣ୍ଣ ଶିଳ୍ପପତି ଥିଲେ। ତାଙ୍କର ଶିଳ୍ପ ଜଗତ ପ୍ରତି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ରତନ ଟାଟାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି। ମୋଦୀ କହିଛନ୍ତି ଯେ ଶ୍ରୀ ଟାଟା ଜଣେ ଦୂରଦୃଷ୍ଟି ସମ୍ପନ୍ନ ଶିଳ୍ପପତି ଏବଂ ଜଣେ ଅସାଧାରଣ ମଣିଷ ଯିଏ ନିଜକୁ ନମ୍ରତା, ଦୟା ଏବଂ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ୍ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଏବଂ ଅନ୍ୟାନ୍ୟ କଲ୍ୟାଣମୂଳକ ପଦକ୍ଷେପ ସମେତ ସମସ୍ତ ସରକାରୀ ଯୋଜନା ଅଧୀନରେ ଚାଉଳର ଯୋଗାଣ ଜାରି ରଖିବାକୁ ଅନୁମୋଦନ କରିଛନ୍ତି। ଏହି […]
ଭୁବନେଶ୍ବର: ବର୍ତ୍ତମାନ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା। ଅଳ୍ପ ସମୟ ତଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାରିପଦାରେ ଆୟୋଜିତ ଏକ କାର୍ଯ୍ୟକ୍ରମରୁ ଏହି ଟଙ୍କା ପଠାଇଛନ୍ତି। ଫଳରେ ଯେଉଁମାନେ ଏହି ଟଙ୍କା ପାଇବା ପାଇଁ ହକଦାର ସେମାନଙ୍କ […]
ମୁମ୍ବାଇ: ରିଲାଏନ୍ସ ରିଟେଲର ଓମିନି ଚାନେଲ ସୌନ୍ଦର୍ଯ୍ୟ ପ୍ଲାଟଫର୍ମ ‘ଟିରା’ ପକ୍ଷରୁ ଭାରତରେ ବିଶ୍ୱର ଅଗ୍ରଣୀ ବିଳାସପୂର୍ଣ୍ଣ ସ୍କିନ କେୟାର ଏବଂ ହେୟାର କେୟାର ବ୍ରାଣ୍ଡ ‘ଅଗଷ୍ଟିନସ୍ ବେଡ଼ର୍’ ର ଶୁଭାରମ୍ଭ କରାଯାଇଛି। ଏହି ବ୍ରାଣ୍ଡ ଏହାର ଅତ୍ୟାଧୁନିକ ବିଜ୍ଞାନଆଧାରିତ ସୂତ୍ର ପାଇଁ […]
ନୂଆଦିଲ୍ଲୀ: ଜଣାଶୁଣା ଶିଳ୍ପପତି ରତନ ଟାଟା ହଠାତ ଅସୁସ୍ଥ ହୋଇପଡିଛନ୍ତି ଏବଂ ତାଙ୍କୁ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଟାଟା ସନ୍ସ ଚେୟାରମ୍ୟାନ୍ ଏମିରିଟସ୍ ରତନ ଟାଟାଙ୍କୁ ୮୬ ବର୍ଷ ବୟସ ଏବଂ ସ୍ୱାସ୍ଥ୍ୟଗତ ସମସ୍ୟା ହେତୁ ତାଙ୍କୁ […]
ଭୁବନେଶ୍ବର: ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ବିତୀୟ ଭାଗ ଆଉ ଦୁଇଦିନ ପରେ ପ୍ରଦାନ କରାଯିବ। ସେଥିପାଇଁ ସରକାରୀ ସ୍ତରରେ ଯେଉଁ ପଦକ୍ଷେପ ନିଆଯିବା କଥା ତାହା ନିଆଯାଇଛି। ଯେଉଁ ମହିଳାମାନେ ଏହି ଟଙ୍କା ପାଇବେ ସେମାନଙ୍କର ଡାଟା ବେସ କରାଯିବ […]
ନୂଆଦିଲ୍ଲୀ: ଟିଭିଏସ୍ ମୋଟର ଇଣ୍ଡିଆ ଏହାର iQube ଲାଇନ୍-ଅପ ରେ ବମ୍ପର ଅଫର ଆଣିଛି। TVS iQube ର କିଛି ପ୍ରକାରରେ ରିହାତି ଏବଂ କ୍ୟାସବ୍ୟାକ୍ ଅଫର୍ ଦିଆଯାଉଛି। ଏହି ଅଫର ଯୋଗୁଁ ବୈଦ୍ୟୁତିକ ସ୍କୁଟର କ୍ରୟରେ 20 ହଜାର ଟଙ୍କା […]
କେନ୍ଦ୍ରାପଡ଼ା: ଶ୍ରୀ ଶ୍ରୀ ସିଦ୍ଧ ବଳଦେବ ଜୀଉ ଙ୍କ ପ୍ରିୟ ଭୋଗ ରସାବଳି ଗତ ବର୍ଷ ଏହି ଅକ୍ଟୋବର ତିନି ତାରିଖରେ ଜିଆଇ ମାନ୍ୟତା ହାସଲ ହାସଲ କରିଥିଲା। ଏହାକୁ ସ୍ମରଣୀୟ ରଖିବ ଉଦ୍ଦେଶ୍ୟରେ ଶ୍ରୀ ଶ୍ରୀ ସିଦ୍ଧ ବଳଦେବ ଜୀଉଙ୍କ […]
ଭୁବନେଶ୍ୱର: ପାର୍ବଣ ଋତୁରେ ଗ୍ରାହକଙ୍କ ପାଇଁ ଖୁସି ଓ ଆନନ୍ଦ ଆଣିବା ପାଇଁ ଭାରତର ସର୍ବବୃହତ ଓ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍ର ପୋଷାକ ଓ ଆସେସୋରିଜ୍ ସ୍ପେସାଲିଟି ଚେନ୍ ଟ୍ରେଣ୍ଡ୍ସ ପକ୍ଷରୁ ‘ଖୁସି ର ପର୍ବ ଏବଂ […]
ନୂଆଦିଲ୍ଲୀ: ଦେଶର ବୃହତ୍ତମ ବ୍ୟାଙ୍କ ଏସବିଆଇ ଏହି ଆର୍ଥିକ ବର୍ଷରେ ଏହାର ନେଟୱାର୍କକୁ ଆହୁରି ବିସ୍ତାର କରିବାକୁ ଯୋଜନା କରିଛି। ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ 2024-25 ଆର୍ଥିକ ବର୍ଷରେ ପ୍ରାୟ 600 ନୂତନ ଶାଖା ଖୋଲିବାକୁ ପ୍ରସ୍ତୁତ ହେଉଛି। ଏଥିମଧ୍ୟରୁ […]
ବେଙ୍ଗାଲୁରୁ: ନିର୍ବାଚନ ବଣ୍ଡ ସମ୍ପର୍କରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ ଅନ୍ୟମାନଙ୍କ ବିରୋଧରେ ହୋଇଥିବା ମାମଲାରେ କର୍ଣ୍ଣାଟକ ହାଇକୋର୍ଟ ସ୍ଥଗିତ ରଖିଛନ୍ତି। ଅଧିକ ତଦନ୍ତ ପାଇଁ ଏହାକୁ ଅକ୍ଟୋବର ୨୨ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି। ପୂର୍ବତନ ରାଜ୍ୟ ବିଜେପି ସଭାପତି ନାଲିନ୍ କୁମାର […]
ମୁମ୍ବାଇ: ଭାରତର ପ୍ରମୁଖ ଫ୍ୟାସନ୍ ଇ-ଟେଲର୍ ଆଜିଓ ଆଜି ଏହାର ପ୍ଲାଟଫର୍ମରେ ଫ୍ୟାଶନ୍ ଏବଂ ଗୁଣବତା ପାଇଁ ଜଣାଶୁଣା ବ୍ରାଣ୍ଡ୍ ଏଚ୍ ଆଣ୍ଡ୍ ଏମ୍ କୁ ଶୁଭାରମ୍ଭ କରିଛି। ଏହି ଭାଗିଦାରୀର ଉଦ୍ଦେଶ୍ୟ ହେଉଛି ଆଜିଓ ମାଧ୍ୟମରେ ସୁଲଭ, ଉଚ୍ଚ ଗୁଣବତା […]
ନୂଆଦିଲ୍ଲୀ: ବିଶ୍ୱ ପର୍ଯ୍ୟଟନ ଦିବସ ସେପ୍ଟେମ୍ବର ୨୭ ତାରିଖରେ ଭାରତ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ ‘ପର୍ଯ୍ୟଟନ ମିତ୍ର ଏବଂ ପର୍ଯ୍ୟଟନ ଦିଦି’ ନାମରେ ଏକ ଜାତୀୟ ଦାୟିତ୍ୱସମ୍ପନ୍ନ ପର୍ଯ୍ୟଟନ କାର୍ଯ୍ୟକ୍ରମ ଆରମ୍ଭ କରିଛି । ସାମାଜିକ ଅନ୍ତର୍ଭୁକ୍ତିକରଣ, ନିଯୁକ୍ତି ଏବଂ ଅର୍ଥନୈତିକ […]
ଭୁବନେଶ୍ୱର: ଶିଳ୍ପ ସମୃଦ୍ଧ ଭାରତରେ ଓଡିଶା ବିକାଶର ଏକ ପ୍ରମୁଖ କ୍ଷେତ୍ର , ନିବେଶକ ମାନଙ୍କ ପ୍ରଥମ ପସନ୍ଦ ଭାବେ ପରିଚୟ ହାସଲ କରିଛି। ପ୍ରଗତି ପଥରେ ଆଗେଇ ଚାଲିଛି ଓଡିଶା। ଓଡିଶା ସରକାରଙ୍କ ସହଜ ଶିଳ୍ପନୀତି ନିବେଶକ ମାନଙ୍କୁ ଆକୃଷ୍ଟ […]
ମୁମ୍ବାଇ: ଅନନ୍ତ ଅମ୍ବାନୀ ଏବଂ ବିପି ସିଇଓ ମୁରେ ଅଚିନକ୍ଲସ ମୁମ୍ବାଇର ଵିକେସି ସ୍ଥିତ ଜିଓ ୱାର୍ଲ୍ଡ ସେଣ୍ଟର ଠାରେ ଜିଓ-ବିପି ପଲ୍ସର ୫୦୦ତମ ଇଭି ଚାର୍ଜିଂ ଷ୍ଟେସନକୁ ଉଦଘାଟନ କରିଛନ୍ତି। ଏହା ସହିତ ଭାରତରେ ଜିଓ-ବିପି ଚାର୍ଜିଂ ପଏଣ୍ଟ ସଂଖ୍ୟା […]
ଭୁବନେଶ୍ୱର: ଭାରତର ଅଗ୍ରଣୀ ଏରିଏଲ୍ ମୋବିଲିଟି ମାନୁଫ୍ୟାକ୍ଚରିଂ ଫାର୍ମ ତଥା ଓଡ଼ିଶାର ବନ୍ଭି ଏରୋ ହାଇ-ଅଲ୍ଟିଚ୍ୟୁଡ ଅନ୍ମ୍ୟାନ୍ଡ ଏରିଏଲ୍ ଭେଇକିଲ୍ସ (ୟୁଏଭି) ଟେକ୍ନୋଲୋଜି କ୍ଷେତ୍ରରେ ଏକ ନୂଆ ବିଶ୍ୱ ରେକର୍ଡ ହାସଲ କରି ଇଂଣ୍ଟନ୍ୟାଶନାଲ ବୁକ୍ ଅଫ୍ ରେକର୍ଡସ୍ରେ ପ୍ରବେଶ କରିଛି। […]
ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ୧୩୧ତମ ରାଜ୍ୟସ୍ତରୀୟ ଏକକ ବାତାୟନ କମିଟି ବା ସିଙ୍ଗଲ ଓ୍ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ ଆଜି ଅପରାହ୍ଣରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୋଟ […]
ଭୁବନେଶ୍ବର: ଓଡିଶା ପ୍ରକଳ୍ପରୁ ଓହରିବ ନାହିଁ ଜେଏସଡବ୍ଲୁ। ଏ ନେଇ କଂପାନୀ ତରଫରୁ ଏକ ସ୍ପଷ୍ଟ କରଣ ପ୍ରଦାନ କରାଯାଇଛି। କଂପାନୀର କାର୍ଯ୍ୟନିର୍ବାହୀ ଉପସଭାପତି ରଂଜନ ନାୟକ ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ଏଥିସହିତ ଓଡିଶା ଶିଳ୍ପମନ୍ତ୍ରୀ […]
Breaking News: ଓଡିଶା ଛାଡିବ ବିଶ୍ବର ଅନ୍ୟତମ ଶିଳ୍ପ ସମ୍ରାଟ ଜେଏସଡବ୍ଲୁ । ଓଡିଶାରେ ଜେଏସଡବ୍ଲୁ ୪୦ ହଜାର କୋଟି ଟଙ୍କାର ଏକ ଇଲେଟ୍ରିକ ଭେଇକଲ ଏବଂ ବ୍ୟାଟେରୀ କାରଖାନା ପ୍ରତିଷ୍ଠା କରିଥାଆନ୍ତା। ହେଲେ କୌଣସି କାରଣ ପାଇଁ ଏହି କଂପାନୀ […]
ନୂଆଦିଲ୍ଲୀ: ଜୁଲାଇ ମାସରୁ ରିଲାଏନ୍ସ ଜିଓ, ଏୟାରଟେଲ ଏବଂ ଭୋଡାଫୋନ୍ ଆଇଡିଆ ଦ୍ୱାରା ରିଚାର୍ଜ ଯୋଜନାର ମୂଲ୍ୟ ପ୍ରାୟ 25 ପ୍ରତିଶତ ବୃଦ୍ଧି ପାଇବା ପରେ ଲୋକମାନେ ବର୍ତ୍ତମାନ ସରକାରୀ ଟେଲିକମ୍ କମ୍ପାନୀ ବିଏସ୍ଏନ୍ଏଲ୍ ଯୋଜନା ଖୋଜୁଛନ୍ତି। ଏହାକୁ ଦୃଷ୍ଟିରେ ରଖି, […]