ଭୁବନେଶ୍ବର: ଚଳିତ ବର୍ଷର ସମ୍ମାନଜନକ ‘ରାଜ୍ୟସ୍ତରୀୟ ପ୍ରଫେସର ଭୁବନେଶ୍ୱର ବେହେରା’ ପାଇବାକୁ ମନୋନୀତ ହୋଇଛନ୍ତି ବିଶିଷ୍ଟ ଗାଳ୍ପିକ ତଥା ବରିଷ୍ଠ ସାମ୍ବାଦିକ ଅମରେଶ ବିଶ୍ୱାଳ। କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାସ୍ଥିତ ମହାବୀର ସାଂସ୍କୃତିକ ଅନୁଷ୍ଠାନ ତରଫରୁ ପ୍ରତିବର୍ଷ ପ୍ରଦାନ କରାଯାଉଥିବା ଏହି ସମ୍ମାନଜନକ […]
ଭୁବନେଶ୍ବର: ସାଧାରଣତଃ କାର୍ତ୍ତିକ ମାସରେ ଆକାଶ ଦୀପ ଲଗାଯାଇଥାଏ। ବିଶ୍ବାସ ରହିଛି ଏହି ଆକାଶ ଦୀପ ଲାଗିଲେ ନିଜ ଜ୍ଞାନର ଆଲୋକ ଜଳି ଉଠେ। ସେଥିପାଇଁ ଏହି ଦୀପ ଲଗାଯାଇଥାଏ। ଯହେତୁ କାର୍ତ୍ତିକ ମାସ ହେଉଛି ସବୁମାସଠାରୁ ଶ୍ରେଷ୍ଠ ମାସ, ସେଥିପାଇଁ ଏହି […]
ଭୁବନେଶ୍ଵର: ପବିତ୍ର ମାସ କାର୍ତ୍ତିକ ମାସ ୨୯ ଅକ୍ଟୋବର ୨୦୨୨ ରୁ ଆରମ୍ଭ ହେଉଛି। ଧର୍ମ ଶାସ୍ତ୍ର ଅନୁଯାୟୀ, କାର୍ତ୍ତିକ ମାସରେ ଉପବାସ କରୁଥିବା ବା ପାଳନ କରୁଥିବା ବ୍ୟକ୍ତି ପରିତ୍ରାଣ ପାଇଥାଏ। ପୁରାଣରେ କୁହାଯାଇଛି ଯେ ଭଗବାନ ନାରାୟଣ ବ୍ରହ୍ମାଙ୍କୁ, […]
ଭୁବନେଶ୍ଵର: କାର୍ତ୍ତିକ ମାସରେ ଭଗବାନ ଶିବ, ବିଷ୍ଣୁ, କାର୍ତ୍ତିକ ଓ ତୁଲସୀଙ୍କ ବିଶେଷ ପୂଜାଅର୍ଚ୍ଚନା କରାଯାଇଥାଏ। ଧର୍ମ ମାସ ଭାବରେ ଏହି ମାସଟି ପରିଚିତ। ଏହି ମାସରେ ଲୋକମାନେ ସ୍ନାନ, ଦାନ ତଥା ଧର୍ମକୁ ବିଶେଷ ପ୍ରାଧାନ୍ୟ ଦେଇଥା’ନ୍ତି। ଏହି ମାସରେ ସ୍ନାନ, […]
ତିର୍ତ୍ତୋଲ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଜଗତସିଂହପୁର ଜିଲ୍ଲାର ତିର୍ତ୍ତୋଲ ଠାରେ ପବିତ୍ର କୁମାର ପୂର୍ଣ୍ଣିମା, ଗଜଲକ୍ଷ୍ମୀ ପୂଜା ଏବଂ ଗଣକବି ବୈଷ୍ଣବ ପାଣିଙ୍କ ଜୟନ୍ତୀ ଅବସରରେ କୁମାର ଉତ୍ସବ ସମିତି ପକ୍ଷରୁ […]
ବାଣପୁର (ସୀତାରାମ ଅଗ୍ରୱାଲ): ପବିତ୍ର କୁମାର ପୂର୍ଣ୍ଣମୀ ଅବସରରେ ମା’ ଭଗବତୀଙ୍କ ମନ୍ଦିରରେ ଦଶହରା ଠାରୁ ପୂଜା ପାଉଥିବା ପ୍ରାଚୀନ ବଙ୍କାଡ଼ଗଡ ରାଜାଙ୍କର ଇଷ୍ଟଦେବୀ ମା’ କନକ ଦୁର୍ଗା ଶାରଦୀୟ ପର୍ବ ଶେଷ କରି ଶ୍ରୀ ଶ୍ରୀ ଦକ୍ଷେଶ୍ଵର ମନ୍ଦିରକୁ ବାହୁଡା […]
ଭୁବନେଶ୍ବର: ଘଣ୍ଟ, ବାଦ୍ୟ, ଶଙ୍ଖ, ମହୁରୀ ଆଦି ବାଦ୍ୟ ଯନ୍ତ୍ର ଶବ୍ଦର ପ୍ରକମ୍ପନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟସ୍ତରୀୟ ‘ମେରି ମାଟି ମେରା ଦେଶ’ କାର୍ଯ୍ୟକ୍ରମ ଅବସରରେ ‘ମାଟି କଳସ ଯାତ୍ରା’ର ଶୁଭାରମ୍ଭ କରିଛନ୍ତି। ଦେଶ ତଥା […]
ଭୁବନେଶ୍ବର: ଅଶ୍ୱିନ ମାସର ଶୁକ୍ଲ ପକ୍ଷ ପୂର୍ଣ୍ଣିମାକୁ କୁମାର ପୂର୍ଣ୍ଣିମା ବା ଶରଦ ପୂର୍ଣ୍ଣିମା ବା ରାସ ପୂର୍ଣ୍ଣିମା କୁହାଯାଏ। ଜ୍ୟୋତିଷ ଶାସ୍ତ୍ରରେ ବିଶ୍ବାସ ରହିଛି ଯେ କେବଳ ଏହି ପୂର୍ଣ୍ଣିମାରେ ଚନ୍ଦ୍ର ଷୋଳ କଳାରେ ପରିପୂର୍ଣ୍ଣ ହୁଅନ୍ତି। ଚଳିତ ବର୍ଷ […]
ବାଣପୁର (ସୀତାରାମ ଅଗ୍ରୱାଲ): ସଂସାରର କୀଟ ଠାରୁ ବ୍ରହ୍ମ ପର୍ଯ୍ୟନ୍ତ ସଚରାଚର ଜୀବଜଗତଙ୍କ ମନରେ ପ୍ରାଣରେ ହୃଦୟରେ, ପ୍ରକୃତିର ପ୍ରତିଟି ଅଣୁରେ ଅସୀମ ଶକ୍ତି ସଂଚାର କରି, ଜଗତର ମଙ୍ଗଳ ବିଧାନ କରି ମଙ୍ଗଳମୟୀ ମା’ଭଗବତୀ ପବିତ୍ର ଦଶହରାରେ ଶ୍ରଦ୍ଧାଳୁଙ୍କୁ ଶୁଖ […]
ନୂଆଦିଲ୍ଲୀ: ବଲିଉଡ ଅଭିନେତ୍ରୀ କଙ୍ଗନା ରନାୱତ ତାଙ୍କ ଫିଲ୍ମ ‘ତେଜସ୍’ ରିଲିଜ୍ ପୂର୍ବରୁ ଏକ ଇତିହାସ ସୃଷ୍ଟି କରିଛନ୍ତି। ଏହି ଅଭିନେତ୍ରୀ ଦିଲ୍ଲୀର ପ୍ରସିଦ୍ଧ ଲବ କୁଶ ରାମଲିଲାରେ ରାବଣ ଦହନ କରିଛନ୍ତି। ୫୦ ବର୍ଷ ଇତିହାସରେ ରାବଣ ଦହନ କରିବାରେ […]
ନୂଆଦିଲ୍ଲୀ: ଦ୍ୱାରିକାଠାରେ ଦଶହରା ଉତ୍ସବରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ନୂଆଦିଲ୍ଲୀର ଦ୍ବାରିକାଠାରେ ଦଶହରା ଉତ୍ସବ ସହିତ ରାବଣପୋଡିର ମଧ୍ୟ ଆୟୋଜନ କରାଯାଇଥିଲା। ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ଯୋଗଦେଇ ଉପସ୍ଥିତ ଜନତାକୁ ସମ୍ବୋଧୀତ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ […]
ଭୁବନେଶ୍ବର: ଆଜି ହେଉଛି ମା ଦୁର୍ଗାଙ୍କ ଭସାଣୀ। ଆଜି ଭକ୍ତମାନେ ମାଙ୍କୁ ଦେବେ ମେଲାଣି। ସେଥିପାଇଁ ଉଭୟ କଟକ ଭୁବନେଶ୍ବରର ପୂଜା ମଣ୍ଡପ ତରଫରୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ଏପରିକି କେତେକ ପୂଜା ମଣ୍ଡପ ଭସାଣୀ ଉତ୍ସବକୁ ବାହାରି ପଡିଲେଣି। ଭୁବନେଶ୍ବରରେ […]
ଭୁବନେଶ୍ଵର: ଟ୍ବିନ୍ ସିଟି ର ପୂଜା ମଣ୍ଡପ ବୁଲାର ଦ୍ଵିତୀୟ ଦିନରେ ଭୁବନେଶ୍ୱରର ଶାରଦୀୟ ଦୁର୍ଗାପୂଜା ରେ ବିଭିନ୍ନ ପୂଜା ମଣ୍ଡପଗୁଡିକୁ ନେଇ ଓଡ଼ିଆ ନ୍ୟୁଜ ଚ୍ୟାନେଲ ନ୍ୟୁଜ-୧୮ ଓଡ଼ିଆ ପକ୍ଷରୁ ଏକ ଅଭିନବ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ପ୍ରଥମ […]
ଭୁବନେଶ୍ଵର: ନବରାତ୍ରିର ୯ ଦିନରେ ବିଭିନ୍ନ ପ୍ରରୂପରେ ମାତା ଦେବୀଙ୍କୁ ପୂଜା କରାଯାଏ। ଶାରଦୀୟ ନବରାତ୍ରିରେ ୯ ଦିନରେ ମା ଦୁର୍ଗାଙ୍କର ୯ ଟି ରୂପକୁ ପୂଜା କରାଯାଏ। କନ୍ୟା ପୂଜା ଏବଂ ଯଜ୍ଞ ବିନା ନବରାତ୍ରୀ ପୂଜା ଅସମ୍ପୂର୍ଣ୍ଣ ବୋଲି […]
ଭୁବନେଶ୍ଵର: ଟୁଇନସିଟି କଟକ ଓ ଭୁବନେଶ୍ୱରର ଶାରଦୀୟ ଦୁର୍ଗାପୂଜାରେ ବିଭିନ୍ନ ପୂଜା ମଣ୍ଡପ ଗୁଡିକୁ ନେଇ ଓଡ଼ିଆ ନ୍ୟୁଜ ଚ୍ୟାନେଲ ନ୍ୟୁଜ ୧୮ ଓଡ଼ିଆ ପକ୍ଷରୁ ଏକ ଅଭିନବ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜନ କରିଛି। ପ୍ରଥମ ପର୍ଯ୍ୟାୟରେ ତିନିଜଣ ବିଚାରକ ବିଭିନ୍ନ […]
ଭୁବନେଶ୍ୱର: ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ପ୍ରସ୍ତୁତ ‘ଓଡ଼ିଶୀ ଆସର’ ଆର୍.ସି.ଏମ୍. ପରିସରସ୍ଥ ଶ୍ରୀଜଗନ୍ନାଥଙ୍କ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଆଜିର ଏହି ‘ଓଡ଼ିଶୀ ଆସର’ କାର୍ଯ୍ୟକ୍ରମ ପ୍ରାରମ୍ଭରେ ସୁନିତାରାଣୀ ବିଶ୍ୱାଳ ଏବଂ ଅର୍ପିତା ସାହୁ ଦେ୍ୱତ […]
ଭୁବନେଶ୍ବର: ଓଡିଶାର ଗଠନ ହେବ ସ୍ବତନ୍ତ୍ର ସଂଗ୍ରହାଳୟ ନିର୍ଦ୍ଦେଶାଳୟ। ଆଜି ଏ ନେଇ ରାଜ୍ୟ କ୍ୟାବିନେଟରେ ଅନୁମୋଦନ ହାସଲ କରିଛି। ପୂର୍ବରୁ ଦ୍ବିତୀୟ ଐତିହ୍ୟ କ୍ୟାବିନେଟ ବୈଠକରେ ଏ ନେଇ ନିଷ୍ପତି ଗ୍ରହଣ କରାଯାଇଥିଲା। ସେହି ଅନୁସାରେ ଓଡିଶାରେ ଏକ ସ୍ବତନ୍ତ୍ର […]
ଭୁବନେଶ୍ୱର: ସାରା ବିଶ୍ୱରେ ୨୦୨୩କୁ ଅନ୍ତର୍ଜାତୀୟ ମିଲେଟ୍ ବର୍ଷ ଭାବେ ପାଳନ କରାଯାଉଥିବା ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ନଭେମ୍ବର ୯ ଓ ୧୦ ତାରିଖରେ ଭୁବନେଶ୍ୱରଠାରେ ମିଲେଟ୍ ସଂପର୍କରେ ଦୁଇଦିନିଆ ଅନ୍ତର୍ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେଉଛି। ଏହି ପରିପ୍ରେକ୍ଷୀରେ […]
ନୂଆଦିଲ୍ଲୀ: ନବରାତ୍ରୀର ଚତୁର୍ଥ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କ ମଙ୍ଗଳ କାମନା କରି ମା’ କୁଷ୍ମାଣ୍ଡାଙ୍କୁ ଆଶୀର୍ବାଦ ଲୋଡ଼ିଛନ୍ତି। ଶ୍ରୀ ମୋଦୀ ଦେବୀଙ୍କ ପ୍ରାର୍ଥନା (ସ୍ତୁତି) ମଧ୍ୟ ସେୟାର କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରି କହିଛନ୍ତି ଯେ, ‘ନବରାତ୍ରୀର […]
ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସାଂସ୍କୃତିକ ପରିଷଦର ଦୁଇଦିନିଆ ବାର୍ଷିକ ଉତ୍ସବ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଆରମ୍ଭ ହୋଇଛି। ଏହି ଉତ୍ସବକୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ […]
ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ବିଶିଷ୍ଟ କୃଷି ବୈଜ୍ଞାନିକ, ପ୍ରବୀଣ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ବିଧାୟକ, ସାଂସଦ ଓ ପ୍ରଜାମଣ୍ଡଳ ସଂଗଠକ ଗଡ଼ଜାତଗାନ୍ଧୀ ସାରଙ୍ଗଧର ଦାସଙ୍କ ଉପରେ ଏକ […]