ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ବ୍ରାଉନସୁଗାର କାରବାର ବଢ଼ିବାରେ ଲାଗିଛି। ସଦର ଥାନା ପୋଲିସ ପୁଣି ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସୂଚନା ମୁତାବକ ଗତକାଲି ଅପରାହ୍ନରେ ସଦର ଥାନା ଅନ୍ତର୍ଗତ ଗୁଡ଼ୁମ […]
କନ୍ଦର୍ପ ବେହେରା ରେଢାଖୋଲ: ବାମରା ବନ୍ୟପ୍ରାଣୀ ବନଖଣ୍ଡର କିସିଣ୍ଡା ଥାନା ଅଂଚଳର ବିଭିନ୍ନ ଗ୍ରାମ ଜଙ୍ଗଲ ମାନଙ୍କରେ ଅବାଧରେ ଜନ୍ତୁ ଶିକାର ହେଉଥିବା ବେଳେ ଜଣେ ପରେ ଜଣେ ଶିକାରୀ ବନବିଭାଗ ହାତରେ ଧରାପଡି ଜେଲ୍ ଯାଉଥିବା ଜଣା ପଡିଛି। ଦିନକୁ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଶୀତଦିନ ଜାରି ରହିଥିବା ବେଳେ ଚିଲିକାରେ ପକ୍ଷୀ ଶୀକାର ଆରମ୍ଭ ହୋଇ ଗଲାଣି। ବନ୍ୟପ୍ରାଣୀ ବିଭାଗ ମଧ୍ୟ ପାଟ୍ରୋଲିଂ ଜାରି ରଖିଥିବା ବେଳେ ଏକାଧିକ ଶିକାରୀଙ୍କୁ ଗିରଫ କରୁଥୁବାର ଦେଖାଯାଉଛି। ଅନୁରୂପ ଭାବେ ଆଜି ପକ୍ଷୀ ଶୀକାର […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଟାଙ୍ଗୀ ଥାନା ଅଞ୍ଚଳରେ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ୭ ଜଣ ଜୁଆଡ଼ିଙ୍କୁ ପୋଲିସ ଗିରଫ କରିଛି। ସୂଚନା ମୁତାବକ ଗତକାଲି ଅପରାହ୍ନରେ ଟାଙ୍ଗୀ ଥାନା ଅନ୍ତର୍ଗତ ସାନ କୁସୁମୀ ମଧ୍ୟ […]
ମୁମ୍ବାଇ: ଦେଶ ବାହାରକୁ ଯିବାବେଳେ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କୁ ମୁମ୍ବାଇ ବିମାନ ବନ୍ଦରରେ ଅଟକାଇ ଦିଆଯାଇଛି। ୨୦୦ କୋଟି ଟଙ୍କା ପୁନରୁଦ୍ଧାର ମାମଲାରେ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ନାମ ମଧ୍ୟ ଇଡି ଚାର୍ଜସିଟରେ ଅନ୍ତର୍ଭୁକ୍ତ ହୋଇଛି। ଇଡି ସୂତ୍ର ଅନୁଯାୟୀ ପୁନରୁଦ୍ଧାର ମାମଲାର ମାଷ୍ଟରମାଇଣ୍ଡ […]
ନୂଆଦିଲ୍ଲୀ: ମିଆଁମାର ସୀମାବର୍ତ୍ତୀ ନାଗାଲାଣ୍ଡର ମୋନ୍ ଜିଲ୍ଲାର ଓଟିଙ୍ଗ ଗ୍ରାମରେ ସୁରକ୍ଷା ବାହିନୀ ଦ୍ୱାରା କରାଯାଇଥିବା ଅପରେସନରେ ମୃତ୍ୟୁବରଣ କରିଥିବା ସାଧାରଣ ନାଗରିକ ପାଇଁ ସେନା ଗଭୀର ଦୁଃଖ ପ୍ରକାଶ କରିଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଯିବ ବୋଲି ସେନା ପକ୍ଷରୁ […]
କଟକ: ଦୀର୍ଘ ଦିନରୁ ଫେରାର ଥିବା କୁଖ୍ୟାତ ନିଶା ବେପାରୀ ଶେଖ ଆଜବାହାର କୁ ଓଡିଶା ଏସ ଟି ଏଫ ରାଜସ୍ଥାନ ପୋଲିସ ର ସହାୟତାରେ ସ୍ଥାନୀୟ ଯୋଦ୍ଧପୁର ରୁ ଗିରଫ କରିଛି। ଆଜବାହରଙ୍କ ନାମରେ ରାଜ୍ୟର ବିଭିନ୍ନ ଥାନାରେ ବହୁ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁରେ ଲକ୍ଷାଧିକ ଟଙ୍କାର ପାନମସଲା ଚୋରି ହୋଇଥିଲା। ଏହି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଉକ୍ତ ଚୋରି ଘଟଣାରେ ତିନି ଜଣ ଅଭିଯୁକ୍ତଙ୍କୁ ବାଲୁଗାଁ ପୋଲିସ ଗିରଫ କରି ଆଜି କୋର୍ଟଚାଲାଣ କରିଥିବାର […]
ସୀତାରାମ ଅଗ୍ରୱାଲ ଚିଲିକା: ଚିଲିକାରେ ପକ୍ଷୀମାନଙ୍କ ଭିଡ ଜମିବା ଆରମ୍ଭ ନହେଉଣୁ ପକ୍ଷୀ ଶୀକାର ଆରମ୍ଭ ହୋଇ ଗଲାଣି। ଆଜି ଜଣେ ଶୀକାରୀ ପକ୍ଷୀ ଶୀକାର କରିବା ବେଳେ ବନ୍ୟପ୍ରାଣୀ ବିଭାଗ ହାତରେ ଧରାପଡିଛି। ଟାଙ୍ଗୀ ରେଞ୍ଜ ଅନ୍ତର୍ଗତ କୁହୁଡି ହାଟନୂଆ […]
ସୀତାରାମ ଅଗ୍ରୱାଲ ବାଣପୁର: କାଠ ମାଫିଆଙ୍କ ଆକ୍ରମଣରେ ଜଙ୍ଗଲ ସୁରକ୍ଷା କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। କର୍ମଚାରୀଙ୍କ ବେକେରେ ଛୁରା ଲଗାଇ କାଠ ମାଫିଆ ଆକ୍ରମଣ କରିଛନ୍ତି। ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବନାଞ୍ଚଳ ଅଧିନସ୍ଥ ବରବରା ସରଂକ୍ଷିତ ଜଙ୍ଗଲ ଅଞ୍ଚଳରେ ଏଭଳି […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଲୁଟ୍ କରିବା ପାଇଁ ଛକି ରହିଥିବା ଜଣେ ଲୁଟେରାକୁ ପୋଲିସ ଗିରଫ କରିଛି। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ସ୍ଥିତ ଆଇସିଆଇସିଆଇ ବ୍ୟାଙ୍କ ନିକଟରେ ଛକି ରହିଥିବା ଉକ୍ତ ଲୁଟେରାକୁ ପୋଲିସ ମାଡି ବସିଥିଲା। ଅଭିଯୁକ୍ତଜଣଙ୍କ ହେଲେ ଗଂଜାମ ଜିଲା […]
ଚାନ୍ଦପୁର: ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଞ୍ଚଳରେ ଅନେକ ଅସାମାଜିକ ଯୁବକଙ୍କ ପାଦୁର୍ଭାବ ଦେଖିବାକୁ ମିଳିଛି। ଉକ୍ତ ଅଞ୍ଚଳରେ ଲୁଟ, ଡକାୟତ ଭଳି ଅନେକ ଘଟଣା ସାମ୍ନାକୁ ଆସୁଥିବା ବେଳେ ସେସବୁକୁ ବ୍ରେକ ଲଗାଇବା ପାଇଁ ଚାନ୍ଦପୁର ପୋଲିସ ପ୍ରୟାସ ଜାରି […]
ଖୋର୍ଦ୍ଧା: ଖୋର୍ଦ୍ଧା ଟାଉନ ଥାନା ପୋଲିସ ଦୁଇ ଜଣ ନକଲି କମ୍ପାନୀ ମୋବାଇଲ ବିକ୍ରେତାଙ୍କୁ ଗିରଫ କରି ସେମାନଙ୍କ ନିକଟରୁ ବିପୁଳ ପରିମାଣରେ ନକଲି ବ୍ରାଣ୍ଡ ମୋବାଇଲ ଜବତ କରିଛି। ସୂଚନା ମୁତାବକ ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳରେ ନାମୀ ଦାମୀ […]
ଶ୍ରୀନଗର: ଗତ ଏକ ବର୍ଷ ମଧ୍ୟରେ ଜମ୍ମୁ କାଶ୍ମୀରରେ ଅନେକ ଆତଙ୍କବାଦୀ ଘଟଣା ସାମ୍ନାକୁ ଆସିଛି। ସୁରକ୍ଷା ବାହିନୀ ଦ୍ୱାରା କରାଯାଇଥିବା ଅପରେସନରେ ଆତଙ୍କବାଦୀମାନେ ହତାଶ ହୋଇ ଅନେକ ଘଟଣା ଘଟାଇଥିଲେ। ଗତ ଏକ ବର୍ଷ ମଧ୍ୟରେ ଜମ୍ମୁ କାଶ୍ମୀରର ୩୨ […]
ନୟାଗଡ଼/ରଣପୁର: ନୟାଗଡ଼ ଜିଲ୍ଲା ରଣପୁର ତହସିଲ ଅଞ୍ଚଳରେ ବେଆଇନ ଗ୍ରାନାଇଟ ଖଣି ଗୁଡ଼ିକରେ ବ୍ଲାଷ୍ଟିଙ୍ଗ ଯୋଗୁଁ ବହୁ ଜନସାଧାରଣ ହଇରାଣ ହେବା ସହ ସେମାନଙ୍କ ଘର ଦ୍ୱାରା ଭାଙ୍ଗି ଯାଉଛି। ଯାହା ଫଳରେ ବିଗତ ଦିନରେ ରଣପୁର ତହସିଲ ଅଧିନସ୍ଥ କୋଇଲିମା, […]
ଭୋପାଳ: ବଲିଉଡ ଅଭିନେତ୍ରୀ ଅମିଶା ପଟେଲଙ୍କ ବିରୋଧରେ ଭୋପାଳରେ ୱାରେଣ୍ଟ ଜାରି କରାଯାଇଛି। ସେ ‘କହୋ ନା ପ୍ୟାର ହେ!’ ଭଳି ସୁପରହିଟ ଫିଲ୍ମରୁ କ୍ୟାରିୟର ଆରମ୍ଭ କରିଥିଲେ। ବାସ୍ତବରେ ଚେକ ବାଉନ୍ସ ମାମଲାରେ ତାଙ୍କ ବିରୋଧରେ ଏହି ଜାମିନ ପ୍ରଦାନ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଲୁଟେରାମାନଙ୍କ ପାଦୁର୍ଭାବ ବଢିଚାଲିଛି। ଆଜି ଦିନକରେ ବାଣପୁର ଅଞ୍ଚଳରୁ ଦୁଇ ଦୁଇଟି ଚୋରୀ ଘଟଣା ସାମ୍ନାକୁ ଆସିଛି। ପ୍ରଥମ ଘଟଣାରେ ଜଣେ ମହିଳାଙ୍କୁ ଠାରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନର୍ଗତ ଅନ୍ତରକିଆରୀ ଠାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ମୋଟର ସାଇକେଲରେ ଯାଉଥିବା ଜଣେ ମହିଳାଙ୍କ ଠାରୁ ଲୁଟେରାମାନେ ସୁନା ଅଳଙ୍କାର ଥିବା ଏକ ଭ୍ୟାନିଟି ବ୍ୟାଗ ଝାମ୍ପି ନେଇଯାଇଛନ୍ତି। ସୂଚନା […]
ନିରାକାରପୁର: ଖୋର୍ଦ୍ଧା ଜିଲ୍ଲାରେ ପ୍ରାୟତଃ ସବୁ ଅଞ୍ଚଳରେ ବ୍ରାଉନ ସୁଗାର କାରବାର ବ୍ୟାପିଥିବାବେଳେ ଏଥିରୁ ବାଦ ପଡିନି ନିରାକାରପୁର ଅଞ୍ଚଳ। ଆଜି ନିରାକାରପୁର ପୋଲିସ ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ଜବତ କରିଥିବା ବେଳେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। […]
ଲକ୍ଷ୍ନୌ: ଉତ୍ତର ପ୍ରଦେଶ ବେଶିକ ଏଜୁକେସନ ବୋର୍ଡ (UPBEB) ଦ୍ଵାରା କରାଯାଉଥିବା UPTET 2021 ପରୀକ୍ଷାକୁ ବାତିଲ କରିଦିଆଯାଇଛି। ପେପର ଲିକ୍ ହେତୁ ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଥିବା କୁହାଯାଉଛି। ଏଥିରେ ୨୧ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ ପ୍ରଭାବିତ ହୋଇଛନ୍ତି। ଏହି […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଚିଲିକାରେ ପକ୍ଷୀମାନଙ୍କ ଭୀଡ ଜମିବା ଆରମ୍ଭ ନହେଉଣୁ ଚିଲିକାରେ ପକ୍ଷୀ ଶୀକାର ଆରମ୍ଭ ହୋଇ ଗଲାଣି। ବନ୍ୟପ୍ରାଣୀ ବିଭାଗକୁ ଖାତିର ନକରି ଦିନ ବେଳେ ମଧ୍ୟ ପକ୍ଷୀ ଶୀକାର କରିବାକୁ ସେମାନେ ପଛଘୁଞ୍ଚା ଦେଉ ନାହାଁନ୍ତି। କିନ୍ତୁ […]