ଭୁବନେଶ୍ବର: କୋଣାର୍କ ଉତ୍ସବର ଦ୍ବିତୀୟ ସଂଧ୍ୟାରେ ପରିବେଷଣ ହୋଇଥିଲା ମଣିପୁରୀ ଏବଂ ଓଡିଶୀ ନୃତ୍ୟ। ପ୍ରଥମେ ଆରମ୍ଭ ହୋଇଥିଲା ମଣିପୁରୀ। ଭାରତର ପ୍ରସିଦ୍ଧ ମଣିପୁରୀ ନୃତ୍ୟାଙ୍ଗନା ଶ୍ରୀମତୀ ପ୍ରୀତି ପଟେଲ ଓ ତାଙ୍କ ସାଥିମାନେ ମଣିପୁରୀ ନୃତ୍ୟ ଶୈଳୀରେ “ନାଚେମଲେଇ” ନୃତ୍ୟ […]
ଭୁବନେଶ୍ବର: ଓଡ଼ିଆ ଅସ୍ମିତାର ଅନେ୍ୱଷଣ ଓ ପ୍ରସାର ଦିଗରେ ସବୁ ସଚେତନ ଓଡ଼ିଆ କାର୍ଯ୍ୟ କରିବା ଆବଶ୍ୟକ । ସାଂସ୍କୃତିକ ଅବକ୍ଷୟ ବିରୁଦ୍ଧରେ ସ୍ୱର ଉତ୍ତୋଳନ କରାଯିବା ଦରକାର ବୋଲି ବିଧାୟକ ବାବୁ ସିଂ କହିଛନ୍ତି। ବିଶିଷ୍ଟ ନାଟ୍ୟକାର, ସଂସ୍କୃତି ଗବେଷକ, […]
ଭୁବନେଶ୍ବର: ପ୍ରତିବର୍ଷ କୋଣାର୍କ ଉତ୍ସବ ସହିତ ଆୟୋଜିତ ହୋଉଛି ଆନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ ବିଗତ 14 ବର୍ଷ ଧରି । ଚନ୍ଦ୍ରଭାଗା କୂଳରେ ଓ କୋଳରେ ବିଶ୍ୱର କୋଣ ଅନୁକୋଣରୁ ଆସିଥାନ୍ତି ବାଲୁକା ଶିଳ୍ପୀ ଗଣ। ଏ ବର୍ଷ ଆମ […]
ଭୁବନେଶ୍ଵର: ୩୫ ତମ କୋଣାର୍କ ମହୋତ୍ସବ-୨୦୨୪ କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ପିପିଲି ବିଧାୟକ, ସତ୍ୟବାଦୀ ବିଧାୟକ, ବ୍ରହ୍ମଗିରି ବିଧାୟକ, ପର୍ଯ୍ୟଟନ ସଚିବ, ପର୍ଯ୍ୟଟନ ନିର୍ଦ୍ଦେଶକ, ପୁରୀ ଜିଲ୍ଲାପାଳ, ପୁରୀ ଏସପି, […]
Konark Festival: ଆଜିଠାରୁ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ କୋଣାର୍କ ଉତ୍ସବ। କାରୁକାର୍ଯ୍ୟ ଭରା କୋଣାର୍କ ମନ୍ଦିର ପ୍ରାଙ୍ଗଣରେ ମୁକ୍ତାକାଶ ରଂଗମଞ୍ଚରେ ଏହା ଆୟୋଜିତ ହେବ। ପ୍ରତିବର୍ଷ ରାଜ୍ୟ ପର୍ଯ୍ୟଟନ ବିଭାଗ ତରଫରୁ ଆୟୋଜିତ ହୋଇଆସୁଛି। ଆଜି ସଂଧ୍ୟାରୁ ଏହି କାର୍ଯ୍ୟକ୍ରମ […]
ଭୁବନେଶ୍ବର: ନବରଙ୍ଗପୁର ଜିଲ୍ଲାର ଅନ୍ୟ ଏକ ପରିଚୟ “ମଣ୍ଡେଇ” ପର୍ବ। ଜିଲ୍ଲାର ସାଂସ୍କୃତିକ ଏବଂ ସାମାଜିକ ପରମ୍ପରାର ଗୁରୁତ୍ଵକୁ ବହନ କରେ ମଣ୍ଡେଇ। ଆସନ୍ତା ୦୬/୧୨/୨୪ ରୁ ୧୦/୧୨/୨୪ ପର୍ଯ୍ୟନ୍ତ ହେବାକୁ ଥିବା ଏହି ଜିଲ୍ଲାସ୍ତରୀୟ ମହୋତ୍ସବରେ ଯୋଗ ଦେବା ପାଇଁ […]
ନୂଆଦିଲ୍ଲୀ: ଓଡ଼ିଆ ସମାଜ, ଦିଲ୍ଲୀ ଆନୁକୂଲ୍ୟରେ ନୂଆଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମ୍ରେ ନଭେମ୍ବର ୨୨ରୁ ୨୪ ଆୟୋଜିତ ହୋଇଥିଲା “ଓଡ଼ିଶାପର୍ବ – ୨୦୨୪। ଏହା କେବଳ ଏକ ସାଧାରଣ ଉତ୍ସବ ବା ଭେଟଘାଟ ନ ଥିଲା, ଏହା ଥିଲା ଭାରତର ରାଜଧାନୀରେ […]
ଭୁବନେଶ୍ଵର: ଉତ୍କଳ ପ୍ରଦେଶରେ ଓଡିଆଙ୍କ ପରମ୍ପରାରେ ପ୍ରଥମାଷ୍ଟମୀ ଏକ ଗୁରୁତ୍ୱପୁର୍ଣ୍ଣ ଆଧ୍ୟାତ୍ମିକ ଗଣପର୍ବ। ଏହି ଦିନ ପରିବାରର ଜ୍ୟେଷ୍ଠସନ୍ତାନଙ୍କୁ ମାମୁଁଘରୁ ଆସୁଥିବା ନୁତନବସ୍ତ୍ର ପିନ୍ଧାଜିବା ସହ ହଳଦୀପତ୍ରରେ ରନ୍ଧାଯାଇଥିବା ଏଣ୍ଡୁରୀ ପିଠା ଏବଂ ସ୍ୱାଦିଷ୍ଟ ତରକାରୀ,କ୍ଷୀରି ପରଶାଯାଇଥାଏ। ତୁଳସୀକ୍ଷେତ୍ରର ଆରାଧ୍ୟ ଦେବତା […]
ଭୁବନେଶ୍ଵର: ପିକକ୍ ଶିଶୁମେଳାର ଚତୁର୍ଥ ସଂନ୍ଧ୍ୟାକୁ ଉତ୍ସର୍ଗ କରଯାଇଥିଲା ବିଶିଷ୍ଟ ସଙ୍ଗୀତଜ୍ଞ ସ୍ଵର୍ଗତ ଅକ୍ଷୟ ମହାନ୍ତିଙ୍କ ଉଦ୍ଦେଶ୍ୟରେ । ପିଲାମାନଙ୍କ କଣ୍ଠରେ ଅକ୍ଷୟ ମହାନ୍ତିଙ୍କ କାଳଜୟୀ ଗୀତଗୁଡିକର ପରିବେଷଣ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସଙ୍ଗେ ସଙ୍ଗେ ଦୀର୍ଘ ସମୟ ଧରି […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକରେ ଉତ୍ସାହରେ ଭରପୁର ସହ ପ୍ରସିଦ୍ଧ ବାଲିଯାତ୍ରା ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶାର ଗୌରବମୟ ଇତିହାସର ଏକ ସୁନ୍ଦର ପରିଚୟ ହେଉଛି ଏହି ବାଲିଯାତ୍ରା। ଏହାକୁ ବାଦ […]
କେନ୍ଦ୍ରାପଡା: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ନମୀ ଅବସରରେ ଗୋବରୀ ବାଲିଯାତ୍ରାର ୨ୟ ବାର୍ଷିକ ଉତ୍ସବ ପାଳନ ଉପଲକ୍ଷେ କମିଟିର ସଭାପତି ବିବେକାନନ୍ଦ ମହାରଣାଙ୍କ ନେତୃତ୍ୱରେ ଏବଂ ସଂପାଦକ କରୁଣାକର ଦାସଙ୍କ ତତ୍ୱାବଧାନରେ ପୂର୍ବାହ୍ନ ୯ ଘଟିକା ସମୟରେ ବହୁ ଆଡମ୍ବର ପୂର୍ଣ୍ଣ […]
ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଓ ଚିଲିକା ବୋଇତ ବନ୍ଦାଣ ମହୋତ୍ସବ କମିଟି, ବାଲୁଗାଁର ମିଳିତ ଆନୁକୂଲ୍ୟରେ ଆୟୋଜିତ ହୋଇଛି “ଚିଲିକା ବୋଇତ ବନ୍ଦାଣ ମହୋତ୍ସବ- ୨୦୨୪”। ଏଥିରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ ଆଇନ ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ […]
ଭୁବନେଶ୍ଵର: ଶିଶୁମାନେ ବହୁମୂଖୀ ପ୍ରତିଭାର ଅଧିକାରୀ। ସେମାନଙ୍କର ଏହି ପ୍ରତିଭାର ସଠିକ ବିକାଶ ପାଇଁ ସବୁ ସ୍ତରରେ ସେମାନଙ୍କୁ ପ୍ରୋତ୍ସାହନର ଅବଶ୍ୟକତା ରହିଛି ବୋଲି ୩୫ ତମ ପିକକ୍ ଶିଶୁମେଳାର ଉଦଘାଟନ ଉତ୍ସବରେ ବିଶିଷ୍ଟ ବ୍ୟକ୍ତିମାନେ ମତବ୍ୟକ୍ତ କରିଛନ୍ତି । ଗୁରୁବାର […]
ପୁରୀ: ପଞ୍ଚୁକ ବ୍ରତର ଆଜି ଗୁରୁବାର ତୃତୀୟ ଦିବସରେ ମହାପ୍ରଭୁଙ୍କ ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହେବ। କାର୍ତ୍ତିକ ଶୁକ୍ଳ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଅବକାଶ ନୀତି ପରେ ଅନୁଷ୍ଠିତ ହେବ। ପୁଷ୍ପାଳକ ସେବକମାନେ ଏହି […]
ପୁରୀ: ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ଶ୍ରୀକ୍ଷେତ୍ର ପୁରୀରେ ପ୍ରବଳ ଜନ ସମାଗମକୁ ନଜରରେ ରଖି ପୁରୀ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଅଛି। ମହାପ୍ରଭୁଙ୍କର ସୁନାବେଶ ଦର୍ଶନ ସହ ମହୋଦଧି ଓ ବିଭିନ୍ନ ତୀର୍ଥ ପୁସ୍କରଣୀ ରେ ଡଙ୍ଗା […]
ଭୁବନେଶ୍ବର: କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର୍ୟ୍ୟନ୍ତ)କୁ ପବିତ୍ର ପଞ୍ଚକ ଭାବେ ପାଳନ କରାଯାଏ। ଏହା ମହା ପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁ ପଞ୍ଚକ ଭାବେ ମଧ୍ୟ ଜଣାଶୁଣା। ଯେଉଁମାନେ କାର୍ତ୍ତିକ ମାସ […]
ପୁରୀ: ପୁରୀର ଐତିହ୍ୟ ପିପିଲି ଚାନ୍ଦୁଆ ଶିଳ୍ପର ପୁନରୁଦ୍ଧାର ଏବଂ ସଂରକ୍ଷଣ ପାଇଁ କେନ୍ଦ୍ର ସରକାର ଏକ ବ୍ୟାପକ ପଦକ୍ଷେପ ଘୋଷଣା କରିଛନ୍ତି। ପୁରୀ ଲୋକସଭା ସାଂସଦ ଡାଃ ସମ୍ବିତ ପାତ୍ରଙ୍କ ଦ୍ୱାରା ଲୋକସଭାରେ ଉଠାଯାଇଥିବା ପ୍ରଶ୍ନର ଉତ୍ତରରେ କେନ୍ଦ୍ରୀୟ ସଂସ୍କୃତି […]
ଭୁବନେଶ୍ବର: ପ୍ରଥମ ଥର ଓଡ଼ିଶା ଆୟୋଜିତ କରିବାକୁ ଯାଉଛି ପଞ୍ଚମ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଜାତୀୟ ସାଂସ୍କୃତିକ, ସାହିତ୍ୟିକ ଏବଂ କଳା ଉତ୍ସବ ୨୦୨୪- ‘ଉଦ୍ଭବ’। ନଭେମ୍ବର ୧୨ ରୁ ୧୫ ତାରିଖ ଯାଏଁ ଏହି ଜାତୀୟସ୍ତରୀୟ ଉତ୍ସବ ହେବାକୁ […]
ସୁବର୍ଣ୍ଣପୁର: ଶ୍ରୀଜଗନ୍ନାଥଙ୍କ ଅନନ୍ୟ ଲୀଳାଭୂମି ସୁବର୍ଣ୍ଣପୁରର ପାତାଳି ଶ୍ରୀକ୍ଷେତ୍ରଠାରୁ ପୁରୀ ଶ୍ରୀକ୍ଷେତ୍ରକୁ ଏକ ଭବ୍ୟ କାଳିଆ ତୁଳସୀ ରଥ ଯାତ୍ରା କରିଛି। ପାତାଳି ଶ୍ରୀକ୍ଷେତ୍ରଠାରୁ ବାହାରିଥିବା କାଳିଆ ତୁଳସୀ ରଥ ଜଗନ୍ନାଥ ସଡକରେ ବିନିକା, ସୁବର୍ଣ୍ଣପୁର, ବୌଦ୍ଧ, ଦଶପଲ୍ଲା ଓ ନୟାଗଡ […]
ପୁରୀ: ଆଜି କାର୍ତ୍ତିକ ମାସ ଶୁକ୍ଲ ପକ୍ଷ ନବମୀ ତିଥିରେ ପୁରୀ ଜିଲ୍ଲା ସାକ୍ଷୀଗୋପାଳର ଗୋପାଳ ଜୀଉ ମନ୍ଦିରରେ ପବିତ୍ର ଅଁଳା ନବମୀ ଅବସରରେ ଶ୍ରୀରାଧାଙ୍କ ପାଦ ଦର୍ଶନ ଅନୁଷ୍ଠିତ ହେଉଅଛି। ରାତ୍ର ପ୍ରାୟ ୧ଟାରୁ ନୀତି ନିର୍ଘଣ୍ଟ ଅନୁଯାୟୀ ମନ୍ଦିରର […]
କେନ୍ଦ୍ରାପଡା: ତୁଳସୀକ୍ଷେତ୍ର କେନ୍ଦ୍ରାପଡା ସହ ଶ୍ରୀକ୍ଷେତ୍ର ପୁରୀର ଆଧ୍ୟତ୍ମିକ ସଂପର୍କ ବେଶ ନିବିଡ। ପାରମ୍ପରିକ ତଥା ପୌରାଣିକ ଢଂଗରେ କୋଟି ଓଡିଆଙ୍କ ଆରାଧ୍ୟ ଶ୍ରୀଜଗନ୍ନାଥ ହେଉଛନ୍ତି ଶ୍ରୀବଳଦେବଙ୍କ ସାନଭାଇ। ଏଥିପାଇଁ ଶ୍ରୀମନ୍ଦିର ନିତିକାନ୍ତି ସହ ଅନେକ ସାମଞ୍ଜସ୍ୟ ଏବଂ ସ୍ୱତନ୍ତ୍ରତା ପରିଲକ୍ଷିତ […]