କୋଲକାତା, ପ୍ରାୟତଃ ଅନେକଙ୍କ ଜୀବନରେ ଏହା ହିଁ ଘଟିଥାଏ। କଠିନ ପରିଶ୍ରମ କରିବା ପରେ ମଧ୍ୟ ସଫଳତା ଆସେ ନାହିଁ। ଯେଉଁ କାରଣରୁ ଜୀବନରେ ନିରାଶା ଭାବ ଆସେ। ଫଳରେ ଲୋକମାନେ ନିଜ ଭାଗ୍ୟକୁ ଦାୟୀ କରିବା ଆରମ୍ଭ କରନ୍ତି। କଠିନ […]
ନୂଆଦିଲ୍ଲୀ, ଗୋଟିଏ ବର୍ଷ ମଧ୍ୟରେ ଦେଶରୁ ସମସ୍ତ ଟୋଲ ପ୍ଲାଜା ହଟାଇ ଦିଆଯିବ। ସମସ୍ତ ଦେୟ ଜିପିଏସ ମାଧ୍ୟମରେ ହେବ। ଏହି ପ୍ରତିଶୃତି ଗୃହକୁ ଦେଉଛି ବୋଲି କହିଥିଲେ ପରିବହନ ମନ୍ତ୍ରୀ ନୀତିନ ଗଡକରୀ। ଆଜି ସଂସଦରେ ଗଡକରୀ କହିଛନ୍ତି ଯେ, […]
ଭୁବନେଶ୍ୱର, ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଆୟୋଜିତ ‘କୃଷି ଓଡ଼ିଶା ୨୦୨୧’ ପରିସରରେ ୬୫ ଜଣ ନୂତନ ସହକାରୀ ମତ୍ସ୍ୟ ଅଧିକାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। କୃଷି ଓ ମତ୍ସ୍ୟ ସଂପଦ ମନ୍ତ୍ରୀ ଅରୁଣ ସାହୁ ଏହି ନିଯୁକ୍ତି […]
ନୂଆଦିଲ୍ଲୀ: ବର୍ତ୍ତମାନ ଦେଶରେ ୨୦୦୦ ଟଙ୍କା ନୋଟ ମିଳୁ ନାହିଁ। ବ୍ୟାଙ୍କ ହେଉ କିମ୍ବା ଏଟିଏମ, ୨୦୦୦ ଟଙ୍କା ନ ମିଳିବାର କାରଣ କଣ ? ଏହିପରି ଏକ ପ୍ରଶ୍ନ ସଂସଦରେ ଉତ୍ଥାପନ କରିଥିଲେ ଏମଡିଏମକେ ସାଂସଦ ଏ ଗଣେଷମୂର୍ତ୍ତି। ସରକାର […]
ନୂଆଦିଲ୍ଲୀ, ଜାତୀୟ ଇସ୍ପାତ ନୀତି ସୂଚୀତ କରେ ଯେ ସରକାର ଦୀର୍ଘକାଳନୀ ପରିକଳ୍ପନା ସୂତ୍ରରେ ଦେଶର ଇସ୍ପାତ କ୍ଷେତ୍ରକୁ ପ୍ରୋତ୍ସାହନ ଯୋଗାଇଦେବେ। ଆଜି ଲୋକସଭାରେ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ଏହି ସୂଚନା ପ୍ରଦାନ କରିଛନ୍ତି କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର […]
ଭୁବନେଶ୍ବର, ଆଜିଠାରୁ ଦୁଇଦିନ ପାଇଁ ସର୍ବଭାରତୀୟ ସ୍ତରରେ ବ୍ୟାଙ୍କ ଧର୍ମଘଟ ଆରମ୍ଭ ହୋଇଛି। ଏହି ଧର୍ମଘଟରେ ଓଡିଶାର ସମସ୍ତ ବ୍ୟାଙ୍କ ସାମିଲ ହୋଇଛନ୍ତି। ସରକାରୀ ବ୍ୟାଙ୍କ ସହିତ ଗ୍ରାମ୍ୟ ବ୍ୟାଙ୍କ ଏବଂ ସମବାୟ ବ୍ୟାଙ୍କ କର୍ମଚାରୀ ମଧ୍ୟ ସାମିଲ ହୋଇଛନ୍ତି। ମୁଖ୍ୟତଃ […]
ମେଷ: – ଆଜି ମିଶ୍ରିତ ଦିନ ହେବ । ବ୍ୟବସାୟ ସ୍ୱାଭାବିକ ହେବ । ଜରୁରୀକାଳୀନ ଲାଭ କରାଯାଉଛି, କିନ୍ତୁ ଅନାବଶ୍ୟକ ଖର୍ଚ୍ଚ ବଢିବ, ଫଳରେ ଅର୍ଥନୈତିକ ପରିସ୍ଥିତି ଦୁର୍ବଳ ହୋଇଯିବ । କାର୍ଯ୍ୟରେ ସଫଳତା ଆତ୍ମବିଶ୍ୱାସ ବଢାଇବ, କିନ୍ତୁ ଅଧିକ […]
ନୂଆଦିଲ୍ଲୀ, ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଏକ ନୂଆ ଯୋଜନା ଘୋଷଣା କରାଯାଇଛି। ଏହି ଯୋଜନା ଅନ୍ତର୍ଗତ ଯେକୌଣସି ପର୍ଯ୍ୟଟକ ଗାଡି ପରିଚାଳକମାନଙ୍କୁ ଅନଲାଇନ ମାଧ୍ୟମ ଜରିଆରେ ସର୍ବଭାରତୀୟ ପର୍ଯ୍ୟଟକ ଅନୁମତି ବା ପରମିଟ୍” ଲାଗି ଆବେଦନ କରିପାରିବେ। […]
ନୂଆଦିଲ୍ଲୀ: ଦାମ୍ ହ୍ରାସ ହେବାରୁ ସୁନା ଦୋକାନରେ ବହୁ ସଂଖ୍ୟାରେ ଗ୍ରାହକଙ୍କ ଭିଡ ଦେଖିବାକୁ ମିଳିଛି। ଗୁଜୁରାଟ ସୂରଥର ଏକ ଦୁକାନରେ ସୁନା କିଣିବା ପାଇଁ ଲୋକଙ୍କ ଭିଡ ଦେଖିବାକୁ ମିଳିଛି। ଉଲ୍ଲେଖ ଯୋଗ୍ୟ ଯେ, ଯେତେବେଳେ ଦେଶରେ କରୋନା ସଂକ୍ରମଣ […]
ନୂଆଦିଲ୍ଲୀ, ଆଜିଠାରୁ 4 ଦିନ ପାଇଁ ବ୍ୟାଙ୍କଗୁଡିକ ବନ୍ଦ ରହିବ। କାରଣ ହେଲା ଆଜି ହେଉଛି ଚଳିତ ମାସର ଦ୍ବିତୀୟ ଶନିବାର। ସେଥିପାଇଁ ବ୍ୟାଙ୍କ ସ୍ବାଭାବିକ ଭାବେ ବନ୍ଦ ରହିବ। ଏହାପରେ ରବିବାର ମଧ୍ୟ ବନ୍ଦ ରହିବ। ସୋମବାର ଏବଂ ମଙ୍ଗଳବାର […]
ଭୁବନେଶ୍ୱର: ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସିଙ୍ଗଲ୍ ୱିଣ୍ଡୋ କମିଟି ବୈଠକରେ ୮ଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି । ଭର୍ଚୁଆଲ୍ ବୈଠକରେ ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା ପ୍ରକଳ୍ପଗୁଡ଼ିକର […]
ନୂଆଦିଲ୍ଲୀ, ପୁଣି ଥରେ ଭାରତ ବନ୍ଦ ଡାକରା ଦେଲା ଚାଷୀ ସଂଗଠନ। ଏ ନେଇ ଅନ୍ୟତମ ଚାଷୀ ସଂଗଠନ ସଂଯୁକ୍ତ କୃଷକ ମୋର୍ଚ୍ଚା ଏହି ଡାକରା ଦେଇଛି। ସେହି ଅନୁସାରେ ଆସନ୍ତା ମାର୍ଚ୍ଚ 26 ତାରିଖରେ ଏହି ଭାରତ ବନ୍ଦ ପାଳନ […]
ଭୁବନେଶ୍ୱର: ଜିଓ ବିଜନେସ୍ ପକ୍ଷରୁ ଅଣୁ, କ୍ଷୁଦ୍ର ଓ ମଧ୍ୟମ ବ୍ୟବସାୟ ଲାଗି ଏକ ସମନ୍ୱିତ ସେବା ପ୍ରଦାନ ଆରମ୍ଭ କରାଯାଇଛି। ଏହା ମୂଳତଃ ତିନିଟି ସ୍ତମ୍ଭ ଉପରେ ପର୍ୟ୍ୟବେସିତ, ଯାହମଧ୍ୟରେ ରହିଛିି, ଏଂଟରପ୍ରାଇଜ୍-ମାନ୍ର ଫାଇବର୍ ସଂଯୋଗ ଯାହା ଭଏସ୍ ଓ […]
ମେଷ- ବକେୟା ରାଶି ପୁନରୁଦ୍ଧାର ପାଇଁ ପ୍ରୟାସ ସଫଳ ହେବ। ବ୍ୟବସାୟ ଯାତ୍ରା ସଫଳ ହେବ। ଲାଭ ସୁଯୋଗ ଆସିବ । ବ୍ୟବସାୟ କାର୍ଯ୍ୟ ଅନୁକୂଳ ଲାଭ ପ୍ରଦାନ କରିବ। ଚାକିରିରେ ଶାନ୍ତି ଏବଂ ସୁଖ ରହିବ। ଶାରୀରିକ କଷ୍ଟ ସମ୍ଭବ […]
ମିଥୁନ- ଧର୍ମ ପ୍ରତି ଆଗ୍ରହ ପ୍ରକାଶ କରିବେ । ଆପଣ କୌଣସି ଧାର୍ମିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାର ସୁଯୋଗ ପାଇପାରିବେ । କୋର୍ଟ କାର୍ଯ୍ୟରେ ସଫଳତା ହାସଲ ହେବ। ଲାଭ ସୁଯୋଗ ଆସିବ । ବ୍ୟବସାୟ ଲାଭଦାୟକ ହେବ, ହେଲେ ସାବଧାନ […]
ଭୁବନେଶ୍ୱର, ଭୁବନେଶ୍ୱରସ୍ଥିତ ତିନି ନମ୍ବର ଇଡ଼୍କୋ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ୫ ଦିନିଆ ଏମ୍ଏସ୍ଏମ୍ଇ ବାଣିଜ୍ୟ ମେଳା ଉଦ୍ଯାପିତ ହୋଇଯାଇଛି। ଶେଷଦିନରେ ଶିଳ୍ପପୁଂଜ ଆଭିମୁଖ୍ୟ ନେଇ ଏମ୍ଏସ୍ଏମ୍ଇ କ୍ଷେତ୍ରର ବିକାଶ ଶୀର୍ଷକ ଆଲୋଚନା ଚକ୍ର ବାଣିଜ୍ୟ ମେଳା ପରିସରରେ ଅବସ୍ଥିତ ସେମନାର […]
ନୂଆଦିଲ୍ଲୀ: ଦେଶରେ ଷ୍ଟାଣ୍ଡଅପ ଯୋଜନା ପ୍ରଚଳନ ହେବା ଦିନଠାରୁ ୨୦୨୧ ମସିହା ଜାନୁୟାରୀ ୩୧ତାରିଖ ସୁଦ୍ଧା ୧,୧୦,୦୧୯ଜଣ ବିଭିନ୍ନ ତାଲିକାଭୁକ୍ତ ବ୍ୟାଙ୍କରୁ ଏହି ଯୋଜନାରେ ଋଣ ପାଇସାରିଲେଣି। ଏହି ଯୋଜନାରେ ହିତାଧିକାରୀମାନେ ୧୦ଲକ୍ଷରୁ ୧କୋଟି ପର୍ଯ୍ୟନ୍ତ ଟଙ୍କା ବ୍ୟବସାୟ ଆରମ୍ଭ କିମ୍ବା […]
ଆଜି ମଧ୍ୟ ସୁନା ଦର ପୁଣି ଥରେ ନିମ୍ନମୁଖୀ ହୋଇଛି। ବିଗତ 11 ମାସ ମଧ୍ୟରେ ସୁନା ଦର ପ୍ରାୟ 12 ହଜାର ଟଙ୍କା ଖସି ଯାଇଛି । ଆଜି ଭୁବନେଶ୍ବରରେ 22 କ୍ୟାରେଟ ସୁନା ଦର 10 ଗ୍ରାମ ପିଛା […]
ଜୟପୁର, ଆପଣ କେବେ ଭାବିଛନ୍ତି କି ଗୋଟିଏ ମଦ ଦୋକାନ କୋଟି କୋଟି ଟଙ୍କାରେ ନିଲାମ ହେବ। ଏହି କଥାଟିକୁ କେହି ବିଶ୍ବାସ ନ କଲେ ମଧ୍ୟ ସତ କଥା। କାରଣ ଏକ ଗ୍ରାମାଞ୍ଚଳର ମଦ ଦୋକାନ ସରକାର ନିଲାମ କରୁଥିଲେ। […]
ନୂଆଦିଲ୍ଲୀ, ଆରସେଲର ମିତ୍ତଲ ନିପ୍ପନ ଇସ୍ପାତ କଂପାନୀ ଓଡିଶା ସହିତ ଗୁଜୁରାଟରେ ମଧ୍ୟ ଏକ ବୃହତ୍ତ ଇସ୍ପାତ ପ୍ରକଳ୍ପ ପ୍ରତିଷ୍ଠା କରିବେ। ଏ ନେଇ ଗୁଜୁରାଟ ମୁଖ୍ୟମନ୍ତ୍ର ବିଜୟ ରୂପାନୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, କଂପାନୀ ଅଧ୍ୟକ୍ଷ ଲକ୍ଷ୍ମୀ […]
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଡ୍କୋ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ନବମ ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ବାଣିଜ୍ୟ ମେଳାକୁ ଭର୍ଚୁଆଲ୍ ଭାବେ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ସେ ମିଶନ ଶକ୍ତି ଓ ମହିଳା ଉଦ୍ୟୋଗୀଙ୍କ ପାଇଁ ସ୍ୱତନ୍ତ୍ର […]