ଭୁବନେଶ୍ବର: ପ୍ରତି ବର୍ଷ ଜ୍ୟେଷ୍ଠ ମାସ ପୂର୍ଣ୍ଣିମାରେ ତିନି ଠାକୁର ସ୍ନାନ ମଣ୍ଡପକୁ ବିଜେ କରି ୧୦୮ କଳସୀ ଜଳରେ ସ୍ନାନ କରାଯାଇଥାଏ। ଏହି ପରଂପରା ଜଗନ୍ନାଥ ସଂସ୍କୃତିରେ କାହିଁ କେଉଁ କାଳରୁ ପାଳିତ ହୋଇଆସୁଛି। ସେଥିପାଇଁ ଏହି ଦିନକୁ ଦେବସ୍ନାନ […]
ସୀତାରାମ ଅଗ୍ରୱାଲ ବାଣପୁର: ଶ୍ରୀକ୍ଷେତ୍ର ପୁରୀ ଭଳି ଲୀଳା ଶ୍ରୀକ୍ଷେତ୍ର ବାଣପୁରର ଆରାଧ୍ୟ ଶ୍ରୀ ଶ୍ରୀ ଶ୍ରୀରଙ୍କନାଥ ମହାପ୍ରଭୁଙ୍କ ରୁକ୍ମିଣୀ ହରଣ ଏକାଦଶୀ ଏବଂ ଗୁଆଲି ଯାତ୍ରା ପାଳନ ହୋଇଥାଏ। ତା- ୩୦ – o୫-୨୦୨୩ତାରିଖ ଦିନ ରୁକ୍ମିଣୀ ଦେବୀଙ୍କ ପତ୍ର […]
ଭୁବନେଶ୍ୱର: ଓଡ଼ିଆମାନଙ୍କର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଚେତନାର କେନ୍ଦ୍ରବିନ୍ଦୁ ହେଉଛନ୍ତି ପ୍ରଭୁ ଜଗନ୍ନାଥ। ରଥଯାତ୍ରା ହେଉଛି ଓଡ଼ିଆ ଜାତିର ସବୁଠାରୁ ଶ୍ରେଷ୍ଠ ପର୍ବ। ଦେଶବିଦେଶରୁ ଭକ୍ତମାନେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରକୁ ଆସନ୍ତି। ଚଳିତ ରଥଯାତ୍ରାରେ ସୂଚନା ଓ ଲୋକସଂପର୍କ […]
ଭୁବନେଶ୍ୱର: ସାରା ବିଶ୍ୱରେ ପରିଚୟ ମହାପ୍ରଭୁ ଶ୍ରୀ ଜଗନ୍ନାଥ ତଥା ତାଙ୍କର ଅତି ପ୍ରିୟ ବିଶ୍ୱ ପ୍ରସିଦ୍ଧ ଓ ପ୍ରଶଂସିତ ଓଡିଶୀ ନୃତ୍ୟ। ଓଡିଶୀ ନୃତ୍ୟ ସଂଗୀତ ତଥା ନାଟ୍ୟର ପ୍ରଚାର ଓ ପ୍ରସାର ପାଇଁ ଦୀର୍ଘ ୩୧ ବର୍ଷ ଧରି […]
ଭୁବନେଶ୍ୱର: ଓଡିଶାର ଅନନ୍ୟ ପରିଚୟ ତଥା ବିଶ୍ୱରେ ପ୍ରଶଂସିତ ଓଡିଶୀ ନୃତ୍ୟ ଓ ସଂଗୀତର ପ୍ରଚାର ଓ ପ୍ରସାର ପାଇଁ ଦୀର୍ଘ ୩୧ ବର୍ଷ ଧରି ନିରବଛିନ୍ନ ଭାବେ କାର୍ଯ୍ୟ କରି ଆସୁଥିବା “ନୃତ୍ୟଞ୍ଜଳି ” ଅନୁଷ୍ଠାନର ୩୧ ତମ ମହୋତ୍ସବ […]
ସିଡନୀରେ ଓଡିଆ ଗୀତ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସିଡନୀରେ ଓଡିଆ ଗୀତର ତାଳେତାଳେ ସ୍ବାଗତ କରାଯାଇଛି। ସିଡନୀର କ୍ୟୁଦସ ବ୍ୟାଙ୍କ ଆରେନାର ଅଲମ୍ପିକ ପାର୍କରେ ଆୟୋଜିତ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ଏହି ସଂଗୀତର ତାଳେ ତାଳେ ନାଚିଥିଲେ ପ୍ରବାସୀ ଓଡିଆ ଶିଳ୍ପୀ। […]
ନୂଆଦିଲ୍ଲୀ: ମା ଲକ୍ଷ୍ମୀଙ୍କ ଆଶୀର୍ବାଦ ଏବଂ ଘରେ ଧନ ପାଇବା ପାଇଁ, ଅନେକ କୈଶଳ କରିବା ପରେ ମଧ୍ୟ ଧନପ୍ରାପ୍ତିର ସମ୍ଭାବନା ରହୁ ନାହୁଁ। ତେଣୁ ଆଜି ଆମେ ଆପଣଙ୍କ ପାଇଁ କିଛି ସହଜ ସମାଧାନ ଆଣିଛୁ ଯାହାକି ଲକ୍ଷ୍ମୀ କୃପା […]
ଭୁବନେଶ୍ୱର: ଆଜି ଭୁବନେଶ୍ୱରସ୍ଥିତ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ପରିସରରେ ଆନ୍ତର୍ଜାତିକ ସଂଗ୍ରହାଳୟ ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବ ପାଳନ ଅବସରରେ ସଂଗ୍ରହାଳୟ ପରିଦର୍ଶନ କରିଥିବା ସମସ୍ତ ପରିଦର୍ଶକଙ୍କୁ ଫୁଲ ସହିତ ସ୍ୱାଗତ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ପ୍ରଗତି ମୈଦାନ ଠାରେ ଆନ୍ତର୍ଜାତିକ ସଂଗ୍ରହାଳୟ ପ୍ରଦର୍ଶନୀ-୨୦୨୩କୁ ଉଦଘାଟନ କରିଛନ୍ତି। ସେ ମଧ୍ୟ ନର୍ଥ ଓ ସାଉଥ ବ୍ଲକରେ ଏକ ଆଭାସୀ ଜାତାୟତକ୍ଷମ ଜାତୀୟ ସଂଗ୍ରହାଳୟକୁ ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ […]
ଭୁବନେଶ୍ୱର: ‘‘ସଠିକ ଚିନ୍ତାଧାରା, ସଠିକ ସଂକଳ୍ପ ଏବଂ ସଠିକ କାର୍ଯ୍ୟାନୁଷ୍ଠାନ’’ ଭାରତକୁ ଉପଯୁକ୍ତ ସମ୍ମାନ ଦେଇପାରିବ ବୋଲି କହିଛନ୍ତି କେନ୍ଦ୍ର ବୈଦେଶିକ ବ୍ୟାପାର ଏବଂ ସଂସ୍କୃତି ରାଷ୍ଟ୍ରମନ୍ତ୍ରୀ ମୀନାକ୍ଷୀ ଲେଖୀ। ଆଜି ଭୁବନେଶ୍ୱର ଠାରେ ଜି ୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ଦ୍ୱିତୀୟ […]
ପୁରୀ: ଆଜି ଜ୍ୟେଷ୍ଠ-କୃଷ୍ଣ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ସାଧାରଣ ଦର୍ଶନ ୪ ଘଣ୍ଟା ପାଇଁ ବନ୍ଦ ରହିବ। ଆଜି ସନ୍ଧ୍ୟ। ୬ ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପରମ୍ପରା […]
ଭୁବନେଶ୍ୱର: ଭୁବନେଶ୍ୱର ଠାରେ ଚାଲିଥିବା ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱୀତୀୟ ବୈଠକ ଅଧୀନରେ ଆଲୋଚନା ଅଧିବେଶନ ଆଜି ଶେଷ ହୋଇଛି। ଏଥିରେ ଅଂଶଗ୍ରହଣ କରିଥିବା ପ୍ରତିନିଧିମାନେ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ଦ୍ୱାରା ନିର୍ଦ୍ଧାରଣ କରାଯାଇଥିବା ତୃତୀୟ ଏବଂ ଚତୁର୍ଥ ପ୍ରାଥମିକତା : ‘ସାଂସ୍କୃତିକ […]
ପୁର1: ଆସନ୍ତାକାଲି ଜ୍ୟେଷ୍ଠ-କୃଷ୍ଣ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ସାଧାରଣ ଦର୍ଶନ ୪ ଘଣ୍ଟା ପାଇଁ ବନ୍ଦ ରହିବ। ସନ୍ଧ୍ୟ। ୬ ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପରମ୍ପରା ଅନୁଯାୟୀ, […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ନ୍ୟାସନାଲ ଗ୍ୟାଲେରୀ ଅଫ୍ ମଡର୍ଣ୍ଣ ଆର୍ଟରେ ଜନ ଶକ୍ତି କଳା ପ୍ରଦର୍ଶନୀ ବୁଲି ଦେଖିଛନ୍ତି । ଏହି ପ୍ରଦର୍ଶନୀରେ ମନ୍ କୀ ବାତ୍ ଅଧ୍ୟାୟର କିଛି ଥିମ୍ ଆଧାରରେ କେତେକ ଚମତ୍କାର […]
କବି ଅଜୟ ସ୍ବାଇଁ ଯଦି ଈଶ୍ୱର ବୋଲି କେହି ଥିଲେ ପିଲାଦିନେ ମୁଁ ଆମ ବାଡି ଗଡିଆରେ ବୁଡିଗଲା ବେଳେ ସେ ତ ମତେ ବଞ୍ଚେଇଲେନି ଦି ପୁରୁଷ ପାଣିରେ ପଶି…? ପାଠ ନଆସିବାରୁ ମାଷ୍ଟ୍ରେ ଙ୍କ ବେତ ମାଡ ରୁ […]
ଭୁବନେଶ୍ଵର: ଭାରତର ଜି୨୦ ଅଧ୍ୟକ୍ଷତା ଅଧୀନରେ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ପକ୍ଷରୁ ‘‘ସଂସ୍କୃତି ସମସ୍ତଙ୍କୁ ଏକଜୁଟ୍ କରିଥାଏ’’ ଶୀର୍ଷକ ବାର୍ତ୍ତାକୁ ଏକ ବ୍ୟାପକ ଅଭିଯାନ ଆକାରରେ ପ୍ରଚାରପ୍ରସାର କରାଯିବ। ବିବିଧ ସଂସ୍କୃତି ଓ ସମୁଦାୟଗୁଡ଼ିକ ମଧ୍ୟରେ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ଉପରେ ଆଧାରିତ ବହୁପକ୍ଷବାଦ […]
ଭୁବନେଶ୍ୱର: ଓଡ଼ିଶା ହସ୍ତଶିଳ୍ପ ଉଦ୍ୟୋଗର ବିକାଶ ତଥା ହସ୍ତଶିଳ୍ପ କାରିଗରମାନଙ୍କ ଉତ୍ପାଦିତ ସାମଗ୍ରୀର ବିକ୍ରୟ ମାଧ୍ୟମରେ ଓଡ଼ିଶାର କାରିଗରମାନଙ୍କୁ କର୍ମସଂସ୍ଥାନ ଯୋଗାଇବା ଉଦ୍ଦେଶ୍ୟରେ କାରିଗରମାନଙ୍କ ପ୍ରତ୍ୟକ୍ଷ ସହଯୋଗରେ ଓଡ଼ିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଏକ ଶୀର୍ଷ ସମବାୟ ଅନୁଷ୍ଠାନ ଭାବରେ […]
ରଣପୁର: ଓଡିଶାର ଦ୍ୱୀତିୟ ଶ୍ରୀକ୍ଷେତ୍ର ଭାବେ ରଣପୁର ପରିଚିତ। ପୁରୀରେ ଜଗନ୍ନାଥଙ୍କର ଯେଉଁ ନୀତି ସମାପନ ହୁଏ , ରଣପୁରରେ ଜଗନ୍ନାଥଙ୍କର ସେହି ନିତି ପାଳିତ ହୋଇଥାଏ। ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଶ୍ରୀ ଜିଉ ଙ୍କର ଚନ୍ଦନ […]
ଭୁବନେଶ୍ୱର: ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ କାଳାଞ୍ଜଳି ଆର୍ଟିଷ୍ଟ୍ ଟ୍ରଷ୍ଟ୍ ପକ୍ଷରୁ ଏକ ସାମାଜିକ ଓ ସାଂସ୍କୃତିକ ଉତ୍ସବ ଉତ୍କଳ କଳା ମଣ୍ଡପ ଭୁବନେଶ୍ୱର ଠାରେ ଅନୁଷ୍ଠିତ ହୋଇଯାଇଅଛି। ଓଡ଼ିଶାର ମହାମହିମ ରାଜ୍ୟପାଳ ଡଃ ଗଣେଷୀଲାଲ୍ ମୁଖ୍ୟ ଅତିଥି, ରାଜ୍ୟସଭା […]
ରଣପୁର: ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ନୟାଗଡ ଜିଲ୍ଲା ରଣପୁର ଜଗନ୍ନାଥ ମନ୍ଦିରରେ ଆସନ୍ତା ଜୁନ୍ ମାସ ଆଷାଢ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ମଙ୍ଗଳବାରରେ ଅନୁଷ୍ଠିତ ହେବ ଠାକୁରମାନଙ୍କ ଘୋଷଯାତ୍ରା। ସେଥିପାଇଁ ଅକ୍ଷି ତୃତୀୟା ଠାରୁ ରଥ ଖଳାରେ ରଥ […]
ଭୁବନେଶ୍ୱର: ଢେଙ୍କାନାଳ ସାଂସ୍କୃତିକ ପରିଷଦ, ଭୁବନେଶ୍ୱର ଆନୁକୂଲ୍ୟରେ ରାଜ୍ୟ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହଯୋଗରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପ ଠାରେ ଢେଙ୍କାନାଳ ଉତ୍ସବ, ଭୁବନେଶ୍ୱର ଆଜି ସଂଧ୍ୟାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ଓଡିଆ ଭାଷା, ସାହିତ୍ୟ […]