ଅପରାଧ

ସୀତାରାମ ଅଗ୍ରୱାଲ ଚିଲିକା: କୌଣସି କଥାକୁ ନେଇ ବଚସା ହେବାରୁ ଜଳଖିଆ ଦୋକାନରେ ଗ୍ରାହକଙ୍କୁ ଛୁରାମାଡ ହୋଇଥିବା ଅଭିଯୋଗ ହୋଇଛି। ଛୁରାମାଡରେ ଗ୍ରାହକଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।…

ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ବ୍ଲକ ଦାମିଆ ବରବରା ପଞ୍ଚାୟତର ବିଭିନ୍ନ ଗ୍ରାମରେ ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ଦେଶୀ…

ଲକ୍ଷ୍ନୌ: ଆତଙ୍କବାଦୀ ବିରୋଧୀ ସ୍କ୍ବାର୍ଡ (ଏଟିଏସ୍) ର ଏକ ଦଳ ଦ୍ଵାରା ଇସଲାମ ପଣ୍ଡିତ ମୌଲାନା କଲିମ ସିଦ୍ଦିକିଙ୍କୁ ଗିରଫ କରାଯାଇଛି। ଗତକାଲି ରାତି ପ୍ରାୟ ୯ଟା…

ଭୁବନେଶ୍ଵର: ସୁନ୍ଦରଗଡ ନାବାଳିକା ଗଣଦୁଷ୍କର୍ମ ମାମଲାର ରାୟ ଆଜି ଶୁଣାଣି ହୋଇଛି। ଏହି ମାମଲାରେ ଅଦାଲତ ୩ ଜଣ ଦୋଷୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଦେଇଛନ୍ତି। ସୁନ୍ଦରଗଡ…

ମୁମ୍ବାଇ: ଅଶ୍ଳୀଳ ଚଳଚ୍ଚିତ୍ର ନିର୍ମାଣ ମାମଲାରେ ଜାମିନ ପାଇବା ପରେ ବଲିଉଡ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ୱାମୀ ରାଜ କୁନ୍ଦ୍ରା ୬୪ ଦିନ ପରେ ଜେଲରୁ ବାହାରିଛନ୍ତି।…

କନ୍ଦର୍ପ ବେହେରା ରେଢାଖୋଲ: ଆଜି ନାକଟିଦେଉଳ ପୋଲିସ୍ ପୁରୁଣା ଅପରାଧିକ ମାମଲାରେ କେଲୋବେନୀ ଗ୍ରାମର ଜୟନ୍ତ ସେଠ୍ କୁ ଜଙ୍ଗଲରୁ ଗିରଫ କରିବାରେ ସଫଳ ହୋଇଛି। ପୋଲିସ୍…

ନୂଆଦିଲ୍ଲୀ: ଆଜି ଅଖିଳ ଭାରତୀୟ ଅଖଡା ପରିଷଦର ସଭାପତି ମହନ୍ତ ନରେନ୍ଦ୍ର ଗିରିଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହା ପରେ ମହନ୍ତ ନରେନ୍ଦ୍ର ଗିରିଙ୍କ କୋଠରୀରୁ ଏକ…

ମସ୍କୋ: ଋଷର ଏକ ବିଶ୍ୱବିଦ୍ୟାଳୟରେ ଗୁଳି ବିନିମୟରେ ଆଠ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୪ ଜଣ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଋଷର ପର୍ମ ସ୍ଥିତ…

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଯୁକ୍ତ ୨ ପରୀକ୍ଷା ଫଳ ମୂଲ୍ୟାୟନରେ ଅସନ୍ତୋଷ ବ୍ୟକ୍ତ କରି ଜଣେ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।…

ପାଟନା: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସାନପୁଅ ତଥା ବିରୋଧୀ ଦଳର ନେତା ତେଜସ୍ୱୀ ଯାଦବ, ମିସା ଭାରତୀଙ୍କ ସମେତ ୬ ଜଣଙ୍କ ବିରୋଧରେ ଏଫଆଇଆର…

ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରିନୂଆଗାଁ କେନାଲରେ ଆଜି ସକାଳେ ଏକ ନବଜାତ ଶିଶୁର…

ରମେଶ ମହାନ୍ତି ଜଗତସିଂହପୁର: ତିର୍ତ୍ତୋଲ ଥାନା ଅନ୍ତର୍ଗତ ମଣିଜଙ୍ଗା ପଞ୍ଚାୟତ ସ୍ଥିତ ମଣିଜଙ୍ଗା ଗ୍ରାମରେ ଭାଇବୋହୁର ଆକ୍ରମଣରେ ଦେଢଶୁରର ମୁଣ୍ଡ ଫାଟିବା ଭଳି ଏକ ଅଭାବନୀୟ ଘଟଣା…

ନୟାଗଡ଼/ଚାନ୍ଦପୁର: ନୟାଗଡ଼ ଜିଲ୍ଲା ଚାନ୍ଦପୁର ପୋଲିସକୁ ସଫଳତା ମିଳିଛି। ଲୁଟ ହେବାର ୧୨ ଘଣ୍ଟା ମଧ୍ୟରେ ଲୁଟେରାଙ୍କୁ ଗିରଫ କରିବା ସହ ଲୁଟ ହୋଇଥିବା ଲକ୍ଷାଧିକ ଟଙ୍କାର…

ସୀତାରାମ ଅଗ୍ରୱାଲ ଚିଲିକା: ଆଜି ଟାଙ୍ଗୀ ପୋଲିସକୁ ବଡ ସଫଳତା ମିଳିଛି। ଚୋରା ମଦ ଚାଲାଣ ବେଳେ ଗାଡି ସହ ବିପୁଳ ପରିମାଣର ଦେଶୀ ମଦ ପୋଲିସ ଜବତ…

ବକ୍ସର: ଆଜିକାଲି ଯୁବକମାନେ ବାଇକ୍ ଷ୍ଟଣ୍ଟ୍ କରିବାକୁ ପସନ୍ଦ କରନ୍ତି। ବେଳେବେଳେ ଏଭଳି ଯୁବକମାନେ ସ୍ଥାନୀୟ ଅଞ୍ଚଳରେ କିମ୍ବା ରାଜପଥରେ ଷ୍ଟଣ୍ଟ କରୁଥିବା ଦେଖାଯାଆନ୍ତି। ସୋମବାର ଦିନ…

ହାଇଦ୍ରାବାଦ: ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଜଣେ ୬ ବର୍ଷର ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟାକୁ ନେଇ ହାଇଦ୍ରାବାଦରେ ଜନ ଅସନ୍ତୋଷ ପ୍ରକାଶ ପାଇଛି। ଅଭିଯୁକ୍ତଜଣଙ୍କ ପୋଲିସର କବଳରୁ…

ଉଜ୍ଜୈନ: ମଧ୍ୟପ୍ରଦେଶର ଉଜ୍ଜୈନର ମହାକାଳ ମନ୍ଦିର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହୋଟେଲର ତୃତୀୟ ମହଲାରୁ ଡେଇଁ ଜଣେ ନାବାଳିକା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।…

ସୀତାରାମ ଅଗ୍ରୱାଲ ଟାଙ୍ଗୀ: ସାରା ରାଜ୍ୟରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଥିବାବେଳେ ଚୋରା ମଦ ବେପାରୀଙ୍କ ପାଇଁ ସତେ ଯେମିତି ଏହା ଏକ ସୁବର୍ଣ୍ଣ ସୁଯୋଗ…

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ପୋଲିସ ହାତରେ ୩ ଜଣ ସାଇବର ଲୁଟେରା ଧରା ପଡିଛନ୍ତି। ହେଲେ ସମସ୍ତ ଲୁଟେରା ପଡୋଶୀ ଝାଡଖଣ୍ଡର ହୋଇଥିବା ସୂଚନା…

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ଅଞ୍ଚଳରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ପୋଲିସ। ମୋହନଗିରି ଅଞ୍ଚଳରୁ ଏକ ପିକ୍ଅପ…