ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ ରେ ଆଉ ତିରିଶ ହଜାର କଳାକାର ଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଏକ ପ୍ରମୁଖ ଯୋଜନା। […]
ଭୁବନେଶ୍ବର: ଉଦ୍ଯାପିତ ହୋଇଛି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଯେ ଏହି ସମ୍ମିଳନୀ ପ୍ରତି ୫ ବର୍ଷରେ ଥରେ ଅନୁଷ୍ଠିତ ହେବ । ପ୍ରଥମ ବିଶ୍ବ ଓଡିଆ […]
ଭୁବନେଶ୍ୱର: ଓଡ଼ିଆ ସାହିତ୍ୟକୁ ବିଶ୍ୱ ଦୃଷ୍ଟିରେ ଆଣିବା ପାଇଁ ଅନୁବାଦର ଆବଶ୍ୟକତା ରହିଛି। ଓଡ଼ିଆ ସାହିତ୍ୟର ବ୍ୟାପ୍ତି ଓ ସମୃଦ୍ଧିରେ ଅନୁବାଦର ଗୁରୁତ୍ୱକୁ ସବୁମହଲରେ ହୃଦୟଙ୍ଗମ କଲେ ଆମ ଭାଷା ଓ ସାହିତ୍ୟର ବ୍ୟାପକ ଅଭିବୃଦ୍ଧି ହେବା ସହିିତ ଓଡ଼ଆ ଭାଷା […]
ଭୁବନେଶ୍ବର: ଓଡିଶାର ଭାଷା, ସାହିତ୍ଯ, କଳା, ସଂସ୍କୃତି, ହସ୍ତତନ୍ତ, ଐତିହ୍ୟ, ଭାସ୍କର୍ଯ୍ୟ ଯେତିକି ପ୍ରାଚୀନ ଓ ସମୃଦ୍ଧ ସେତିକି ଅନନ୍ୟ ଆମର ପୂଜ୍ୟପୂଜାର ପରମ୍ପରା। ପ୍ରଥମଥର ପାଇଁ ଓଡିଶାର ମନ୍ଦିରମାଳିନୀ ସହର ଭୁବନେଶ୍ବରରେ ଆୟୋଜିତ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ […]
ଭୁବନେଶ୍ବର: ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସର ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ” ବିଧାନ ସଭାରେ ଭାଷା ଆଇନ” ଶୀର୍ଷକ ପୁସ୍ତକ ଉନ୍ମୋଚନ କରିଛନ୍ତି। ସୂଚନା ଯୋଗ୍ୟ ଯେ ୧୯୪୮ମସିହା ରେ ପ୍ରସ୍ତାବିତ ଭାଷା ଆଇନ ଆଲୋଚନା […]
ଭୁବନେଶ୍ବର: ରାଜଧାନୀରେ ଚାଲିଛି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ। ଏହି ଅବସରରେ ଭୁବନେଶ୍ୱର ୟୁନିଟ୍-୧ସ୍ଥିତ ଆଦିବାସୀ ପଡ଼ିଆରେ ଆୟୋଜିତ ‘ଆଦିବାସୀ ମେଳା’ରେ ବହୁଭାଷୀ ନାଟକ ମହୋତ୍ସବ ଆୟୋଜନ କରାଯାଇଛି। ଫେବୃଆରୀ ୩ରୁ ଆରମ୍ଭ ହୋଇଥିବା ଏହି କାର୍ୟ୍ୟକ୍ରମରେ ସାନ୍ତାଳୀ, ମୁଣ୍ଡାରୀ, […]
ଭୁବନେଶ୍ବର: ନୂଆ ଦିଲ୍ଲୀ ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟରେ ଓଡିଆ ପାଠ୍ୟକ୍ରମରେ ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର ପ୍ରତିଷ୍ଠା ନିମନ୍ତେ ଓଡିଶା ସରକାର ଓ ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟ,ନୂଆ ଦିଲ୍ଲୀ ମଧ୍ୟରେ ଏକ ବୁଝାମଣା ପତ୍ର ସ୍ୱାକ୍ଷର ହୋଇଛି। ଆଜି ଲୋକସେବା ଭବନ […]
ଭୁବନେଶ୍ୱର: ଓଡିଶା ସରକାରଙ୍କ ପକ୍ଷରୁ ରାଜଧାନୀରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯାଇଥିବାରୁ ଅଗ୍ରଣୀ ସଂସ୍କୃତିକ ଅନୁଷ୍ଠାନ ‘ସଂସ୍କୃତି ଓ ସଂସ୍କୃତି’ ପକ୍ଷରୁ ଏହାକୁ ଅଭିନନ୍ଦନ ଜ୍ଞାପନ କରାଯାଇଛି। ଏହି ଅବସରରେ ବୁଦ୍ଧ ମନ୍ଦିର ପରିସରରେ ଆୟୋଜିତ ଏକ […]
ଭୁବନେଶ୍ବର: ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଅବସରରେ ଗତକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା କଳା ମଣ୍ଡଳ ପ୍ରାଙ୍ଗଣରେ ଉଦ୍ଘାଟିତ ହୋଇଯାଇଛି ଅକ୍ଷର ଭୂମି। ବିଶ୍ୱ ଓଡିଆ ଭାଷା ସମ୍ମିଳନୀର ସ୍ମୃତିକୁ ଚିରସ୍ମରଣୀୟ କରିବା ସହିତ ଏହି ସମ୍ମିଳନୀର […]
ଭୁବନେଶ୍ବର: ଆସନ୍ତା କାଲି ଫେବୃୟାରୀ ୩ ରୁ ତିନି ଦିନ ଧରି ଭୁବନେଶ୍ଵର ର ଜନତା ମଇଦାନରେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମ୍ମିଳନୀକୁ ଆହୁରି ସ୍ମରଣୀୟ କରିବା ନିମନ୍ତେ ଭୁବନେଶ୍ଵରର କଳାମଣ୍ଡଳ ପରିସରରେ […]
ଭୁବନେଶ୍ବର: 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ସନ୍ଧ୍ୟାରେ ଜନତା ମୈଦାନ ଓ ଅକ୍ଷର ଭୂମି ପରିଦର୍ଶନ କରି ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପାଇଁ ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି। ସୂଚନାଯୋଗ୍ୟ ଯେ […]
ଭୁବନେଶ୍ବର: ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ଙ୍କୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ ରେ ସମ୍ମାନିତ କରାଯିବ। ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ […]
ଭୁବନେଶ୍ୱର: ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ଅବସରରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ମହାତ୍ମା ଗାନ୍ଧୀ ଗ୍ୟାଲେରୀ ଉନ୍ମୋଚିତ ହୋଇଛି। ଏହି ଗ୍ୟାଲେରୀରେ ଗାନ୍ଧିଜୀଙ୍କ ଓଡ଼ିଶା ଗସ୍ତର ଆଠଟି ମ୍ୟìରାଲ୍ ପେଣ୍ଟିଂ ରହିଛି। ମହାତ୍ମା ଗାନ୍ଧୀ କେତେ ଥର ଓଡ଼ିଶା […]
ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ‘ଗୋଟିପୁଅ ନୃତ୍ୟ ମହୋତ୍ସବ-୨୦୨୪’ ଆଜି ଅପରାହ୍ନରେ ଏହାର ନିଜସ୍ୱ ପ୍ରେକ୍ଷାଳୟ ଉତ୍କଳ ରଂଗମଞ୍ଚରେ ଉଦ୍ଘାଟିତ ହୋଇଯାଇଛି। ବିଭାଗୀୟ ନିର୍ଦ୍ଦେଶକ ଦିଲୀପ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଚତୁର୍ଥ ଜାତୀୟ ଚିଲିକା ବିହଙ୍ଗ ଉତ୍ସବକୁ ଆଜି ଉଦ୍ଘାଟନ କରିଛନ୍ତି। ଏସିଆର ସର୍ବବୃହତ୍ ଲୁଣା ହ୍ରଦ ଚିଲିକା ହେଉଛି ଲକ୍ଷାଧିକ ବିଦେଶାଗତ ପକ୍ଷୀମାନଙ୍କ ବିଚରଣସ୍ଥଳୀ। ଏହି ମହୋତ୍ସବ ପକ୍ଷୀପ୍ରେମୀମାନଙ୍କୁ ଅତି ନିକଟରୁ ଚିଲିକା ଓ […]
ଭୁବନେଶ୍ବର: ପୂର୍ବରେ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ଏବେ ପଶ୍ଚିମରେ ମା ସମଲେଶ୍ବରୀଙ୍କ ପୀଠର ହୋଇଛି ରୂପାନ୍ତରଣ। ପୂର୍ବରୁ ପଶ୍ଚିମ ଯାଏ ସବୁଆଡେ ଦିବ୍ୟତାର, ଭାବ୍ୟତାର, ଆଧ୍ୟାତ୍ମିକତାର ଅନୁଭବ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବହୁ ପ୍ରତିକ୍ଷୀତ ସମଲେଇ […]
ଭୁବନେଶ୍ବର: ଦେଶରେ ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭ କରିଥିବା ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ […]
ଭୁବନେଶ୍ବର: ଆଜି ଉଦଘାଟିତ ହେବ ବହୁ ପ୍ରତୀକ୍ଷିତ ସମଲେଇ ପ୍ରକଳ୍ପ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମଧ୍ୟାହ୍ନରେ ଏହି ପ୍ରକଳ୍ପର ଶୁଭାରମ୍ଭ କରିବେ। ଏ ନେଇ ସମ୍ବଲପୁରରେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ମା ସମଲେଶ୍ବରୀ ପ୍ରକଳ୍ପ […]
ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଗଡିଲା ଓଡିଶାର ପ୍ରଜ୍ଞାପନ ମେଢ। ୨୦୩୬ ମସିହା ସୁଦ୍ଧା ଓଡ଼ିଶାକୁ ଦେଶର ସର୍ବାଙ୍ଗୀନ ବିକଶିତ ରାଜ୍ୟରେ ପରିଣତ କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଓ ପଦକ୍ଷେପ ଏବଂ ଦେଶର ଅର୍ଥନୈତିକ ବିକାଶ […]
ଭୁବନେଶ୍ବର: ଓଡିଶାର ଜନଜାତିଙ୍କ ଜୀବନଜୀବିକା, କଳା, ସଂସ୍କୃତି ଓ ପରମ୍ପରାକୁ ନେଇ ଆୟୋଜିତ ହୋଇଛି ଆଦିବାସୀ ମେଳା-୨୦୨୪। ଚଳିତ ବର୍ଷ ୟୁନିଟ-୧ ସ୍ଥିତ ଆଦିବାସୀ ପଡିଆରେ ଏହି ମେଳାର ଆୟୋଜନ କରାଯାଇଛି। ଜାନୁଆରୀ ୨୬ ରୁ ଆରମ୍ଭ ହୋଇ ଏହି ମେଳା […]
ପୁରୀ: 75 ତମ ଗଣତନ୍ତ୍ର ଦିବସ ଉପଲକ୍ଷେ ପୁରୀ ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ନିର୍ମାଣ କରିଛନ୍ତି। ଏଥିରେ ସୁଦର୍ଶନ ଦୁଇଜଣ ବାଳିକାଙ୍କୁ ତାଙ୍କର ସ୍ଥାପତ୍ୟରେ ସାମିଲ କରି ମେରା ଭାରତ ମହାନ ବାର୍ତ୍ତା ପ୍ରେରଣ […]