ଭୁବନେଶ୍ବର: ରାଜ୍ୟରେ ବ୍ୟାଙ୍କ ସମୟରେ ପରିବର୍ତ୍ତନ ହୋଇଛି। କରୋନା ସଂକ୍ରମଣକୁ ଦେଖି ବ୍ୟାଙ୍କ ସମୟରେ ପରିବର୍ତ୍ତନ କରିଛି ରାଜ୍ୟ ଅର୍ଥ ବିଭାଗ। ଏଣିକି ରାଜ୍ୟରେ ଗ୍ରାହକଙ୍କ ପାଇଁ ସକାଳ ୧୦ ଟା ରୁ ଅପରାହ୍ନ ୨ ଟା ଯାଏଁ ବ୍ୟାଙ୍କ ଚାଲିବ। […]
ଭୁବନେଶ୍ବର, ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଦୁଇ ଯୋଡ଼ା ଦୂରଗାମୀ ବିଶେଷ ଟ୍ରେନ ବାଙ୍ଗାଲୋର ଠାରୁ ଉତ୍ତର ପୂର୍ବାଞ୍ଚଳ ରାଜ୍ୟକୁ ଚଳାଚଳ କରାଇବାକୁ ରେଳବାଇ ନିଷ୍ପତ୍ତି ନେଇଛି। ସେଗୁଡିକ ହେଲା ଅଗରତାଲା-ବାଙ୍ଗାଲୋର କ୍ୟାଣ୍ଟ-ଅଗରତାଲା ଦ୍ବି-ସାପ୍ତାହିକ ବିଶେଷ ଟ୍ରେନ ୦୨୫୧୬/୦୨୫୧୫ ଅଗରତାଲା-ବାଙ୍ଗାଲୋର କ୍ୟାଣ୍ଟ-ଅଗରତାଲା […]
ନୂଆଦିଲ୍ଲୀ, ଆସନ୍ତାକାଲି ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାମୀତ୍ୱ ଯୋଜନା ଅଧୀନରେ ଇ-ପ୍ରପଟି କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ଭିଡିଓ କନଫରେନ୍ସିଂ ଜରିଆରେ ଦିନ ୧୨ଟା ବେଳେ ଏହା କରାଯିବ । ଏଥିସହ ସାରା ଦେଶରେ […]
ଭୁବନେଶ୍ବର, ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ଅନ୍ତର୍ଗତ ଶାଳଗାଁ ଓ ରାଜଆଠଗଡ ଷ୍ଟେସନ ମଧ୍ୟରେ ତୃତୀୟ ଓ ଚତୁର୍ଥ ଲାଇନ କାର୍ଯ୍ୟକ୍ଷମ ପାଇଁ ରାଜଆଠଗଡ ଷ୍ଟେସନ ଠାରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ସମ୍ପାଦନ କରିବା ପାଇଁ ଦୁଇଦିନ ନିମନ୍ତେ ରାଉରକେଲା-ଭୁବନେଶ୍ୱର-ରାଉରକେଲା ଏବଂ […]
ଭୁବନେଶ୍ବର, ଯଶୋବନ୍ତପୁର ଓ ହାଓଡ଼ା ମଧ୍ୟରେ ୨୨ ଏପ୍ରିଲରୁ ୨୯ ଜୁନ୍, ୨୦୨୧ ପର୍ଯ୍ୟନ୍ତ ଏକ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରାଇବାପାଇଁ ରେଳ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତି ନିଆଯାଇଅଛି। ୦୬୫୯୭ ଯଶୋବନ୍ତପୁର-ହାଓଡ଼ା ସ୍ବତନ୍ତ୍ର ଟ୍ରେନ ଯଶୋବନ୍ତପୁର ଠାରୁ ଏପ୍ରିଲ୍ ୨୨ ରୁ […]
ସୀତାରାମ ଅଗ୍ରୱାଲ ଚିଲିକା: ସଟଡ଼ାଉନ, ଲକଡ଼ାଉନ, କଣ୍ଟେନମେଣ୍ଟ ନାଁ ଶୁଣିଲେ ସାଧାରଣ ଜନତା ଭୟଭୀତ ହୁଅନ୍ତି। କିନ୍ତୁ ଏହି ସମୟରେ କିଛି ଅସାଧୁ ବେପାରୀ ଲାଭବାନ ହୁଅନ୍ତି। ସମ୍ପ୍ରତି ଖୋର୍ଦ୍ଧା ଜିଲ୍ଲାରେ କୋଭିଡ ସଂକ୍ରମଣ ଶୀର୍ଷରେ ରହିଛି। ରାଜ୍ୟ ସରକାର ଆସନ୍ତା […]
ନୂଆଦିଲ୍ଲୀ, କେନ୍ଦ୍ର ରସାୟନ ଏବଂ ସାର ମନ୍ତ୍ରୀ ଶ୍ରୀ ଡି. ଭି. ସଦାନନ୍ଦ ଗୌଡା ଟୁଇଟର ମାଧ୍ୟମରେ ସୂଚନା ଦେଇଛନ୍ତି ଯେ ଫାର୍ମାସ୍ୟୁଟିକାଲ୍ସ ବିଭାଗର ସୁପାରିଶ ଅନୁଯାୟୀ, ରାଜସ୍ୱ ବିଭାଗ ତୁରନ୍ତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ରେମଡେସିଭିର ଏବଂ ଏହାର API/KSM […]
ନୂଆଦିଲ୍ଲୀ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ଆର୍ଆଇଏଲ୍) ପକ୍ଷରୁ ଜାମନଗର ରିଫାଇନାରିରେ ଉତ୍ପାଦନ ପ୍ରକ୍ରିୟାରେ ପରିବର୍ତନ ଆଣି ଦୈନିକ ୭୦୦ ମେଟ୍ରିକ୍ ଟନ୍ ମେଡିକାଲ୍ ମାନର ଅକ୍ସିଜେନ୍ (ଅମ୍ଳଜାନ) ଉତ୍ପାଦନ କରାଯିବା ସହ ତିନିଟି ରାଜ୍ୟ ଓ ଏକ କେନ୍ଦ୍ର ଶାସିତ ଅଂଚଳକୁ […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦେଶର ସମସ୍ତ ଟିକା ପ୍ରସ୍ତୁତକର୍ତ୍ତାଙ୍କ ସହ ଆଲୋଚନା କରିଛନ୍ତି । ଏହି ଅବସରରେ ସେ ଟିକା ପ୍ରସ୍ତୁତକର୍ତ୍ତାମାନଙ୍କ ସଫଳତା ଓ ପେଶାଦାର ମନୋଭାବକୁ ବେଶ ପ୍ରଶଂସା କରିଛନ୍ତି । ସାମର୍ଥ୍ୟ, ସଂସାଧନ […]
ନୂଆଦିଲ୍ଲୀ, ତାଳଚେର ସାରକାରଖାନା (ଟିଏଫଏଲ) ଦ୍ୱାରା କୋଇଲା ବାଷ୍ପୀକରଣ (କୋଲ ଗ୍ୟାସିଫିକେସନ) ବ୍ୟବସ୍ଥାରେ ଉତ୍ପାଦିତ ୟୁରିଆ ନିମନ୍ତେ ସ୍ୱତନ୍ତ୍ର ସବ୍ସିଡି ନୀତି ପ୍ରବର୍ତ୍ତନ କରିବାକୁ କେନ୍ଦ୍ର ସାର ମନ୍ତ୍ରଣାଳୟ ଯେଉଁ ପ୍ରସ୍ତାବ ଉପସ୍ଥାପିତ କରିଥିଲା ତାହାକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି । […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଔଷଧ ଉଦ୍ୟୋଗର ନେତୃବର୍ଗଙ୍କ ସହିତ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। ମହାମାରୀ ବିରୋଧରେ ଲଢ଼େଇରେ ଔଷଧ ଉଦ୍ୟୋଗ ଜଗତର ଗୁରୁତ୍ବପୂର୍ଣ୍ଣ ଭୂମିକାକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ। ଏପରି ସଂଘର୍ଷପୂର୍ଣ୍ଣ ସମୟରେ ମଧ୍ୟ ଦ୍ରୁତ ଗତିରେ […]
ନୂଆଦିଲ୍ଲୀ, ମହାମାରୀ କାରଣରୁ ଦେଶର ବିଭିନ୍ନ ସ୍ଥାନରେ କର୍ଫ୍ୟୁ ଓ ଲକଡାଉନ ଲାଗୁ ହୋଇଛି। ଏହି ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦକାରୀଙ୍କ ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣାଇବା ସହିତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି କେନ୍ଦ୍ର ଉପଭୋକ୍ତା ବ୍ୟାପାର […]
ନୂଆଦିଲ୍ଲୀ, ଷ୍ଟିଲ ଅଥରିଟି ଅଫ ଇଣ୍ଡିଆ ଲିମିଟେଡର ରାଉରକେଲା ସ୍ଥିତ ସୁପର ସ୍ପେଶାଲିଟି ହସ୍ପିଟାଲକୁ କୋଭିଡ୍ କେୟାର ହସ୍ପିଟାଲ୍ ରୂପେ ଉପଯୋଗ ନିମନ୍ତେ ଅନୁମୋଦନ ପ୍ରଦାନ କରାଯାଇଛି । ଏହି ଅଞ୍ଚଳରେ ବୃଦ୍ଧି ପାଉଥିବା କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଭରତ […]
ଭୁବନେଶ୍ବର, ହାଇଦ୍ରାବାଦ ଓ ହାଓଡ଼ା ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଯିବା ପାଇଁ ରେଳ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଅଛି। ନିଷ୍ପତି ଅନୁସାରେ ଏହିପରି ଭାବେ ଟ୍ରେନ ଚଳାଚଳ କରିବ। ୦୮୬୪୬ ହାଇଦ୍ରାବାଦ-ହାଓଡ଼ା ବିଶେଷ ଟ୍ରେନ ହାଇଦ୍ରାବାଦରୁ ୧୬.୦୪.୨୦୨୧ ରୁ ୩୦.୦୪.୨୦୨୧ […]
ମୁମ୍ବାଇ, ଆଜି ରାତି ଆଠଟାରୁ ମହାରାଷ୍ଟ୍ର ଲାଗୁ ହେବ ଜନତା କର୍ଫୁ। 15 ଦିନ ପାଇଁ ଏହା ଲାଗୁ ହେବ। ମଙ୍ଗଳବାର ଦିନ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରାଜ୍ୟବାସୀଙ୍କୁ ସମ୍ବୋଧୀତ କରି ଏହି ଘୋଷଣା କରିଛନ୍ତି। ବର୍ତ୍ତମାନ ରାଜ୍ୟରେ କରୋନାର […]
ଭୁବନେଶ୍ବର, ସରକାରୀ ନିର୍ଦ୍ଦେଶ ଅନୁଯାୟୀ କରୋନା ସଂକ୍ରାମଣ ନହେବା ପାଇଁ ପୂର୍ବ ତଟ ରେଳପଥ ପକ୍ଷରୁ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ପଦକ୍ଷେପ ନିଆଯାଇଅଛି। ଯାତ୍ରୀ ଭିଡ଼ର ସାମାଜିକ ଦୂରତାକୁ ସୁନିଶ୍ଚିତ କରିବା ପାଇଁ କେବଳ ଏକ ନମ୍ବର ପ୍ଲାଟଫର୍ମ ମାଧ୍ୟମରେ […]
ଭୁବନେଶ୍ବର, କୋଭିଡ୍ ପରିସ୍ଥିତି ସତ୍ବେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ) ବିଭାଗର ନୋଡାଲ୍ ଅଧିକାରୀମାନଙ୍କୁ କ୍ଷେତ୍ର ପରିଦର୍ଶନ କରିବାକୁ ବାଧ୍ୟତାମୂଳକ କରାଯାଇଛି । ସେମାନେ କ୍ଷେତ୍ରକୁ ଯାଇ ପ୍ରତ୍ୟକ୍ଷ ଭାବେ ରହିଥିବା ସମସ୍ୟା ସଂପର୍କରେ ଅବଗତ ହେବା ସହ […]
ଭୁବନେଶ୍ୱର: ରାଜ୍ୟରେ ଜମିର ଦର ନିର୍ଦ୍ଧାରଣ ପାଇଁ ଦୁଇ ବର୍ଷରେ ଥରେ ଗଠିତ ହୋଇଥିବା କମିଟି ନିଷ୍ପତ୍ତି ନେବାର ନିୟମ ରହିଛି। ସେହି ଅନୁସାରେ ଗତ ୨୦୨୦ ମସିହା ଏପ୍ରିଲ ମାସରେ ରାଜ୍ୟ ସରକାର ଜମିର ବେଞ୍ଚମାର୍କ ମୂଲ୍ୟ ବୃଦ୍ଧି ନେଇ […]
ଭୁବନେଶ୍ୱର/ମୁମ୍ବାଇ: ବର୍ଷର ପୁଣି ସେହି ସମୟ ଉପନୀତ ହୋଇଛି। ବିଶ୍ୱର ସବୁଠାରୁ ଲୋକପ୍ରିୟ ଟ୍ୱେଣ୍ଟି ୨୦ କ୍ରିକେଟ ଟୁର୍ଣ୍ଣାମେଣ୍ଟ୍ରେ ସେମାନଙ୍କର ପ୍ରିୟ ଦଳ ଓ ଖେଳାଳି ଆକ୍ସନକୁ ଓହ୍ଲାଇବା ପରେ ବିଶ୍ୱବ୍ୟାପୀ କ୍ରିକେଟ ପ୍ରଶଂସକମାନେ ଗଗନ ପବନରେ ଏକ ରୋମାଂଚ ଅନୁଭବ […]
ନୂଆଦିଲ୍ଲୀ: ରିଲାଏନ୍ସ ଜିଓ ଚାରୋଟି ନୂଆ ପ୍ରିପେଡ ପ୍ଳାନ ଘୋଷଣା କରିଛି। ଏହି ପ୍ଳାନରେ ବ୍ୟବହାରକାରୀଙ୍କୁ ଏକ ବର୍ଷ ପର୍ଯ୍ୟନ୍ତ ଡିସ୍ନେ ପ୍ଲସ ହଟଷ୍ଟାର ଭିଆଇପି ମୁକ୍ତରେ ଦିଆଯିବ। ଏହାସହିତ ଏହି ପ୍ଳାନରେ ଗ୍ରାହକଙ୍କୁ ଟକ୍ ଟାଇମ ଏବଂ ମୋବାଇଲ ଡାଟା […]
ନୂଆଦିଲ୍ଲୀ, ଆତ୍ମନିର୍ଭର ଭାରତର ସଂକଳ୍ପକୁ ସାକାର ସାକାର କରିବା ଦିଗରେ ଆଉ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଶ୍ବେତ ବସ୍ତୁ (ଏୟାର କଣ୍ଡିସନର ଓ ଏଲଇଡି ଲାଇଟ୍) ପାଇଁ […]