ଦିବ୍ୟରଂଜନ ପରିଡା ଲୋକକଥା ଓ କିମ୍ବଦନ୍ତୀର ସହର ଆମ ବାଣପୁର। ଯେଉଁ ଭୂଖଣ୍ଡ ଉପରେ ଆମେ ଛିଡା ହେଇଛେ, କେତେ ଇତିହାସର କଥାସବୁ ତା ଭିତରେ ଲୁପ୍ତଭାବେ ସାଇତା ରହିଛି, ଆମେ କଳ୍ପନା ବି କରିପାରିବାନି। ଭାଲେରୀ, ଘଣ୍ଟଶିଳା, ସୋଲରୀ, ମାମୁଁଭଣଜା, […]
ସୀତାରାମ ଅଗ୍ରୱାଲ ବାଣପୁର: ପବିତ୍ର ମୁଳାଷ୍ଟମୀ ଶହସ୍ର କୁମ୍ଭବରଣ ଦେବୀ ଉତ୍ଥାପନ ଅଷ୍ଟମୀର ମାହେନ୍ଦ୍ର ବେଳାରେ ପର୍ବପୂଜକ ଓ ମନ୍ଦିର ପୁରୋହିତଙ୍କ ମଙ୍ଗଳାଚରଣ ମନ୍ତ୍ର ପଠନ, ନିଯୋଗୀ ସେବକଙ୍କ ଜୟ ଜୟକାର ଧ୍ଵନୀ, “ଉଠମା, ମଙ୍ଗଳମୟୀ, ଜଗତ ଜନନୀ, ସଂସାରର ମଙ୍ଗଳ […]
ଖୋର୍ଦ୍ଧା: ଆସନ୍ତା ଦୁର୍ଗା ପୂଜା, ରାବଣ ପୋଡି, ଗଜ ଲକ୍ଷୀ ପୂଜା ଏବଂ ଭସାଣି ଯେପରି ଖୋର୍ଦ୍ଧା ସହରରେ ଶାନ୍ତି ଶୃଙ୍ଖଳା ଭାବେ ସମ୍ପର୍ଣ୍ଣ ହେବ ଏ ସଂକ୍ରାନ୍ତୀୟ ଏକ ପ୍ରସ୍ତୁତି ବୈଠକ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡିର ଧର୍ମ, କଳା, ସଂସ୍କୃତି ଅନନ୍ୟ ଓ ସ୍ବତନ୍ତ୍ର। ଏଠାକାର ସଂସ୍କୃତି ଅନ୍ୟକୁ ପ୍ରଭାବିତ କରିଛି ସିନା ଅନ୍ୟ ଠାରୁ ପ୍ରଭାବିତ ହୋଇନାହିଁ। ପ୍ରସ୍ତର ଯୁଗରୁ କଳାହାଣ୍ଡିର ବିକାଶ ହୋଇଥିବା ଏବଂ ଏଠାରେ ଏକ ଅସ୍ତ୍ର […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରର ଆରାଧ୍ୟା ଦେବୀ ମା’ ଭଗବତୀଙ୍କ ପୀଠରେ ଶାରଦୀୟ ପର୍ବ ଆରମ୍ଭ ପାଇଁ ସମସ୍ଥ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଚଳିତ ଆଶ୍ଵିନ କୃଷ୍ଣ ଅଷ୍ଟମୀ ଶନିବାର କନ୍ୟା ସଂକ୍ରାନ୍ତି ଦିନ ଦେବୀ ଶୟନରୁ ଉଠିବେ। […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଥୁଆମୁଳ ରାମପୁରରେ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ସମ୍ପନ୍ନ ହୋଇଛି। ଆଦିବାସୀମାନଙ୍କ ଶୈବ ଅରାଧାନର ଏହା ହେଉଛି ଏକ ଅନନ୍ୟ ପୀଠ। ଶିବଙ୍କର ସାତଟି ରୂପ ମଧ୍ୟରୁ ଅଗ୍ନି ଭୈରବ ଅନ୍ୟତମ। ଏହି ପୀଠରେ […]
ମୁମ୍ବାଇ: ମହାରାଷ୍ଟ୍ରରେ ଗଣେଶ ମୂର୍ତ୍ତି ବିସର୍ଜନ ସମୟରେ ପୃଥକ ପୃଥକ ଘଟଣାରେ ୨୦ ଜଣଙ୍କର ମୃତ୍ୟୁ ହୋଇଛି। ସେଥିମଧ୍ୟରୁ ବୁଡ଼ିଯିବା କାରଣରୁ ୧୪ ଜଣଙ୍କର ମୃତ୍ୟୁ ହୋଇଛି। ମହାରାଷ୍ଟ୍ର ପୋଲିସ ଏହି ସୂଚନା ଦେଇଛି। ଅଗଷ୍ଟ ୩୧ ତାରିଖରେ ଆରମ୍ଭ ହୋଇଥିବା […]
ନୂଆଦିଲ୍ଲୀ: ଆଜି ପ୍ରଖ୍ୟାତ ପ୍ରତ୍ନତତ୍ତ୍ୱବିତ୍ ତଥା ପଦ୍ମଭୂଷଣ ପୁରସ୍କାର ପ୍ରାପ୍ତ ବି ବି ଲାଲଙ୍କର ୧୦୧ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି। ଲାଲ ଭାରତ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥାର ମହାନିର୍ଦ୍ଦେଶକ ଥିଲେ। ବର୍ତ୍ତମାନ ରାମ ମନ୍ଦିର ନିର୍ମାଣ ହେଉଥିବା ଅଯୋଧ୍ୟା ସ୍ଥାନରେ […]
ସୀତାରାମ ଅଗ୍ରୱାଲ ବାଣପୁର: ଜନ୍ମାଷ୍ଟମୀରେ ଧରାବତରଣ କରି ଶୁକ୍ଳ ଅଷ୍ଟମୀଠାରୁ ଜଗତର କଲ୍ୟାଣକାରିଣୀ ରାଜରାଜେଶ୍ଵରୀ, ଯୋଗମାୟା ମା’ଭଗବତୀ ଶୟନରେ ଅଛନ୍ତି। ଭାଦ୍ରବ ଶୁକ୍ଳ ଚତୁର୍ଦ୍ଦଶୀରେ ମା’ଙ୍କ ପାର୍ଶ୍ଵ ପରିବର୍ତ୍ତନ। ପ୍ରତ୍ୟୁଷରୁ ଦ୍ଵାର ଫିଟା ହୋଇ ଦୈନିକ ନୀତିକାନ୍ତି ଘଣ୍ଟକାହାଳି ନବାଜି ହେଉଥିବାବେଳେ […]
ଭୁବନେଶ୍ୱର: ରବିନ୍ଦ୍ର ମଣ୍ଡପରେ ଚାଲିଥିବା ଗୁରୁ କେଳୁ ଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟା ବେଶ ଆକର୍ଷଣୀୟ ଥିଲା। ବହୁମୁଖୀ ତଥା ପ୍ରତିଭାଶାଳୀ କର୍ଣ୍ଣାଟକୀ କଣ୍ଠ ସଙ୍ଗୀତଜ୍ଞ ଗାୟକ ସିକ୍କିଲ ଗୁରୁଚରଣଙ୍କ କର୍ଣ୍ଣାଟକୀ ସଙ୍ଗୀତରୁ ଏହି ସଂଧ୍ୟାର ପ୍ରଥମ କାର୍ଯ୍ୟକ୍ରମ […]
ଭୁବନେଶ୍ୱର: ୧୯୭୨ ମସିହାରେ ଧଉଳି ପାହାଡରେ ପ୍ରତିଷ୍ଠିତ ବିଶ୍ୱବିଦିତ ଶାନ୍ତିସ୍ତୁପ ଏବଂ ବୌଦ୍ଧ ପୁଣ୍ୟପୀଠ ଚଳିତ ବର୍ଷ ୫୦ ବର୍ଷ ପୁରଣ କରୁଛି । ଏହାକୁ ସ୍ମରଣୀୟ କରିବା ନିମନ୍ତେ ଶାନ୍ତିସ୍ତୁପର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ପାଇଁ ରାଜ୍ୟ ସରକାରଙ୍କ […]
ଭୁବନେଶ୍ୱର : ସେପ୍ଟେମ୍ବର ୬ ରେ ସୃଜନ ଦ୍ୱାରା ଆୟୋଜିତ ହୋଇଥିବା ୨୮ ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ୨୦୨୨ ର ଦ୍ୱିତୀୟ ସନ୍ଧ୍ୟାରେ ସ୍ମରଣୀୟ ତଥା ସୌନ୍ଦର୍ଯ୍ୟପୂର୍ଣ୍ଣ ଭାବରେ ନୃତ୍ୟ ଏବଂ ସଂଗୀତ ଉପସ୍ଥାପନା କରାଯାଇଥିଲା ଯାହା […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଣପୁର ଓ ବାଲୁଗାଁ ଅଞ୍ଚଳରେ ମୂର୍ତ୍ତି ବିସର୍ଜନ, ପର୍ବପର୍ବାଣି, ରାଲି, ବିବାହ, ବ୍ରତଘରେ ଆଦି ଡ଼ିଜେ ଜୋରସୋରରେ ବାଜୁଥିବା ବେଳେ ନା ରହୁଛି କଟକଣା, ନା ରହୁଛି ସମୟ ଅବଧି। କିଏ ସକାଳୁ ଡ଼ିଜେ […]
ନୂଆଦିଲ୍ଲୀ: ଗଣପତି ମହୋତ୍ସବ ଯାହା ଅଗଷ୍ଟ ୩୧ ତାରିଖରୁ ଆରମ୍ଭ ହୋଇଥିଲା, ସେପ୍ଟେମ୍ବର ୯ ତାରିଖରେ ଅନନ୍ତ ଚତୁର୍ଦ୍ଦଶୀ ଦିନ ଶେଷ ହେବ। ୧୦ ଦିନ ଧରି ଗଣେଶ ପର୍ବ ସାରା ଦେଶରେ ପାଳନ କରାଯାଏ। ଅନନ୍ତ ଚତୁର୍ଦ୍ଦଶୀ ବାପ୍ପାଙ୍କର ବିସର୍ଜନ […]
ଭୁବନେଶ୍ବର: ରାଜ୍ୟ ଓଡିଆ ଭାଷା ,ସାହିତ୍ୟ ଓ ସଂସ୍କୃତି ବିଭାଗରେ କମ୍ପୁଟରୀକୃତ ସାଂସ୍କୃତିକ ଦଳ ପରିଚାଳନା ବ୍ୟବସ୍ଥାର ଆଜି ଶୁଭାରମ୍ଭ ହୋଇଛି। ଏହି ବ୍ୟବସ୍ଥା ଫଳରେ ଏଣିକି ବିଭିନ୍ନ ଉତ୍ସବରେ ସାସ୍କୃତିକ କାର୍ୟ୍ୟକ୍ରମ ପାଇଁ ସଂସ୍କୃତି ବିଭାଗକୁ ଆବେଦନ କରୁଥିବା ଅନୁଷ୍ଠାନ […]
ଭୁବନେଶ୍ୱର : ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ସେପ୍ଟେଟମ୍ବର ୬ ତାରିଖରେ ରବୀନ୍ଦ୍ର ମଣ୍ଡପରେ ୨୮ ତମ ଓ.ଏମ୍.ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଦ୍ୱିତୀୟ ସନ୍ଧ୍ୟା ଆୟୋଜିତ ହୋଇଥିଲା। ଉଦ୍ଘାଟନୀ ସନ୍ଧ୍ୟାରେ ବଂଶୀ ଉପରେ ପଣ୍ଡିତ ରୋନୁ […]
ଶିମଲା: ଭାରତର ହିମାଚଳ ପ୍ରଦେଶରେ ରୁଷ-ୟୁକ୍ରେନ ପ୍ରେମୀ ଦମ୍ପତି ବିବାହ ବନ୍ଧନରେ ବାନ୍ଧି ହୋଇ ପ୍ରେମର ବାର୍ତ୍ତା ପଠାଇଛନ୍ତି। ଆଜିକାଲି ୟୁକ୍ରେନ-ଋଷ ଯୁଦ୍ଧର ନିଆଁରେ ଜଳୁଛି। ଏହି ସମୟରେ ଜଣେ ୟୁକ୍ରେନ ମହିଳା ଏବଂ ଋଷର ଜଣେ ବ୍ୟକ୍ତି ଧର୍ମଶାଳାରେ ବିବାହ […]
ସୀତାରାମ ଅଗ୍ରୱାଲ ବାଣପୁର: ଓଡିଶାର ଶକ୍ତିପୀଠମାନଙ୍କରେ ଆଶ୍ୱିନ ମୂଳାଷ୍ଟମୀଠାରୁ ଶାରଦୀୟ ପର୍ବ ଆରମ୍ଭ ହେଉଥିବାବେଳେ ବାଣପୁରର ଆରାଧ୍ୟା ଦେବୀ ମା’ ଭଗବତୀଙ୍କ ପୀଠରେ ଭାଦ୍ରବ ଶୁକ୍ଳ ଷଷ୍ଠି ଠାରୁ ଶାରଦୀୟ ପର୍ବ ଆରମ୍ଭ ହେଉଥିବାର ପରମ୍ପରା କାହିଁ ପ୍ରାଚୀନ କାଳରୁ ପ୍ରଚଳିତ […]
ପୁରୀ: ବିଘ୍ନ ହରତା ରୂପେ ପ୍ରଭୁ ଗଣେଶ ସର୍ବତ୍ର ପୂଜା ପାଆନ୍ତି। ତାଙ୍କୁ ନିଜ ବାଲୁକା କଳା ରେ ସ୍ଥାପନା କରି ସାରା ପୃଥିବୀ ରୁ ବିଘ୍ନ ଦୂର କରି ଶାନ୍ତି ପ୍ରତିଷ୍ଠା ହେବା ଲକ୍ଷ୍ୟରେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ […]
ଭୁବନେଶ୍ବର: ହିନ୍ଦୁ ଧର୍ମର ସମସ୍ତ ଦେବତାମାନଙ୍କ ମଧ୍ୟରେ ଭଗବାନ ଗଣେଶଙ୍କୁ ପ୍ରଥମେ ପୂଜା କରାଯାଏ। ବୁଧବାର ଦିନ ଭଗବାନ ଗଣେଶଙ୍କ ପାଇଁ ବିଶେଷ ଉତ୍ସର୍ଗୀକୃତ। ଭଗବାନ ଗଣେଶ ଏହି ଦିନ ରୀତିନୀତି ଅନୁଯାୟୀ ପୂଜାରେ ସନ୍ତୁଷ୍ଟ ହୁଅନ୍ତି। ଏହା ସହିତ ଆଜି […]
ଭୁବନେଶ୍ବର: ଭାରତୀୟ ସଂସ୍କୃତିର ଆରାଧ୍ୟ ପଞ୍ଚ ଦେବତା ମଧ୍ୟରେ ବୁଦ୍ଧିଦାତା ଶ୍ରୀଗଣେଶ ଅନ୍ୟତମ। ସେ ଅଗ୍ରପୂଜ୍ୟ। ବିଘ୍ନ ବିନାଶକ ହୋଇଥିବାରୁ ଯେ କୌଣସି ଶୁଭକର୍ମ ପାଇଁ ପୂଜା କରିିବା ପୂର୍ବରୁ ପ୍ରଥମେ ଗଣେଶଙ୍କୁ ବନ୍ଦନା କରାଯାଏ। କେବଳ ଆମ ଓଡିଶା ନୁହେଁ, […]