ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ଭୁଷଣ୍ଡ ପୁର ରେଳବାଇ ଫାଟକ ନିକଟରେ ଦୁଇ ଜଣ ଦୁର୍ବୃତ୍ତ ଜଣେ ବ୍ୟବସାୟଙ୍କ ଠାରୁ ଲୁଟିବାକୁ ଉଦ୍ୟମ କରିଥିଲେ। ବନ୍ଧୁକ ଦେଖାଇ ସମ୍ପୃକ୍ତ ବ୍ୟବସାୟଙ୍କ ଠାରୁ ୩୪ ହଜାର ଟଙ୍କା […]
ଭୁବନେଶ୍ବର: ପୋଲିସ ଗୁଳିରେ ଗ୍ୟାଙ୍ଗଷ୍ଠାର ହାଇଦରର ମୃତ୍ୟୁ ହୋଇଛି। ଚୌଦ୍ଵାର ଜେଲରୁ ବାରିପଦା ଜେଲ ଯାଉଥିବା ବେଳେ ପୋଲିସ ସହ ହାଇଦର ଧସ୍ତାଧସ୍ତି କରିଥିଲା। ଏନେଇ ହାଇଦରକୁ ୱାର୍ଣ୍ଣିଂ ଦେଇଥିଲା। ହେଲେ ସେ ପୋଲିସ ବନ୍ଧୁକ ଛଡାଇବା ପାଇଁ ପ୍ରୟାସ କରିଥିଲା। […]
କନ୍ଦର୍ପ ବେହେରା ରେଢାଖୋଲ: ଆଜି ସକାଳେ ରେଢାଖୋଲ ଏନ୍ଏସି ର କେଳାକଟା ଗ୍ରାମରେ ଘରୋଇ କଳହକୁ ନେଇ ଜଣେ ମହିଳା ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ପ୍ରକାଶ ଯେ, ରେଢାଖୋଲ ଥାନା କେଳାକଟା ଗ୍ରାମର ପ୍ରତିମା ବୈଠାରୁ ପାରିବାରିକ କଳହକୁ କେନ୍ଦ୍ରକରି […]
ଚାନ୍ଦପୁର/ନୟାଗଡ: ଜନୈକ ବରିଷ୍ଠ ନାଗରିକଙ୍କ ଆକାଉଣ୍ଟରୁ ନକଲି ଦସ୍ତଖତ କରି ଲକ୍ଷାଧିକ ଟଙ୍କାର ଠକେଇ ଅଭିଯୋଗ ହୋଇଥିଲା। ପୋଲିସର ସହଯୋଗ ଦ୍ୱାରା ଅଭିଯୋଗାକାରୀ ତାଙ୍କର ଠକେଇ ହୋଇଥିବା ଲକ୍ଷାଧିକ ଟଙ୍କା ଫେରିପାଇଛନ୍ତି। ନୟାଗଡ ଜିଲ୍ଲା ଚାନ୍ଦପୁର ଥାନା ଅଞ୍ଚଳରେ ଏପରି ଘଟଣା […]
ଲକ୍ଷ୍ନୌ: ଉତ୍ତରପ୍ରଦେଶର ଦେଓରିଆ ଜିଲ୍ଲାରେ ଜିନ୍ସ ପିନ୍ଧିବାରୁ ଜଣେ ୧୭ ବର୍ଷର ନାବାଳିକାକୁ ପିଟିପିଟି ହତ୍ୟା କରାଯାଇଛି। ଅଭିଯୋଗ ହୋଇଛି ଯେ ଝିଅର ଜେଜେବାପା ତାଙ୍କୁ ଜିନ୍ସ ବଦଳାଇବାକୁ କହିଥିଲେ କିନ୍ତୁ ଝିଅ ଏଥିରେ ରାଜି ହୋଇନଥିଲେ। କ୍ରୋଧିତ ଜେଜେବାପା ତାଙ୍କୁ […]
କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ପୋଲିସ୍ ପୁରୁଣାଗଡ ଛକ ଠାରେ ଗାଡି ଚେକିଙ୍ଗ ଓ ନାକା ଡ୍ୟୁଟି କରୁଥିବା ସମୟରେ ୨ ଟି ଗାଡିରୁ ୨୩୦ କେଜି ଗଞ୍ଜେଇ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି। […]
ଚାନ୍ଦପୁର: ନୟାଗଡ ଜିଲ୍ଲା ଚାନ୍ଦପୁର ଥାନା ଅଞ୍ଚଳରେ ଅଭିନବ ଉପାୟରେ କେତେଜଣ ଦୁର୍ବୃତ୍ତ ରନ୍ଧନ ଗ୍ୟାସ ଟାଙ୍କି ଚୋରୀ କରୁଥିବା ଦେଖିବାକୁ ମିଳିଛି। ଏହି ଘଟଣାରେ ୨ ଟି ଟାଙ୍କି ଜବତ କରିବା ସହ ୨ ଜଣ ଅଭିଯୁକ୍ତଙ୍କୁ ଚାନ୍ଦପୁର ପୋଲିସ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ମ.ରାମପୁର ଥାନା ପୋଲିସ ସେହି ଅଂଚଳର ଜଣେ ହାଡକୋର ଅସାମାଜିକ ବ୍ୟକ୍ତି ହେମନ୍ତ ସାହୁ (୨୦) ଙ୍କୁ ଜୀବନ୍ତ ବୋମା, ଗୁଳି ସମେତ ଦେଶୀ ବନ୍ଧୁକ, ଭୂଜାଲି ସହିତ ଗିରଫ କରିଥିବା କଳାହାଣ୍ଡି […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲାରେ କିଛି ଦିନ ହେବ ବ୍ରାଉନ ସୁଗାର କାରବାର ଥମିଥିବା ବେଳେ ଆଜି ପୁଣି ଧଳା ଜହର ବେପାରୀ ସକ୍ରିୟ ହୋଇଉଠିଛନ୍ତି। ଆଜି ସକାଳୁ ଅବକାରୀ ବିଭାଗ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ସହରରୁ ଜଣେ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲାରେ ବେଆଇନ ଗୋ ଚାଲାଣ ବର୍ତ୍ତମାନ ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ବାରମ୍ବାର ପୋଲିସ ଚଢ଼ାଉ ଜାରି ରଖିଥିଲେ ମଧ୍ୟ ମାଫିଆ ମାନେ ବେଧଡ଼କ ଗୋ ଚାଲାଣ କରିବାକୁ ପଛାଉନାହାନ୍ତି। ତେବେ ପୂର୍ବରୁ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ସଟ୍ ଡାଉନ୍ ରେ ଲୋକେ ଘରେ ରହୁଥିବା ବେଳେ ଜୁଆଡି ବେଧଡକ ଭାବେ ଜୁଆ ଖେଳୁଥିବା ଦେଖାଯାଉଛି। ଜୁଆଡିମାନଙ୍କୁ ନା ରହୁଛି କରୋନା ମହାମାରୀର ଚିନ୍ତା ନା ପରିବାର ଚଳାଇବାର ସେମାନଙ୍କ ପାଖେ ନୈତିକ ଦାୟିତ୍ୱ ରହିଛି। […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଜାତୀୟ ରାଜପଥ-୨୬ କୁ ଚୋରା ବେପାରୀ ସୁଗମ୍ୟ ପଥ ବୋଲି ବିବେଚନା କରୁଥିବା ବେଳେ କଳାହାଣ୍ଡି ଜିଲ୍ଲା କେସିଙ୍ଗା ଆଦର୍ଶ ଥାନା ପୋଲିସ ଦ୍ୱାରା ଶାଢୀ ପାକେଟ ଭିତରେ ଗଂଜେଇ ଚାଲାଣ କରୁଥିବା ଅବସ୍ଥାରେ ଜବତ […]
ନୂଆଦିଲ୍ଲୀ: ପୂର୍ବ ଶତୃତାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ସରପଞ୍ଚଙ୍କ ସ୍ବାମୀ ଦୁଇ ହାତ କାଟି ଦେଇଛନ୍ତି। ଏହାପରେ ଗୁରୁତର ଅବସ୍ଥାରେ ଯୁବକଜଣଙ୍କ ଥାନାରେ ପହଞ୍ଚି କାନ୍ଦି କାନ୍ଦି ପୋଲିସକୁ ଘଟଣା ବିଷୟରେ ଜଣାଇଛନ୍ତି। ମଧ୍ୟପ୍ରଦେଶର ହୋଶଙ୍ଗାବାଦରୁ ଏଭଳି ଏକ ଅଭାବନୀୟ ଘଟଣା […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜିକାଲି ସାମାଜିକ ଗଣମାଧ୍ୟମ ବିନା ଲୋକଙ୍କ ବଞ୍ଚିବା କଷ୍ଟକର ହୋଇପଡୁଛି। ସାମାଜିକ ଗଣମାଧ୍ୟମ ଦ୍ଵାରା ଅନେକ ଲାଭ ମିଳୁଥିବା ବେଳେ ମାନବ ସଭ୍ୟତା ପାଇଁ ସମ ପରିମାଣରେ କ୍ଷତି ମଧ୍ୟ ହେଉଛି। ଫେସବୁକ ଦ୍ୱାରା ବିବାହ ବନ୍ଧନରେ […]
ସୀତାରାମ ଅଗ୍ରୱାଲ ନାଚୁଣୀ: ଖୋର୍ଦ୍ଧା ଜିଲ୍ଲାରେ ବେଆଇନ ଗୋରୁଚାଲାଣ ବଢ଼ୁଥିବାବେଳେ ପୋଲିସ ମଧ୍ୟ ବାରମ୍ବାର ଗୋମାଫିଆମାନଙ୍କ ଉପରେ ବିଭିନ୍ନ କାର୍ଯ୍ୟାନୁଷ୍ଠାନ ଜାରି ରଖିଛି। ଏହି ପରିପ୍ରେକ୍ଷୀରେ ଆଜି ନାଚୁଣୀ ଫାଣ୍ଡି ପୋଲିସ ୧୧ ଟି ମଇଁଷିକୁ ଉଦ୍ଧାର କରିବା ସହ ଦୁଇ […]
ଚାନ୍ଦପୁର: ଲକ୍ ଡାଉନ ରାତିରେ ଦୁର୍ବୃତ୍ତମାନେ ଓକିଲଙ୍କ ଘରୁ ଲକ୍ଷାଧୀକ ଟଙ୍କାର ସୁନା ଗହଣା ସହ ନଗଦ ଟଙ୍କା ଲୁଟି ନେଇଛନ୍ତି। ନୟାଗଡ ଜିଲ୍ଲା ଚାନ୍ଦପୁର ଥାନା ଅନ୍ତର୍ଗତ କୃଷ୍ଣଚନ୍ଦ୍ରପୁର ଗ୍ରାମରେ ଏଭଳି ଏକ ଘଟଣା ଘଟିଛି। ସୂଚନା ମୁତାବକ, ଗତକାଲି […]
ସୀତାରାମ ଅଗ୍ରୱାଲ ବାଣପୁର: ନାବାଳିକାଙ୍କୁ ଫେସବୁକ ଜରିଆରେ ଜନୈକ ଯୁବକ ପ୍ରେମରେ ଫସାଇଥିଲା। ତାପରେ ବିଭିନ୍ନ ପ୍ରଲୋଭନ ଦେଖାଇ ନାବାଳିକାଜଣଙ୍କୁ ଯୁବକଜଣଙ୍କ ଅପହରଣ କରି ନେଇଯାଇଥିଲା। ଅଭିଯୋଗ ପରେ ସମ୍ପୃକ୍ତ ଯୁବକ ପୋଲିସ ହାତରେ ଧରା ପଡି ବନ୍ଧା ହୋଇଛନ୍ତି। ଏପରି […]
କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ସହରର ଦେହୁରିସାହିରେ ଜଣେ ଯୁବକ ଗତକାଲି ରାତିରେ ବେକରେ ରଶିଦେଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ପୋଲିସ୍ ସୂତ୍ରରୁ ପ୍ରକାଶ ଯେ, କିସିଣ୍ଡା ଥାନା ଗୋଗୁଆ ପଂଚାୟତ ମଙ୍ଗଳପୁର ଗ୍ରାମର ମୁଟୁ ସାହୁଙ୍କ ପୁଅ ପପୁନ୍ ସାହୁ […]
ଖୋର୍ଦ୍ଧା: କିଛି ଦିନ ହେବ ଖୋର୍ଦ୍ଧା ଜିଲ୍ଲାରେ ବେଆଇନ ଗୋରୁ ଚାଲାଣ କମିଥିବାବେଳେ ପୁଣିଥରେ ଗୋରୁ ମାଫିଆମାନେ ସକ୍ରିୟ ହୋଇଉଠିଛନ୍ତି। ଗତକାଲି ନାଚୁଣୀରୁ ୪ ଗୋଟି ଗୋରୁକୁ ପୋଲିସ ଉଦ୍ଧାର କରିଥିବାବେଳେ ଆଜି ପୁଣି ୭ ଗୋଟି ଗୋରୁଙ୍କୁ ବାଘମାରୀ ପୋଲିସ […]
ସୀତାରାମ ଅଗ୍ରୱାଲ ବାଣପୁର: ଲକଡ଼ାଉନ ସମୟରେ ବେଧଡକ ବେଆଇନ ଦେଶୀ ଓ ବିଦେଶୀ ମଦ କାରବାର କରିବାକୁ ବେପାରୀମାନେ ପଛାଉନାହାନ୍ତି। ଏହାକୁ ନେଇ ପୋଲିସ କଡା ନଜର ରଖିଥିବା ବେଳେ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି। ଖୋର୍ଦ୍ଧା ଜିଲ୍ଲା ବାଣପୁର […]
ନିରାକାରପୁର: ଘରୋଇ ଫାଇନାନ୍ସ କମ୍ପାନୀର ମହିଳା କର୍ମଚାରୀଙ୍କ ଠାରୁ ଗାଡି ଓ ଟଙ୍କା ଲୁଟ ହୋଇଥିବା ଅଭିଯୋଗ ହୋଇଛି। ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଥାନା ଖଜୁରୀପଡା ବଡପୋଖରିଆ ରାସ୍ତାରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। ଅଭିଯୋଗ ମୁତାବକ ଆଜି ସନ୍ଧ୍ୟାରେ […]