ମୁମ୍ବାଇ: ରିଲାଏନ୍ସ ଜିଓ ବିଶ୍ୱର ସର୍ବବୃହତ ମୋବାଇଲ୍ ଡାଟା କମ୍ପାନୀ ହୋଇପାରିଛି ଏବଂ ବିଶ୍ୱର ମୋଟ ମୋବାଇଲ୍ ଡାଟା ଟ୍ରାଫିକର ୮ ପ୍ରତିଶତ କେବଳ ଜିଓର ନେଟୱାର୍କରେ ଚାଲିଥାଏ। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡର ୪୭ ତମ ବାର୍ଷିକ ସାଧାରଣ ସଭାରେ ସେୟାରଧାରକ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ […]
ନୂଆଦିଲ୍ଲୀ: ଆଇପିଓର କଳ୍ପନାଜଳ୍ପନା ମଧ୍ୟରେ ମୁକେଶ ଅମ୍ବାନୀଙ୍କ ରିଟେଲ କମ୍ପାନୀ ରିଲାଏନ୍ସ ରିଟେଲ ଏହାର କର୍ମଚାରୀମାନଙ୍କୁ ଏକ ବଡ ଉପହାର ଦେଇଛି। ରିଲାଏନ୍ସ ରିଟେଲ ଏହାର ୧୫ ବରିଷ୍ଠ କର୍ମଚାରୀଙ୍କୁ ୩୫୧ କୋଟି ଟଙ୍କା ମୂଲ୍ୟର ସେୟାର ଦେଇଛି। ଗତ ଆର୍ଥିକ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ‘କୃଷି ଭିତ୍ତିଭୂମି ପାଣ୍ଠି’ ଅନ୍ତର୍ଗତ କେନ୍ଦ୍ରୀୟ ପାଣ୍ଠି ଯୋଗାଣ ଯୋଜନାର କ୍ରମିକ ସମ୍ପ୍ରସାରଣକୁ ମଞ୍ଜୁରି ମିଳିଛି, ଯାହାଦ୍ୱାରା ଏହା ଅଧିକ ଆକର୍ଷଣୀୟ, ଫଳପ୍ରଦ ଏବଂ ସମାବେଶୀ ହୋଇପାରିବ। […]
ନୂଆଦିଲ୍ଲୀ: ଭାରତ ଖୁବଶୀଘ୍ର ଶିଳ୍ପ ସ୍ମାର୍ଟ ସିଟିର ଏକ ଭବ୍ୟ ଶୃଙ୍ଖଳା ସ୍ଥାପନ କରିବ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆଜି ଏକ ଐତିହାସିକ ନିଷ୍ପତ୍ତି ନେଇ ଜାତୀୟ ଶିଳ୍ପ […]
ଭୁବନେଶ୍ବର: ଆଜିଠାରୁ ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡିର ନିର୍ଦ୍ଦେଶକ ରାହୁଳ ନବୀନ। ସେ ଆଜି ସଂଧ୍ୟାରେ ଭୁବନେଶ୍ବର ବିମାନ ବନ୍ଦରରେ ପହଁଚିବା ପରେ ସିଧା ପୁରୀ ଯିବେ। ତେବେ ତାଙ୍କ ଗସ୍ତ କଥା ଜଣାପଡିବା ପରେ […]
ଭୁବନେଶ୍ବର: ଆଶ୍ଚର୍ଯ୍ୟଜନକ ଭାବେ ସୋମବାର ଦିନ ଭୁବନେଶ୍ବର ବିମାନ ବନ୍ଦରରୁ ୮୭ କେଜି ସୁନା ଏବଂ ୨୦୦ କେଜି ରୂପା ଜବତ କରାଯାଇଛି।ଏ ସବୁ ଏକ ଟଙ୍କା ବୁହା ଗାଡିରେ ଯାଉଥିବା ବେଳେ ରାସ୍ତାରେ ଧରିଛି ଜିଏସଟି ଟିମ। ଗାଡିକୁ ଅଟକାଇ […]
ମୁମ୍ବାଇ /ଭୁବନେଶ୍ୱର: ଦେଶର ଅଗ୍ରଣୀ ଟେଲିକମ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ୟୁଏଇ, ଥାଇଲ୍ୟାଣ୍ଡ, କାନାଡା, ସାଉଦି ଆରବ, ୟୁରୋପ ଏବଂ କାରିବିୟାନ୍ ଦ୍ୱୀପପୁଞ୍ଜ ଭଳି ଦେଶଗୁଡିକୁ ଯାତ୍ରା କରୁଥିବା ଗ୍ରାହକଙ୍କ ପାଇଁ ସର୍ବୋତ୍ତମ ଆନ୍ତର୍ଜାତୀୟ ରୋମିଂ ପ୍ୟାକ ସମୂହ ଆରମ୍ଭ […]
ଭୁବନେଶ୍ବର: କିଛିଦିନ ପାଇଁ ଚିକେନ ନ ଖାଇବାକୁ ଆଜି ପରାମର୍ଶ ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ଚିକେନ୍ ନଖାଇବା ପାଇଁ ରାଜ୍ୟ ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶକ ଡାକ୍ତର ବିଜୟ କୁମାର ମହାପାତ୍ର ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି ଯେ, ବର୍ତ୍ତମାନ ରାଜ୍ୟର କେତେକ […]
ଭୁବନେଶ୍ୱର: ବିଶ୍ୱ ଉଦ୍ୟମିତା ଦିବସ ଉତ୍ସବର ଏକ ଅଂଶ ଭାବରେ ଭାରତୀୟ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱରର ଅନୁସନ୍ଧାନ ଏବଂ ଉଦ୍ୟୋଗୀ ପାର୍କ (REP) ପକ୍ଷରୁ ଛାତ୍ରଛାତ୍ରୀ ତଥା ଆଇଆଇଟି ଦ୍ୱାରା ଅନ୍ତର୍ଭୁକ୍ତ ପ୍ରାୟ ୩୦ଟି ଷ୍ଟାର୍ଟ ଅପ୍ ସହିତ ଏକ […]
ଭୁବନେଶ୍ୱର: ଆଜି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ଶୀତଳ ଭଣ୍ଡାର ଖୋଲିବା ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। କୃଷି ଭବନ ବୋର୍ଡ ରୁମ୍ରେ ଆୟୋଜିତ ଏହି […]
ଭୁବନେଶ୍ବର: ଆସନ୍ତାକାଲି ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡିର ନିର୍ଦ୍ଦେଶକ ରାହୁଳ ନବୀନ। ସେ ଆସନ୍ତାକାଲି ସଂଧ୍ୟାରେ ଭୁବନେଶ୍ବର ବିମାନ ବନ୍ଦରରେ ପହଁଚିବା ପରେ ସିଧା ପୁରୀ ଯିବେ। ତେବେ ତାଙ୍କ ଗସ୍ତ କଥା ଜଣାପଡିବା ପରେ […]
ବାଲୁଗାଁ: ଦେଶର ପୁରାତନ ଆୟୁର୍ବେଦିକ ଔଷଧ ନିର୍ମାତା ଝାଣ୍ଡୁ ତରଫରୁ ଆଜି ପୂର୍ବାହ୍ନ ରେ ଖୋର୍ଦ୍ଧା ଜିଲ୍ଲାର ବାଲୁଗାଁ ସ୍ଥିତ ହୋଟେଲ ଦିଗନ୍ତିକା ସଭାକକ୍ଷ ରେ କମ୍ପାନୀ ର ବରିଷ୍ଠ ଅଧିକାରୀ ସୁଶାନ୍ତ କୁମାର ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ସ୍ୱାସ୍ଥ୍ୟ ସୁରକ୍ଷା […]
ଭୁବନେଶ୍ୱର: ଭାରତୀୟ କୃଷି ଗବେଷଣା ପରିଷଦ, ନୂଆଦିଲ୍ଲୀ ଦ୍ୱାରା ଜାତୀୟ ଧାନ ଗବେଷଣା ସଂସ୍ଥା କଟକଠାରେ ଆଜି ଆଇସିଏଆର୍ ଆଞ୍ଚଳିକ କମିଟି-୨ର ୨୭ତମ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି […]
ନୂଆଦିଲ୍ଲୀ: ସୁନା ଅଳଙ୍କାର ପିନ୍ଧିବା ବହୁ ଲୋକଙ୍କର ବେଶ ବଡ ଆକର୍ଷଣ ରହିଛି। ହେଲେ ମନ୍ଦିର ଦର୍ଶନ କରିବାକୁ ଗଲା ବେଳେ ସୁନା ଜିନିଷ ନ ପିନ୍ଧିବା ପାଇଁ ବାରଣ କରାଯାଇଥାଏ। ତେବେ ଏସବୁ ଭିତରେ ତିରୂପତିସ୍ଥିତ ଶ୍ରୀ ଭେଙ୍କେଟଶ୍ବର ମନ୍ଦିରକୁ […]
ଭୁବନେଶ୍ୱର: ସର୍ବ ଭାରତୀୟ ବ୍ୟାଙ୍କ ଧର୍ମଘଟର ଆହ୍ୱାନ ଦେଇଛି ଦେଶର ବୃହତ୍ ବ୍ୟାଙ୍କ କର୍ମଚାରୀ ସଙ୍ଗଠନ ଏଆଇବିଇଏ। ଏହି ଧର୍ମଘଟ ଦେଶର ସମସ୍ତ ବ୍ୟାଙ୍କରେ ହେବ ବୋଲି ଏଆଇବିଇଏର ସାଧାରଣ ସମ୍ପାଦକ ସି.ଏଚ. ଭେଙ୍କଟାଚଳମ୍ ଜଣାଇଛନ୍ତି। ଏହି ଧର୍ମଘଟକୁ ବ୍ୟାଙ୍କ ଶିଳ୍ପରେ […]
ଭୁବନେଶ୍ୱର: ଆମାଜନ ଡଟ୍ ଇନ ପକ୍ଷରୁ ଘୋଷଣା କରାଯାଇଛି ଯେ ଓଡ଼ିଶା ଓ ଭୁବନେଶ୍ୱରରେ ହୋମ୍, କିଚେନ୍ ଏବଂ ଆଉଟଡୋର ବ୍ୟବସାୟରେ ବାର୍ଷିକ ଆଧାରରେ ପ୍ରାୟ ୨୫% ଅଭିବୃଦ୍ଧି ଘଟିଥିବା ବେଳେ ନୂଆ ଗ୍ରାହକଙ୍କ ସଂଖ୍ୟାରେ ପ୍ରାୟ ୧୫% ବୃଦ୍ଧି ଘଟିଛି, […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୱାର୍ସଠାରେ ପୋଲାଣ୍ଡ ଗଣତନ୍ତ୍ରର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଡୋନାଲ୍ଡ ଟସ୍କଙ୍କୁ ସାକ୍ଷାତ କରିଛନ୍ତି । ଫେଡେରାଲ ଚାନ୍ସଲରୀରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ। ଦୁଇ ନେତା ସୀମିତ […]
ଭୁବନେଶ୍ୱର: ଓଡ଼ିଶାର ସର୍ବାଧିକ ପସନ୍ଦର ଡିଜିଟାଲ୍ ସେବା ପ୍ରଦାନକାରୀ ଭାବରେ ଜିଓ ରାଜ୍ୟରେ ଏହାର ଏକ ନମ୍ବର ସ୍ଥାନକୁ ଆହୁରି ସୁଦୃଢ କରିଛି। ଭାରତୀୟ ଦୂରସଂଚାର ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ଦ୍ୱାରା ପ୍ରକାଶିତ ସର୍ବଶେଷ ଟେଲିକମ୍ ଗ୍ରାହକ ତଥ୍ୟ ଅନୁଯାୟୀ ରିଲାଏନ୍ସ […]
ନୂଆଦିଲ୍ଲୀ: କାର୍ ଉତ୍ପାଦନକାରୀ କମ୍ପାନୀ ହୁଣ୍ଡାଇ CSD ମାଧ୍ୟମରେ ଦେଶର ସୈନିକମାନଙ୍କ ପାଇଁ Verna Sedan ଉପଲବ୍ଧ କରାଇଛି, ଯେଉଁ କାରଣରୁ ଗ୍ରାହକମାନେ କ୍ୟାଣ୍ଟିନରୁ କାର ନେଲେ ଜିଏସ୍ଟିରେ ଏକ ବଡ଼ ରିହାତି ପାଇବାକୁ ଯାଉଛନ୍ତି। କମ୍ପାନୀ ଭର୍ନା CSD ର […]
ମୁମ୍ବାଇ: ଶ୍ରଦ୍ଧା କପୁର ଏବଂ ରାଜକୁମାର ରାଓଙ୍କ ଫିଲ୍ମ ‘ସ୍ତ୍ରୀ୨’ ବକ୍ସ ଅଫିସରେ ରେକର୍ଡ ସୃଷ୍ଟି କରୁଛି। ଏହି ଚଳଚ୍ଚିତ୍ରଟି ଦକ୍ଷିଣ ଏବଂ ବଲିଉଡର ଅନେକ ଚଳଚ୍ଚିତ୍ର ସହିତ ମୁକ୍ତିଲାଭ କରିଥିଲା, କିନ୍ତୁ ‘ସ୍ତ୍ରୀ୨’ ସମସ୍ତଙ୍କୁ ପଛରେ ପକାଇ ଆଗକୁ ବଢୁଛି। […]