ମୁମ୍ବାଇ, ଭାରତର ପ୍ରସିଦ୍ଧ ଔଷଧ ନିର୍ମାତା କଂପାନୀ ସିପ୍ଲା ଆଣିଲା ନୂଆ କୋଭିଡ19 ନିରାକରଣ ଔଷଧ। ଯାହାର ନାମ ରହିଛି ଫାଭିପିରାଭିର, ହେଲେ ଏହା ସିପ୍ଲେଞ୍ଜା ବ୍ରାଣ୍ଡ ନାମରେ ବଜାରରେ ଉପଲବ୍ଧ ହେବ। ଏହା ଟାବଲେଟ୍ ଭାବେ ବଜାରରେ ମିଳିବ। ଏଥିପାଇଁ […]
ଭୁବନେଶ୍ୱର, କୋଭିଡ୍ ପ୍ରଭାବିତ ବିଶ୍ୱ ଆର୍ଥିକ ମାନ୍ଦାବସ୍ଥା ସତ୍ତ୍ୱେ ଓଡ଼ିଶା ସରକାର ରାଜ୍ୟ ପାଇଁ ନୂତନ ପୁଞ୍ଜିନିବେଶ ପ୍ରସ୍ତାବ ଆକର୍ଷିତ କରିପାରିଛନ୍ତି। ଆଜି ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସିଙ୍ଗିଲ୍ ୱିଣ୍ଡୋ କମିଟି ବୈଠକରେ ୪ ଟି […]
ନୂଆଦିଲ୍ଲୀ, ବର୍ତ୍ତମାନ କରୋନା ପାଇଁ ଦେଶର ଗଣମାଧ୍ୟମ ଶିଳ୍ପ ବେଶ୍ ବାଧାପ୍ରାପ୍ତ ହେବାରେ ଲାଗିଛି। ଘରକୁ ଖବରକାଗଜ ଆସିଲେ କରୋନା ଆସିବ ବୋଲି ଭୟରେ ଅନେକ ଆଉ ଖବରକାଗଜ ମଗାଉ ନାହିଁନ୍ତି। ଏପରି ପରିସ୍ଥିତିରେ ଜାମ୍ମୁକାଶ୍ମୀରରୁ ପ୍ରକାଶିତ ଏକ ଉର୍ଦ୍ଦୁ ଖବର […]
ନୂଆଦିଲ୍ଲୀ, ବିଗତ ଶହେ ଦିନରେ 15 ଲକ୍ଷ କୋଟି ଟଙ୍କାର କ୍ଷତି। ଏହି କ୍ଷତିର ହିସାବ କେବଳ ଖୁଚୁରା ବଜାର କ୍ଷେତ୍ରରେ। କରୋନା ମହାମାରୀ ଯୋଗୁଁ ଭାରତୀୟ ଅର୍ଥନୀତିର ପ୍ରତିଟି କ୍ଷେତ୍ରକୁ ବ୍ୟାପକ କ୍ଷତିର ସମ୍ମୁଖୀନ ହେବାକୁ ପଡ଼ିଛି। ଅଖିଳ ଭାରତ […]
ଭୁବନେଶ୍ବର, ଜାତୀୟ ଗ୍ରୀନ ଟ୍ରିବୁନାଲର ବିଶେଷଜ୍ଞ ସଦସ୍ୟ ତଥା ପୂର୍ବତନ ଡିଜି(ଜଙ୍ଗଲ) ସିଦ୍ଧାନ୍ତ ଦାସଙ୍କୁ ରାଜ୍ୟ ସରକାର ଓଡ଼ିଶା ରିୟଲ ଇଷ୍ଟେଟ୍ ରେଗୁଲେଟୋରୀ ଅଥରିଟି(ଓରେରା) ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି ପଦ ଗତ ମେ ମାସରୁ ଖାଲି ପଡିଥିଲା। ଦାସଙ୍କ […]
ନୂଆଦିଲ୍ଲୀ, ଆସନ୍ତାକାଲି ଠାରୁ ଭାରତରୁ ଫ୍ରାନ୍ସ ଏବଂ ଆମେରିକାକୁ ବିମାନ ଉଡାଣ କରିବ। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ ଏହା ଘୋଷଣା କରିଛନ୍ତି। ଦୁଇ ଦେଶ ସହ “ଏୟାର ବବଲ୍ସ” ଘୋଷଣା କରିଛି ଭାରତ। ଏୟାର ବବଲ୍ସ […]
ନୂଆଦିଲ୍ଲୀ, ଆସନ୍ତା ସାଢ଼େ ତିନି ବର୍ଷ ମଧ୍ୟରେ ଭାରତୀୟ ରେଳବାଇରେ ଶତ ପ୍ରତିଶତ ବିଦ୍ୟୁତିକରଣ କରାଯିବ। ଆଜି ଏହା ପ୍ରକାଶ କରିଛନ୍ତି କେନ୍ଦ୍ର ରେଳବାଇ, ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋଏଲ। ପରବର୍ତ୍ତୀ ୯ରୁ ୧୦ ବର୍ଷ ମଧ୍ୟରେ ରେଳବାଇ […]
ନୂଆଦିଲ୍ଲୀ, ଭାରତ ୨୦୧୯-୨୦ ଆର୍ଥିକ ବର୍ଷରେ ୨୭୫୭.୯୦ କୋଟି ଟଙ୍କାର କତା ଓ ଅନ୍ୟାନ୍ୟ କତା ଜାତୀୟ ସାମଗ୍ରୀ ରପ୍ତାନୀ କରି ଏକ ସର୍ବକାଳୀନ ରେକର୍ଡ ପ୍ରତିଷ୍ଠା କରିଛି । ୨୦୧୮-୧୯ ବର୍ଷ ତୁଳନାରେ ଏହି ରପ୍ତାନୀ ପରିମାଣ ୩୦ କୋଟି […]
ମୁମ୍ବାଇ / ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍), ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ (ଜିଓ ପ୍ଲାଟଫର୍ମସ୍) ଓ ଗୁଗୁଲ୍ ଏଲ୍ଏଲ୍ସି (ଗୁଗୁଲ୍) ପକ୍ଷରୁ ଏକ ନିର୍ଦିଷ୍ଟ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିବା ଆଜି ଘୋଷଣା କରାଯାଇଛି । ଏହି ଘୋଷଣା […]
ମୁମ୍ବାଇ, ସମସ୍ତଙ୍କର ସ୍ବପ୍ନ ନିଜର ଛୋଟିଆ ଘରଟିଏ କରିବା ପାଇଁ କିମ୍ବା ସହରାଞ୍ଚଳରେ ନିଜର ଫ୍ଲାଟ ଟିଏ କିଣିବା ପାଇଁ। ହେଲେ କେବେ ଭାବିଛନ୍ତି ଶହେ କୋଟି ଟଙ୍କାରେ ଫ୍ଲାଟ କିଣା ବିକା ହେବା। ହଁ, ଆମ ଦେଶର ଜଣେ ଧନୀ […]
ମୁମ୍ବାଇ, ଦେଶରେ ଜିଓ ଖୁବ୍ ଶୀଘ୍ର ଜିଓ ୫ଜି ଲଞ୍ଚ୍ କରିବ। ଆଜି ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ୍ର ୪୩ ତମ ବାର୍ଷିକ ସାଧାରଣ ବୈଠକରେ ଉଦବୋଧନ ଦେଇ କମ୍ପାନିର ଅଧ୍ୟକ୍ଷ ତଥା ଦେଶର ସର୍ବାଧିକ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀ ଏହା […]
ଭୁବନେଶ୍ବର, କୋଭିଡ-୧୯ ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଭାରତୀୟ ରେଳବାଇ ପକ୍ଷରୁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି । କପୁରତଲା ସ୍ଥିତ ଭାରତୀୟ ରେଳଡବା କାରଖାନା ପକ୍ଷରୁ କୋଭିଡ ପରବର୍ତ୍ତୀ କୋଚ୍ ନିର୍ମାଣ ପାଇଁ ସ୍ୱତନ୍ତ୍ର ଧରଣର ନିରାପଦ କୋଚ […]
ମୁମ୍ବାଇ/ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍) ଓ ଭାରତର ଅଗ୍ରଣୀ ଡିଜିଟାଲ୍ ସେବା ପ୍ଲାଟଫର୍ମ ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ (ଜିଓ ପ୍ଲାଟଫର୍ମସ୍) ପକ୍ଷରୁ ଆଜି ଘୋଷଣା କରାଯାଇଛି ଯେ ଓୟାରଲେସ୍ ପ୍ରଯୁକ୍ତି କ୍ଷେତ୍ରରେ ବିଶ୍ୱର ଅଗ୍ରଣୀ ସଂସ୍ଥା କ୍ୱାଲ୍କମ୍ କ୍ୱାଲ୍କମ୍ […]
ନୂଆଦିଲ୍ଲୀ, ସାରା ଦେଶରେ ନୂଆ ଯାନବାହନ ପଞ୍ଜିକରଣ ବେଳେ ଫାଷ୍ଟଟ୍ୟାଗ କ୍ୟାପଚର ତଥା ଫିଟନେସ ସାର୍ଟିଫିକେଟକୁ ସୁନିଶ୍ଚିତ କରାଯିବା ଜରୁରି । କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟ ପକ୍ଷରୁ ନ୍ୟାସନାଲ ଇନଫର୍ମାଟିକ୍ସ ସେଣ୍ଟର(NIC)କୁ ଏ ସଂକ୍ରାନ୍ତରେ ନିର୍ଦ୍ଦେଶ ଦିଆଯାଇଛି। […]
ନୂଆଦିଲ୍ଲୀ: ପ୍ରଥମ ଥର ନିମନ୍ତେ ଭାରତୀୟ ରେଳବାଇ ବାଂଲାଦେଶର ବେନାପୋଲକୁ ଆନ୍ଧ୍ରପ୍ରଦେଶ ଗୁଣ୍ଟୁରର ରେଡ୍ଡୀପାଲମରୁ ଶୁଖିଲା ଲଙ୍କା ସ୍ଵତନ୍ତ୍ର ପାର୍ସଲ ଟ୍ରେନ ଯୋଗେ ପଠାଇଛି। ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଓ ଏହାର ଆଖପାଖ ଅଞ୍ଚଳ ଲଙ୍କା ଚାଷ ପାଇଁ ପ୍ରସିଦ୍ଧି ଲାଭ କରିଛି। […]
ନୂଆଦିଲ୍ଲୀ: କରୋନା ସଂକଟ କାରଣରୁ ଦେଶର ଅର୍ଥନୀତି ପ୍ରତି ଯେଉଁ ସଂକଟ ଦେଖାଦେଇଥିଲା, କଟକଣା କୋହଳ ହେବା ପରେ ତାହା କ୍ରମଶଃ ସୁଧୁରୁଛି। ଭାରତୀୟ ଅର୍ଥନୀତି ସ୍ବାଭାବିକ ହେବାର ଲକ୍ଷଣ ଦେଖା ଦେଉଛି। ଏହା କହିଛନ୍ତି ରିଜର୍ଭ ବ୍ୟାଙ୍କ୍ର ଗଭର୍ଣ୍ଣର ଶକ୍ତିକାନ୍ତ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର, ରେଳ ପଣ୍ୟ ପରିବହନ କ୍ଷେତ୍ରରେ ଉପଭୋକ୍ତାଙ୍କୁ ସୁବିଧା ଓ ପରିବହନ ବୃଦ୍ଧି ନିମନ୍ତେ ପୂର୍ବ ତଟ ରେଳପଥ ଦ୍ବାରା ବିଜନେସ ଡେଭଲପମେଣ୍ଟ ୟୁନିଟ (ବିଡିୟୁ) ଗଠନ କରାଯାଇଛି। ଜୋନାଲ ସ୍ତରରେ ମୁଖ୍ୟ ମାଲ ପରିବହନ ପ୍ରବନ୍ଧକଙ୍କ […]
ଭୁବନେଶ୍ବର, କାଲିଠୁ ଶସ୍ତା ହେବ ମଦ। ରାଜ୍ୟରେ କାଲିଠାରୁ ମଦ ଦର 30 ପ୍ରତିଶତ କମିବ। ସ୍ବତନ୍ତ୍ର କୋଭିଡ ଫିକୁ 50 ପ୍ରତିଶତରୁ 15 ପ୍ରତିଶତକୁ କମାଇଲା ଅବକାରୀ ବିଭାଗ। ଏଣିକି ସର୍ବାଧିକ ଖୁଚୁରା ଦର ଉପରେ ସରକାର 15 ପ୍ରତିଶତ […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ସହରାଞ୍ଚଳର ପ୍ରବାସୀ ଓ ଗରିବ ଶ୍ରମିକଙ୍କ ପାଇଁ ସୁଲଭ ଭଡାଘର କମ୍ପ୍ଲେକ୍ସ (ଏଆରଏଚ୍ସିଏସ୍) ନିର୍ମାଣ କରିବାକୁ ଏକ ପ୍ରସ୍ତାବ ଅନୁମୋଦନ ଲାଭ କରିଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ସହରାଞ୍ଚଳର […]
ନୂଆଦିଲ୍ଲୀ, ଭାରତ ଗ୍ଲୋବାଲ ସପ୍ତାହ 2020ର ଉଦଘାଟନୀ ସମାରୋହକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମ୍ବୋଧିତ କରିବେ । ତିନି ଦିନିଆ ଭର୍ଚୁଆଲ ସମ୍ମିଳନୀର ଶୀର୍ଷକ ‘Be The Revival : India and a Better New World’, ଭାରତ […]