ଭୁବନେଶ୍ବର, ଆାସନ୍ତାକାଲି ଗୁରୁବାରରେ ସାବିତ୍ରୀ ବ୍ରତ। ପ୍ରତିଟି ସଧବାମାନେ ଏହି ସାବିତ୍ର ବ୍ରତ ପାଳନ କରିଥାନ୍ତି। ଏହି ବ୍ରତ ପାଇଁ ଆବଶ୍ୟକ ପଡିଥାଏ ବିଭିନ୍ନ ପ୍ରକାରର ଫଳମୂଳ। ହେଲେ ଲକଡାଉନ ଯୋଗୁଁ ଓଡିଶାରେ ମାତ୍ର ଦିନ 11ଟା ପର୍ଯ୍ୟନ୍ତ ଦୋକାନ ଖୋଲିବାକୁ […]
ନୂଆଦିଲ୍ଲୀ, ସମଗ୍ର ବିଶ୍ୱରେ ଆଇଫୋନ୍ ବ୍ୟବହାରକାରୀ ଚଳିତ ବର୍ଷ ଆଇଫୋନ୍ 13 ସିରିଜ୍ ସ୍ମାର୍ଟଫୋନର ଶୁଭାରମ୍ଭକୁ ଅପେକ୍ଷା କରିଛନ୍ତି। ତେବେ ଏହି ଫୋନକୁ ନେଇ ସାରା ବିଶ୍ବ ମୋବାଇଲ ବଜାର ବେଶ୍ ସରଗରମ ହୋଇଯାଇଛି। କାରଣ ଏଥିରେ ଯେଉଁ ବୈଶିଷ୍ଠ ଅଛି […]
ଭୁବନେଶ୍ବର, ଭୁବନେଶ୍ୱର ମହାନଗର ନିଗମର ନର୍ଥ ଜୋନ୍ରେ ଆରମ୍ଭ ହୋଇଛି ବ୍ୟବସାୟୀ ମାନଙ୍କର ସାମୁହିକ କୋଭିଡ଼୍ ପରୀକ୍ଷା । କମିଶନର ସଞ୍ଜୟ କୁମାର ସିଂହଙ୍କ ଅନୁମତି କ୍ରମେ ବ୍ୟବସାୟୀ ମାନଙ୍କର କୋଭିଡ଼୍ ପରୀକ୍ଷଣକୁ ଆଜି ଆରମ୍ଭ କରାଇଛନ୍ତି ବି ଏମ୍ ସି […]
ଭୁବନେଶ୍ୱର, ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ଏକ ସାମ୍ବାଦିକ ସମ୍ମିଳନୀରେ ନୀତି ଆୟୋଗଙ୍କ ଏସ୍ଡିଜି ରିପୋର୍ଟରେ ଓଡ଼ିଶାର ମୂଲ୍ୟାୟନକୁ ନେଇ ମତ ରଖିଥିଲେ। ତାଙ୍କ ମତରୁ ସ୍ପଷ୍ଟ ବାରିହେଲା ଯେ ଏହା ତାଙ୍କର ଏକ ପ୍ରକାରର ପ୍ରଳାପ। ବିଜେପି ନେତ୍ରୀଙ୍କ ପାଇଁ […]
ଭୁବନେଶ୍ୱର, ବିଭିନ୍ନ ଆର୍ଥିକ ପ୍ରତିଷ୍ଠାନର ଅର୍ଥ ଜମାକରି କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନଙ୍କୁ ଚିହ୍ନଟ ଓ ସେମାନଙ୍କର ବାସ୍ତବ ଜମା ରାଶିର ପରିମାଣ ନିରୁପରଣ ନିମନ୍ତେ ସଂପୃକ୍ତ ଜମାକାରୀମାନଙ୍କଠାରୁ ଅନ୍ଲାଇନ୍ରେ ଦାବି ଦରଖାସ୍ତ ଆହ୍ୱାନ ନିମନ୍ତେ ଓଡ଼ିଶା ସରକାରଙ୍କର ଏକ ନୂତନ ୱେବ୍ସାଇଟ୍ […]
ଭୁବନେଶ୍ୱର, କେଜ କଲଚର ମାଧ୍ୟମରେ ରାଜ୍ୟର ଜଳଭଣ୍ଡାରରେ ମାଛଚାଷର ପର୍ଯ୍ୟାପ୍ତ ସୁଯୋଗ ରହିଛି । ସଂପ୍ରତି କେଜ କଲଚରକୁ ଜଳଭଣ୍ଡାରରେ ମାଛଚାଷର ଭବିଷ୍ୟତ ବୋଲି ବିବେଚନା କରାଯାଉଛି । କେଜ କଲଚର ମାଧ୍ୟମରେ ରାଜ୍ୟରେ ଥିବା ଜଳଭଣ୍ଡାରଗୁଡ଼ିକରୁ ବର୍ଷକୁ ୧ ଲକ୍ଷ […]
ଭୁବନେଶ୍ବର, ପୂର୍ବତଟ ରେଳପଥ ପରିବେଶ ପ୍ରଦୂଷଣକୁ ଦୃଷ୍ଟିରେ ରଖି ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛି । ପ୍ରଦୂଷଣ ନିୟନ୍ତ୍ରଣ କରିବା ପାଇଁ ସମଗ୍ର ଭାରତୀୟ ରେଳ, ବିଶେଷ ଭାବରେ ପୂର୍ବ ତଟ ରେଳପଥ ବିଭିନ୍ନ କାର୍ଯ୍ୟକଳାପ ପ୍ରତି ଦୃଷ୍ଟିଦେଇଥିବା ବେଳେ ସ୍ୱଚ୍ଛତା […]
ଭୁବନେଶ୍ୱର, ଆଜିଠାରୁ ଉତ୍କଳିକାର ନିଜସ୍ୱ ୱେବ୍ସାଇଟ୍ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ଦ୍ୱାରା ଗୁଗୁଲ ମିଟ୍ ମାଧ୍ୟମରେ ଲୋକାର୍ପିତ ହୋଇଯାଇଛି । ଏଥର ଗ୍ରାହକମାନେ www.utkalikaodisha.com ମାଧ୍ୟମରେ ଲଗ୍ଇନ୍ କରି ଏବଂ ଗୁଗୁଲ ପ୍ଲେଷ୍ଟୋରରୁ ଉତ୍କଳିକା ଆପ୍ […]
ନୂଆଦିଲ୍ଲୀ, କୋଭିଡ ମହାମାରୀ କାରଣରୁ ଦେଖାଦେଇଥିବା ଅଭୂତପୂର୍ବ ପରିସ୍ଥିତି କାରଣରୁ ନିକଟରେ ଅକ୍ସିଜେନ କନସେଣ୍ଟ୍ରେଟରଗୁଡ଼ିକର ସର୍ବାଧିକ ଖୁଚୁରା ମୂଲ୍ୟ (ଏମଆରପି) ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ସରକାର ଅକ୍ସିଜେନ କନସେଣ୍ଟ୍ରେଟରଗୁଡ଼ିକର ମୂଲ୍ୟ ନିୟନ୍ତ୍ରଣ ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି। ସରକାର […]
ଭୁବନେଶ୍ୱର: ଓଡ଼ିଶାର ଏକ ନମ୍ବର ଡିଜିଟାଲ୍ ସେବା ପ୍ରଦାନକାରୀ ରିଲାଏନ୍ସ ଜିଓ ପକ୍ଷରୁ ରାଜ୍ୟରେ ଗ୍ରାହକ ଅନୂଭତିକୁ ଅଧିକ ସମୃଦ୍ଧ କରିବା ଲାଗି ନିକଟରେ ଅନୁଷ୍ଠିତ ସ୍ପେକ୍ଟ୍ରମ୍ ନିଲାମରେ ହାସଲ କରାଯାଇଥିବା ଅତିରିକ୍ତ ୨୦ ମେଗାହର୍ଜ ସ୍ପେକ୍ଟ୍ରମ୍କୁ ସଫଳତାର ସହ ସମଗ୍ର […]
ଭୁବନେଶ୍ବର, କୋଭିଡ଼୧୯ ସକର।ତ୍ମକ ମ।ମଲ।ଗୁଡ଼ିକର ବୃଦ୍ଧି ଓ ସଂକ୍ରମଣର ଶୃଙ୍ଖଳ। ଭ।ଙ୍ଗିବ। ଏବଂ ଖର।ପ ପୃଷ୍ଠପୋଷକତ। ପ।ଇଁ ଉଭୟ ଦିଗରୁ ୨୦ ଜୁନ୍, ୨୦୨୧ ପର୍ଯ୍ୟନ୍ତ ଟ୍ରେନ୍ ଚଳ।ଚଳ ବ।ତିଲ, ଆଂଶିକ ବ।ତିଲ ଏବଂ ନିର୍ଦ୍ଧିଷ୍ଟ ଦିନ ମ।ନଙ୍କରେ ଚଳ।ଚଳ କରିବ।କୁ […]
ନୂଆଦିଲ୍ଲୀ, ଅନେକ ବାଧାବିଘ୍ନ ସତ୍ୱେ ଭାରତୀୟ ରେଳବାଇ ଦେଶର ବିଭିନ୍ନ ରାଜ୍ୟରେ ତରଳ ମେଡିକାଲ ଅମ୍ଳଜାନ ଏଲଏମଓ ଟ୍ୟାଙ୍କର ପହଂଚାଇ ସେହି ରାଜ୍ୟଗୁଡିକୁ ଆଶ୍ୱସ୍ତ କରିଛନ୍ତି । ଦେଶର ବିଭିନ୍ନ ରାଜ୍ୟକୁ ଭାରତୀୟ ରେଳବାଇ ୨୩ହଜାର ୭୪୧ ମେଟିକ ଟନ୍ ଏଲଏମଓ, […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଆଜି ଘର ଭଡ଼ା ଦିଆଯିବା ସଂକ୍ରାନ୍ତ ଆଇନରେ ଆବଶ୍ୟକ ପରିବର୍ତ୍ତନ ଆଣିବା ଲାଗି ମଡେଲ ଟେନାନ୍ସି ଆଇନ ଲାଗୁ କରିବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହାକୁ ରାଜ୍ୟ ଓ କେନ୍ଦ୍ରଶାସିତ […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ଓ ଆର୍ଜେଣ୍ଟିନା ଗଣରାଜ୍ୟର ଉତ୍ପାଦକତା ବିକାଶ ମନ୍ତ୍ରଣାଳୟର ଖଣିଜ ନୀତି ସଚିବାଳୟ ମଧ୍ୟରେ ସହଯୋଗ ସମ୍ବନ୍ଧୀୟ ଏକ ବୁଝାମଣାପତ୍ର ସ୍ବାକ୍ଷର କରାଯିବା ପ୍ରସ୍ତାବକୁ […]
ନୂଆଦିଲ୍ଲୀ: କରୋନା ସମୟରେ ରୋଜଗାର କରୁଥିବା ପରିବାରର ଏକମାତ୍ର ସଦସ୍ୟଙ୍କ ମୃତ୍ୟୁରେ ପରିବାରର ଆର୍ଥିକ ସଙ୍କଟକୁ ହ୍ରାସ କରିବା ପାଇଁ କେନ୍ଦ୍ର ସରକାର କର୍ମଚାରୀ ରାଜ୍ୟ ବୀମା ନିଗମ ଏବଂ କର୍ମଚାରୀ ପ୍ରୋଭିଡେଣ୍ଟ ଫଣ୍ଡ ସଂଗଠନ ଅଧୀନରେ ବୀମା କ୍ଷତିପୂରଣ ବୃଦ୍ଧି କରିଛନ୍ତି। […]
ନୂଆଦିଲ୍ଲୀ, କୋଭିଡ ରିଲିଫ ସାମଗ୍ରୀରୁ ଜିଏସଟି ଛାଡ ମାମଲାଗୁଡ଼ିକର ଯାଞ୍ଚ ପାଇଁ କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ଏକ ମନ୍ତ୍ରୀ ଗୋଷ୍ଠୀ ଗଠନ କରିଛି। ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଏହି ଆଠ ଜଣିଆ ମନ୍ତ୍ରୀ ଦଳର ଆବାହକ ଅଛନ୍ତି। ଗୁଜୁରାଟର ଉପମୁଖ୍ୟମନ୍ତ୍ରୀ […]
ନୂଆଦିଲ୍ଲୀ, ସାର ଓ ରସାୟନ ରାଷ୍ଟ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ରେମଡେସିଭିର ଉତ୍ପାଦନ ଦଶଗୁଣା ବୃଦ୍ଧି କରାଯାଇଛି। ୧୧ ଏପ୍ରିଲରେ ଏହି ଔଷଧର ଦୈନିକ ଉତ୍ପାଦନ ପରିମାଣ ୩୩,୦୦୦ ଶିଶି ହୋଇଥିବା ବେଳେ ବର୍ତ୍ତମାନ […]
ଭୁବନେଶ୍ବର, କୋଭିଡ଼୧୯ ସକରାତ୍ମକ ମାମଲାଗୁଡ଼ିକର ବୃଦ୍ଧି ଓ ସଂକ୍ରମଣର ଶୃଙ୍ଖଳା ଭାଙ୍ଗିବା ଏବଂ ଖରାପ ପୃଷ୍ଠପୋଷକତା ପାଇଁ ଉଭୟ ଦିଗରୁ 10 ଜୁନ୍, 2021 ପର୍ଯ୍ୟନ୍ତ ଟ୍ରେନ୍ ଚଳାଚଳ ବାତିଲ, ଆଂଶିକ ବାତିଲ ଏବଂ ନିର୍ଦ୍ଧିଷ୍ଟ ଦିନ ମାନଙ୍କରେ ଚଳାଚଳ କରିବାକୁ […]
ଭୁବନେଶ୍ୱର: ଓଡ଼ିଶାର ଏକ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ରିଲାଏନ୍ସ ଜିଓ ପକ୍ଷରୁ ବାତ୍ୟା ୟାସ୍ ଦ୍ୱାରା ପ୍ରଭାବିତ ଓଡ଼ିଶାର ସମସ୍ତ ଜିଲ୍ଲାର ମୋବାଇଲ୍ ନେଟ୍ୱର୍କକୁ ସଫଳତାର ସହ ପୁନରୁଦ୍ଧାର କରାଯାଇଛି । ବାତ୍ୟା ଆଗମନର ପୂର୍ବରୁ ଜିଓ ପକ୍ଷରୁ ବ୍ୟାପକ […]
ନୂଆଦିଲ୍ଲୀ: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକସି ଡୋମିନିକାରୁ ଗିରଫ ହୋଇଛି। ମେହୁଲକୁ ସିଧା ଭାରତକୁ ହସ୍ତାନ୍ତର କରାଯାଉ ବୋଲି ଆଣ୍ଟିଗୁଆ ଏବଂ ବାରବୁଡାର ପ୍ରଧାନମନ୍ତ୍ରୀ ଗେଷ୍ଟନ ବ୍ରାଉନେ ନିର୍ଦ୍ଦେଶ ଦେଇଛନ୍ତି। ହୀରା ବ୍ୟବସାୟୀ ଚୋକସି ୨୦୧୭ରେ ଆଣ୍ଟିଗୁଆର ନାଗରିକତା ଗ୍ରହଣ […]
ଭୁବନେଶ୍ବର, ଆଜି ସଂଧ୍ୟାରୁ ଭୁବନେଶ୍ବର ବିମାନ ବନ୍ଦରରୁ ପୁଣି ଥରେ ଉଡାଣ ଆରମ୍ଭ ହୋଇଛି। ବାତ୍ୟା ୟଶ୍ ପାଇଁ ଭୁବନେଶ୍ବର ବିମାନ ବନ୍ଦରରୁ ବିମାନ ଉଡାଣ ଗତକାଲି ରାତିରୁ ସ୍ଥଗିତ ରଖାଯାଇଥିଲା। ଆଜି ସଂଧ୍ୟା 7ଟାରୁ ଏହି ଉଡାଣ କାର୍ଯ୍ୟ ଆରମ୍ଭ […]