ଭୁବନେଶ୍ବର, ପୂର୍ବ ତଟ ରେଳପଥ ପରିସୀମା ମଧ୍ୟରେ ଥିବା ବିଭିନ୍ନ ଇସ୍ପାତ କାରଖାନାରୁ ମହାରାଷ୍ଟ୍ର, ତେଲେଙ୍ଗାନା, ହରିୟାଣା ଏବଂ ଦିଲ୍ଲୀ ପରି ରାଜ୍ୟ ମାନଙ୍କୁ ପ୍ରାୟ ୩୨୯ ଟନ୍ ତରଳ ମେଡିକାଲ ଅମ୍ଳଜାନ (LMO) ପରିବହନ କରିପାରିଛି। ବର୍ତ୍ତମାନର କୋଭିଡ ମହାମାରୀ […]
ନୂଆଦିଲ୍ଲୀ, କୋଭିଡ ମହାମାରୀ ପରିପ୍ରେକ୍ଷୀରେ କେନ୍ଦ୍ର ସରକାର ଜିଏସ୍ଟି ଆଇନ ପରିସର ମଧ୍ୟରେ କରଦାତାଙ୍କ ପାଇଁ ବିଭିନ୍ନ ରିହାତି ସୁବିଧା ଯୋଗାଇ ଦେଇଛନ୍ତି । କରଦାତାମାନେ ଜିଏସ୍ଟି ପୈଠ କ୍ଷେତ୍ରରେ ନାନା ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଥିବାରୁ ସରକାର ଏଭଳି ପଦକ୍ଷେପ […]
ନୂଆଦିଲ୍ଲୀ, ଚଳିତ ବର୍ଷ ଏପ୍ରିଲ ମାସରେ ରେକର୍ଡ ପରିମାଣର ଜିଏସଟି ସଂଗୃହୀତ ହୋଇଛି। ଆଦାୟ ହୋଇଥିବା ଏହି ଜିଏସ୍ଟିର ମୋଟ ପରିମାଣ ୧ ଲକ୍ଷ ୪୧ ହଜାର ୩୮୪କୋଟି ଟଙ୍କା । ଏଥି ମଧ୍ୟରେ କେନ୍ଦ୍ରୀୟ ଜିଏସ୍ଟି ପରିମାଣ ୨୭ ହଜାର […]
ଭୁବନେଶ୍ବର, ଅନୁଗୁଳରୁ ଲିକ୍ୱିଡ୍ ମେଡିକାଲ୍ ଅକ୍ସିଜେନ୍ ଭରି ଅକ୍ସିଜେନ୍ ଏକ୍ସପ୍ରେସ ଟ୍ରେନ୍ ଆଜି ସିକନ୍ଦରାବାଦ ଅଭିମୁଖେ ଯାତ୍ରା କରିଛି। ଭାରତୀୟ ରେଳବାଇର ଅକ୍ସିଜେନ୍ ଏକ୍ସପ୍ରେସ ରୋ-ରୋ ସେବା ମାଧ୍ୟମରେ ଅନୁଗୁଳର ଟାଟା ଭୂଷଣ ଷ୍ଟିଲ ପ୍ଲାଣ୍ଟରୁ ସିକନ୍ଦରାବାଦକୁ ପ୍ରାୟ ୬୩.୬ ଟନ୍ […]
ମୁମ୍ବଇ/ଭୁବନେଶ୍ୱର: ସମଗ୍ର ଭାରତ କୋଭିଡ ମହାମାରୀର ଅପ୍ରତ୍ୟାଶିତ ନୂଆ ଲହରକୁ ନେଇ ଗୁରୁତର ସଙ୍କଟର ସମ୍ମୁଖୀନ ହେଉଥିବାବେଳେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ମୂଲ୍ୟବାନ ଜୀବନ ବଂଚାଇବା ପାଇଁ ସମସ୍ତ ପ୍ରୟାସ ଜାରି ରଖିଛି। ସାଂପ୍ରତିକ ସମୟରେ ସମଗ୍ର ଦେଶରେ ଅତି ଗୁରୁତର ରୋଗୀମାନଙ୍କର […]
ମୁମ୍ବାଇ/ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ୨୦୨୦-୨୧ ଆର୍ଥିକ ବର୍ଷର ଚତୁର୍ଥ (ମାର୍ଚ୍ଚ) ତ୍ରୟମାସରେ ନିଟ୍ ଲାଭ ଦୁଇ ଗୁଣାରୁ ଅଧିକ ବୃଦ୍ଧି ପାଇ ୧୪,୯୯୫ କୋଟି ଟଙ୍କା ହୋଇଥିବା କମ୍ପାନୀ ପକ୍ଷରୁ ଆଜି ଘୋଷଣା କରାଯାଇଛି। ପେଟ୍ରୋକେମିକାଲସ୍ ଓ ଉପଭୋକ୍ତା ବ୍ୟବସାୟରେ ହୋଇଥିବା […]
ନୂଆଦିଲ୍ଲୀ, ଦେଶରେ କୋଭିଡ ମହାମାରୀ ସ୍ଥିତିରୁ ଉତ୍ପନ୍ନ ଗୁରୁତ୍ୱପୂର୍ଣ୍ଣ ଚିକିତ୍ସା ଉପକରଣର ଚାହିଦା ମଧ୍ୟରେ ସରକାର ଏହାର ଆମଦାନୀ ପ୍ରକ୍ରିୟା ଶେଷ କରିଛନ୍ତି। କୋଭିଡ ରୋଗୀଙ୍କୁ ରିଲିଫ ଯୋଗାଇବା ପାଇଁ ଆବଶ୍ୟକ 17 ଟି ଡାକ୍ତରୀ ଉପକରଣ ଆମଦାନୀ କରିବାକୁ କେନ୍ଦ୍ର […]
ଭୁବନେଶ୍ୱର: ମୁକେଶ ଅମ୍ବାନିଙ୍କ କଂପାନି ଜିଓ ପ୍ଲାଟଫର୍ମସ୍ “ଟାଇମସ୍ ପତ୍ରିକା’ର ସବୁଠୁ ୧୦୦ ପ୍ରଭାବଶାଳୀ କଂପାନି ତାଲିକାରେ ସ୍ଥାନ ପାଇଛି। ଭାରତରେ ଡିଜିଟାଲ୍ ପରିବର୍ତନ ଆଣିଥିବାରୁ ଏହି ତାଲିକାରେ ଜିଓ ପ୍ଲାଟଫର୍ମସ୍ର ନାମ ସାମିଲ କରାଯାଇଛି। ଟାଇମସ୍ ପତ୍ରିକା ପକ୍ଷରୁ କୁହାଯାଇଛି […]
ଦିଲ୍ଲୀପ ହାଲି ପ୍ରଥମ ଓଡିଆ ଚଳଚିତ୍ର ସୀତା ବିବାହ ୧୯୩୬ ମସିହା ଆଜିର ଦିନରେ ପୁରୀର ଳକ୍ଷ୍ମୀ ଟକିଜଠାରେ ମୁକ୍ତିଲାଭ କରିଥିଲା। 12 ରିଲ ବିଶିଷ୍ଠ ଏହି ସୀତା ବିବାହରେ ମୋଟ ୨୯ ହଜାର ୭୮୧ ଟଙ୍କା ଦଶଅଣା ଖର୍ଚ୍ଚ ହୋଇଥିଲା […]
ଭୁବନେଶ୍ବର, ଯାତ୍ରୀଙ୍କ ଯିବାଆସିବା ନ ଥିବାରୁ ପୂର୍ବତଟ ରେଳବାଇ ଦୁଇଟି ସ୍ବତନ୍ତ୍ର ଟ୍ରେନର ଚଳାଚଳକୁ ବାତିଲ କରିଛନ୍ତି। ସେଗୁଡିକ ହେଲା ୦୮୪୨୩/୦୮୪୨୪ ଭୁବନେଶ୍ୱର-ନୟାଗଡ଼ ଟାଉନ୍-ଭୁବନେଶ୍ୱର ସ୍ବତନ୍ତ୍ର ଟ୍ରେନ ଭୁବନେଶ୍ୱରରୁ ୨୭ ଏପ୍ରିଲ୍ ଏବଂ ନୟାଗଡ଼ ଟାଉନ୍ରୁ ୨୮ ଏପ୍ରିଲ, ୨୦୨୧ ଠାରୁ […]
ମୁମ୍ବାଇ / ଭୁବନେଶ୍ୱର: ମୁମ୍ବାଇରେ କୋଭିଡ୍ ସଂକ୍ରମଣରେ ଦେଖାଦେଇଥିବା ବ୍ୟାପକ ବୃଦ୍ଧିକୁ ଦୃଷ୍ଟିରେ ରଖି ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ସହରରେ କୋଭିଡ୍ ପରିଚାଳନାର ବର୍ଦ୍ଧିତ ଆବଶ୍ୟକତାକୁ ପୂରଣ କରିବା ଏବଂ ମହାମାରୀ ବିରୋଧରେ ସରକାରୀ ଲଢ଼େଇକୁ ସୁଦୃଢ଼ କରିବା ଲାଗି ଲାଗି […]
ଭୁବନେଶ୍ବର: ରାଜ୍ୟରେ ବ୍ୟାଙ୍କ ସମୟରେ ପରିବର୍ତ୍ତନ ହୋଇଛି। କରୋନା ସଂକ୍ରମଣକୁ ଦେଖି ବ୍ୟାଙ୍କ ସମୟରେ ପରିବର୍ତ୍ତନ କରିଛି ରାଜ୍ୟ ଅର୍ଥ ବିଭାଗ। ଏଣିକି ରାଜ୍ୟରେ ଗ୍ରାହକଙ୍କ ପାଇଁ ସକାଳ ୧୦ ଟା ରୁ ଅପରାହ୍ନ ୨ ଟା ଯାଏଁ ବ୍ୟାଙ୍କ ଚାଲିବ। […]
ଭୁବନେଶ୍ବର, ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଦୁଇ ଯୋଡ଼ା ଦୂରଗାମୀ ବିଶେଷ ଟ୍ରେନ ବାଙ୍ଗାଲୋର ଠାରୁ ଉତ୍ତର ପୂର୍ବାଞ୍ଚଳ ରାଜ୍ୟକୁ ଚଳାଚଳ କରାଇବାକୁ ରେଳବାଇ ନିଷ୍ପତ୍ତି ନେଇଛି। ସେଗୁଡିକ ହେଲା ଅଗରତାଲା-ବାଙ୍ଗାଲୋର କ୍ୟାଣ୍ଟ-ଅଗରତାଲା ଦ୍ବି-ସାପ୍ତାହିକ ବିଶେଷ ଟ୍ରେନ ୦୨୫୧୬/୦୨୫୧୫ ଅଗରତାଲା-ବାଙ୍ଗାଲୋର କ୍ୟାଣ୍ଟ-ଅଗରତାଲା […]
ନୂଆଦିଲ୍ଲୀ, ଆସନ୍ତାକାଲି ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାମୀତ୍ୱ ଯୋଜନା ଅଧୀନରେ ଇ-ପ୍ରପଟି କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ଭିଡିଓ କନଫରେନ୍ସିଂ ଜରିଆରେ ଦିନ ୧୨ଟା ବେଳେ ଏହା କରାଯିବ । ଏଥିସହ ସାରା ଦେଶରେ […]
ଭୁବନେଶ୍ବର, ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ଅନ୍ତର୍ଗତ ଶାଳଗାଁ ଓ ରାଜଆଠଗଡ ଷ୍ଟେସନ ମଧ୍ୟରେ ତୃତୀୟ ଓ ଚତୁର୍ଥ ଲାଇନ କାର୍ଯ୍ୟକ୍ଷମ ପାଇଁ ରାଜଆଠଗଡ ଷ୍ଟେସନ ଠାରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ସମ୍ପାଦନ କରିବା ପାଇଁ ଦୁଇଦିନ ନିମନ୍ତେ ରାଉରକେଲା-ଭୁବନେଶ୍ୱର-ରାଉରକେଲା ଏବଂ […]
ଭୁବନେଶ୍ବର, ଯଶୋବନ୍ତପୁର ଓ ହାଓଡ଼ା ମଧ୍ୟରେ ୨୨ ଏପ୍ରିଲରୁ ୨୯ ଜୁନ୍, ୨୦୨୧ ପର୍ଯ୍ୟନ୍ତ ଏକ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରାଇବାପାଇଁ ରେଳ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତି ନିଆଯାଇଅଛି। ୦୬୫୯୭ ଯଶୋବନ୍ତପୁର-ହାଓଡ଼ା ସ୍ବତନ୍ତ୍ର ଟ୍ରେନ ଯଶୋବନ୍ତପୁର ଠାରୁ ଏପ୍ରିଲ୍ ୨୨ ରୁ […]
ସୀତାରାମ ଅଗ୍ରୱାଲ ଚିଲିକା: ସଟଡ଼ାଉନ, ଲକଡ଼ାଉନ, କଣ୍ଟେନମେଣ୍ଟ ନାଁ ଶୁଣିଲେ ସାଧାରଣ ଜନତା ଭୟଭୀତ ହୁଅନ୍ତି। କିନ୍ତୁ ଏହି ସମୟରେ କିଛି ଅସାଧୁ ବେପାରୀ ଲାଭବାନ ହୁଅନ୍ତି। ସମ୍ପ୍ରତି ଖୋର୍ଦ୍ଧା ଜିଲ୍ଲାରେ କୋଭିଡ ସଂକ୍ରମଣ ଶୀର୍ଷରେ ରହିଛି। ରାଜ୍ୟ ସରକାର ଆସନ୍ତା […]
ନୂଆଦିଲ୍ଲୀ, କେନ୍ଦ୍ର ରସାୟନ ଏବଂ ସାର ମନ୍ତ୍ରୀ ଶ୍ରୀ ଡି. ଭି. ସଦାନନ୍ଦ ଗୌଡା ଟୁଇଟର ମାଧ୍ୟମରେ ସୂଚନା ଦେଇଛନ୍ତି ଯେ ଫାର୍ମାସ୍ୟୁଟିକାଲ୍ସ ବିଭାଗର ସୁପାରିଶ ଅନୁଯାୟୀ, ରାଜସ୍ୱ ବିଭାଗ ତୁରନ୍ତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ରେମଡେସିଭିର ଏବଂ ଏହାର API/KSM […]
ନୂଆଦିଲ୍ଲୀ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ଆର୍ଆଇଏଲ୍) ପକ୍ଷରୁ ଜାମନଗର ରିଫାଇନାରିରେ ଉତ୍ପାଦନ ପ୍ରକ୍ରିୟାରେ ପରିବର୍ତନ ଆଣି ଦୈନିକ ୭୦୦ ମେଟ୍ରିକ୍ ଟନ୍ ମେଡିକାଲ୍ ମାନର ଅକ୍ସିଜେନ୍ (ଅମ୍ଳଜାନ) ଉତ୍ପାଦନ କରାଯିବା ସହ ତିନିଟି ରାଜ୍ୟ ଓ ଏକ କେନ୍ଦ୍ର ଶାସିତ ଅଂଚଳକୁ […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦେଶର ସମସ୍ତ ଟିକା ପ୍ରସ୍ତୁତକର୍ତ୍ତାଙ୍କ ସହ ଆଲୋଚନା କରିଛନ୍ତି । ଏହି ଅବସରରେ ସେ ଟିକା ପ୍ରସ୍ତୁତକର୍ତ୍ତାମାନଙ୍କ ସଫଳତା ଓ ପେଶାଦାର ମନୋଭାବକୁ ବେଶ ପ୍ରଶଂସା କରିଛନ୍ତି । ସାମର୍ଥ୍ୟ, ସଂସାଧନ […]
ନୂଆଦିଲ୍ଲୀ, ତାଳଚେର ସାରକାରଖାନା (ଟିଏଫଏଲ) ଦ୍ୱାରା କୋଇଲା ବାଷ୍ପୀକରଣ (କୋଲ ଗ୍ୟାସିଫିକେସନ) ବ୍ୟବସ୍ଥାରେ ଉତ୍ପାଦିତ ୟୁରିଆ ନିମନ୍ତେ ସ୍ୱତନ୍ତ୍ର ସବ୍ସିଡି ନୀତି ପ୍ରବର୍ତ୍ତନ କରିବାକୁ କେନ୍ଦ୍ର ସାର ମନ୍ତ୍ରଣାଳୟ ଯେଉଁ ପ୍ରସ୍ତାବ ଉପସ୍ଥାପିତ କରିଥିଲା ତାହାକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି । […]