ବାଣପୁର: ଅସ୍ଥା ଓ ବିଶ୍ୱାସର ପ୍ରତୀକ ଦଣ୍ଡ ଠାକୁର। ବିଶ୍ୱାସରୁ ପରମ୍ପରାର ସୃଷ୍ଟି। ଯେଉଁ ଠାକୁର ଦାଣ୍ଡରେ ବୁଲନ୍ତି, ଦାଣ୍ଡରେ ପୂଜା ପାଆନ୍ତି। ଠାକୁରଙ୍କ ସାଥିରେ ଭକ୍ତ ବି ବୁଲେ, ଦାଣ୍ଡରେ ମୁଣ୍ଡିଆ ମାରେ, ଠାକୁରଙ୍କୁ ପାଇବାକୁ ଦଣ୍ଡ ପାଏ। ଏହିଭଳି […]
ଭୁବନେଶ୍ଵର: ଭାରତରେ ଅନେକ ସହର ଅଛି ଯାହା ସେମାନଙ୍କର ବିଶେଷତା ପାଇଁ ଜଣାଶୁଣା। ସେଗୁଡିକୁ କିଛି ନା କିଛି ନାମ ଦିଆଯାଇଛି। ଏହିପରି ଗୋଟିଏ ସହର ଭାରତର ମନ୍ଦିର ସହର ଭାବରେ ଜଣାଶୁଣା। ଏଠାରେ ଗୋଟିଏ କିମ୍ବା ଦୁଇଟି ନୁହେଁ, ୫୦୦ […]
ବ୍ରହ୍ମପୁର: ଗଂଜାମ ଜିଲ୍ଲାରେ ବିଭିନ୍ନ ଦଣ୍ଡନାଚ ଦଳରେ ଚାଲିଥିବା ଅପସଂସ୍କୃତି ବିରୋଧରେ ରେଶମ ନଗରୀ ବ୍ରହ୍ମପୁର ସହରର ବୁଦ୍ଧିଜୀବୀ ମହଲରେ କ୍ଷୋଭ ପ୍ରକାଶ ସହ ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକଙ୍କ ସହିତ ଆଲୋଚନା ଓ ସ୍ମାରକ ପତ୍ର ପ୍ରଦାନ କରାଯାଇଛି। ସାଧାରଣ ନାଗରିକ […]
ରଣପୁର: ଦୀର୍ଘ ୬୦ ବର୍ଷ ହେବ ନୟାଗଡ ଜିଲ୍ଲା ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ନୂଆଗାଁ ଗ୍ରାମରେ ମା’ ସର୍ଵମଙ୍ଗଳାଙ୍କ ଝାମୁ ଯାତ୍ରା ଅନୁଷ୍ଠିତ ହୋଇ ଆସୁଛି। ମା’ଙ୍କ ଦୈନନ୍ଦିନ ପୂଜା ନୀତି ସମ୍ପନ୍ନ ହେଲା ପରେ ମା’ଙ୍କ କଳସ […]
ଭୁବନେଶ୍ବର: ପୁରୁଣା ଭୁବନେଶ୍ୱର ସ୍ଥିତ କପିଳେଶ୍ବର ମନ୍ଦିର ସମସ୍ତଙ୍କର ଆସ୍ଥାର କେନ୍ଦ୍ର ଦେବଦେବ ମହାଦେବଙ୍କ ପୁରାତନ ଏବଂ ପ୍ରସିଦ୍ଧ ଶୈବପୀଠ। ଯାହା ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସଂରକ୍ଷିତ ହେବାର ଆବଶ୍ୟକତା ରହିଛି। ସେ ନେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ସାକ୍ଷାତ […]
ଭୁବନେଶ୍ବର: ରାଜ୍ୟ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ଭୁବନେଶ୍ୱରସ୍ଥିତ ଉତ୍କଳମଣ୍ଡପ ଠାରେଆୟୋଜିତ ୩ଦିନିଆ ରାଜ୍ୟସ୍ତରୀୟ ଲୋକନୃତ୍ୟ ଓ ଲୋକସଙ୍ଗୀତ ମହୋତ୍ସବର ୨ୟ ଦିବସ ବେଶ ଆକର୍ଷଣୀୟ ଥିଲା। ଆଜିର କାର୍ୟ୍ୟକ୍ରମରେ ପ୍ରଥମେ ପରିବେଷଣ କରାଯାଇଥିଲା ମାଲକାନଗିରିରୁ ଆସିଥିବା […]
ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପବିତ୍ର ରୁକୁଣା ରଥଯାତ୍ରା ଉପଲକ୍ଷେ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଚାଲିଥିବା ଲିଙ୍ଗରାଜ ମହୋତ୍ସବ ଚାଲୁ ରହିଛି। ପଂଚମ ଦିବସରେ ସୁକନ୍ୟା ଭାରତୀୟ ସାଂସ୍କୃତିକ ଟ୍ରଷ୍ଟ ପକ୍ଷରୁ ନୃତ୍ୟ ପରିବେଷଣ କରାଯାଇଥିଲା। ବର୍ଷା ପଟ୍ଟନାୟକଙ୍କ ନିର୍ଦେଶନାରେ ଶିବ […]
ଭୁବନେଶ୍ବର: ରାଜ୍ୟ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ ୩ ଦିନିଆ ରାଜ୍ୟସ୍ତରୀୟ ଲୋକନୃତ୍ୟ ଓ ଲୋକ ସଙ୍ଗୀତ ମହୋତ୍ସବ ଭୁବନେଶ୍ୱରସ୍ଥିତ ଉତ୍କଳ ମଣ୍ଡପ ଠାରେ ଆଜି ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି। ଆଜିର ପ୍ରଥମ ଦିବସ ଲୋକ […]
ରଣପୁର: ପବିତ୍ର ରାମ ନବମୀ ଉପଲକ୍ଷ ଚଳିତ ବର୍ଷ ରଣପୁର ଚଳଚଂଛଳ ହୋଇଯାଇଛି। ରଣପୁର ରାମନବମୀ ମହୋତ୍ସବ କମିଟି ତରଫରୁ ରଣପୁରରେ ପ୍ରଥମ ଥର ପାଇଁ ଏଭଳି ଏକ ରାମନବମୀ ପାଳନ କରାଯାଇଛି। ରଣପୁର ରାମନବମୀ ମହୋତ୍ସବ କମିଟି ତରଫରୁ ଦୀର୍ଘଦିନ […]
ରଣପୁର: ରଣପୁର ଅଚଂଳରେ ପ୍ରସିଦ୍ଧ ଶିବ ମନ୍ଦିର ଗୁଡିକରେ ୧୭ ଦିନଧରି ଦଣ୍ଡଯାତ୍ରା ବୁଧବାର ଠାରୁ ଆରମ୍ଭ ହୋଇଯାଇଛି। ଯାହାକୁ ନେଇ ଭକ୍ତ ମହଲରେ ଉତ୍ସାହ ଦେଖାଦେଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଭଗତାମାନେ କାମନା ଘରନିକଟରେ ଏକତ୍ରିତ ହେବାପରେ ବିଧି ବିଧାନ […]
ସୀତାରାମ ଅଗ୍ରୱାଲ ବାଣପୁର: ଚୈତ୍ର ଶୁକ୍ଳ ଅଷ୍ଟମୀ ଅଶୋକାଷ୍ଟମୀ ଭାବରେ ମା’ ଭଗବତୀଙ୍କ ପୀଠରେ ମହାଆଡମ୍ବରରେ ପାଳିତ ହୋଇଯାଇଛି। ବାରମାସରେ ତେର ଯାତ୍ରା ମଧ୍ୟରୁ ଅଶୋକା ଯାତ୍ରା ମା’ଙ୍କର ବର୍ଷର ଶେଷ ଯାତ୍ରା। ଏହି ଦିନ ମା’ଦକ୍ଷିଣ ଦିଗ ରକ୍ଷାକାରିଣୀ ଭାଲେରୀ […]
ଭୁବନେଶ୍ଵର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆୟୋଜିତ “ଓଡ଼ିଶୀ ସଙ୍ଗୀତ ଉତ୍ସବ” ଆଜି ସନ୍ଧ୍ୟାରେ ଗବେଷଣା କେନ୍ଦ୍ରର ଭବ୍ୟ ପ୍ରେକ୍ଷାଳୟ ‘ଉତ୍କଳ ରଂଗମଚ’ରେ ଉଦ୍ଘାଟିତ ହୋଇଯାଇଛି। ଏହି […]
ଭୁବନେଶ୍ୱର: ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ପ୍ରସ୍ତୁତ “ଓଡ଼ିଶୀ ଆସର” ଓଡ଼ିଶୀ ଗବେଷଣା କେନ୍ଦ୍ରର ନିଜସ୍ୱ ପ୍ରେକ୍ଷାଳୟ “ଉତ୍କଳ ରଂଗମଞ୍ଚ”ରେ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଉଭୟ ଓଡ଼ିଶୀ ନୃତ୍ୟ ଓ ଓଡ଼ିଶୀ ସଂଗୀତର ଭାବଧାରାକୁ ନେଇ […]
ନୂଆଦିଲ୍ଲୀ: ଦିଲ୍ଲୀ ଦରବାରରେ ପୁଣି ଝଲସିଲା ଓଡ଼ିଆ କଳାକୃତୀର ଝଲକ। ଗୁଞ୍ଜରିତ ହେଲା ଓଡ଼ିଆ ଗଜପତିଙ୍କ ବୀରତ୍ୱର ଗାଥା। ଓଡ଼ିଆ କଳା, ସଂସ୍କୃତି ଓ ପରମ୍ପରାର ମହକ ନେଇ ଦିଲ୍ଲୀରେ ଆରମ୍ଭ ହୋଇଛି ଓଡ଼ିଶା ପର୍ବ-୨୦୨୩। ଓଡ଼ିଆ ସମାଜ, ନୂଆଦିଲ୍ଲୀ ତରଫରୁ […]
ଭୁବନେଶ୍ୱର: ଓଡ଼ିଶା ଲଳିତ କଳା ଏକାଡ଼େମୀ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ଵାରା ନୀଳାଦ୍ରୀ ବିହାର ସ୍ଥିତ ବୁଦ୍ଧ ଆର୍ଟ ଗ୍ୟାଲେରୀ ପରିସରରେ ଚାଲିଥିବା ୪ ଦିନିଆ ପାରମ୍ପରିକ କାଗଜ ମୁଖା ଓ କଣ୍ଢେଇ ପ୍ରସ୍ତୁତ ଶିବିର ଉଦ୍ଯାପିତ […]
ଭୁବନେଶ୍ଵର: ନବରାତ୍ରୀ ଉତ୍ସବରେ ଯାତ୍ରୀଙ୍କ ଅତିରିକ୍ତ ଭିଡ଼କୁ ଦୃଷ୍ଟିରେ ରଖି ରେଳ ମନ୍ତ୍ରଣାଳୟ ପକ୍ଷରୁ ନବରାତ୍ରୀ ସ୍ପେଶାଲ ଟ୍ରେନ ଚଳାଚଳ ପାଇଁ ସ୍ଥିର କରାଯାଇଅଛି। ଏହି ଟ୍ରେନ ଗୁଡିକ ହେଲା ଝାରସୁଗୁଡା-ଖୋର୍ଦ୍ଧା ରୋଡ-ଝାରସୁଗୁଡା ଏବଂ ବାଙ୍ଗିରିପୋଷି-ଖୋର୍ଦ୍ଧା ରୋଡ-ବାଙ୍ଗିରିପୋଷି ବିଶେଷ ଟ୍ରେନ। 08001/08002 […]
ନୂଆଦିଲ୍ଲୀ: ଦିଲ୍ଲୀ ଦରବାରରେ ପୁନଃ ପ୍ରଦର୍ଶିତ ହେବ ଓଡ଼ିଶାର ଅଦ୍ୱିତୀୟ କଳାସଂସ୍କୃତି ଓ କାରିଗରୀର ବେଜୋଡ୍ ନମୁନା। ପାରମ୍ପରିକ ଲୋକକଳା ଓ ଲୋକନୃତ୍ୟରେ ଦୁଲୁକିବ ମଞ୍ଚ। ଦୀର୍ଘ ତିନି ବର୍ଷର ବ୍ୟବଧାନ ପରେ ଜାତୀୟ ରାଜଧାନୀରେ ଆୟୋଜିତ ହେବାକୁ ଯାଉଛି “ଓଡ଼ିଶା […]
ପୁର1: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଆଜି ଅନୁଷ୍ଠିତ ହେବାକୁ ଥିବାରୁ ସାଧାରଣ ଦର୍ଶନ ୪ ଘଣ୍ଟା ପାଇଁ ବନ୍ଦ ରହିବ। ଅପରାହ୍ନ ୫ ଟାରୁ ରାତି ୯ ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ପରମ୍ପରା ଅନୁଯାୟୀ, ଆଜି […]
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ମାର୍ଚ୍ଚ ୧୩ ତାରିଖରୁ ଆରମ୍ଭ ହୋଇଥିବା ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀ-୨୦୨୩ ଆଜି ଉଦ୍ଯାପିତ ହୋଇଯାଇଛି। ଏହି ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀରେ ଭାରତର ବିଭିନ୍ନ ରାଜ୍ୟ ଯଥା ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ, ଛତିଶଗଡ଼, […]
ସୀତାରାମ ଅଗ୍ରୱାଲ ବାଣପୁର: ବାଣପୁର ଐତିହାସିକ ପଲଟଣ ପଡିଆ ଠାରେ ଦୁଇଦିନ ଧରି ପଞ୍ଚୁଦୋଳ ଓ ମେଳଣ ପର୍ବ ଅନୁଷ୍ଠିତ ହୋଇଯାଇଛି। କରୋନା କଟକଣା ପାଇଁ ଦୀର୍ଘ ଦୁଇ ବର୍ଷ ଧରି ମେଳଣ ପଡିଆ ଖାଁ ଖାଁ ଲାଗୁଥିଲା। ସରକାରଙ୍କ କଟକଣା ପାଇଁ […]
ଭୁବନେଶ୍ୱର: ଓଡ଼ିଆ ଭାଷା ପ୍ରତିଷ୍ଠାନ, ଭୁବନେଶ୍ୱର ଏବଂ ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ବିଦ୍ୟାଳୟ, ପାରଳାଖେମୁଣ୍ଡି ମିଳିତ ଆନୁକୂଲ୍ୟରେ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ଆଜି ପାରଳାଖେମୁଣ୍ଡି ସ୍ଥିତ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ପାଳିତ ହୋଇଯାଇଛି। ଏହି ଅବସରରେ ସଭାକାର୍ଯ୍ୟ ପ୍ରାରମ୍ଭରେ ବନ୍ଦେ ଉତ୍କଳ ଜନନୀ […]