ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ମାଳିଗୋବିନ୍ଦ ପୁର ଗ୍ରାମରେ ଏକ ବିବାହିତା ମହିଳାଙ୍କ ଅଭାବନୀୟ ମୃତ୍ୟୁ ଘଟିଛି। ଘଟଣା ପଛରେ ଯୌତୁକ ଜନିତ ହତ୍ୟା ବୋଲି ଝିଅର ପରିବାର ଲୋକେ ବାଣପୁର ଥାନାରେ ଲିଖିତ ଅଭିଯୋଗ […]
ସୀତାରାମ ଅଗ୍ରୱାଲ ନାଚୁଣୀ: ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଫାଣ୍ଡି ଅନ୍ତର୍ଗତ ବଡ଼ପଦର ଗ୍ରାମ ନିକଟରୁ ଏକ ଗୋରୁ ବୋଝେଇ ଗାଡିକୁ ଜବତ କରିଛି ପୋଲିସ। ସୂଚନା ମୁତାବକ ଆଜି ଅପରାହ୍ନରେ ନାଚୁଣୀ ଫାଣ୍ଡି ଅଧିକାରୀ ଉମାକାନ୍ତ ସାହୁ ଏବଂ ଏଏସଆଇ ହାଡିବନ୍ଧୁ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲା ସୀମାନ୍ତରେ ଥିବା ଶାଳିଆ ଡ୍ୟାମ ଉଭୟ ଜିଲ୍ଲା ପାଇଁ ଗର୍ବର ବିଷୟ ହୋଇଥିବାବେଳେ ଏଠାରେ ଦିନକୁ ଦିନ ରାହାଜାନି, ଲୁଟ ଆଦି ବଢ଼ୁଥୁବାରୁ ବର୍ତ୍ତମାନ ପର୍ଯ୍ୟଟକ ତଥା ବ୍ୟବସାୟୀ ଉକ୍ତ ରାସ୍ତା […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ବାଘଛାଲ ଦଲାଲ ସକ୍ରୀୟ ଥିବା ବେଳେ ଜଙ୍ଗଲ ବିଭାଗ ତରଫରୁ ଚଢାଉ କରାଯାଇ ୯ ଟି ବାଘଛାଲ ଜବତ କରାଯାଇଥିବା ଜଣାପଡିଛି। ସୂଚନା ଅନୁସାରେ ଅନ୍ୟ ରାଜ୍ୟର ଜନୈକ ଗ୍ରାହକଙ୍କ ଠାରୁ କଳାହାଣ୍ଡି […]
ନୂଆଦିଲ୍ଲୀ: ଏଣିକି ଧାର୍ମିକ ପରିଚୟ ଲୁଚାଇ ବିବାହ କରୁଥିବା ବ୍ୟକ୍ତିଙ୍କ ଉପରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ। ଯଦି କୌଣସି ବ୍ୟକ୍ତି ନିଜର ଧର୍ମ ଲୁଚାଇ ଅନ୍ୟ ସମ୍ପ୍ରଦାୟର ମହିଳାଙ୍କୁ ବିବାହ କରନ୍ତି, ତେବେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ସବୁ […]
ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରରେ ଦେଶ ବିରୋଧୀ କାର୍ଯ୍ୟକଳାପ ଉପରେ ବଡ କାର୍ଯ୍ୟାନୁଷ୍ଠାନ ହୋଇଛି। ଏହି ମାମଲାରେ ୧୧ ଜଣ ସରକାରୀ କର୍ମଚାରୀଙ୍କୁ ଚାକିରିରୁ ବହିସ୍କୃତ କରାଯାଇଛି। ସମ୍ବିଧାନର ଧାରା ୩୧୧ (୨, ସି) ଅନୁଯାୟୀ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହୋଇଛି। ଚାକିରିରୁ ବହିସ୍କୃତ […]
କନ୍ଦର୍ପ ବେହେରା ରେଢାଖୋଲ: ନାକଟିଦେଉଳ ବ୍ଲକ୍ କିସିଣ୍ଡା ଥାନା ହିରାଲୋଇ ଗ୍ରାମରେ ପୁର୍ବ ଶତୃତାକୁ କେନ୍ଦ୍ରକରି ଜଣେ ବୃଦ୍ଧକୁ ଟାଙ୍ଗିଆରେ ଆକ୍ରମଣ ହୋଇଥିଲା। ହେଲେ ଆକ୍ରମଣ କରିବା ପରେ ଅଭିଯୁକ୍ତଜଣଙ୍କ ଫେରାର୍ ହୋଇଯାଇଥିଲା। ଗତକାଲି ରାତିରେ ଅଭିଯୁକ୍ତଜଣଙ୍କୁ କିସିଣ୍ଡା ପୋଲିସ୍ ଗିରଫ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ୱାସ୍ଥ୍ୟ କେନ୍ଦ୍ରରେ ପଶି ଡାକ୍ତରଙ୍କୁ ରୋଗୀଙ୍କସମ୍ପର୍କୀୟମାନେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ବହିଃବିଭାଗକୁ ପଶି ଡାକ୍ତରଙ୍କୁ ୬ ଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା […]
କନ୍ଦର୍ପ ବେହେରା ରେଢାଖୋଲ: ଆଜି ସକାଳେ କିସିଣ୍ଡା ଥାନା ହିରାଲୋଇ ଗ୍ରାମରେ ଜଣେ ବୃଦ୍ଧକୁ ଟାଙ୍ଗିଆରେ ହାଣି ଆହତ କରିଦେଇଥିବା ଖବର ଜଣା ପଡିଛି। ପୋଲିସ୍ ସୂତ୍ରରୁ ପ୍ରକାଶ ଯେ, ନାକଟିଦେଉଳ ବ୍ଲକ୍ କିସିଣ୍ଡା ଥାନା ହିରାଲଇ ଗ୍ରାମର ରଘୁ ଦେହୁରୀ […]
ଖୋର୍ଦ୍ଧା: ଖୋର୍ଦ୍ଧା ଟାଉନ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଦୁଇ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୋଲିସ। ସୂଚନା ମୁତାବକ ଗତକାଲି ରାତିରେ କନ୍ଧମାଳ ଜିଲ୍ଲାରୁ ଏକ ଗଞ୍ଜେଇ […]
ନୂଆଦିଲ୍ଲୀ: ଜଣେ ମହିଳାଙ୍କୁ ଶାଢୀ ଟାଣିବା ଅଭିଯୋଗରେ ୬ ଜଣ ପୋଲିସ କର୍ମୀଙ୍କୁ ନିଲମ୍ବିତ କରାଯାଇଛି। ଉତ୍ତରପ୍ରଦେଶର ଲଖୀମପୁରୀ ଖିରୀରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଯାଇଛି। ନିଲମ୍ବନ ହୋଇଥିବା ୬ ଜଣ ପୋଲିସ କର୍ମୀଙ୍କ ମଧ୍ୟରୁ ଜଣେ ସିଓ, ଦୁଇ […]
ଖୋର୍ଦ୍ଧା: ବେଆଇନ ଖୁଚୁରା ମେଡ଼ିସିନ ଦୋକାନ ଉପରେ ଚଢାଉ କରି ଖୋର୍ଦ୍ଧା ଡ୍ରଗ୍ସ ଇନସପେକ୍ଟର ବଡ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ସମ୍ପୃକ୍ତ ଦୋକାନରୁ ଲକ୍ଷାଧୀକ ଟଙ୍କାର ଔଷଧ ଜବତ କରିବା ସହ ଦୋକାନକୁ ସିଲ୍ କରାଯାଇଛି। ସୂଚନା ମୁତାବକ ଖୋର୍ଦ୍ଧା ବଜାରରେ ଅବସ୍ଥିତ ଥିବା […]
ଜମ୍ମୁ: ଜମ୍ମୁ-କାଶ୍ମୀରରେ ସୁରକ୍ଷା ବାହିନୀଙ୍କୁ ବଡ ସଫଳତା ମିଳିଛି। ଗତ ୨୪ ଘଣ୍ଟା ମଧ୍ୟରେ ୫ ଜଣ ଆତଙ୍କବାଦୀଙ୍କୁ ସୁରକ୍ଷା ବାହିନୀ ଏନକାଉଣ୍ଟର କରିଛନ୍ତି। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଜଣେ ଟପ କମାଣ୍ଡରସାମିଲ ଅଛି। ଜମ୍ମୁ-କାଶ୍ମୀରର ହିଜବୁଲ ମୁଜାହିଦିନ ଟପ କମାଣ୍ଡର […]
କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ଥାନା ତଣ୍ଡାବିରା ଗାଁରେ ଜମି ବାଡି କଳହକୁ ନେଇ ଗତ ୪ ଜୁଲାଇ ରେ ଜଣେ ଯୁବକକୁ ସଂଘବଦ୍ଧ ଭାବରେ ଟାଙ୍ଗିଆରେ ହାଣି ନୃଶଂସ ଭାବରେ ହତ୍ୟା କରିବା ଘଟଣା ଅଂଚଳରେ ଚାଂଚଲ୍ୟ ସୃଷ୍ଟି କରିଥିଲା। […]
ଭୁବନେଶ୍ବର, ଦିନବେଳା ଭୁବନେଶ୍ବରର ହତ୍ୟାକଣ୍ଡର ହତ୍ୟାକାରୀ ଧରାପଡିଛି। ସେ ହେଉଛନ୍ତି ମୃତ ମହିଳାଙ୍କ ନିକଟରେ ମୁମୁର୍ଷ ଅବସ୍ଥାରେ ପଡିଥିବା ଯୁବକ। ତାଙ୍କ ନାମ ହେଉଛି ଜଗନ୍ନାଥ ପ୍ରଧାନ, ଯାଜପୁରରେ ତାଙ୍କ ଘର। ସେ ଦିନବେଳା ମହିଳାଙ୍କ ଘରକୁ ଆସି ଏହି ହତ୍ୟାକାଣ୍ଡ […]
କନ୍ଦର୍ପ ବେହେରା ରେଢାଖୋଲ: ଗତକାଲି ରାତି ୮ଟାରେ ରେଢାଖୋଲ ଥାନା ତଣ୍ଡାବିରା ଗାଁରେ ଜମି ବାଡି କଳହକୁ ନେଇ ଜଣେ ଯୁବକକୁ ସଂଘବଦ୍ଧ ଭାବରେ ଟାଙ୍ଗିଆରେ ହାଣି ନୃଶଂସ ଭାବରେ ହତ୍ୟା କରିଥିବା ଜଣା ପଡିଛି। ପୋଲିସ୍ ସୂତ୍ରରୁ ପ୍ରକାଶ ଯେ […]
ଭୁବନେଶ୍ୱର, ରାଜଧାନୀର ଏୟାର ଫିଲଡ଼ ଥାନା ଅନ୍ତର୍ଗତ ଭୀମଟାଙ୍ଗି ଫେଜ -୧ ରେ ରହୁଥିବା ଜଣେ ମହିଳାଙ୍କୁ ବିଭସ୍ଛ ଭାବେ କୌଣସି ଧାରୁଆ ଅସ୍ତ୍ରରେ ହତ୍ୟା କରିଯାଇଛି। ମହିଳାଙ୍କ ରକ୍ତ ଜୁଡୁବୁଡୁ ମୃତ ଶରୀରକୁ ଏୟାର ଫିଲଡ଼ ଥାନା ପୋଲିସ ଘର […]
କନ୍ଦର୍ପ ବେହରା ରେଢ଼ାଖୋଲ: ଜମିବାଡ଼ି ବିବାଦକୁ ନେଇ ଜଣେ ଯୁବକଙ୍କୁ ସଙ୍ଘବଦ୍ଧ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଫଳରେ ଯୁବକ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁବରଣ କରିଛନ୍ତି। ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅନ୍ତର୍ଗତ ଡଇଁଚା ପଂଚାୟତରେ ଏଭଳି ଏକ ଅଭାବନୀୟ ଘଟଣା […]
ସୀତାରାମ ଅଗ୍ରୱାଲ ବାଣପୁର: ବର୍ତ୍ତମାନ ସାରା ରାଜ୍ୟରେ ଚାଷୀମାନଙ୍କ ମଣ୍ଡି ସମସ୍ୟାକୁ ନେଇ ବିରୋଧ ଦଳ ଆନ୍ଦୋଳନ ଜାରି ରଖିଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ହଳନ୍ଦା ସମବାୟ ସମିତିରେ ଏକ ବଡ଼ ଦୁର୍ନୀତିର ଗୁମର ଫିଟିଛି। ଗୋଟିଏ […]
ସୀତାରାମ ଅଗ୍ରୱାଲ ବାଣପୁର: ଦିନକୁ ଦିନ ରାଜ୍ୟରେ ସାଇବର ଠକାମି ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ସାଇବର ଠକେଇର ନୂଆ ନୂଆ ମାମଲା ସାମ୍ନାକୁ ଆସୁଥିବାବେଳେ ଏଥିରୁ ବାଦ ପଡ଼ିନି ଖୋର୍ଦ୍ଧା ଜିଲ୍ଲାର ବାଣପୁର ଅଞ୍ଚଳ। ବିଦେଶରେ ଚାକିରୀ ଦେବେ କହି […]
ରମେଶ ମହାନ୍ତି ଜଗତସିଂହପୁର: ଯୋଉ ସମାଜରେ ଅସାମାଜିକ ବ୍ୟକ୍ତି ପୋଲିସକୁ ଗାଁ ଦାଣ୍ଡରେ ଗୋଡେଇ ଗୋଡେଇ ମରଣାନ୍ତକ ଆକ୍ରମଣ କରିବାକୁ ପଛାଉ ନାହିଁ ସେଠି ସାଧାରଣ ଲୋକଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏମିତି ଏକ ଜଘନ୍ୟ ଘଟଣା ଆଜି […]