ଭୁବନେଶ୍ବର: ଭାରତୀୟ ସଂସ୍କୃତିର ଆରାଧ୍ୟ ପଞ୍ଚ ଦେବତା ମଧ୍ୟରେ ବୁଦ୍ଧିଦାତା ଶ୍ରୀଗଣେଶ ଅନ୍ୟତମ। ସେ ଅଗ୍ରପୂଜ୍ୟ। ବିଘ୍ନ ବିନାଶକ ହୋଇଥିବାରୁ ଯେ କୌଣସି ଶୁଭକର୍ମ ପାଇଁ ପୂଜା କରିିବା ପୂର୍ବରୁ ପ୍ରଥମେ ଗଣେଶଙ୍କୁ ବନ୍ଦନା କରାଯାଏ। କେବଳ ଆମ ଓଡିଶା ନୁହେଁ, […]
ବାସ୍ତୁଶାସ୍ତ୍ର: ଗଣେଶ ଚତୁର୍ଥୀକୁ ବର୍ତ୍ତମାନ ଗଣେଶୋତ୍ସବ ଭାବରେ ପାଳନ କରାଯାଉଛି। ଗଣେଶ ମୂର୍ତ୍ତିର ବିସର୍ଜ୍ଜନ ଅନନ୍ତ ଚତୁର୍ଦ୍ଦଶୀ ରୀତିନୀତିରେ କରାଯିବ। କିଛି ଲୋକ ଗଣେଶ ମୂର୍ତ୍ତିଙ୍କୁ ଏପରି ସମୟରେ ନିଜ ଘରକୁ ଆଣିଥା’ନ୍ତି କିମ୍ବା ସେମାନଙ୍କୁ ନିଜ ସମ୍ପର୍କୀୟଙ୍କୁ ଉପହାର ଦିଅନ୍ତି। […]
ଭୁବନେଶ୍ୱର: ଆଜି ରାଜ୍ୟ ପର୍ଯ୍ୟଟନ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ତଥା ଅବକାରୀ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର ରାଇବଣିଆ ଫୋର୍ଟ(କିଲ୍ଲା) ପରିଦର୍ଶନ କରି ସେଠାରେ ସ୍ଥିତି ଅନୁଧ୍ୟାନ ପୂର୍ବକ ଏହି ପୁରାତନ କିଲ୍ଲାର […]
ନୂଆଦିଲ୍ଲୀ: ସନାତନ ଧର୍ମରେ ମନ୍ତ୍ର ବହୁତ ଶକ୍ତିଶାଳୀ ବୋଲି କୁହାଯାଏ। ପ୍ରଭୁଙ୍କୁ ଉପାସନା କରିବାର ସରଳ ଏବଂ ପ୍ରଭାବଶାଳୀ ଉପାୟ ହେଉଛି ମନ୍ତ୍ର ଜପ କରିବା। ମନ୍ତ୍ରର ଏତେ ଶକ୍ତି ଅଛି ଯେ ଏହାର କେବଳ ପଠନ ଖରାପ ଭାଗ୍ୟକୁ ସୌଭାଗ୍ୟରେ […]
ନୂଆଦିଲ୍ଲୀ: ଓଡ଼ିଶା ଲଳିତ କଳା ଏକାଡ଼େମୀ ଓ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ଵାରା ନୂଆଦିଲ୍ଲୀର ହେବିଟେଟ୍ ସେଣ୍ଟରଠାରେ ଅବସ୍ଥିତ ଭିଜୁଆଲ୍ ଆର୍ଟ ଗ୍ୟାଲେରୀରେ ଉଦଘାଟିତ ହୋଇଯାଇଛି ଓଡ଼ିଶାର ଆଦିବାସୀ ଚିତ୍ରକଳା ପ୍ରଦର୍ଶନୀ। ପ୍ରଦର୍ଶନୀକୁ ଓଡିଆ ଭାଷା, ସାହିତ୍ୟ […]
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଅନୁମୋଦିିତ ବାର୍ଷିକ ତାଲିକା ହିସାବରେ ଏ ବର୍ଷ ଗଣେଶ ପୂଜା ଅବସରରେ ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ଏକ ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୨ ଭୁବନେଶ୍ୱରସ୍ଥିତ ଏକାମ୍ର ହାଟଠାରେ ଆୟୋଜନ କରାଯାଇଅଛି। […]
ସୀତାରାମ ଅଗ୍ରୱାଲ ବାଣପୁର: ଶ୍ରୀକ୍ଷେତ୍ର ପରି ଶକ୍ତି କ୍ଷେତ୍ର ବାଣପୁରର ଆରାଧ୍ୟା ଦେବୀ ମା’ ଭଗବତୀଙ୍କ ମନ୍ଦିରରେ ମଧ୍ୟ ବାରମାସରେ ତେର ଯାତ କାହିଁ କେଉଁ କାଳରୁ ପାଳିତ ହୋଇଆସୁଛି। ତନ୍ମଧ୍ୟରୁ ବର୍ଷାଋତୁର ଧାରା ଶ୍ରାବଣର ପୂର୍ଣ୍ଣିମା ତିଥିରେ ମା’ଙ୍କ ଗହ୍ମାପର୍ବ […]
ଅଯୋଧ୍ୟା: ଆମର ହିନ୍ଦୁ ଧର୍ମରେ ପ୍ରଭୁଙ୍କୁ ପରିକ୍ରମା ରହିବାର ବିଧି ରହିଛି। ବିଶ୍ବାସ ରହିଛି ଯେ ଠାକରୁଙ୍କ ଚାରିପାଖରେ ପରିକ୍ରମା କଲେ ସବୁ ପାପର ବିନାସ ହୋଇଥାଏ। ତେବେ ଏହି ପରିକ୍ରମା ଠାକୁର ଦର୍ଶନର ଏକ ଅପରିହାର୍ଯ୍ୟ ପରମ୍ପରା ଏବଂ ଆଜି ମଧ୍ୟ […]
କୈଳାସଚନ୍ଦ୍ର ଦାଶ ବୌଦ୍ଧ କୀର୍ତ୍ତଯୁକ୍ତ ଧଉଳୀ ଅଞ୍ଚଳ ଯେ ତୋଷାଳୀର ଅଂଗ ଥିଲା ତାହାର ଏକ ଅଭ୍ରାନ୍ତ ପ୍ରମାଣ କୌଶଲ୍ୟାଗଙ୍ଗ। କୌଶଲ୍ୟାଗଙ୍ଗକୁ ନେଇ ଏକ ଜନଶ୍ରୁତି ରହିଛି ଯାହା ମାଦଳାପାଞ୍ଜିର ରାଜଭୋଗରେ ସ୍ଥାନ ପାଇଛି। ଏହା ମଧ୍ୟ ଦେଶଖଂଜା ପୋଥିରେ ଭିନ୍ନ […]
ଅସୀତ ମହାନ୍ତି ଓଡ଼ିଆ ସାହିତ୍ୟର ଇତିହାସରେ ୨୦୧୮ ବର୍ଷ ଥିଲା ଏକ ବିରଳ ସଂଯୋଗର ବର୍ଷ। କାରଣ ସେବର୍ଷଟି ଆଧୁନିକ ଓଡ଼ିଆ ସାହିତ୍ୟର ଜନକ ବ୍ୟାସକବି ଫକୀରମୋହନଙ୍କ ଜନ୍ମର ୧୭୫ ବର୍ଷ ଓ ମୃତ୍ୟୁର ୧୦୦ ବର୍ଷ। ସେ ନେଇ ଓଡ଼ିଶା […]
ଭୁବନେଶ୍ବର: ଶ୍ରାବଣ ମାସର ଶେଷ ସୋମବାରରେ ମାନସିକଧାରୀ ଶୈବ ଭକ୍ତ ଶିବ ଲିଙ୍ଗରେ ପାଣି ଢାଳିଛନ୍ତି। ହରହର ମହାଦେବ ନାରାରେ କମ୍ପିଛି ପରିବେଶ। ତେବେ ମହାପ୍ରଭୁ ଶିବଙ୍କ ଜଳାଭିଷେକ ଲାଗି ଶୈବପୀଠରେ କାଉଡିଆଙ୍କ ଭିଡ ଜମିଥିବା ବେଳେ ଶେଷ ପାଳିରେ ଭୁବନେଶ୍ୱର […]
ନୂଆଦିଲ୍ଲୀ: ଏହି ମନ୍ଦିରଟି ହେଉଛି ଇଣ୍ଡୋନେସିଆର ବାର୍ଲି ଦ୍ବୀପର ତବାନାନଠାରେ ଅବସ୍ଥିତ। ସ୍ଥାନୀୟ ଭାଷାରେ ଏହି ମନ୍ଦିର ନାମ ହେଲା “ତାନାହା ଲୋଟ”। ଯାହାର ଅର୍ଥ ହେଲା ସମୁଦ୍ର ଭିତରେ ସ୍ଥଳଭାଗ। ଏହି ମନ୍ଦିରଟିର ବିଶେଷତ୍ବ ହେଲା ଶହଶହ ବର୍ଷ ଧରି ଏହା […]
ଭୁବନେଶ୍ବର, ସାଧାରଣତଃ ହିନ୍ଦୁ ଧର୍ମରେ ମନ୍ଦିର ଯାଇ ପୂଜାପଠା କରିବାର ପରଂପରା ରହିଛି। ବିଶେଷ ଦିନମାନଙ୍କରେ ମନ୍ଦିରରେ ଭକ୍ତଙ୍କ ଭିଡ ବେଶୀ ପରିଲକ୍ଷିତ ହୋଇଥାଏ। ତେବେ ଜଣେ ଯେତେବେଳେ ମନ୍ଦିରକୁ ପ୍ରବେଶ କରେ ସେ ପ୍ରଥମେ ଘଣ୍ଟି ବଜେଇ ଥାଏ। ସବୁ ଦେବାଳୟରେ […]
ଭୁବନେଶ୍ଵର/ବେଙ୍ଗାଲୁରୁ: ବେଙ୍ଗାଲୁରୁର କର୍ଣ୍ଣାଟକ ଚିତ୍ରକଳା ପରିଷଦ ଆର୍ଟ ଗ୍ୟାଲେରୀ ଠାରେ ଓଡ଼ିଶାର ପ୍ରସିଦ୍ଧ ଆଦିବାସୀ (ସଉରା) ଚିତ୍ରକଳାର ପ୍ରଦର୍ଶନୀକୁ ଆଜି ଅପରାହ୍ଣରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଏବଂ ପର୍ୟ୍ୟଟନ ମନ୍ତ୍ରୀ ଶ୍ରୀଯୁକ୍ତ […]
ଭୁବନେଶ୍ବର: ଓଡ଼ିଶା ଲଳିତ କଳା ଏକାଡ଼େମୀ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ଦ୍ଵାରା କର୍ଣ୍ଣାଟକର ବାଙ୍ଗାଲୋରରେ ପ୍ରମୁଖ ଗ୍ୟାଲେରୀ ‘କର୍ଣ୍ଣାଟକ ଚିତ୍ରକଳା ପରିଷଦ’ ଠାରେ ଆୟୋଜିତ ୪ ଦିନିଆ ରାଜ୍ୟସ୍ତରୀୟ ଆଦିବାସୀ (ସଉରା) ଚିତ୍ରକଳା ଶିବିର ଗୁରୁବାରଠାରୁ […]
ବାସ୍ତୁଶାସ୍ତ୍ର: ପୂଜାରେ ଆରତୀ କରିବା ପାଇଁ କର୍ପୁର ବ୍ୟବହୃତ ହୁଏ। ଜ୍ୟୋତିଷ ଶାସ୍ତ୍ରରେ କର୍ପୁର ଅନେକ ଉପାଚାର ପାଇଁ ମଧ୍ୟ ବ୍ୟବହାର କରାଯାଏ। କର୍ପୁର ଦ୍ୱାରା ଅର୍ଥ ସମ୍ବନ୍ଧୀୟ ସମସ୍ତ ସମସ୍ୟା ମଧ୍ୟ ଦୂର ହୋଇଥାଏ। ଯଦି ସକାଳ ଏବଂ ସନ୍ଧ୍ୟାର […]
ଭୁବନେଶ୍ବର: ରାଜ୍ୟ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ଏବଂ ସିକନ୍ଦର ଆଲାମ ଫାଉଣ୍ଡେସନର ମିଳିତ ସହଯୋଗରେ ଓଡିଆ ସଂଗୀତ ଜଗତର ସାଲବେଗ ଭାବେ କଥିତ ମହମ୍ମଦ ସିକନ୍ଦର ଆଲାମଙ୍କର ୮୩ତମ […]
ଭୁବନେଶ୍ୱର : ଲଳିତ କଳା ଏକାଡ଼େମୀ ନୂଆଦିଲ୍ଲୀର ଆଞ୍ଚଳିକ କେନ୍ଦ୍ର, ଭୁବନେଶ୍ୱର ଦ୍ୱାରା ଉଦ୍ଘାଟିତ ହୋଇଯାଇଛି। ବୁଦ୍ଧ ମନ୍ଦିର ପରିସରରେ ଏକ ଚିତ୍ରକଳା ଶିବିର ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଓ ଆଜାଦୀର ଅମୃତ ଉତ୍ସବ ପାଳନ ଅବସରରେ ଭାରତର ସ୍ୱାଧୀନତା ପାଇଁ […]
ଉପେନ୍ଦ୍ର ବଳିୟାରସିଂହ ଥରେ ମହାରାଷ୍ଟ୍ରରେ ସନ୍ଥ ସମ୍ମିଳନୀ ହେଉଥିଲା। ଭକ୍ତମଣ୍ଡଳୀ ସନ୍ଥମାନଙ୍କର ପରୀକ୍ଷା ପାଇଁ ସନ୍ଥ ଗୋରା କୁମାହାରଙ୍କୁ ସାଧ୍ଵୀ ମୁକ୍ତା ବାଇ ଆଦେଶ ଦେଲେ। ସେମାନଙ୍କ ମଧ୍ୟରେ ପ୍ରସିଦ୍ଧ ସନ୍ଥ ନାମଦେବ ବି ଥିଲେ। ନାମଦେବ ବିଟଠଲ୍ ଭଗବାନଙ୍କର ଜଣେ […]
ଭୁବନେଶ୍ବର: ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଭାରତ ସ୍ୱାଧୀନତାର ୭୫ ବର୍ଷକୁ ଆଜାଦୀ କା ଅମୃତ ମହୋତ୍ସବ ଭାବେ ପାଳନ କରୁଛି। ଏହି ଅବସରରେ ଜାତୀୟ ନାଟ୍ୟ ବିଦ୍ୟାଳୟ (ଏନଏସଡି), ନୂଆଦିଲ୍ଲୀଙ୍କ ପକ୍ଷରୁ ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ସ୍ମରଣ କରିବା ସହ ସେମାନଙ୍କୁ […]
ଉପେନ୍ଦ୍ର ବଳିୟାରସିଂହ ବୃକ୍ଷର ଶାଖାରେ ହସୁଥିବା ସୁନ୍ଦର ପୁଷ୍ପକୁ ଦେଖି ରାଜକୁମାର ଜଣଙ୍କ କହିଲେ, “ତୁମେ ମୋ ନିକଟକୁ ଚାଲି ଆସୁନ?” ପୁଷ୍ପ ଉତ୍ତର ଦେଲା, ”କାହିଁକି?” ରାଜକୁମାର କହିଲେ, “କାରଣ, ମୁଁ ତୁମକୁ ପ୍ରେମ କରେ।” ପୁଷ୍ପ ଉତ୍ତର ଦେଲା, […]