ଅପରାଧ

ଚାନ୍ଦପୁର: ଲକ୍ ଡାଉନ ରାତିରେ ଦୁର୍ବୃତ୍ତମାନେ ଓକିଲଙ୍କ ଘରୁ ଲକ୍ଷାଧୀକ ଟଙ୍କାର ସୁନା ଗହଣା ସହ ନଗଦ ଟଙ୍କା ଲୁଟି ନେଇଛନ୍ତି। ନୟାଗଡ ଜିଲ୍ଲା ଚାନ୍ଦପୁର ଥାନା…

ସୀତାରାମ ଅଗ୍ରୱାଲ ବାଣପୁର: ନାବାଳିକାଙ୍କୁ ଫେସବୁକ ଜରିଆରେ ଜନୈକ ଯୁବକ ପ୍ରେମରେ ଫସାଇଥିଲା। ତାପରେ ବିଭିନ୍ନ ପ୍ରଲୋଭନ ଦେଖାଇ ନାବାଳିକାଜଣଙ୍କୁ ଯୁବକଜଣଙ୍କ ଅପହରଣ କରି ନେଇଯାଇଥିଲା। ଅଭିଯୋଗ…

କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ସହରର ଦେହୁରିସାହିରେ ଜଣେ ଯୁବକ ଗତକାଲି ରାତିରେ ବେକରେ ରଶିଦେଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ପୋଲିସ୍ ସୂତ୍ରରୁ ପ୍ରକାଶ ଯେ, କିସିଣ୍ଡା…

ଖୋର୍ଦ୍ଧା:  କିଛି ଦିନ ହେବ ଖୋର୍ଦ୍ଧା ଜିଲ୍ଲାରେ ବେଆଇନ ଗୋରୁ ଚାଲାଣ କମିଥିବାବେଳେ ପୁଣିଥରେ ଗୋରୁ ମାଫିଆମାନେ ସକ୍ରିୟ ହୋଇଉଠିଛନ୍ତି। ଗତକାଲି ନାଚୁଣୀରୁ ୪ ଗୋଟି ଗୋରୁକୁ…

ସୀତାରାମ ଅଗ୍ରୱାଲ ବାଣପୁର: ଲକଡ଼ାଉନ ସମୟରେ ବେଧଡକ ବେଆଇନ ଦେଶୀ ଓ ବିଦେଶୀ ମଦ କାରବାର କରିବାକୁ ବେପାରୀମାନେ ପଛାଉନାହାନ୍ତି। ଏହାକୁ ନେଇ ପୋଲିସ କଡା ନଜର…

ନିରାକାରପୁର: ଘରୋଇ ଫାଇନାନ୍ସ କମ୍ପାନୀର ମହିଳା କର୍ମଚାରୀଙ୍କ ଠାରୁ ଗାଡି ଓ ଟଙ୍କା ଲୁଟ ହୋଇଥିବା ଅଭିଯୋଗ ହୋଇଛି। ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଥାନା ଖଜୁରୀପଡା ବଡପୋଖରିଆ…

ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ମାଳିଗୋବିନ୍ଦ ପୁର ଗ୍ରାମରେ ଏକ ବିବାହିତା ମହିଳାଙ୍କ ଅଭାବନୀୟ ମୃତ୍ୟୁ ଘଟିଛି। ଘଟଣା ପଛରେ ଯୌତୁକ…

ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲା ସୀମାନ୍ତରେ ଥିବା ଶାଳିଆ ଡ୍ୟାମ ଉଭୟ ଜିଲ୍ଲା ପାଇଁ ଗର୍ବର ବିଷୟ ହୋଇଥିବାବେଳେ ଏଠାରେ ଦିନକୁ ଦିନ…

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ବାଘଛାଲ ଦଲାଲ ସକ୍ରୀୟ ଥିବା ବେଳେ ଜଙ୍ଗଲ ବିଭାଗ ତରଫରୁ ଚଢାଉ କରାଯାଇ ୯ ଟି ବାଘଛାଲ ଜବତ…

ନୂଆଦିଲ୍ଲୀ: ଏଣିକି ଧାର୍ମିକ ପରିଚୟ ଲୁଚାଇ ବିବାହ କରୁଥିବା ବ୍ୟକ୍ତିଙ୍କ ଉପରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ। ଯଦି କୌଣସି ବ୍ୟକ୍ତି ନିଜର ଧର୍ମ ଲୁଚାଇ ଅନ୍ୟ…

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରରେ ଦେଶ ବିରୋଧୀ କାର୍ଯ୍ୟକଳାପ ଉପରେ ବଡ କାର୍ଯ୍ୟାନୁଷ୍ଠାନ ହୋଇଛି। ଏହି ମାମଲାରେ ୧୧ ଜଣ ସରକାରୀ କର୍ମଚାରୀଙ୍କୁ ଚାକିରିରୁ ବହିସ୍କୃତ କରାଯାଇଛି। ସମ୍ବିଧାନର ଧାରା…

କନ୍ଦର୍ପ ବେହେରା ରେଢାଖୋଲ: ନାକଟିଦେଉଳ ବ୍ଲକ୍ କିସିଣ୍ଡା ଥାନା ହିରାଲୋଇ ଗ୍ରାମରେ ପୁର୍ବ ଶତୃତାକୁ କେନ୍ଦ୍ରକରି ଜଣେ ବୃଦ୍ଧକୁ ଟାଙ୍ଗିଆରେ ଆକ୍ରମଣ ହୋଇଥିଲା। ହେଲେ ଆକ୍ରମଣ କରିବା…

ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ୱାସ୍ଥ୍ୟ କେନ୍ଦ୍ରରେ ପଶି ଡାକ୍ତରଙ୍କୁ ରୋଗୀଙ୍କସମ୍ପର୍କୀୟମାନେ ଆକ୍ରମଣ କରିଥିବା…

କନ୍ଦର୍ପ ବେହେରା ରେଢାଖୋଲ: ଆଜି ସକାଳେ କିସିଣ୍ଡା ଥାନା ହିରାଲୋଇ ଗ୍ରାମରେ ଜଣେ ବୃଦ୍ଧକୁ ଟାଙ୍ଗିଆରେ ହାଣି ଆହତ କରିଦେଇଥିବା ଖବର ଜଣା ପଡିଛି। ପୋଲିସ୍ ସୂତ୍ରରୁ…

ଖୋର୍ଦ୍ଧା: ଖୋର୍ଦ୍ଧା ଟାଉନ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଦୁଇ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିବାରେ ସଫଳ…

ନୂଆଦିଲ୍ଲୀ: ଜଣେ ମହିଳାଙ୍କୁ ଶାଢୀ ଟାଣିବା ଅଭିଯୋଗରେ ୬ ଜଣ ପୋଲିସ କର୍ମୀଙ୍କୁ ନିଲମ୍ବିତ କରାଯାଇଛି। ଉତ୍ତରପ୍ରଦେଶର ଲଖୀମପୁରୀ ଖିରୀରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ଖୋର୍ଦ୍ଧା: ବେଆଇନ ଖୁଚୁରା ମେଡ଼ିସିନ ଦୋକାନ ଉପରେ ଚଢାଉ କରି ଖୋର୍ଦ୍ଧା ଡ୍ରଗ୍ସ ଇନସପେକ୍ଟର ବଡ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ସମ୍ପୃକ୍ତ ଦୋକାନରୁ ଲକ୍ଷାଧୀକ ଟଙ୍କାର ଔଷଧ ଜବତ କରିବା…

ଜମ୍ମୁ: ଜମ୍ମୁ-କାଶ୍ମୀରରେ ସୁରକ୍ଷା ବାହିନୀଙ୍କୁ ବଡ ସଫଳତା ମିଳିଛି। ଗତ ୨୪ ଘଣ୍ଟା ମଧ୍ୟରେ ୫ ଜଣ ଆତଙ୍କବାଦୀଙ୍କୁ ସୁରକ୍ଷା ବାହିନୀ ଏନକାଉଣ୍ଟର କରିଛନ୍ତି। ମୃତ ଆତଙ୍କବାଦୀଙ୍କ…

କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ଥାନା ତଣ୍ଡାବିରା ଗାଁରେ ଜମି ବାଡି କଳହକୁ ନେଇ ଗତ ୪ ଜୁଲାଇ ରେ ଜଣେ ଯୁବକକୁ ସଂଘବଦ୍ଧ ଭାବରେ ଟାଙ୍ଗିଆରେ…

ଭୁବନେଶ୍ବର, ଦିନବେଳା ଭୁବନେଶ୍ବରର ହତ୍ୟାକଣ୍ଡର ହତ୍ୟାକାରୀ ଧରାପଡିଛି। ସେ ହେଉଛନ୍ତି ମୃତ ମହିଳାଙ୍କ ନିକଟରେ ମୁମୁର୍ଷ ଅବସ୍ଥାରେ ପଡିଥିବା ଯୁବକ। ତାଙ୍କ ନାମ ହେଉଛି ଜଗନ୍ନାଥ ପ୍ରଧାନ,…