ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଅପରାହ୍ନରେ ବାଲୁଗାଁ ବନାଞ୍ଚଳ ଅଧିନସ୍ଥ ବାଣପୁର ଟମଣା ସରଂକ୍ଷିତ ଜଙ୍ଗଲରୁ ଜଣେ ଜଙ୍ଗଲୀ ବାରାହା ଶିକାରୀକୁ ଗିରଫ କରିଛି ବନବିଭାଗ। ଗିରଫ ଅଭିଯୁକ୍ତ ଜଣକ ହେଲେ ବାଣପୁର ଥାନା ଦୋଳଗୋବିନ୍ଦ ନୂଆ ସାହିର ତ୍ରିନାଥ ପ୍ରଧାନ […]
ଭୁବନେଶ୍ବର: ଆଜି ପଦ୍ମପୁରରେ ତିନିଜଣ ବ୍ୟବସାୟୀଙ୍କ ଘରେ ଆୟକର ବିଭାଗ ଚଢାଉ କରିଛି। ସେମାନେ ହେଲେ ବହିଦାରପଡ଼ାର ମହମ୍ମଦ ସାଜିଦ, ସାହୁପଡ଼ାର ମାନଭଞ୍ଜନ ସାହୁ ଏବଂ ବଡ଼ପଡ଼ାର ଗଜୁ ଅଗ୍ରୱାଲ। ଏଥିରେ ସଶସ୍ତ୍ର CRPF ଉପସ୍ଥିତିରେ ଚଢ଼ାଉ ଚାଲିଥିବାର ଜଣାପଡିଛି। ଏମାନେ […]
ମେରଠ: ମେରଠର ଏକ କଲେଜରେ ଦ୍ୱାଦଶ ଶ୍ରେଣୀର ଛାତ୍ରମାନେ ସେମାନଙ୍କ ଶିକ୍ଷୟତ୍ରୀଙ୍କ ସହ ଅସଦାଚରଣ କରିଥିବା ଭିଯୋଗ ହୋଇଛି। ଛାତ୍ରମାନଙ୍କ ଏହି କାର୍ଯ୍ୟର ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହା ପରେ ଶିକ୍ଷୟତ୍ରୀଜଣଙ୍କ ଥାନାରେ ଅଭିଯୋଗ କରିଛନ୍ତି। ଶିକ୍ଷୟତ୍ରୀଙ୍କ […]
ବିଜାପୁର: ବସ୍ତର ଡିଭିଜନର ଏକ ଭାରୀ ନକ୍ସଲ ଅଞ୍ଚଳ ବିଜାପୁରରେ ଶନିବାର ଦିନ ନକ୍ସଲ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଗୁଳିବିନିମୟ ହୋଇଛି। ଯେଉଁଥିରେ ୪ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ସେଥିରେ ଦୁଇଜଣ ମହିଳା ମଧ୍ୟ ଅନ୍ତର୍ଭୁକ୍ତ ଅଛନ୍ତି। ପୋଲିସ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। ଜଙ୍କିଆ ଥାନା ଛଣଗିରି ଗ୍ରାମରେ ଚଢ଼ାଉ କରି ୫ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ କରିଛି। ସୂଚନା ମୁତାବକ ଛଣଗିରୀ ଗ୍ରାମ ପଂଚାୟତର ତାରିଣୀ […]
ନୂଆଦିଲ୍ଲୀ: ଗୁଜୁରାଟର ପୋରବନ୍ଦରରେ ଭାରତୀୟ ରିଜର୍ଭ ବାଟାଲିୟନର ସୈନିକଙ୍କ ମଧ୍ୟରେ ସଂଘର୍ଷ ହେବାର ଖବର ରହିଛି। ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ସଂଘର୍ଷ ପରେ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା, ଯେଉଁଥିରେ ଦୁଇ ଯବାନଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ […]
ନୂଆଦିଲ୍ଲୀ: ଧାର୍ମିକ ବିଶ୍ୱାସ ଆଧାରରେ ଜେଲରେ ଖାଦ୍ୟ ଯୋଗାଇଦେବାକୁ ଅନୁରୋଧ କରି ତିହାର ଜେଲରେ ଥିବା ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଆବେଦନକୁ ରାଉସ୍ ଆଭେନ୍ୟୁ କୋର୍ଟ ଖାରଜ କରିଛନ୍ତି।ସ୍ଵତନ୍ତ୍ର ଜଜ୍ ବିକାଶ ଧୁଲ ଶୁକ୍ରବାର ଦିନ ଏହି ଆଦେଶ ଜାରି କରିବାକୁ […]
ନୂଆଦିଲ୍ଲୀ: କଂଗ୍ରେସର ପୂର୍ବତନ ବିଧାୟକ ଆସିଫ ଖାନଙ୍କୁ ଦିଲ୍ଲୀରେ ପୋଲିସ ଗିରଫ କରିଛି। ଜଣେ ସବ୍-ଇନ୍ସପେକ୍ଟରଙ୍କ ସହ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ପୂର୍ବତନ ବିଧାୟକଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା, ଯେଉଁଥିରେ ସେ ଜଣେ ସବ୍-ଇନ୍ସପେକ୍ଟରଙ୍କୁ ଦୁର୍ବ୍ୟବହାର […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କଟାରିଆଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ପୋଲିସ ବର୍ତ୍ତମାନ ଅମାନିଆ ବାଇକ ଚାଳକଙ୍କୁ ଗୋଡ଼ାଇ ଗୋଡ଼ାଇ ଧରୁଛି ଏବଂ ସେମାନଙ୍କ ନାମରେ ମାମଲା ମଧ୍ୟ ରୁଜୁ କରି ଖୁବ କମ ସମୟରେ ଅଦାଲତରେ ଚାର୍ଜସିଟ ଦାଖଲ […]
ନୂଆଦିଲ୍ଲୀ: ଆଜି ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ବିଜେପି ଉପରେ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି। ସେ କରିଛନ୍ତି ଯେ, ଗୁଜୁରାଟ ଏବଂ ଏମସିଡି ନିର୍ବାଚନରେ ପରାଜୟ ଭୟରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ହତ୍ୟା କରିବା ପାଇଁ ଭାରତୀୟ ଜନତା ପାର୍ଟି […]
ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟିର ଟ୍ରେଡ ୱିଙ୍ଗର ରାଜ୍ୟ ସଚିବ ସନ୍ଦୀପ ଭରଦ୍ୱାଜ ଗୁରୁବାର ଦିନ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟାର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ। ଏହି ଘଟଣାରେ ପୋଲିସ ସିଆରପିସି ର ଧାରା ୧୭୪ ଅନୁଯାୟୀ ପଚରାଉଚରା […]
ବାଣପୁର: ସ୍କୁଲ ଛାତ୍ରୀଙ୍କୁ କମେଣ୍ଟ ମାରି ଗିରଫ ହେଲେ ରୋଡ ରୋମିଓ।ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ। ସୂଚନା ମୁତାବକ ଆଜି ବାଣପୁର ଥାନା କଲେଜ ଛକ ନିକଟରେ ଜଣେ ସ୍କୁଲ ଛାତ୍ରୀଙ୍କୁ କିଶୋର ଜେନା ନାମକ ଜଣେ […]
ସୀତାରାମ ଅଗ୍ରୱାଲା ଟାଙ୍ଗୀ: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ବ୍ରାହ୍ମଣ୍ଡି ଛକ ୧୬ ନମ୍ବର ଜାତୀୟ ରାଜପଥରେ ବଜ୍ରକାପ୍ତା ଚୋରା ଚାଲାଣ କରାଯାଉଥିବାର ଖବର ପାଇ ଆଜି ଟାଙ୍ଗୀ ବନ୍ୟପ୍ରାଣୀ ବିଭାଗର ସହଯୋଗରେ ଚଢାଉ କରିଛି ଏସଟିଏଫ। ଚଢାଉ ସମୟରେ ଗୋଟିଏ […]
ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ପୋଲିସକୁ ମିଳିଛି ବଡ ସଫଳତା। ଜିଲ୍ଲାରେ କିଛି ଦିନ ହେବ ଗୋ ଚାଲାଣ କମିଥିବା ବେଳେ ଏବେ ପୁଣି ସକ୍ରିୟ ହୋଇଉଠିଛନ୍ତି ଗୋ ମାଫିଆ। ସୂଚନା ମୁତାବକ ଖୋର୍ଦ୍ଧା ଏସପିଙ୍କ ନିର୍ଦ୍ଦେଶକ୍ରମେ ଏବଂ ଏସଡିପିଓଙ୍କ […]
ନୂଆଦିଲ୍ଲୀ: ଆମେରିକାର ଭର୍ଜିନିଆର ଚେସାପିକର ୱାଲମାର୍ଟ ଷ୍ଟୋର୍ରେ ଗୁଳି ବିନିମୟ ଖବର ସାମ୍ନାକୁ ଆସୁଛି। ମିଡିଆ ରିପୋର୍ଟ ଅନୁଯାୟୀ, ଏହି ଗୁଳି ବିନିମୟ ଯୋଗୁଁ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ଗୁଳି ବିନିମୟ ବିଷୟରେ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଗତକାଲି କଟକ କମିଶନେରେଟ ପୋଲିସ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଅଞ୍ଚଳର ଦୁଇ ଜଣ ଲୁଗା ଦୋକାନୀଙ୍କୁ ଗିରଫ କରିଛି। ଅଭିଯୁକ୍ତ ଦ୍ବୟ ହେଲେ ବାଲୁଗାଁର ସିମାଞ୍ଚଳ ସାହୁ ଏବଂ ସାଗର ସାହୁ। ଉକ୍ତ ଦୁଇ ଦୋକାନୀ କଟକ […]
ଖୋର୍ଦ୍ଧା: ଖୋର୍ଦ୍ଧା ଟାଉନ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ବ୍ରାଉନ ସୁଗାର ବେପାରିର ଗାଡ଼ି ଯାଞ୍ଚ କରି ଜବତ କରିଛି ଲକ୍ଷାଧିକ ଟଙ୍କା। ସୂଚନା ମୁତାବକ ଆଜି ଶିଆଳିଆ ଗ୍ରାମ ରାସ୍ତାରେ ଶରତ ବେହେରା ନାମକ ଜଣେ ନିଶା ବେପାରି […]
ନୂଆଦିଲ୍ଲୀ: ଆଜି ସକାଳେ ଆସାମ-ମେଘାଳୟ ସୀମାରେ ଗୁଳି ବିନିମୟ ପରେ ଘଟିଥିବା ହିଂସାରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣା ପରେ ମେଘାଳୟ ସରକାର ଆସନ୍ତା ୪୮ ଘଣ୍ଟା ପାଇଁ ୭ ଟି ଜିଲ୍ଲାରେ ମୋବାଇଲ୍ ଇଣ୍ଟରନେଟ୍ ସେବା ବନ୍ଦ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଓ ଅବକାରୀ ଅଧିକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶକ୍ରମେ ଆଜି ବାଣପୁର ବ୍ଲକ ଦାମିଆବରବରା ପଞ୍ଚାୟତର କୋଷରଡ଼ା ଜଙ୍ଗଲରେ ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ଦେଶୀ ମଦ ଭାଟି ଉପରେ […]
ଶ୍ରୀନଗର: ଜମ୍ମୁ କାଶ୍ମୀରର ଆନ୍ତର୍ଜାତୀୟ ସୀମା (ଆଇବି) ରୁ ଦେଶରେ ଅନୁପ୍ରବେଶ ପାଇଁ ପୃଥକ ପୃଥକ ପ୍ରୟାସକୁ ବିଏସ୍ଏଫ୍ ଦ୍ୱାରା ବିଫଳ ହୋଇଛି। ବିଏସଏଫର ମୁଖପାତ୍ର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଗୋଟିଏ ଘଟଣାରେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କ ମୃତ୍ୟୁ […]
ସୀତାରାମ ଅଗ୍ରୱାଲ ବାଣପୁର: କାର୍ଯ୍ୟରତ ରାଜସ୍ବ ନିରୀକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନାରେ ଏପରି ସାଙ୍ଘାତିକ ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ ଶନିବାର ଅପରାହ୍ନରେ ବାଣପୁର ତହସିଲ ଅଧୀନରେ ଥିବା ନୀଳାଦ୍ରିପ୍ରସାଦ ଆର ଆଇ ସର୍କଲର ଆରଆଇ […]