ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ […]
ଭୁବନେଶ୍ବର: ଆଜିଠାରୁ ବିଶ୍ବ ପ୍ରସିଦ୍ଧ କୋଣାର୍କ ମନ୍ଦିର ନିକଟସ୍ଥ ମୁକ୍ତାକାଶ ରଂଗମଞ୍ଚରେ ଆରମ୍ଭ ହେବ କୋଣାର୍କ ଉତ୍ସବ। ଏହି ଉତ୍ସବ ପାଞ୍ଚ ଦିନ ଧରି ଚାଲିବ। ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗର ମିଳିତ ସହଯୋଗରେ ଏହି ଉତ୍ସବ ଆୟୋଜିତ ହୋଇ […]
ଭୁବନେଶ୍ୱର: ସାହିତ୍ୟ ହେଉଛି ସମାଜର ପ୍ରତିବିମ୍ବ, ପ୍ରତିରୂପ ଓ ପ୍ରତିଛବି। ସମାଜର ପ୍ରତ୍ୟେକ ଦୃଶ୍ୟ ଓ ଘଟଣା ସାହିତ୍ୟରେ ପ୍ରତିଫଳିତ ହୋଇଥାଏ ବୋଲି ରାଜ୍ୟପାଳ ରଘୁବର ଦାସ ପ୍ରକାଶ କରିଛନ୍ତି। ଭୁବନେଶ୍ୱର ଜୟଦେବ ଭବନରେ ଗଣକବି ବୈଷ୍ଣବ ପାଣିଙ୍କ ୧୪୧ତମ ଜୟନ୍ତୀ ଉତ୍ସବରେ […]
ଭୁବନେଶ୍ୱର: ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ରାଜ୍ୟରେ ଚିତ୍ରକଳାର ପ୍ରଚାର ଓ ପ୍ରସାର ନିମନ୍ତେ ଏକାଡେମୀ ଦ୍ୱାରା ସଂଗୃହିତ ଚିତ୍ରକଳାଗୁଡିକୁ ନେଇ ଏକ ଭ୍ରାମ୍ୟମାଣ ପ୍ରଦର୍ଶନୀର ଉଦଘାଟନୀ ଉତ୍ସବ ଆଜି ଅନୁଷ୍ଠିତ ହୋଇଯାଇଛି। […]
ନୂଆଦିଲ୍ଲୀ: ଓଡିଶାର ଯୁବ ସାହିତ୍ୟିକ ଡିଲେଶ୍ବର ରଣା ପାଇବେ ଚଳିତ ବର୍ଷର କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର। ଏ ନେଇ ଗତକାଲି ଚୟନ କମିଟ ତରଫରୁ ତାଙ୍କ ନାମ ମନୋନିତ କରିବା ପରେ ଏକାଡେମୀ ତରଫରୁ ଘୋଷଣା କରାଯାଇଛି। ତାଙ୍କ ପୁସ୍ତକ […]
ଭୁବନେଶ୍ଵର: ଓଡ଼ିଶା ନୌବାଣିଜ୍ୟ ପରମ୍ପରାର ସମୃଦ୍ଧ ତଥା ଗୌରବମୟ ଇତିହାସର ପ୍ରତୀକ ବିଶ୍ଵ ପ୍ରସିଦ୍ଧ କଟକ ବାଲିଯାତ୍ରା ଯାହା ଆରମ୍ଭ ହୋଇଛି ନଭେମ୍ବର ୨୭ରୁ ଆରମ୍ଭ ହୋଇଛି କଟକ ବାଲିଯାତ୍ରା ପଡିଆରେ ଯେଉଁଠି ‘ଜୀ ସାର୍ଥକ’ର ପକ୍ଷରୁ ଏକ ଷ୍ଟଲ ଖୋଲାଯାଇଛି। ଏହି […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଉତ୍କଳର ପ୍ରାଚୀନ ନୌବାଣିଜ୍ୟ ପରମ୍ପରାକୁ ଉଜ୍ଜୀବିତ ରଖିବା ପାଇଁ ବାଲୁଗାଁ ଚିଲିକା ଉପକୂଳରେ ଚିଲିକା ବୋଇତ ବନ୍ଦାଣ ଉତ୍ସବ କମିଟିର ଆୟୋଜନ କ୍ରମେ ବାଲୁଗାଁ ମହାବିଦ୍ୟାଳୟ ପରିସରର ଉତ୍ସବ ମଞ୍ଚରେ ଏକ ମନୋଜ୍ଞ ଚିଲିକା ଗୀତ ଆସର ଅନୁଷ୍ଠିତ […]
ନୂଆଦିଲ୍ଲୀ: ଆଜି କାର୍ତ୍ତିକ ପୂର୍ଣ୍ଣିମା ଦେବ ଦୀପାବଳୀରେ ଝଲସି ଉଠିଛି ବାରଣାସୀ। ଏଠାରେ କାଶୀ ଘାଟରେ ପ୍ରାୟ ବାର ଲକ୍ଷ ଦୀପ ଜଳାଯାଇ ଏହି ପର୍ବ ପାଳନ କରାଯାଇଛି। ଏଥିରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଯୋଗ ଦେଇ ଏହାର ଶୁଭାରମ୍ଭ […]
ରଣପୁର: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଚଳ ଚଂଚଳ ହୋଇ ଉଠିଥିଲା ସମଗ୍ର ରଣପୁର ଅଂଚଳ। ଭୋରୁ ଭୋରୁ ଶହ ଶହ ଶ୍ରଦ୍ଧାଳୁମାନେ କଦଳୀ ପଟୁକା, ସୋଲ ତିଆରି ଡଙ୍ଗା ନେଇ ପୋଖରୀ, ନଦୀରେ ଭସାଉ ଥିବା ଦେଖିବାକୁ ମିଳିଥିଲା। ରଣପୁରର ଜଗନ୍ନାଥ […]
ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ପ୍ରଦର୍ଶନୀ କକ୍ଷରେ ଅନ୍ତର୍ଜାତୀୟ ଚିତ୍ରକଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁଦୂର ସାଉଥ୍ କୋରିଆର ବିିଭିନ୍ନ ଚିତ୍ରଶିଳ୍ପୀଙ୍କର ପ୍ରାୟ ୧୫୦ଟି ଚିତ୍ରକଳା ପ୍ରଦର୍ଶିତ ହୋଇଛି। ଏହି ଚିତ୍ରକଳା ପ୍ରଦର୍ଶନୀରେ ସାଉଥକୋରିଆର ଐତିହ୍ୟ, ପରମ୍ପରା ଏବଂ ଲୋକକଳା […]
ନୂଆଦିଲ୍ଲୀ: ରାଜ୍ୟ ସରକାରଙ୍କ ଦ୍ଵାରା ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଗଠନ ହେବା ଫଳରେ ସେମାନଙ୍କ ଜୀବନ ଶୈଳୀରେ ଉଲ୍ଲେଖନୀୟ ଉନ୍ନତି ପରିଲକ୍ଷିତ ହେବା ସହିତ ଓଡିଶାର ଜନଜାତି ସମୁଦାୟ ସମେତ ବିଲୁପ୍ତପ୍ରାୟ ଜନଜାତିଙ୍କ ସର୍ବାଙ୍ଗୀନ ଉନ୍ନତି ଏବଂ […]
ଭୁବନେଶ୍ବର: ନବକୃଷ୍ଣ ଚୌଧୁରୀ ଥିଲେ ବିପ୍ଳବୀ ଜନନାୟକ, ସାମ୍ୟବାଦୀ ଦର୍ଶନର ରୂପକାର, କୃଷକ, ଖଟିଖିଆ ଓ ମେହନତି ମଣିଷର ସୁଖଦୁଃଖର ସାଥୀ, ସରଳ, ନିରାଡ଼ମ୍ବର ଓ ସର୍ବୋପରି ଜଣେ ସଚ୍ଚା ଦେଶସେବକ। ଗାନ୍ଧିଜୀଙ୍କ ଆହ୍ୱାନରେ ପାଠପଢ଼ା ଛାଡ଼ି ସ୍ୱାଧୀନତା ଆନ୍ଦୋଳନରେ ଯୋଗଦେଇଥିଲେ […]
ଭୁବନେଶ୍ବର: ସ୍ବତନ୍ତ୍ର ଉନ୍ନୟନ ପରିଷଦ ମାଧ୍ୟମରେ ବର୍ତ୍ତମାନ ମୁଖ୍ୟସ୍ରୋତରେ ଜନଜାତି ସମ୍ପ୍ରଦାୟ ସାମିଲ ହୋଇପାରିଛନ୍ତି। ଜନଜାତି ଛାତ୍ରଛାତ୍ରୀ ମାନେ ବର୍ତ୍ତମାନ ଉଚ୍ଚଶିକ୍ଷିତ ହେଉଛନ୍ତି । ସବୁ କ୍ଷେତ୍ରରେ ସେମାନେ ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣି ଦେଉଛନ୍ତି ବୋଲି ମତ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ନାଗିରକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ଚଳିତ ବର୍ଷର ଦ୍ୱିତୀୟ ପର୍ଯ୍ୟାୟ ଟ୍ରେନ୍ ଯାତ୍ରାର ଶୁଭାରମ୍ଭ କରିଛନ୍ତି। ଚଳିତ ବର୍ଷର ଦ୍ୱିତୀୟ ପର୍ଯ୍ୟାୟରେ ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ଜଗତସିଂହପୁର, କଟକ ଓ କେନ୍ଦ୍ରାପଡ଼ାର ବରିଷ୍ଠ […]
ଭୁବନେଶ୍ବର: କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର୍ୟ୍ୟନ୍ତ)କୁ ପବିତ୍ର ପଞ୍ଚକ ଭାବେ ପାଳନ କରାଯାଏ। ଏହା ମହା ପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁ ପଞ୍ଚକ ଭାବେ ମଧ୍ୟ ଜଣାଶୁଣା। ଯେଉଁମାନେ କାର୍ତ୍ତିକ […]
ଭୁବନେଶ୍ବର: ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ଶହୀଦ ଜୟୀ ରାଜଗୁରୁ ସ୍ମୃତି ପରିଷଦର ମିଳିତ ଆନୁକୂଲ୍ୟରେ ଗତକାଲି ସ୍ଥାନୀୟ ଜୟଦେବ ଭବନଠାରେ ଶହୀଦ ଜୟୀ ରାଜଗୁରୁଙ୍କ ୨୮୫ତମ ଜୟନ୍ତୀ ପାଳନ ହେବା ସହ ଏହି ଅବସରରେ ‘୧୮୦୪ ପାଇକ ବିଦ୍ରୋହ-ଜୟୀ […]
ଭୁବନେଶ୍ୱର: ସ୍ଥାନୀୟ କିଟ୍ ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ତିନି ଦିନିଆ ନ୍ୟାସନାଲ ମିଡିଆ କନକ୍ଳେଭର ଉଦଘାଟନୀ ସମାରୋହରେ ଓଡ଼ିଆ ପ୍ରଫେସର ଡକ୍ଟର ଫକୀର ମୋହନ ନାହାକଙ୍କ ଦୁଇଟି ପୁସ୍ତକ ଉନ୍ମୋଚିତ ହୋଇଛି। ପୁସ୍ତକ ଦୁଇଟି ହେଉଛି ହେଲଥ କମ୍ୟୁନିକେସନ ଏବଂ ଗାଁ […]
ଭୁବନେଶ୍ୱର: ‘ଜନଜାତୀୟ ଗୌରବ ଦିବସ’ ପାଳନ ଅବସରରେ ଭୁବନେଶ୍ୱରସ୍ଥିତ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ବା ଏସସିଏସଟିଆରଟିଆଇ ପକ୍ଷରୁ ଜନଜାତି ଚିତ୍ରକଳା ପ୍ରଦର୍ଶନୀ ନଭେମ୍ବର ୨୧ ଯାଏଁ ଜନସାଧାରଣଙ୍କ ପାଇଁ ପ୍ରଦର୍ଶିତ ହେବ। ଆସନ୍ତା ୨୨ […]
ଭୁବନେଶ୍ଵର: ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟରେ ” ଶରତ ଉତ୍ସବ-୨୦୨୩ ” ଏକ ବର୍ଣ୍ଣାଢ୍ୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। କୁଳପତି ପ୍ରଫେସର ପ୍ରସନ୍ନ କୁମାର ସ୍ଵାଇଁଙ୍କ ସଭାପତିତ୍ଵରେ ଅନୁଷ୍ଠିତ ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ସାହିତ୍ୟିକ ତଥା ଶିକ୍ଷାବିତ୍ ପ୍ରଫେସର […]
ଭୁବନେଶ୍ବର: ଆସନ୍ତାକାଲି ବହୁ ପ୍ରତିକ୍ଷିତ ବିଶ୍ବକପ ଫାଇନାଲ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ହେବ। ସେଥିପାଇଁ ସାରା ଭାରତ ବର୍ତ୍ତମାନ ଉତ୍ସବ ମୁଖର ହୋଇଉଠିଛି। ଟିମ ଇଣ୍ଡିଆ କିପରି ଏଥର ବିଶ୍ବ କପ ଆଣିବ ସେ ନେଇ ସମସ୍ତେ ପ୍ରାର୍ଥନା କରିବାରେ […]
ଭୁବନେଶ୍ୱର: ରାଜାରାଣୀ ସଙ୍ଗୀତ ମହୋତ୍ସବର ଆଜିଥିଲା ଅନ୍ତିମ ସନ୍ଧ୍ୟା। ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତର ବିଭିନ୍ନ ରାଗ ରାଗିଣୀର ହୃଦୟସ୍ପର୍ଶୀ ପରିବେଷଣ ସହିତ ଉତ୍ସବସ୍ଥଳର ଆକର୍ଷଣୀୟ ସାଜସଜ୍ଜା ଏବଂ ଏକାଦଶ ଶତାବ୍ଦୀ ନିର୍ମିତ ରାଜାରାଣୀ ମନ୍ଦିରର ଅପୂର୍ବ କଳା ସ୍ଥାପତ୍ୟ ଏବଂ ସଙ୍ଗୀତମୟ […]