ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ସାରା ରାଜ୍ୟରେ ଚାଲିଥିବା ରଜ ପର୍ବ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। https://twitter.com/narendramodi/status/1669259517882941440?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1669259517882941440%7Ctwgr%5E53d117abd0c7530af2a4a19fddee591595edbf28%7Ctwcon%5Es1_&ref_url=https%3A%2F%2Fpib.gov.in%2FPressReleasePage.aspx%3FPRID%3D1932588 ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି; “ସମଗ୍ର ଓଡିଶାରେ ଚାଲିଥିବା ରଜ ଉତ୍ସବର ଶୁଭେଚ୍ଛା। ଏହି ଶୁଭ ଉତ୍ସବ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି […]
ଭୁବନେଶ୍ବର: ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଭଞ୍ଜକଳା ମଣ୍ତପ ଠାରେ ଦୁଇ ଦିନିଆ ରାଜ୍ୟସ୍ତରୀୟ ଲୋକକଳା ଦିବସ ଓ ରଜ ମହୋତ୍ସବ ଉଦଯାପିତ ହୋଇଛି। ମାନ୍ୟବର ବିଜ୍ଞାନ ଓ କାରିଗରୀ କୌଶଳ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା […]
ପୁରୀ: ଆସନ୍ତା ୧୯ ତାରିଖରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନବଯୌବନ ଦର୍ଶନ ହେବ। ଶୃଙ୍ଖଳିତ ନବ ଯୌବନ ଦର୍ଶନ ନେଇ ଶ୍ରୀମନ୍ଦିର ପ୍ରଶାସନର ସାମ୍ବାଦିକ ସମ୍ମିଳନୀ କରାଯାଇଛି। ସକାଳ ୮ ଟା ରୁ ୯ ଟା ଯାଏଁ ପାରିମାଣିକ ଦର୍ଶନ କରାଯିବ। […]
ଭୁବନେଶ୍ଵର: ଏଥର ଓଡ଼ିଶା ଟେଲି ଦୁନିଆର ସବୁଠାରୁ ଲୋକପ୍ରିୟ ରିଏଲିଟି ସୋ ହୋଇଛି ଜୀ ସାର୍ଥକର ‘ରଜ କୁଇନ୍–ଉଡ଼ିଯା…ଆକାଶଟା ତୋ’ର’। ରାଜ୍ୟର ସଂସ୍କୃତି ଓ ପରମ୍ପରାକୁ ନେଇ ଏହି ଲୋକପ୍ରିୟ ରିଏଲିଟି ସୋ ଏପ୍ରିଲ୍ ୨୨ ରୁ ଆରମ୍ଭ ହୋଇ ପ୍ରତ୍ୟେକ […]
ଭୁବନେଶ୍ବର: ବର୍ତ୍ତମାନ ଉପହାର ଦେବା ଏକ ଫ୍ୟାସନରେ ପରିଣତ ହୋଇଛି। ବିଭିନ୍ନ ପର୍ବପର୍ବାଣୀରେ ଏହି ଉପହାର ଦିଆଯାଏ। ହେଲେ ସେଥିରେ କେବଳ ଡ୍ରାଏ ଫୁଡ କିମ୍ବା ମିଠା ପ୍ୟାକେଟ ପ୍ରଦାନ କରାଯାଏ। ହେଲେ ଏବେ ପିଠାକୁ ମଧ୍ୟ ଆପଣ ଉପହାର ଦେଇପାରିବେ। […]
ଭୁବନେଶ୍ବର: ରଜ ନାମଟି ଉଚ୍ଚାରଣ କରିବା ମାତ୍ରେ ଆଖି ଆଗକୁ ଝଲସି ଆସି ପୋଡପିଠା ଆଉ ତାହାର ବାସ୍ନା। କାରଣ ଏହି ପୋଡପିଠା କେବଳ ରଜରେ ହିଁ କରାଯାଇଥାଏ। ପୋଡପିଠା ଆଉ ପାନଖିଆ ହେଉଛି ରଜର ଏକ ସ୍ବତନ୍ତ୍ର ପରଂପରା। ତେବେ […]
ଭୁବନେଶ୍ବର: ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଭଞ୍ଜକଳା ମଣ୍ତପ ଠାରେ ଦୁଇ ଦିନିଆ ରାଜ୍ୟସ୍ତରୀୟ ଲୋକକଳା ଦିବସ ଓ ରଜ ମହୋତ୍ସବ ଉଦଘାଟିତ ହୋଇଛି। ମାନ୍ୟବର ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ପର୍ଯ୍ୟଟନ ଓ ଅବକାରୀ […]
ଟାଙ୍ଗୀ: ଆଜି ପହିଲି ରଜରେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ମା’ ଉଗ୍ରତାରାଙ୍କ ପୀଠ ଭକ୍ତଙ୍କ ଗହଣରେ ଚଳଚଞ୍ଚଳ ହୋଇ ଉଠିଛି। ଏହି ଉତ୍ସବ ଜୁନ ୧୪ ତାରିଖରୁ ଜୁନ ୨୧ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ। ଜନ ସମାଗମକୁ ଆଖି ଆଗରେ […]
ରଣପୁର: ରଣପୁରର ଅଧିଷ୍ଠାତ୍ରୀ ଦେବୀ ଭାବେ ମା’ ମଣିନାଗ ପୂଜା ପାଆନ୍ତି। ପାହାଡ ଶିଖରରେ ମଣିନାଗ ପୂଜା ପାଉଥିବାବେଳେ ପାହାଡ ପାଦ ଦେଶରେ ବି ମା’ ମଣିନାଗ ପୂଜା ପାଆନ୍ତି। ପ୍ରତିଦିନ ଏଠାକୁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ପର୍ଯ୍ୟଟକଙ୍କ ସୁଅ ଛୁଟେ। […]
ରଣପୁର: ଓଡିଶାର ଦ୍ୱିତିୟ ଶ୍ରୀ କ୍ଷେତ୍ର ଭାବେ ପରିଚିତ ରଣପୁର ରଥ ଯାତ୍ରା ପଇଁ ଶ୍ରୀ ଜିଉ ଙ୍କର ନୀତି ଚୂଡାନ୍ତ ହୋଇଛି। ଗତକାଲି ରାତିରେ ରଣପୁର ତହସିଲଦାର ଇପସିତ ସାହୁ ବଣମାଧ୍ୟମ ପ୍ରତିନିଧୀକୁ ଏହି ସୂଚନା ଦେଇଛନ୍ତି। ୧୯ ତାରିଖ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ପହିଲି ରଜ। ଓଡ଼ିଶାର ଗଣ ପର୍ବ। ଘରେ ଘରେ ରଜ ପିଠା ରଜ ପାନର ମହକ, ରଜ ଦୋଳିର କେଁକଟର ଶବ୍ଦ ସହିତ “ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ, ଆସିଛି ରଜ […]
ସୀତାରାମ ଅଗ୍ରୱାଲ ବାଣପୁର: ଓଡ଼ିଶାର ଲୋକକଳାକୁ ଉଜ୍ଜିବୀତ କରି ଲୋକମାନଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବା ଲକ୍ଷ୍ୟରେ ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ଲୋକକଳା ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି […]
ଭୁବନେଶ୍ବର: ଏଥର ଯୁବତୀମାନେ ରଜ ପର୍ବକୁ ଆନନ୍ଦ ଉଲ୍ଲାସରେ ପାଳନ କରିବା ପାଇଁ ସଜବାଜ ହୋଇସାରିଛନ୍ତି। ତେବେ ଏହି ଗଣ ପର୍ବର ଅନେକ ନୀତି ରହଛି। ମୁଖ୍ୟତଃ ରଜ ଖୋଲା ପଡିଆରେ, ଆମ୍ବ ତୋଟାରେ କିମ୍ବା ବଗିଚାରେ ପାଳନର ମଜା ନିଆରା। […]
ଭୁବନେଶ୍ବର: ଆଜି ରଥଯାତ୍ରା ଶେଷ ସମନ୍ବୟ କମିଟ ବୈଠକ ଆୟୋଜିତ ହୋଇଯାଇଛି। ପୁରୀରେ ହୋଇଥିବା ଏହି ବୈଠକରେ ଭିଡିଓ କନଫ୍ରେସିଂ ମାଧ୍ୟମରେ ଅଧ୍ୟକ୍ଷତା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଯାହା କହିଥିଲେ ତାହା ହେଲା, ମହାପ୍ରଭୂ ଓଡିଆ […]
ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ପକ୍ଷରୁ ଭୁବନେଶ୍ୱରସ୍ଥିତ ପାନ୍ଥନିବାସରେ ରଜ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ଏହାକୁ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର ଓଟିଡିସିର ଅଧ୍ୟକ୍ଷ ଡ. ଲେନିନ୍ ମହାନ୍ତି ଏବଂ ଜେନେରାଲ ମ୍ୟାନେଜର ଶ୍ରୀ ଲଗ୍ନଜିତ ରାଉତଙ୍କ […]
ଭୁବନେଶ୍ବର: ରଜ ହେଉଛି ଓଡିଶାର ଏକ ଗଣପର୍ବ। ଏହି ପର୍ବ ସମୟରେ ଗାଁଗଣ୍ଡା ଉଛୁଳି ପଡେ। ବିଶେଷ କରି ଝିଅମାନଙ୍କର ଏହି ପର୍ବ ବେଶ ଆନନ୍ଦ ଦାୟକ। ତେବେ ଏହି ରଜରେ ଏକ ବହୁଳ ବ୍ୟବହାର ଜିନିଷ ହେଉଛି ପାନ। ସାଧାରଣତଃ […]
ଭୁବନେଶ୍ବର: ସାଧାରଣତଃ ରଜଗୀତଟି ଓଡିଶାର ପୁରପଲ୍ଲୀରେ ବେଶ୍ ଆଦୃତି ଲାଭ କରିଛି। ଏହି ଏକ ଲୋକଗୀତା ଯାହା ପିଢି ପରେ ପିଢି ଗାଇ ଆସୁଛନ୍ତି। ଏହି ଗୀତକୁ କିଏ ରଚନା କରିଛି ତାହା ଏ ପର୍ୟ୍ୟନ୍ତ କେହି ଜାଣନ୍ତି ନାହିଁ। ହେଲେ […]
ଭୁବନେଶ୍ୱର: ଲୋକପ୍ରିୟ ଓଡିଶୀ ନୃତ୍ୟ ଅନୁଷ୍ଠାନ, ଶ୍ରୀଜନ (ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ନୃତ୍ୟବାସ) ପକ୍ଷରୁ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପଠାରେ ଉପସରଣମ୍ର ୪ର୍ଥ ସଂସ୍କରଣ ଆୟୋଜନ କରାଯାଇଛି। ଯେଉଁଥିରେ ୫୭ ଜଣ ଯୁବ ନୃତ୍ୟଶିଳ୍ପୀଙ୍କ ଚମତ୍କାର ପ୍ରଦର୍ଶନ ଦେଖିବାକୁ ମିଳିଥିଲା। ଏହି […]
ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ଓଡିଶା ରାଜ୍ୟ ହସ୍ତତନ୍ତ ବୁଣାକାର ସମବାୟ ସମିତି ଲିଃ (ବୟନିକା), ଓଡିଶା ହସ୍ତତନ୍ତ ଉଦ୍ୟୋଗର ସର୍ବପୁରାତନ ତଥା ଏକମାତ୍ର ଶୀର୍ଷ ବିପଣନ ସଂସ୍ଥା ଯାହାକି ଦୀର୍ଘ ୬୬ ବର୍ଷ ଧରି ଓଡିଶା […]
ଭୁବନେଶ୍ୱର: ଭୋଗରାଇ ବିଧାୟକ ଶ୍ରୀ ଅନନ୍ତ ଦାସ ଓ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ ବାଲେଶ୍ୱର ଜିଲ୍ଲାର ଶଙ୍ଖାରୀ ଗସ୍ତ କରି ମନୋଜ ଦାସ ଓ ମନ୍ମଥ ଦାସ ସ୍ମୃତି ସଂଗ୍ରାହାଳୟର କାର୍ଯ୍ୟର […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି “ମହାଶକ୍ତି ମା’ ଭଗବତୀ”ଙ୍କ ନାମରେ ନାମିତ ପୁସ୍ତକଟି ଲୋକାର୍ପିତ ହୋଇଛି। ଓଡ଼ିଶାର ପ୍ରଖ୍ୟାତ ପର୍ଯ୍ୟଟନସ୍ଥଳୀ, ଶକ୍ତିକ୍ଷେତ୍ର ବାଣପୁରର ଆରାଧ୍ୟା ଦେବୀ ମା’ ଭଗବତୀଙ୍କ ମହିମା ଓ ମନ୍ଦିରର ଇତିହାସ, ନୀତିକାନ୍ତି, ପର୍ବପର୍ବଣୀ, ଜାନିଯାତକୁ ଆଧାର କରି […]