ସଂସ୍କୃତି

ଭୁବନେଶ୍ବର: ଓଡ଼ିଶା ପାଇଁ ପୁଣି ଏକ ଗର୍ବର ଦିନ। ଓଡିଶାର ସାତୋଟି ଉତ୍ପାଦକକୁ ମିଳିଛି ଜିଆଇ ଟ୍ୟାଗ। ପୂର୍ବରୁ କିଛିମାସ ତଳେ କେନ୍ଦ୍ରାପଡା ରସାବଳିଙ୍କୁ ଜିଆଇ ଟ୍ୟାଗ…

ପୁରୀ: ପ୍ରତିଷ୍ଠିତ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ବାଲୁକା କଳା ମାଧ୍ୟ୍ୟମରେ ନୂତନ ବର୍ଷକୁ ସ୍ୱାଗତ କରି ସାରା ବିଶ୍ୱକୁ ଇଂରାଜୀ ନୂତନ ବର୍ଷର ଅଭିନନ୍ଦନ…

ନୂଆଦିଲ୍ଲୀ: ୨୦୨୨ ବର୍ଷକୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତି ଜୋରସୋରରେ ଆରମ୍ଭ ହୋଇଛି। ଆସନ୍ତାକାଲି ଅର୍ଥାତ୍ ଜାନୁଆରୀ ୧ ତାରିଖରେ ସମଗ୍ର ବିଶ୍ୱରେ ଲୋକମାନେ ପାଳନ କରନ୍ତି ଏବଂ…

ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ଉଦଘାଟିତ ହେବ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ସେଥିପାଇଁ ପ୍ରଶାସନ ତରଫରୁ ଚାଲିଛି ବ୍ୟାପକ ବନ୍ଦୋବସ୍ତ। ଏହି ଉଦଘାଟନ ପର୍ବରେ…

କେନ୍ଦ୍ରାପଡା: ଜିଲ୍ଲାର ସର୍ବପୁରାତନ ନାଟ୍ୟ ଅନୁଷ୍ଠାନ ଞ୍ଛତୁଲସୀ କଲ୍‌ଚରାଲ୍‌ ଆସୋସିଏସନ‛ ର ଦୁଇଦିନିଆ ଞ୍ଛତୁଲସୀ ନାଟ୍ୟ ମହୋତ୍ସବ-୨୦୨୩‛ ଜିଲ୍ଲା ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ…

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଡିସେମ୍ବର ୧୫ ତାରିଖରୁ ସ୍ଥାନୀୟ ଜନତା ମଇଦାନ ଠାରେ, ଆୟୋଜିତ ଅଠରତମ ତୋଷାଳି ଜାତୀୟ…

ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ ଶ୍ରୀ ଜଗନ୍ନାଥ ମନ୍ଦିର ଏବଂ ଭକ୍ତମାନଙ୍କୁ ପୂର୍ଣ୍ଣ ସୁରକ୍ଷା ଯୋଗାଇ ଦେବା ପାଇଁ ସେଠାରେ ମୁତୟନ ହେବେ ସ୍ବତନ୍ତ୍ର ସୁରକ୍ଷା ବାଟାଲିୟନ। ଆଜି…

ଭୁବନେଶ୍ୱର: ପ୍ରଥମ ପ୍ରବାସୀ ନୃତ୍ୟ ସଙ୍ଗମର ଦ୍ୱିତୀୟ ତଥା ଉଦ୍‌ଯାପନୀ ଦିବସ ଆଜି ଅପରାହ୍ନରେ ରବୀନ୍ଦ୍ର ମଣ୍ଡପ ପ୍ରେକ୍ଷାଳୟରେ ବହୁ ହର୍ଷୋଉଲ୍ଲାସର ସହିତ ଆରମ୍ଭ ହୋଇଥିଲା ।…

ପୁରୀ: ଆଜି ଖ୍ରୀଷ୍ଟମାସ ବା ବଡଦିନ ଉପଲକ୍ଷେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଆଣିଦେଇଛି ବଡ ଖୁସି। କାରଣ ସେ ପୁରୀ ବେଳାଭୂମିରେ ନିର୍ମାଣ କରିଥିବା…

ଭୁବନେଶ୍ବର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଡିସେମ୍ବର ୧୫ ତାରିଖରୁ ସ୍ଥାନୀୟ ଜନତା ମଇଦାନ ଠାରେ, ଆୟୋଜିତ ଅଠରତମ  ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର…

ଭୁବନେଶ୍ୱର: ପ୍ରଥମ ପ୍ରବାସୀ ନୃତ୍ୟ ସଙ୍ଗମ ସ୍ଥାନୀୟ ରବିନ୍ଦ୍ର ମଣ୍ଡପ ଠାରେ ଆଜିଠାରୁ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମ ଓଡିଶା ପରିବାର ନିର୍ଦ୍ଦେଶାଳୟ ଓ ଆମେରିକାସ୍ଥିତ ନୃତ୍ୟ…

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଡିସେମ୍ବର ୧୫ ତାରିଖରୁ ଜନତା ମଇଦାନରେ ଆୟୋଜିତ ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର…

ପୁରୀ: ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଙ୍କ ୧୩ତମ ସ୍ୟାଣ୍ଡ ଆର୍ଟ ଫେଷ୍ଟିଭାଲ 22 ଡ଼ିସେମ୍ବର ରୁ ଲୋକମାନଙ୍କ ପାଇଁ ଉନ୍ମୋଚନ କରାଯାଇଛି। ଏହା…

ଭୁବନେଶ୍ୱର: ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ, ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ, ନୂଆଦିଲ୍ଲୀଙ୍କ ନିର୍ଦେଶନାମା ଅନୁଯାୟୀ ଓଡିଶାରେ ତା. ୨୨.୧୨. ୨୦୨୩ ରିଖ ଶୁକ୍ରବାର ଦିନ…

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ୭୩ତମ ସଂସ୍କୃତି ଚର୍ଚ୍ଚା ସମ୍ପାନ ସମାରୋହ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ସମ୍ପାନର ବାର୍ତ୍ତାଳାପର ବିଷୟ –ରାଧାଲ୍ୟାଣ୍ଡ ଏଣ୍ଡ ୱାର୍ଲ୍ଡସ୍‌ ବିୟଣ୍ଡ ରଖାଯାଇଥିଲା।…

ଭୁବନେଶ୍ବର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ୧୨ ଦିନ ଧରି ଡିସେମ୍ବର ୧୫ ତାରିଖରୁ ଜନତା ମଇଦାନରେ ଆୟୋଜିତ ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର…

ଭୁବନେଶ୍ୱର: ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “ମାହିରା” ଅନୁଷ୍ଠିତ ହୋଇଯାଇଛି। ପାରମ୍ପରିକ ରୀତିରେ ବେଦମନ୍ତ୍ର ପାଠ ପରେ ଡିଏଭି ଗାନ କରାଯାଇଥିଲା  ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ସମୂହ…

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଡିସେମ୍ବର ୧୫ ତାରିଖରୁ ଜନତା ମଇଦାନରେ ଆୟୋଜିତ ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର…

ଭୁବନେଶ୍ୱର: ଡିଏଭି କଳିଙ୍ଗ ନଗରର ବାର୍ଷିକୋତ୍ସବ ‘“ପାଞ୍ଚଜନ୍ୟ’ ଅନୁଷ୍ଠିତ ହୋଇଯାଇଛି। ଏହି ବର୍ଣ୍ଣାଢ୍ୟ ଉତ୍ସବରେ ପଦାର୍ଥ ବିଜ୍ଞାନ ପ୍ରତିଷ୍ଠାନ, ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର କରୁଣାକର ନନ୍ଦ, ମୁଖ୍ୟ…

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଜନତା ମଇଦାନରେ ଆୟୋଜିତ ହେଉଛି ଅଠରତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା। ଏହି ଉତ୍ସବର…