ସୀତାରାମ ଅଗ୍ରୱାଲ ବାଣପୁର: ବିଗତ ଦିନରେ ଖୋର୍ଦ୍ଧା ଜିଲ୍ଲା ବାଣପୁରର ୯ ନମ୍ବର ୱାର୍ଡ ଟୀକାକେନ୍ଦ୍ରରେ ଅବ୍ୟବସ୍ଥା ନେଇ ଜଣେ ୱେବ ସାମ୍ବାଦିକ ଖବର ସଂଗ୍ରହ ପାଇଁ ଯାଇଥିଲେ। ହେଲେ ସେଠାରେ କେତେଜଣ ବ୍ୟକ୍ତି ତାଙ୍କୁ ଆକ୍ରମଣ କରିବା ସହ ଜୀବନରୁ […]
ସୀତାରାମ ଅଗ୍ରୱାଲ ବାଣପୁର: ନିଜ ପରିବାରର ପ୍ରତିପୋଷଣ ପାଇଁ ଦାଦନ ଖଟିବାକୁ ଯାଇଥିବା ଶ୍ରମିକଙ୍କ ତାମିଲନାଡୁରେ ମୃତ୍ୟୁ ହୋଇଛି। କିନ୍ତୁ ମୃତକ ଶ୍ରମିକଙ୍କୁ ନେଇଥିବା ଠିକାଦାର ସେହି ଗରିବ ପରିବାରକୁ ସାହାରା ହେବା ବଦଳରେ ମୃତ ଦେହ ଆଣିବା ପାଇଁ ଟଙ୍କା […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଅଂଚଳରେ ଦିନକୁ ଦିନ ବେଆଇନ ପଥର ଖଣି ମାଫିଆଙ୍କ ଆତଙ୍କରାଜ ବଢି ଚାଲିଛି। ରାତି ଅଧରେ ମାଫିଆମାନେ ବେଆଇନ ଭାବେ ଲକ୍ଷାଧିକ ଟଙ୍କାର ପଥର କାରବାର କରୁଛନ୍ତି। ଫଳରେ ବହୁଳ ପରିମାଣର ସରକାରୀ […]
ଶ୍ରୀନଗର: ଜମ୍ମୁ କାଶ୍ମୀରର ବାନ୍ଦିପୋରା ଜିଲ୍ଲାରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ଏନକାଉଣ୍ଟରରେ ସୁରକ୍ଷା ବାହିନୀ ଦୁଇ ଆତଙ୍କବାଦୀଙ୍କୁ ନିହତ କରିଛନ୍ତି। ନିହତ ଆତଙ୍କବାଦୀଙ୍କ ମଧ୍ୟରେ ଜଣେ ବିଜେପି ନେତାଙ୍କ ହତ୍ୟା ମାମଲାରେ ସାମିଲ ଥିଲା। ମୃତକ ଦୁଇ ଆତଙ୍କବାଦୀ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ଧୂଆଁଳ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଜଣେ ବ୍ୟକ୍ତିଙ୍କ ସ୍କୁଟିକୁ କେହି ଜଣେ ଦୁର୍ବୁତ୍ତ ନିଆଁ ଲଗାଇ ସଂପୂର୍ଣ୍ଣ ପୋଡିଦେଇଥିବାର ଅଭିଯୋଗ ହୋଇଛି। ସୂଚନା ମୁତାବକ ଧୂଆଁଳ […]
ଖୋର୍ଦ୍ଧା/ଜଙ୍କିଆ: ଆଜି ଜଙ୍କିଆ ପୋଲିସକୁ ଏକ ବଡ ସଫଳତା ମିଳିଛି। ଏକ ବଡ ଧରଣର ଡକାୟତି ଯୋଜନାକୁ ଜଙ୍କିଆ ପୋଲିସ ପଣ୍ଡ କରିଛି। ସୂଚନା ମୁତାବକ ଗତକାଲି ବିଳମ୍ବିତ ରାତିରେ ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅନ୍ତର୍ଗତ ଗୀତା ଇଞ୍ଜିନିଅରିଙ୍ଗ କଲେଜ […]
ସୀତାରାମ ଅଗ୍ରୱାଲ ବାଣପୁର: ବାରହା ଶିକାର କରି ଦୁଇ ଶିକାରୀ ଗିରଫ ହୋଇଛନ୍ତି। ସୂଚନା ମୁତାବକ ଆଜି ସକାଳେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବନାଞ୍ଚଳ ଅଧିନସ୍ଥ ପଦ୍ମପୁର ସେକ୍ସନ ଅନ୍ତର୍ଗତ ଷଣ୍ଢା ଡ଼ିପିଏଫ ରୁ କିଛି ଦୁର୍ବୁତ୍ତ ଏକ ବରହାକୁ ଶିକାର […]
ସୀତାରାମ ଅଗ୍ରୱାଲ ଚିଲିକା: ବନ୍ଧୁକ ଦେଖାଇ ଗାଡ଼ି ଡ୍ରାଇଭର ଏବଂ ସହଯୋଗୀଙ୍କ ନିକଟରୁ ମୋବାଇଲ, ବ୍ରେସଲେଟ ଓ ଟଙ୍କା ଦୁର୍ବୁତ୍ତ ମାନେ ଲୁଟିନେଇଛନ୍ତି। ଏପରି ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବାଣପୁର-ବାଲୁଗାଁ ବାଇପାସର ବ୍ରାହ୍ମଣକୁଶଡିହ ଛକ […]
ସୀତାରାମ ଅଗ୍ରୱାଲ ବାଣପୁର: ମହାମାରୀ କରୋନାକୁ ପ୍ରତିହତ ପାଇଁ ଏକ ମାତ୍ର ବିଶଲ୍ୟ କରଣୀ ଟୀକାକରଣ ହୋଇଥିବାବେଳେ ସରକାର ଟିକାକରଣ ବ୍ୟବସ୍ଥାକୁ ବ୍ୟାପକ କରୁଛନ୍ତି। ଟୀକାକରଣ ଅଭିଯାନକୁ ସରଳିକରଣ କରିବାପାଇଁ ସହରାଞ୍ଚଳର ପ୍ରତ୍ୟେକ ୱାର୍ଡରେ ଏବଂ ପଂଚାୟତ ସ୍ତରରେ ବିଭିନ୍ନ କେନ୍ଦ୍ରରେ […]
କନ୍ଦର୍ପ ବେହେରା ରେଢାଖୋଲ: ଗତକାଲି ବିଳମ୍ବିତ ରାତ୍ରିରେ ଶ୍ୱଶୁର ଘରେ ଜ୍ୱାଇଁକୁ ଭୂଜାଲିରେ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ପ୍ରକାଶ ଯେ, ରେଢାଖୋଲ ଥାନା ଝାଙ୍କରପଡା ଗ୍ରାମର ପୁଷ୍ପାଞ୍ଜଳି ସାହୁ କିଆକଟା ଥାନା ଧୁଡିଆପଡା ଗାଁରେ ବିବାହ କରିଥିଲେ। ଶୁଶୁର ଘରେ […]
ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀର ରୋହିଣୀ କୋର୍ଟରେ ଗ୍ୟାଙ୍ଗଷ୍ଟର ଜିତେନ୍ଦ୍ର ଗୋଗିଙ୍କୁ ଗୁଳି କରି ହତ୍ୟା କରାଯାଇଛି। କୋର୍ଟକୁ ଆସିଥିବା ଜିତେନ୍ଦ୍ର ଗୋଗୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଏହି ହତ୍ୟା ରୋହିଣୀ କୋର୍ଟର ରୁମ୍ ନମ୍ବର -୨୦୭ ଭିତରେ ହୋଇଥିଲା। ତେବେ […]
କୋଲକାତା: ପଶ୍ଚିମବଙ୍ଗର ରାଜ୍ୟ ବିଜେପି ସଭାପତି ସୁକାନ୍ତ ମଜୁମଦାର ଏବଂ ଭବାନୀପୁର ବିଧାନସଭା ପ୍ରାର୍ଥୀ ପ୍ରିୟଙ୍କା ଟିବରେୱାଲଙ୍କ ସମେତ ଅନେକ ନେତାଙ୍କ ବିରୋଧରେ କୋଲକାତା ପୋଲିସ ମାମଲା ରୁଜୁ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନିକଟ କାଲିଘାଟ ଅଞ୍ଚଳରେ ବିରୋଧ ପ୍ରଦର୍ଶନ କରିଥିବାରୁ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଟାଙ୍ଗୀ ଅବକାରୀ ବିଭାଗକୁ ଆଜି ସକାଳେ ଏକ ବଡ଼ ସଫଳତା ମିଳିଛି। ବ୍ରାଉନସୁଗାର ସହ ଜଣେ ବ୍ୟକ୍ତିଙ୍କୁ ଅବକାରୀ ବିଭାଗ ଗିରଫ କରିଛି। ସୂଚନା ମୁତାବକ ଜଙ୍କିଆ ଥାନା ଛଣଗିରି ଅଞ୍ଚଳରେ ବ୍ରାଉନ ସୁଗାର କାରବାର ଚାଲିଥିବାର […]
ମୁମ୍ବାଇ: ମହାରାଷ୍ଟ୍ରର ଥାନେ ଜିଲ୍ଲାର ଡୋମ୍ବିଭଲି ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ୧୫ ବର୍ଷର ନାବାଳିକାକୁ ୨୯ ଜଣ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ମହାରାଷ୍ଟ୍ରର ରାଜନୀତି ତୀବ୍ର […]
ଶ୍ରୀନଗର: ଆଜି ଜମ୍ମୁ କାଶ୍ମୀରର ଉରୀ ନିକଟସ୍ଥ ରାମପୁର ସେକ୍ଟରରେ ସୁରକ୍ଷା ବାହିନୀ ଏକ ବଡ଼ ସଫଳତା ପାଇଛି। ସୁରକ୍ଷା ବାହିନୀ ସୀମାରୁ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବା ୩ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରିଛି। ଏହା ପରେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର […]
ଚଣ୍ଡିଗଡ଼: ତରନତାରନ ଜିଲ୍ଲାରେ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ସହିତ ତିନି ଜଣ ଆତଙ୍କବାଦୀଙ୍କୁ ପଞ୍ଜାବ ପୋଲିସ ଗିରଫ କରିଛି। ଏହି ତିନି ଆତଙ୍କବାଦୀ ଏକ ବଡ଼ ଘଟଣା କରି ପଞ୍ଜାବକୁ ଦୋହଲାଇବା ପାଇଁ ଚେଷ୍ଟା କରୁଥିଲେ। ପୋଲିସ ସମଗ୍ର ଅଞ୍ଚଳରେ […]
ପାଟନା: ବିହାରରେ ମଦ ନିଷେଧ ଏବଂ ଉତ୍ପାଦନ ନିୟମ ୨୦୨୧ କୁ ରାଜ୍ୟ ସରକାରଙ୍କ କ୍ୟାବିନେଟ୍ ଅନୁମୋଦନ କରିଛି। ଏଥିରେ ମଦ୍ୟପାନ ନିଷେଧ ସହ ଜଡିତ ଅନେକ ନିୟମ ସ୍ପଷ୍ଟ କରାଯାଇଛି। ବର୍ତ୍ତମାନ ଯଦି କୌଣସି ଅଞ୍ଚଳରେ ମଦ ଉତ୍ପାଦନ, ସଂରକ୍ଷଣ, […]
ସୀତାରାମ ଅଗ୍ରୱାଲ ଚିଲିକା: କୌଣସି କଥାକୁ ନେଇ ବଚସା ହେବାରୁ ଜଳଖିଆ ଦୋକାନରେ ଗ୍ରାହକଙ୍କୁ ଛୁରାମାଡ ହୋଇଥିବା ଅଭିଯୋଗ ହୋଇଛି। ଛୁରାମାଡରେ ଗ୍ରାହକଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଫାଣ୍ଡି ଅନ୍ତର୍ଗତ ବଉଳାବନ୍ଧ ଗ୍ରାମରେ ଏଭଳି ଏକ ଅଭାବନୀୟ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ବ୍ଲକ ଦାମିଆ ବରବରା ପଞ୍ଚାୟତର ବିଭିନ୍ନ ଗ୍ରାମରେ ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ଦେଶୀ ମଦ ଭାଟି ଉପରେ ମିଳିତ ଚଢ଼ାଉ କରାଯାଇଥିଲା। ଦାମିଆ ବରବରା ପଞ୍ଚାୟତ ଅଧିନସ୍ଥ […]
ଲକ୍ଷ୍ନୌ: ଆତଙ୍କବାଦୀ ବିରୋଧୀ ସ୍କ୍ବାର୍ଡ (ଏଟିଏସ୍) ର ଏକ ଦଳ ଦ୍ଵାରା ଇସଲାମ ପଣ୍ଡିତ ମୌଲାନା କଲିମ ସିଦ୍ଦିକିଙ୍କୁ ଗିରଫ କରାଯାଇଛି। ଗତକାଲି ରାତି ପ୍ରାୟ ୯ଟା ସମୟରେ ଉତ୍ତର ପ୍ରଦେଶର ଏଟିଏସ୍ ଦ୍ୱାରା ମୌଲାନା କଲିମ୍ ସିଦ୍ଦିକିଙ୍କୁ ଗିରଫ କରାଯାଇଛି। […]
ଭୁବନେଶ୍ଵର: ସୁନ୍ଦରଗଡ ନାବାଳିକା ଗଣଦୁଷ୍କର୍ମ ମାମଲାର ରାୟ ଆଜି ଶୁଣାଣି ହୋଇଛି। ଏହି ମାମଲାରେ ଅଦାଲତ ୩ ଜଣ ଦୋଷୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଦେଇଛନ୍ତି। ସୁନ୍ଦରଗଡ ସ୍ଵତନ୍ତ୍ର ପୋକ୍ଶୋ କୋର୍ଟ ଆଜି ଏହି ରାୟ ଶୁଣାଇଛନ୍ତି। ଅପହରଣ ଓ ଗଣଦୁଷ୍କର୍ମ […]