କନ୍ଦର୍ପ ବେହେରା ରେଢାଖୋଲ: ନାକଟିଦେଉଳ ଥାନା ଅନ୍ତର୍ଗତ ସାହେବୀ ପଂଚାୟତର ଝାରବେଡା ଗ୍ରାମରେ ୨ ନାବାଳିକାକୁ ମିଥ୍ୟା ବିବାହର ପ୍ରତିଶୃତି ଦେଇ ଜଣେ ଯୁବକ ଅପହରଣ କରିଥିଲା। ସୂଚନା ଅନୁସାରେ ଝାରବେଡା ଗ୍ରାମର ସୁଶାନ୍ତ ନାଏକ (ଝାରୁ) ୨୮ ବର୍ଷ ମିଥ୍ୟା […]
ଖୋର୍ଦ୍ଧା: ଖୋର୍ଦ୍ଧା ଟାଉନ ଥାନା ପୋଲିସ ଆଜି ଏକ ବଡ଼ ଡକାୟତ ଯୋଜନା ପଣ୍ଡ କରିଛି। ସୂଚନା ମୁତାବକ ଆଜି ଟାଉନ ଥାନା ଅନ୍ତର୍ଗତ ନବୀନବାଗ ଅଞ୍ଚଳରେ ୫ ରୁ ୬ ଜଣ ଦୁର୍ବୁତ୍ତ ଡକାୟତି ଯୋଜନା କରୁଥିବାର ଖୋର୍ଦ୍ଧା ଏସପି […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଆଜି ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଥାନା ଅଧିନସ୍ଥ ଉଗ୍ରତାରା ଛକରେ ଟାଙ୍ଗୀ ଅବକାରୀ ବିଭାଗ ଚଢ଼ାଉ କରି ୨ ଗଞ୍ଜେଇ ବେପାରୀଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଦ୍ବୟ ହେଲେ କନ୍ଧମାଳ ଜିଲ୍ଲା ଗୋଛପଡ଼ା ଥାନା ଅନ୍ତର୍ଗତ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ମାଓବାଦୀଙ୍କ ସହ ଯୋଗାଯୋଗ ଓ ସେମାନଙ୍କୁ ମାଓ ସାମଗ୍ରୀ ଯୋଗାଇବା ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି କଳାହାଣ୍ଡି ପୋଲିସ। ଗିରଫ ଅଭିଯୁକ୍ତ ନର୍ଲା ଥାନା ଅନ୍ତର୍ଗତ ଲାଞ୍ଜିଗଡ଼ ରୋଡ ଗାଁର ପ୍ରବୀଣ ରାଉତ ଓରଫ […]
ଶ୍ରୀନଗର: ଜମ୍ମୁ କାଶ୍ମୀରରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି। ଆଜି ଅମିରା କଦଲଙ୍କ ହରି ସିଂ ହାଇ ଷ୍ଟ୍ରିଟ ଅଞ୍ଚଳରେ ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଉପରେ ଗ୍ରେନେଡ ଫିଙ୍ଗିଥିଲେ। ଯେଉଁଥିରେ ଜଣେ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ ୨୪ […]
ଅମୃତସର: ପଞ୍ଜାବର ଅମୃତସରରେ ନିୟୋଜିତ ସୀମା ସୁରକ୍ଷା ବଳ (ବିଏସଏଫ) ର ଏକ ମେସରେ ଗୁଳି ବିନିମୟ ହେବାର ଖବର ରହିଛି। ଏହି ଦୁର୍ଘଟଣାରେ ୫ ଜଣ ସୈନିକଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଯବାନ ଗୁରୁତର ଆହତ ହୋଇଛନ୍ତି। ଆହତ ଯବାନଙ୍କ […]
ଭୁବନେଶ୍ୱର: ଅନୁସୂଚିତ ଜାତି ଓ ସେମାନଙ୍କ ମହିଳାଙ୍କ ପ୍ରତି ଘଟିଥିବା ଯୌନ ନିର୍ଯ୍ୟାତନା ଓ ଜମି ହଡ଼ପ ଖୋଦ୍ ରାଜ୍ୟ ରାଜଧାନୀ ଭୁବନେଶ୍ୱରରେ ବୃଦ୍ଧି ପାଉଥିବା ବେଳେ କମିଶନରେଟ ପୋଲିସ୍ ଅପରାଧୀଙ୍କ ସହ ସାଲିସ୍ କରି ଘଟଣାଗୁଡ଼ିକୁ ରଫାଦଫା କରୁଛି। କୌଣସି […]
ଭୁବନେଶ୍ଵର: ରାଜ୍ୟର ରାଜଧାନୀ ଧୀରେ ଧୀରେ ଅସାମାଜିକ କାର୍ଯ୍ୟଗୁଡିକ ବୃଦ୍ଧି ପାଇବାରେ ଲାଗିଛି। ଆଜି ଭୁବନେଶ୍ବରରୁ ୭ ଲକ୍ଷ ଟଙ୍କାର ଜାଲ ନାଟ ଜବତ କରାଯାଇଛି। ଖାରବେଳନଗରରୁ ୭ ଲକ୍ଷ ଟଙ୍କାର ଜାଲ ନୋଟ ଜବତ ହୋଇଛି। ସମସ୍ତ ଜାଲ ନୋଟଗୁଡିକ […]
ଶ୍ରୀନଗର: ଜମ୍ମୁ କାଶ୍ମୀରର ଶୋପିଆନ୍ ଜିଲ୍ଲାରେ ସୁରକ୍ଷା ବାହିନୀ ସହ ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀଙ୍କର ମୃତ୍ୟୁ ଘଟିଛି। ଏହି ଏନକାଉଣ୍ଟର ବେଳେ ଗୁଳିରେ ଜଣେ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଛି। ଦକ୍ଷିଣ କାଶ୍ମୀରର ଶୋପିଆନ୍ ଜିଲ୍ଲାର ଅମିସିପୋରା ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି […]
କଟକ: ଆଜି ଭିଜିଲାନସ ଜଣେ ମୋଟର ଭେଇକଲ ବିଭାଗର ଏଏସଆଇଙ୍କ ଘରେ ଚଢାଉ କରିଛି। ସେ ହେଉଛନ୍ତି ଝାରସୁଗୁଡା ଜିଲ୍ଲାରେ କାଯ୍ୟ କରୁଥିବା ଏଏସଆଇ ହରେକୃଷ୍ଣ ନାୟକ। ତାଙ୍କ ନିକଟରେ ଆୟ ବହିଃଭୂତ ସଂପତ୍ତି ଥିବା ଅଭିଯୋଗ ପରେ ଏହି ଚଢାଉ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ପରିସରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ସଂପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କୁ ଆଜି ପୋଲିସ ଗିରଫ କରିଛି। ଏ ନେଇ ଖୋର୍ଦ୍ଧା ଏସପି ଅଲେଖ ଚନ୍ଦ୍ର ପହି ସୂଚନା ଦେଇଛନ୍ତି। ଉକ୍ତ ଅଭିଯୁକ୍ତଙ୍କୁ […]
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଜିଲ୍ଲା ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆଜି ଅବକାରୀ ବିଭାଗ ଟାଉନ ଥାନା ଅନ୍ତର୍ଗତ ପୁବୁସାହି ଗ୍ରାମରେ ଚଢ଼ାଉ କରି ବେଆଇନ କଫ ସିରପ ଏବଂ ଗଞ୍ଜେଇ ଜବତ କରିଛି। ଏହା ସହ ଜଣେ ଅଭିଯୁକ୍ତଙ୍କୁ ପୋଲିସ […]
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଜିଲ୍ଲା ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆଜି ଅବକାରୀ ବିଭାଗ ବାଘମାରୀ ଥାନା ଅନ୍ତର୍ଗତ ପୋଡାଡିହ ଗ୍ରାମରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ଜବତ କରିଛି। ଏହା ସହ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ […]
ସୀତାରାମ ଅଗ୍ରୱାଲ ନାଚୁଣୀ: ଖୋର୍ଦ୍ଧା ଜିଲ୍ଲା ନାଚୁଣୀସ୍ଥିତ ଏକ ଘରୋଇ ଫାଇନାନ୍ସ କମ୍ପାନୀରୁ ପାଖପାଖି ୩୨ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କାର ବନ୍ଧକ ସୁନା ଗହଣା ଚୋରି ହୋଇଥିବାର ଅଭିଯୋଗ ହୋଇଛି। ତେବେ ଆଶ୍ଚର୍ଯ୍ୟର କଥା ଉକ୍ତ ଅଳଙ୍କାରକୁ ଫାଇନାନ୍ସ କମ୍ପାନୀର ମ୍ୟାନେଜର […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଣପୁର ଏବଂ ଚିଲିକା ବ୍ଲକରେ ମତଦାନ ଶେଷ ହୋଇଛି। ବର୍ତ୍ତମାନ ଭୋଟ ବାକ୍ସ ଭିତରେ ସମସ୍ତ ପ୍ରାର୍ଥୀମାନଙ୍କ ଭାଗ୍ୟ ବନ୍ଦ ହୋଇରହିଛି। ତେବେ ନିର୍ବାଚନ ପୁର୍ବରୁ ଏବଂ ପରେ ଉଭୟ ବାଣପୁର ଓ ଚିଲିକା […]
ନୂଆଦିଲ୍ଲୀ: ଗୋଖାଦ୍ୟ ଦୁର୍ନୀତିରେ ରାଷ୍ଟ୍ରିୟ ଜନତା ଦଳ ସୁପ୍ରିମୋ ଲାଲୁ ଯାଦବଙ୍କୁ ପାଞ୍ଚ ବର୍ଷ ଜେଲ ଏବଂ ୬୦ ଲକ୍ଷ ଜୋରିମାନା ଦଣ୍ଡାଦେଶ ହୋଇଛି। ରାଞ୍ଚିର ଡୋରାଡା ଟ୍ରେଜେରୀରୁ ୯୫୦ କୋଟି ଟଙ୍କାର ସବୁଠାରୁ ବଡ ଚୋରାଚାଲାଣ ମାମଲାରେ ଆରଜେଡି ସଭାପତି […]
ବେଙ୍ଗୁଲୁରୁ: ଗତକାଲି ବିଳମ୍ବିତ ରାତିରେ କର୍ଣ୍ଣାଟକରେ ବଜରଙ୍ଗ ଦଳ କର୍ମଚାରୀଙ୍କ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ଛୁରାମାଡ଼ରେ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। କର୍ଣ୍ଣାଟକର ଶିବାମୋଗା ଜିଲ୍ଲାରେ ୨୬ ବର୍ଷ ବୟସ୍କ ବଜରଙ୍ଗ ଦଳ କର୍ମୀଙ୍କ ହତ୍ୟା ପରେ ଉତ୍ତେଜନା […]
ବ୍ରହ୍ମପୁର: ଛତ୍ରପୁର ଷ୍ଟେସନ ନିକଟରୁ ୪୦ କେଜି ଗଞ୍ଜେଇ ଜବତ ହୋଇଛି। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ନିଜେ ଏହି ଚଢାଉରେ ସାମିଲ ଥିଲେ। ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। […]
ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ମୁଖପାତ୍ର ତଥା ପ୍ରଦେଶ କଂଗ୍ରେସ ସେବା ଦଳର ଅଧ୍ୟକ୍ଷ ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ଏହି ସମ୍ମିଳନୀରେ ସେ କହିଛନ୍ତି ଯେ, ରାଜ୍ୟରେ ହେଉଥିବା ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ […]
ନୂଆଦିଲ୍ଲୀ: କରୋନା ମହାମାରୀ ପରଠାରୁ ଦେଶ ତଥା ବିଶ୍ଵର ବିମାନ ଚଳାଚଳ କ୍ଷେତ୍ର ଖରାପ ପ୍ରଭାବିତ ହୋଇଛି। କରୋନାର ଓମିକ୍ରନ୍ ଭାରିଆଣ୍ଟର ମାମଲା ଶୀଘ୍ର ହ୍ରାସ ପାଉଛି। ଏଭଳି ପରିସ୍ଥିତିରେ ଏୟାରଲାଇନ୍ସ କମ୍ପାନୀଗୁଡିକ ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ବିଭିନ୍ନ ଅଫର […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜନୈକ ବିବାହିତା ମହିଳାଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗରେ ହୋଇଛି। ଅଭିଯୁକ୍ତ ଜଣେ ମାର୍ବଲ ମିସ୍ତ୍ରୀ ଏବଂ ତାଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତଜଣଙ୍କୁ […]