ମୁମ୍ବାଇ, ଆଜି ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ଆରଏଲ) ର ବହୁ ପ୍ରତୀକ୍ଷିତ ବାର୍ଷିକ ସାଧାରଣ ସଭାରେ ବା ଏଜିଏମ୍ ରେ ଏହାର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏକ ବଡ ଘୋଷଣା କରିଛନ୍ତି। ତାହା ହେଲା ରିଲାଏନ୍ସ ଜିଓ ଭାରତରେ ଏକ ନୂତନ […]
ଭୁବନେଶ୍ବର, ଭାରତର ବଡ ଟେଲିକମ ତଥା ତୈଳ୍ୟ କଂପାନୀ ରିଲଏନସ ତରଫରୁ ଏହାର ଅଧ୍ୟକ୍ଷ ମୁକେଶ ଆମ୍ବାନୀ କରିବେ ବଡ ଘୋଷଣା। କାରଣ ଆଜି ଅପରାହ୍ନରେ ରିଲାଏନ୍ସ ଇଣ୍ଡଷ୍ଟ୍ରିର ବାର୍ଷିକ ସାଧାରଣ ବୈଠକ ବା ଏଜିଏମ ବସୁଛି । ପ୍ରତି ବର୍ଷ […]
ଭୁବନେଶ୍ବର, ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଥିବା ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଷ୍ଟେସନ ମାନଙ୍କ ଠାରୁ ପୂର୍ବ ଘୋଷଣା ଅନୁଯାୟୀ ଜୁନ ମାସ ଶେଷ ପର୍ଯ୍ୟନ୍ତ ଚଳାଚଳ କରୁଥିବା ୨୨ ଯୋଡ଼ା ସ୍ବତନ୍ତ୍ର ଟ୍ରେନ ସେବାକୁ ପରବର୍ତ୍ତୀ ପରାମର୍ଶ ପର୍ଯ୍ୟନ୍ତ ଚଳାଚଳ କରାଇବାକୁ […]
ନୂଆଦିଲ୍ଲୀ: ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା, ନୀରବ ମୋଦୀ ଏବଂ ମେହୁଲ ଚୋକସିଙ୍କ ମୋଟ ୯ ହଜାର ୩୭୧ କୋଟି ଟଙ୍କାର ସମ୍ପତ୍ତିକୁ ସରକାରୀ ବ୍ୟାଙ୍କରେ ଜମା ହୋଇଯାଇଛି। ଫଳରେ ସେମାନଙ୍କ ଠକାମି ଯୋଗୁଁ ବ୍ୟାଙ୍କକୁ ହୋଇଥିବା କ୍ଷତି ଟଙ୍କାର ଭରଣ […]
ଭୁବନେଶ୍ୱର, ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ୍ ତ୍ରିପାଠୀଙ୍କୁ ଆଇସିଆଇସିଆଇ ଫାଉଣ୍ଡେସନ୍ ଓ ଆଇସିଆଇସିଆଇ ବ୍ୟାଙ୍କ ତରଫରୁ କୋଭିଡ୍ ଆକ୍ରାନ୍ତ ବରଗଡ଼ ଓ ବଲାଙ୍ଗୀର ଜିଲ୍ଲା ପାଇଁ ୧୦ଟି ଅକ୍ସିଜେନ୍ କନ୍ସେନ୍ଟ୍ରେଟର ପ୍ରଦାନ କରାଯାଇଛି। ଫାଉଣ୍ଡେସନ୍ ଓ ବ୍ୟାଙ୍କ […]
ନୂଆଦିଲ୍ଲୀ, ମଙ୍ଗଳବାର ଅପରାହ୍ନରେ Mi 11 ଲାଇଟ୍ ସ୍ମାର୍ଟଫୋନ ଭାରତରେ ଲଞ୍ଚ କରାଯାଇଛି। Mi 11 ସିରିଜ୍ ପାଇଁ ଏହା ହେଉଛି ଚତୁର୍ଥ ଏବଂ ସବୁଠାରୁ ଶସ୍ତା Xiaomi ସ୍ମାର୍ଟଫୋନ। ପୂର୍ବରୁ Mi 11X, Mi 11X Pro ଏବଂ Mi […]
ନୂଆଦିଲ୍ଲୀ, ମିଳିତ ଜାତିସଂଘର ରିପୋର୍ଟ ଅନୁଯାୟୀ ଗତ ବର୍ଷ ଭାରତରେ ୬୪ ବିଲିୟନ ଡଲାରର ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜି ବିନିଯୋଗ ହୋଇଥିଲା। ଭାରତୀୟ ମୁଦ୍ରାରେ ଏହାର ପରିମାଣ ପ୍ରାୟ ୪ ଲକ୍ଷ ୭୪ ହଜାର ୪୪ କୋଟି ଟଙ୍କା ହେବ। ଭାରତ […]
ଭୁବନେଶ୍ବର, ହୁହୁ ହୋଇ ବଢିବାରେ ଲାଗିଛି ତୈଳ୍ୟ ଦର। ଏହି କ୍ଷେତ୍ରରେ ଓଡିଶାରେ ମଧ୍ୟ ଅନୁରୂପ ଭାବେ ତେଲ ଦର ବଢିବାରେ ଲାଗିଛି। ଆପଣ ଆଶ୍ଚର୍ଯ୍ୟ ହେବେ ବର୍ତ୍ତମାନ ଓଡିଶାରେ ଡିଜେଲ ଦର ମଧ୍ୟ ଆକାଶ ଛୁଆଁ ହୋଇଯାଇଛି। ସୋମବାର ଦିନ […]
ମୂଳଲେଖା : ପ୍ରଭାତ ପଟ୍ଟନାୟକ, ଭାଷାନ୍ତର : ଲଳାଟେନ୍ଦୁ ସାମନ୍ତରାୟ ଭୁବନେଶ୍ବର, ଆମେରିକା, ବ୍ରିଟେନ, ଜର୍ମାନୀ, ଫ୍ରାନ୍ସ ,ଇଟାଲୀ, ଜାପାନ, ଏବଂ କାନାଡାକୁ ନେଇ ଗଠିତ ଗ୍ରୁପ-୭ ବା ଜି-୭ ର ସଦ୍ୟ ସମାପ୍ତ ବୈଠକରେ ବିଶ୍ୱର ଅବଶିଷ୍ଟ ଦେଶକୁ ଅର୍ଥାତ […]
ନୂଆଦିଲ୍ଲୀ, କେତେକ ଗଣମାଧ୍ୟମରେ ପ୍ରକାଶ ପାଇଥିବା କିଛି ରିପୋର୍ଟ ଦର୍ଶାଇଥିଲା ଯେ ସ୍ୱିସ୍ ବ୍ୟାଙ୍କଗୁଡ଼ିକରେ ଭାରତୀୟଙ୍କ ଜମାରାଶି ପାଣ୍ଠି ପରିମାଣ ୨୦୧୯ ଶେଷ ସୁଦ୍ଧା ଥିବା ୬,୬୨୫ କୋଟି ଟଙ୍କା, ୨୦୨୦ ଶେଷ ବେଳକୁ ୨୦,୭୦୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱକୁ ବୃଦ୍ଧି […]
ଭୁବନେଶ୍ୱର: ଓଡ଼ିଶା ଦୂରସଂଚାର ବଜାରରେ ନିଜର ଆଧିପତ୍ୟ ବଜାୟ ରଖି ରିଲାଏନ୍ସ ଜିଓ ୨୦୨୧ ମାର୍ଚ୍ଚ ମାସରେ ସର୍ବାଧିକ ୨.୭୨ ଲକ୍ଷ ନୂଆ ମୋବାଇଲ ଗ୍ରାହକ ଯୋଗ କରିଥିବା ଭାରତର ଦୂରସଂଚାର ନିୟାୟକ କର୍ତ୍ତୁପକ୍ଷ (ଟ୍ରାଇ) ପକ୍ଷରୁ ସଦ୍ୟ ପ୍ରକାଶିତ ଦୂରସଂଚାର […]
ଭୁବନେଶ୍ବର, କେବୁଲ ଟେଲିଭିଜନ ନେଟୱର୍କ ନିୟମାବଳୀ, ୧୯୯୪ରେ ସଂଶୋଧନ କରିଛନ୍ତି କେନ୍ଦ୍ର ସରକାର। ଏ ସଂକ୍ରାନ୍ତରେ ଆଜି ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। କେବୁଲ ଟେଲିଭିଜନ ନେଟୱର୍କ ଆଇନ, ୧୯୯୫ ଅନୁଯାୟୀ ଟେଲିଭିଜନ ଚ୍ୟାନେଲଗୁଡ଼ିକ ଦ୍ୱାରା ପ୍ରସାରଣ କରାଯାଉଥିବା ବିଷୟବସ୍ତୁ ସଂକ୍ରାନ୍ତରେ […]
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ରିଲଫ ପାଣ୍ଠିକୁ ପ୍ରଦାନ କରାଗଲା 500 କୋଟି ଟଙ୍କା। ଏହି ଟଙ୍କା ପ୍ରଦାନ କରିଛି ଓଡିଶା ଖଣି ନିଗମ। ନିଗମ ତରଫରୁ ଏକ ଚେକ ମୁଖ୍ୟମନ୍ତ୍ରୀଙ୍କ ଭର୍ଚୁୟାଲ ଉପସ୍ଥିତିରେ ମୁଖ୍ୟ ଶାସନ ସଚିବଙ୍କୁ ପ୍ରଦାନ କରାଯାଇଛି। ଏଥିରେ ଓମସିର […]
ନୂଆଦିଲ୍ଲୀ, କେନ୍ଦ୍ରୀୟ ମୋଟର ଯାନ ନିୟମ ୧୯୮୯ ଅନୁଯାୟୀ ସାରା ଦେଶରେ ଦିଆଯିବାକୁ ଥିବା ପିୟୁସି ବା ପଲ୍ୟୁସନ୍ ଅଣ୍ଡର୍ କଣ୍ଟ୍ରୋଲ୍ ପ୍ରମାଣପତ୍ରର ସାର୍ବଜନିକ ଫର୍ମାଟ୍ ପାଇଁ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ୨୦୨୧ ଜୁନ୍ ୧୪ ତାରିଖରେ ଏକ […]
ପୁରୀ, ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ହେବାର ପ୍ରାରମ୍ଭିକ ପଦକ୍ଷେପ ଆରମ୍ଭ ହୋଇଛି। ଆଜି ନୂଆଦିଲ୍ଲୀରୁ ଏୟାରପୋର୍ଟ ଅଥରିଟ୍ ଅଫ ଇଣ୍ଡିଆର 6 ଜଣିଆ ଟିମ ପୁରୀରେ ଜାଗା ଚିହ୍ନଟ କରିଛନ୍ତି। ପୁରୀ ଜିଲ୍ଲାପାଳ ସମର୍ଥା ବର୍ମାଙ୍କ ସହିତ […]
ଭୁବନେଶ୍ବର, ଜୁନ୍ ମାସ ଶେଷ ପଯ୍ୟନ୍ତ ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଏଣିକି ସପ୍ତାହକୁ ଚାରିଦିନ ଚଳାଚଳ କରିବାକୁ ନିଷ୍ପତ୍ତି ନିଆଯାଇଛି । କୋଭିଡ଼୧୯ ସଂକ୍ରମଣର ଶୃଙ୍ଖଳା ଭାଙ୍ଗିବା ଏବଂ ଅତ୍ୟଧିକ ଖରାପ ପୃଷ୍ଠପୋଷକତା ପାଇଁ ଏହି ଟ୍ରେନକୁ ପୂର୍ବରୁ ସପ୍ତାହରେ […]
ଭୁବନେଶ୍ୱର: ଭାରତୀୟ ଟେଲିକମ୍ ବଜାରରେ ନିଜର ଦବ୍ଦବା କାୟମ ରଖି ରିଲାଏନ୍ସ ଜିଓ ପୁଣିଥରେ ୪ଜି ସ୍ପିଡ ତାଲିକାରେ ଶୀର୍ଷ ସ୍ଥାନରେ ରହିିଛି ଏବଂ ୨୦୨୧ ମଇ ମାସରେ ସେକେଣ୍ଡ ପ୍ରତି ୨୦.୭ ମେଗାବିଟ୍ (ଏମବିପିଏସ୍) ହାରାହାରି ୪ଜି ସ୍ପିଡ୍ ସହିତ […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି (ସିସିଇଏ) ଭୂ-ବିଜ୍ଞାନ ମନ୍ତ୍ରଣାଳୟ (ଏମଓଇଏସ)ର “ଗଭୀର ମହାସାଗର ଅଭିଯାନ”କୁ ମଞ୍ଜୁର କରିଛନ୍ତି। ଏହି ଅଭିଯାନର ଉଦ୍ଦେଶ୍ୟ ହେଉଛି ଗଭୀର ସମୁଦ୍ରରେ ରହିଥିବା ସମ୍ପଦଗୁଡ଼ିକର ଅନୁସନ୍ଧାନ କରିବା ଏବଂ […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ ସମିତି (ସିସିଇଏ) ସାର ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ଦେଇଛି। ୨୦୨୧-୨୨ (ବର୍ତ୍ତମାନର ମୌସୁମୀ ଋତୁ) ପାଇଁ ଫସଫେଟିକ ଓ ପୋଟାସିକ (ପି ଆଣ୍ଡ କେ) […]
ନୂଆଦିଲ୍ଲୀ: ସୁନାର ଶୁଦ୍ଧତା ଗ୍ୟାରେଣ୍ଟି ଦେବା ପାଇଁ ଆଜି ଠାରୁ ହଲମାର୍କିଂ ବାଧ୍ୟତାମୂଳକ କରାଯାଇଛି। ଦେଶର ୨୫୬ ଟି ଜିଲ୍ଲାରେ ଏହି ନିୟମ ପ୍ରଥମେ ଲାଗୁ କରାଯିବ। ଦୋକାନୀ ପୁରୁଣା ସୁନା ଗହଣା ଗ୍ରାହକଙ୍କ ଠାରୁ କିଣିପାରିବେ। ପୁରୁଣା ଗହଣାକୁ କିଣି […]
ଭୁବନେଶ୍ୱର: ରିଲାଏନ୍ସ ଜିଓ ପକ୍ଷରୁ ଜିଓଫାଇବର୍ ବ୍ୟବହାରକାରୀମାନଙ୍କ ପାଇଁ ବିଭିନ୍ନ ପ୍ରକାରର ଆକର୍ଷଣୀୟ ପୋଷ୍ଟ୍ପେଡ୍ ପ୍ଲାନ୍ ସମୂହ ଘୋଷଣା କରାଯାଇଛି। ଏହି ପ୍ଲାନ୍ଗୁଡିକର ମାସିକ ମୂଲ୍ୟ ୩୯୯ ଟଙ୍କାରୁ ଆରମ୍ଭ ହେଉଛି। ଜୁନ୍ ୧୭ରୁ ଲାଗୁ ହେବାକୁ ଯାଉଥିବା ନୂଆ ପୋଷ୍ଟପେଡ୍ […]