ନୂଆଦିଲ୍ଲୀ, ପୁଣି ଥରେ ଭାରତ ବନ୍ଦ ଡାକରା ଦେଲା ଚାଷୀ ସଂଗଠନ। ଏ ନେଇ ଅନ୍ୟତମ ଚାଷୀ ସଂଗଠନ ସଂଯୁକ୍ତ କୃଷକ ମୋର୍ଚ୍ଚା ଏହି ଡାକରା ଦେଇଛି। ସେହି ଅନୁସାରେ ଆସନ୍ତା ମାର୍ଚ୍ଚ 26 ତାରିଖରେ ଏହି ଭାରତ ବନ୍ଦ ପାଳନ […]
ଭୁବନେଶ୍ୱର: ଜିଓ ବିଜନେସ୍ ପକ୍ଷରୁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ବ୍ୟବସାୟ ଲାଗି ଏକ ସମନ୍ୱିତ ସେବା ପ୍ରଦାନ ଆରମ୍ଭ କରାଯାଇଛି। ଏହା ମୂଳତଃ ତିନିଟି ସ୍ତମ୍ଭ ଉପରେ ପର୍ୟ୍ୟବେସିତ, ଯାହମଧ୍ୟରେ ରହିଛିି, ଏଂଟରପ୍ରାଇଜ୍-ମାନ୍ର ଫାଇବର୍ ସଂଯୋଗ ଯାହା ଭଏସ୍ ଓ […]
ମେଷ- ବକେୟା ରାଶି ପୁନରୁଦ୍ଧାର ପାଇଁ ପ୍ରୟାସ ସଫଳ ହେବ। ବ୍ୟବସାୟ ଯାତ୍ରା ସଫଳ ହେବ। ଲାଭ ସୁଯୋଗ ଆସିବ । ବ୍ୟବସାୟ କାର୍ଯ୍ୟ ଅନୁକୂଳ ଲାଭ ପ୍ରଦାନ କରିବ। ଚାକିରିରେ ଶାନ୍ତି ଏବଂ ସୁଖ ରହିବ। ଶାରୀରିକ କଷ୍ଟ ସମ୍ଭବ […]
ମିଥୁନ- ଧର୍ମ ପ୍ରତି ଆଗ୍ରହ ପ୍ରକାଶ କରିବେ । ଆପଣ କୌଣସି ଧାର୍ମିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାର ସୁଯୋଗ ପାଇପାରିବେ । କୋର୍ଟ କାର୍ଯ୍ୟରେ ସଫଳତା ହାସଲ ହେବ। ଲାଭ ସୁଯୋଗ ଆସିବ । ବ୍ୟବସାୟ ଲାଭଦାୟକ ହେବ, ହେଲେ ସାବଧାନ […]
ଭୁବନେଶ୍ୱର, ଭୁବନେଶ୍ୱରସ୍ଥିତ ତିନି ନମ୍ବର ଇଡ଼୍କୋ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ୫ ଦିନିଆ ଏମ୍ଏସ୍ଏମ୍ଇ ବାଣିଜ୍ୟ ମେଳା ଉଦ୍ଯାପିତ ହୋଇଯାଇଛି। ଶେଷଦିନରେ ଶିଳ୍ପପୁଂଜ ଆଭିମୁଖ୍ୟ ନେଇ ଏମ୍ଏସ୍ଏମ୍ଇ କ୍ଷେତ୍ରର ବିକାଶ ଶୀର୍ଷକ ଆଲୋଚନା ଚକ୍ର ବାଣିଜ୍ୟ ମେଳା ପରିସରରେ ଅବସ୍ଥିତ ସେମନାର […]
ନୂଆଦିଲ୍ଲୀ: ଦେଶରେ ଷ୍ଟାଣ୍ଡଅପ ଯୋଜନା ପ୍ରଚଳନ ହେବା ଦିନଠାରୁ ୨୦୨୧ ମସିହା ଜାନୁୟାରୀ ୩୧ତାରିଖ ସୁଦ୍ଧା ୧,୧୦,୦୧୯ଜଣ ବିଭିନ୍ନ ତାଲିକାଭୁକ୍ତ ବ୍ୟାଙ୍କରୁ ଏହି ଯୋଜନାରେ ଋଣ ପାଇସାରିଲେଣି। ଏହି ଯୋଜନାରେ ହିତାଧିକାରୀମାନେ ୧୦ଲକ୍ଷରୁ ୧କୋଟି ପର୍ଯ୍ୟନ୍ତ ଟଙ୍କା ବ୍ୟବସାୟ ଆରମ୍ଭ କିମ୍ବା […]
ଆଜି ମଧ୍ୟ ସୁନା ଦର ପୁଣି ଥରେ ନିମ୍ନମୁଖୀ ହୋଇଛି। ବିଗତ 11 ମାସ ମଧ୍ୟରେ ସୁନା ଦର ପ୍ରାୟ 12 ହଜାର ଟଙ୍କା ଖସି ଯାଇଛି । ଆଜି ଭୁବନେଶ୍ବରରେ 22 କ୍ୟାରେଟ ସୁନା ଦର 10 ଗ୍ରାମ ପିଛା […]
ଜୟପୁର, ଆପଣ କେବେ ଭାବିଛନ୍ତି କି ଗୋଟିଏ ମଦ ଦୋକାନ କୋଟି କୋଟି ଟଙ୍କାରେ ନିଲାମ ହେବ। ଏହି କଥାଟିକୁ କେହି ବିଶ୍ବାସ ନ କଲେ ମଧ୍ୟ ସତ କଥା। କାରଣ ଏକ ଗ୍ରାମାଞ୍ଚଳର ମଦ ଦୋକାନ ସରକାର ନିଲାମ କରୁଥିଲେ। […]
ନୂଆଦିଲ୍ଲୀ, ଆରସେଲର ମିତ୍ତଲ ନିପ୍ପନ ଇସ୍ପାତ କଂପାନୀ ଓଡିଶା ସହିତ ଗୁଜୁରାଟରେ ମଧ୍ୟ ଏକ ବୃହତ୍ତ ଇସ୍ପାତ ପ୍ରକଳ୍ପ ପ୍ରତିଷ୍ଠା କରିବେ। ଏ ନେଇ ଗୁଜୁରାଟ ମୁଖ୍ୟମନ୍ତ୍ର ବିଜୟ ରୂପାନୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, କଂପାନୀ ଅଧ୍ୟକ୍ଷ ଲକ୍ଷ୍ମୀ […]
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଡ୍କୋ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ନବମ ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ବାଣିଜ୍ୟ ମେଳାକୁ ଭର୍ଚୁଆଲ୍ ଭାବେ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ସେ ମିଶନ ଶକ୍ତି ଓ ମହିଳା ଉଦ୍ୟୋଗୀଙ୍କ ପାଇଁ ସ୍ୱତନ୍ତ୍ର […]
ମେଷ: – ଆଜି ଶୁଭ ହେବ। ବ୍ୟବସାୟରେ କଣ୍ଟିଜେଣ୍ଟ୍ ଲାଭ ହେଉଛି । ଚାକିରିରେ ପଦୋନ୍ନତି ହେବାର ସମ୍ଭାବନା ଅଛି । ସ୍ଥାନାନ୍ତର ସହିତ ଆୟ ମଧ୍ୟ ବୃଦ୍ଧି ପାଇପାରେ, ଯାହା ଆର୍ଥିକ ସ୍ଥିତିକୁ ମଜବୁତ କରିବ । କିଛି ନୂଆ […]
ସିଂହ: – ଆଜି ଶୁଭ ଫଳପ୍ରଦ ଦିନ ହେବ । ବ୍ୟବସାୟ ଭଲ କରିବ । କାର୍ଯ୍ୟରେ ସଫଳତା ହେତୁ ମନ ଖୁସି ହେବ ଏବଂ ବାସ୍ତୁ ଭୋଗର ଧାରା ବଢିବ । ରିଅଲ୍ ଇଷ୍ଟେଟ୍ ଏବଂ ପୁଂଜି ବିନିଯୋଗ ପାଇଁ […]
ମିଥୁନ: – ଆଜି ମିଶ୍ରିତ ଦିନ ହେବ । ଚାକିରି କ୍ଷେତ୍ରରେ ଅଧିକ ପରିଶ୍ରମ ହେବ । ଆପଣଙ୍କର ପ୍ରୟାସ କାର୍ଯ୍ୟରେ ସଫଳତା ଆଣିବ, ମାନସିକ ଏବଂ ଶାରୀରିକ ଥକ୍କା ଅନୁଭବ କରିବେ । କ୍ରୋଧକୁ ନିୟନ୍ତ୍ରଣ କରନ୍ତୁ ଏବଂ ଆପଣଙ୍କର […]
ଭୁବନେଶ୍ୱର, କେନ୍ଦ୍ରାପଡ଼ା ଜିଲ୍ଲାରେ ୫୦ ହଜାର କୋଟି ଟଙ୍କା ବ୍ୟୟରେ ୧୨ନିୟୁତ ଟନ୍ ବିଶିଷ୍ଟ ସର୍ବବୃହତ ଇସ୍ପାତ୍ କାରଖାନା ନିର୍ମାଣ କରିବା ପାଇଁ ଗତକାଲି ବିଶ୍ୱର ଅଗ୍ରଣୀ ଇସ୍ପାତ୍ କମ୍ପାନୀ ଆର୍ସେଲର ମିତଲ ନିପ୍ପନ ଷ୍ଟିଲ୍ ଇଣ୍ଡିଆ ଏବଂ ଓଡିଶା ସରକାରଙ୍କ […]
ଭୁବନେଶ୍ୱର, ଓଡ଼ିଶାର ଶିଳ୍ପ କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିଥିବା କିଛି ବ୍ୟକ୍ତିବିଶେଷଙ୍କୁ ପ୍ରୋତ୍ସାହିତକରିବା ଉଦ୍ଦେଶ୍ୟରେ ଓଡ଼ିଶାର ଅଗ୍ରଣୀ ଇଂରାଜୀ ପତ୍ରିକା“ଦି ଇଣ୍ଟରଭ୍ୟୁ ଟାଇମ୍ସ”ପକ୍ଷରୁ ରାଜ୍ୟ ବାଣିଜ୍ୟ ନେତୃତ୍ୱ ସମ୍ମାନ ଉତ୍ସବ ୨୦୨୧ସ୍ଥାନୀୟ ଏକ ହୋଟେଲ୍ରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେଅତିଥିଭାବେ […]
ଭୁବନେଶ୍ୱର/ମୁମ୍ବଇ: ଭାରତର ଅଗ୍ରଣୀ ତଥା ବିଶ୍ୱସନୀୟ ଜୁଏଲାରୀ ବ୍ରାଣ୍ଡ୍ ରିଲାଏନ୍ସ ଜୁଏଲ୍ସ ମହିଳାମାନଙ୍କର ଅଦମ୍ୟ ବିଚାରାଧାରାକୁ ପାଳନ କରିବା ପାଇଁ ଏକ ଅନନ୍ୟ ପେଣ୍ଡେଂଟ୍ ବା ଲକେଟ୍ ପ୍ରଚଳନ କରିଛି। ଏହି ପେଣ୍ଡେଂଟ୍ ଡିଜାଇନ ଅପୂର୍ବ ବ୍ୟକ୍ତିତ୍ୱ ଭାବଧାରାକୁ ପ୍ରଦର୍ଶନ କରୁଛି […]
ଭୁବନେଶ୍ବର, ଏକ ଐତିହାସିକ ଘଟଣା କ୍ରମରେ ଆଜି ଓଡ଼ିଶା ସରକାର ଏବଂ ଆର୍ସେଲର ମିତ୍ତଲ ନିପ୍ପନ୍ କଂପାନୀ କେନ୍ଦ୍ରାପଡ଼ାରେ ଏକ ସମନ୍ୱିତ ଇସ୍ପାତ୍ କାରଖାନା ନିର୍ମାଣ କରିବ। ଏନେଇ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ଏହି ପ୍ରକଳ୍ପରେ ପ୍ରାୟ […]
ଭୁବନେଶ୍ୱର, କେନ୍ଦ୍ର ସରକାରଙ୍କ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଚିବ ବିଦ୍ୟୁତ ବିହାରୀ ସ୍ୱାଇଁଙ୍କୁ ରାଜ୍ୟ ଏମ୍ଏସ୍ଏମ୍ଇ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ନୂଆଦିଲ୍ଲୀଠାରେ ସୌଜନ୍ୟମୂଳକ ସାକ୍ଷାତ କରି ରାଜ୍ୟର ଏମ୍ଏସ୍ଏମ୍ଇ କାର୍ଯ୍ୟକ୍ରମ ସଂପର୍କରେ ଅବଗତ କରିଥିଲେ । […]
ଭୁବନେଶ୍ୱର: ରିଲାଏନ୍ସ ଜିଓ ଇନ୍ଫୋକମ୍ ଲିମିଟେଡ୍ (ଆର୍ଜେଆଇଏଲ୍) ପକ୍ଷରୁ ଘୋଷଣା କରାଯାଇଛି ଯେ ନିକଟରେ ଭାରତ ସରକାରଙ୍କ ଦୂରସଂଚାର ବିଭାଗ ପକ୍ଷରୁ ଅନୁଷ୍ଠିତ ସ୍ପେକ୍ଟ୍ରମ୍ ନିଲାମ ପ୍ରକ୍ରିୟାରେ ଭାରତର ସମସ୍ତ ୨୨ଟି ସର୍କଲ୍ରେ ସ୍ପେକ୍ଟ୍ରମ୍ ବ୍ୟବହାର କରିବାର ଅଧିକାରକୁ ଏହା ସଫଳତାର […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାମୁଦ୍ରିକ ଭାରତ-୨୦୨୧ ଶିଖର ସମ୍ମିଳନୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ଅଭିବୃଦ୍ଧି ମୁଖୀ ଭାରତର ଏହି ଯାତ୍ରାରେ ସାମିଲ ହେବାକୁ ବିଶ୍ୱକୁ ନିମନ୍ତ୍ରଣ ଜଣାଇଛନ୍ତି । […]
ଭୁବନେଶ୍ବର , ଆଜି ସୁନା ଦର ବହୁ ପରିମାଣରେ ହ୍ରାସ ପାଇଛି। ଯାହା ଏକ ରେକର୍ଡ ବୋଲି କୁହାଯାଉଛି। ଆଜି 24 କ୍ୟାରେଟ ସୁନ 10 ଗ୍ରାମ ପିଛା ପ୍ରାୟ 1040 ଟଙ୍କା କମିଛି। ଏହି ପରିମାଣର ହ୍ରାସ ଆଗରୁ କେବେ […]