ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଉଚ୍ଚ ସ୍ତରୀୟ କ୍ଲିୟରାନ୍ସ ଅଥରିଟି ଆଜି ପାଞ୍ଚଟି ପ୍ରମୁଖ ପ୍ରକଳ୍ପର ସଂପ୍ରସାରଣକୁ ମଂଜୁରୀ ପ୍ରଦାନ କରିଛନ୍ତି। ଏହି ସବୁ ଶିଳ୍ପରେ ୧,୪୬,୧୭୨ କୋଟି ଟଙ୍କା ପୁଂଜି ବିନିଯୋଗ ହେବ। ଏହି ପାଞ୍ଚଟି ପ୍ରକଳ୍ପ […]
ଭୁବନେଶ୍ବର : ବର୍ତ୍ତମାନର କୋଭିଡ-୧୯ ସଙ୍କଟକୁ ଦୃଷ୍ଟିରେ ରଖି ଭାରତ ସରକାର ଚତୁର୍ଥ ପଯ୍ୟାୟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା କାଯ୍ୟକାରୀ କରିବା ଲାଗି ଘୋଷଣା କରିଛନ୍ତି। ଏହି ଯୋଜନା ଅଧୀନରେ ଦେଶବ୍ୟାପୀ କୋଭିଡ ପ୍ରଭାବିତ ଲୋକମାନଙ୍କୁ ଜୁଲାଇରୁ ନଭେମ୍ବର […]
ଭୁବନେଶ୍ୱର: ହାଇସ୍ପିଡ୍ ଡାଟା ବ୍ୟବହାର ଜାରି ରହିଥିବା ସମୟରେ ହଠାତ୍ ଦିନର ଧାର୍ଯ୍ୟ ହାଇସ୍ପିଡ୍ ଡାଟା ଶେଷ ହୋଇଗଲେ ପ୍ରତ୍ୟେକ ମୋବାଇଲ୍ ଡାଟା ବ୍ୟବହାରକାରୀ ତୁରନ୍ତ ଡାଟା ଟପ୍ ଅପ ରିଚାର୍ଜ କରିବାକୁୁ ବିଭିନ୍ନ କାରଣରୁ ସମର୍ଥ ହୋଇପାରନ୍ତି ନାହିଁ, ଏକଥା […]
ନୂଆଦିଲ୍ଲୀ, ଅକ୍ଟୋବର 31 ପର୍ଯ୍ୟନ୍ତ ସରକାର ମୁଗ ବ୍ୟତୀତ ସମସ୍ତ ଡାଲିର ଷ୍ଟକ୍ ଉପରେ ଏକ ସୀମା ଧାର୍ଯ୍ୟ କରିଛନ୍ତି। ହୋର୍ଡିଂ ଯାଞ୍ଚ ଏବଂ ମୁଦ୍ରାସ୍ଫୀତି ଯାଞ୍ଚ ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ଏହି ଆଦେଶ , ହୋଲସେଲର ଏବଂ ଖୁଚୁରା […]
ଭୁବନେଶ୍ୱର, ଗତ ୨୦୧୪ ରେ କେନ୍ଦ୍ରରେ ମୋଦୀଙ୍କ ନେତୃତ୍ୱରେ ବିଜେପି ସରକାର ଆସିବା ପରଠାରୁ ଗତ ସାତ ବର୍ଷର ଶାସନ ଭିତରେ ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୧୦୦ ଟଙ୍କା ବସିଲା । ଦୁଇଗୁଣ ହେଲା । ଫଳରେ ଦରବୃଦ୍ଧି […]
ଭୁବନେଶ୍ବର, ଯାତ୍ରୀମାନଙ୍କ ସୁବିଧା ପାଇଁ ରେଳ ମନ୍ତ୍ରଣାଳୟ ପୂର୍ବ ତଟ ରେଳପଥ ପରିସୀମା ମଧ୍ୟରୁ ଏବଂ ଏହା ମଧ୍ୟଦେଇ ଅଧିକ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ନିଷ୍ପତ୍ତି ନେଇଛି | ପରବର୍ତ୍ତୀ ପରାମର୍ଶ ପର୍ଯ୍ୟନ୍ତ ପୂର୍ବତଟ ରେଳପଥ ମଧ୍ୟରୁ ୬ ଯୋଡ଼ା […]
ନୂଆଦିଲ୍ଲୀ, ସ୍ୱଳ୍ପ ସମୟ ମଧ୍ୟରେ ନିର୍ମିତ ପ୍ରଥମ 12 ଟି ସେତୁକୁ ଇଞ୍ଜିନିୟରିଂ କର୍ପସରେ ସ୍ୱଦେଶୀ ପ୍ରଯୁକ୍ତିବିଦ୍ୟା ସହିତ ସେନା ଅନ୍ତର୍ଭୁକ୍ତ କରିଛି । ଅପ୍ରତ୍ୟାଶିତ ସ୍ଥାନରେ ଶୀଘ୍ର ବ୍ୟବହାର ପାଇଁ ଉଦ୍ଦିଷ୍ଟ ଏହି ସେତୁଗୁଡିକ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ […]
ଭୁବନେଶ୍ବର, କୋଭିଡ-୧୯ର ଦ୍ଵିତୀୟ ଲହର ବୃଦ୍ଧି ପରିପ୍ରେକ୍ଷୀରେ ପ୍ରତିକୁଳ ପରିସ୍ଥିତି ସତ୍ତ୍ୱେ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ ଜୁନ୍ ୨୦୨୧ ମସିହାରେ ମାଲ ପରିବହନରେ ଭାରତୀୟ ରେଳବାଇ ରେ ଶୀର୍ଷ ସ୍ଥାନ ହାସଲ କରିଛି। ଜୁନ୍ -୨୦୨୧ ରେ ଏହି ମଣ୍ଡଳ […]
ଭୁବନେଶ୍ୱର: ଦେଶରେ ପରିବର୍ଦ୍ଧିତ ୫ଜି ବ୍ୟବହାର ପାଇଁ ଜିଓ ପ୍ଲାଟଫର୍ମ୍ସ ପ୍ରୟାସ ଆରମ୍ଭ କରିଛି। ସେଥିପାଇଁ କମ୍ପାନୀ ତ୍ୱରିତ ୫ଜି ବ୍ୟବହାରିକ ପରୀକ୍ଷଣ ପାଇଁ ଏନଏକ୍ସପି ସେମିକଣ୍ଡକ୍ଟରସ୍ ଏବଂ ସ୍ପାଇରେଂଟ୍ କମ୍ୟୁନିକେସନ୍ ସହିତ ସହଭାଗିତା କରଛି। ଏନଏକ୍ସପିର ‘ଲେୟରସ୍କେପ’ ଶ୍ରେଣୀର ମଲ୍ଟିକୋର […]
ନୂଆଦିଲ୍ଲୀ, ଆଜିଠାରୁ ବଢିଲା ଅମୁଲ ଖିର ଦର। ପୂର୍ବରୁ କଂପାନୀ ଘୋଷଣା କରିଥିଲା ଯେ, ଜୁଲାଇ 1 ତାରିଖରୁ ସାରା ଦେଶରେ ଅମୁଲ ଖିରର ମୂଲ୍ୟ ବୃଦ୍ଧି କରାଯିବ। ସେହି ଅନୁସାରେ ଆଜିଠାରୁ ଅମୁଲରର ସମସ୍ତ ପ୍ରକାରର ଖିରରେ 2 ଟଙ୍କା […]
ନୂଆଦିଲ୍ଲୀ, ଜିଏସଟି ସଫଳତାରେ ସହଯୋଗ କରିଥିବା ଟିକସଦାତାଙ୍କୁ ସମ୍ମାନିତ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଜିଏସ୍ଟି 1 ଜୁଲାଇ 2017 ରୁ କାର୍ଯ୍ୟକାରୀ କରାଯାଇଛି। ଏହି ସମୟ ମଧ୍ୟରେ ଟିକସ ପ୍ରକ୍ରିୟା ସରଳୀକୃତ ହୋଇଛି ଏବଂ ଟିକସ ଆଧାର ବୃଦ୍ଧି ପାଇଛି। […]
ନୂଆଦିଲ୍ଲୀ, ଭାରୀ ଶିଳ୍ପ ଓ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ପ୍ରକାଶ ଜାଭଡେକର ଆଜି ଇନ୍ଦୋର ଠାରେ ଏସିଆର ସବୁଠାରୁ ଦୀର୍ଘ ଏନଏଟିଆରଏଏକ୍ସ- ହାଇସ୍ପିଡ ଟ୍ରାକ (ଏଚଏସଟି) ଉଦଘାଟନ କରିଛନ୍ତି । ୧ ହଜାର ଏକର ଜମିରେ ବିକଶିତ ଏନଏଟିଆରଏଏକ୍ସରେ ଦୁଇ […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 1 ତାରିଖ ପୂର୍ବାହ୍ନ 11ଟା ସମୟରେ ଭିଡିଓ କନଫରେନ୍ସିଂ ଜରିଆରେ ‘ଡିଜିଟାଲ ଇଣ୍ଡିଆ’ର ହିତାଧିକାରୀଙ୍କ ସହିତ ଆଲୋଚନା କରିବେ। ପ୍ରଧାନମନ୍ତ୍ରୀ ଜୁଲାଇ 1 ତାରିଖ, 2015ରେ ‘ଡିଜିଟାଲ ଇଣ୍ଡିଆ’ ଅଭିଯାନ ଆରମ୍ଭ କରିଥିଲେ। […]
ନୂଆଦିଲ୍ଲୀ, ଗତକାଲି କରୋନା ମୁକାବିଲା ପାଇଁ ଘୋଷଣା କରାଯାଇଥିବା ସହାୟତାରେ ପର୍ଯ୍ୟଟନ ଉପରେ ଗୁରୁତ୍ବ ପ୍ରଦାନ କରାଯାଇଛି। ଏଥିରେ ପର୍ଯ୍ୟଟନ କ୍ଷେତ୍ରରେ କାର୍ଯ୍ୟରତ ଲୋକମାନଙ୍କୁ ଆର୍ଥିକ ଆଶ୍ୱସ୍ତି ପ୍ରଦାନ କରିବ। କୋଭିଡ଼ ୧୯ ମହାମାରୀ ଆକ୍ରାନ୍ତ କ୍ଷେତ୍ରକୁ ନୂତନ ଋଣ ଗ୍ୟାରେଣ୍ଟି […]
ନୂଆଦିଲ୍ଲୀ, ଗତକାଲି ଅର୍ଥମନ୍ତ୍ରୀ ନିର୍ମଳା ସୀତରମଣ କରୋନା ମୁକାବିଲା ପାଇଁ ପ୍ୟାକେଜ ଘୋଷଣା କରିଛନ୍ତି। ସେଥିରେ ସେ ମାଇକ୍ରୋ ଋଣ ଗ୍ରହୀତାଙ୍କ ସହାୟତା ପାଇଁ ଏକ ନୂଆ ଯୋଜନା ଆରମ୍ଭ କରିଛନ୍ତି। ଏହାର ଲକ୍ଷ୍ୟ ହେଲା କ୍ଷୁଦ୍ରରୁ କ୍ଷୁଦ୍ରତର ଋଣଗ୍ରହୀତା ଯେଉଁମାନଙ୍କୁ […]
ନୂଆଦିଲ୍ଲୀ, ଗତକାଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କରୋନା ମୁକାବିଲା ପାଇଁ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି। ସେଥିରେ ବ୍ୟବସାୟିକ କ୍ଷେତ୍ରକୁ ୧.୧ ଲକ୍ଷ କୋଟି ଟଙ୍କାର ଅତିରିକ୍ତ ଋଣ ପ୍ରଦାନ ହେବ । ସେଥି ମଧ୍ୟରେ ସ୍ୱାସ୍ଥ୍ୟ କ୍ଷେତ୍ରକୁ ୫୦,୦୦୦ କୋଟି […]
ନୂଆଦିଲ୍ଲୀ, କୋଭିଡ ମହାମାରୀ ବିରୋଧରେ ସଂଗ୍ରାମ ମଧ୍ୟରେ ଅର୍ଥନୀତିକୁ ପୁନର୍ଜୀବିତ କରିବା ପାଇଁ କେନ୍ଦ୍ର ସରକାର ଆଜି ୬,୨୮,୯୯୩ କୋଟି ଟଙ୍କାର ରିଲିଫ ପ୍ୟାକେଜ ଘୋଷଣା କରିଛନ୍ତି। ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହି ପ୍ୟାକେଜ ଘୋଷଣା […]
ଭୁବନେଶ୍ବର, ବର୍ତ୍ତମାନ ଡିଜିଟାଲ ଯୁଗରେ ସମସ୍ତ କଥା ଡିଜିଟାଲ ମାଧ୍ୟମରେ ହେଉଛି। ଯେତେବେଳେ ଡାକ୍ତର ଅନଲାଇନରେ ରୋଗୀ ଦେଖୁଛନ୍ତି ସେତେବେଳେ ସୁନା ଅଳଙ୍କାର କାହିଁକି ଡିଜିଟାଲି କିଣା ନ ଯିବ। ବର୍ତ୍ତମାନ ସମସ୍ତେ ଘରେ ବସିବା ଏବଂ କରୋନା କଟକଣା ପାଇଁ […]
ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ରିଟେଲ୍ ସଂସ୍ଥା ରିଲାଏନ୍ସ ରିଟେଲ୍ ଆସନ୍ତା ୩ ରୁ ୫ ବର୍ଷ ଭିତରେ ୩ ଗୁଣା ବୃଦ୍ଧି ପାଇବ ଏବଂ ୧୦ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ଅଧ୍ୟକ୍ଷ ଓ ପରିଚାଳନା […]
ଭୁବନେଶ୍ୱର, ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ୪୪ତମ ବାର୍ଷିକ ସାଧାରଣ ବୈଠକରେ ଅଧ୍ୟକ୍ଷ ମୁକେଶ ଅମ୍ବାନି ରିଲାଏନ୍ସ ଜିଓ ଓ ଗୁଗୁଲ୍ର ସହଯୋଗିତାରେ ପ୍ରସ୍ତୁତ ହୋଇଥିବା ନୂଆ ସ୍ମାର୍ଟଫୋନ୍- ଜିଓଫୋନ୍ ନେକ୍ସଟ୍ ବିଷୟରେ ଘୋଷଣା କରିଛନ୍ତି । ଏହି ସ୍ମାର୍ଟଫୋନ୍ରେ ଜିଓ ଓ ଗୁଗୁଲ୍ର […]
ମୁମ୍ବାଇ, ରିଲାଏନ୍ସ ଏହାର ଶକ୍ତି ବ୍ୟବସାୟର ଚେହେରା ବଦଳାଇବାକୁ ଯାଉଛି। ଆଜି ରିଲାଏନ୍ସର ବାର୍ଷିକ ସାଧାରଣ ସଭାରେ ଏହାର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏହିପରି ବଡ ଘୋଷଣା କରିଛନ୍ତି। ସବୁଜ ଶକ୍ତି କ୍ଷେତ୍ରରେ ରିଲାଏନ୍ସ ଏକାସାଙ୍ଗରେ ବହୁ ବୃହତ ପ୍ରକଳ୍ପ ପ୍ରତିଷ୍ଠା […]