ଭୁବନେଶ୍ୱର: ଓଡ଼ିଶାର ବିଦ୍ୱାନମାନଙ୍କର ଅଗ୍ରଣୀ ଅନୁଷ୍ଠାନ, ଉତ୍କଳ ବିଦ୍ୱତ ପରିଷଦ ତରଫରୁ ଏକ ଦୁଇଦିନିଆ ଆଲୋଚନାଚକ୍ର ଆଜି ସନ୍ଧ୍ୟାରେ ଜୁମ୍ ଭିଡ଼ିଓ ଯୋଗେ ଉଦ୍ଘାଟିତ ହୋଇଯାଇଛି। ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ରାଜଭବନରେ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ‘ଇତିହାସ ପୃଷ୍ଠାରେ ଶ୍ରୀଜଗନ୍ନାଥଙ୍କ […]
ଭୁବନେଶ୍ବର: ଚଳିତ ବର୍ଷ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚଳନା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ରଥଯାତ୍ରା ପ୍ରସ୍ତୁତି ବୈଠକରୁ ଏହା ଜଣା ଯାଇଛି। ଗତବର୍ଷ ସମସ୍ତଙ୍କ ସହଯୋଗରେ […]
କନ୍ଦର୍ପ ବେହେରା ରେଢାଖୋଲ: କରୋନା ମହାମାରୀ ସମୟରେ ସାରା ଦେଶର ଲୋକମାନେ ନାହିଁ ନ ଥିବା ଦୁର୍ଦ୍ଦଶା ଭୋଗୁଥିବା ବେଳେ ଓଡିଶାର ଚିତ୍ରଶିଳ୍ପୀମାନଙ୍କୁ ଉତ୍ସାହିତ କରିବା ପାଇଁ ଓଡିଶା ସରକାରଙ୍କ ସଂସ୍କୃତି ବିଭାଗ ତରଫରୁ ଓଡିଶା ଲଳିତ କଳା ଏକାଡେମୀ, ଭୁବନେଶ୍ୱର […]
ଭୁବନେଶ୍ବର, ଓଡିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀଙ୍କୁ ବଦଳି କରାଯାଇଛି। ଏ ନେଇ ଗତକାଲି ସାଧାରଣ ପ୍ରଶାସନ ବିଭାଗରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସେହି ବିଜ୍ଞପ୍ତି ଅନୁସାରେ ନୂଆ ଶାସନ ସଚିବ […]
କଟକ: ପୁରୀ ବ୍ୟତୀତ ରାଜ୍ୟର ଆଉ କୌଣସି ସ୍ଥାନରେ ରଥଯାତ୍ରା ହେବ ନାହିଁ। ଏନେଇ ଓଡିଶା ଉଚ୍ଚ ନ୍ୟାୟାଳୟ ସ୍ପଷ୍ଟ କରିଛନ୍ତି। ସ୍ଵତନ୍ତ୍ର ରିଲିଫ କମିଶନରଙ୍କ ନିର୍ଦ୍ଦେଶନାମା ମାନିବାକୁ ଉଚ୍ଚ ନ୍ୟାୟଳୟ ନିର୍ଦ୍ଦେଶ ଦେଇଛନ୍ତି। ଓଡିଶା ସରରକରଙ୍କ ଏସମ୍ପର୍କିତ ବିଷୟରେ ହସ୍ତକ୍ଷେପ […]
ଭୂବନେଶ୍ଵର: ସୋଆ ଏନଏସଏସ, ୱେଲନେସ ସେଣ୍ଟର ତଥା ବିଶ୍ଵବିଦ୍ୟାଳୟ ପକ୍ଷରୁ ବିଶ୍ୱ ଯୋଗ ଦିବସ ଉପଲକ୍ଷେ ଏକ ୱେବିନାର ଆୟୋଜିତ ହୋଇଯାଇଛି। ଗତ ଜୁନ ୭ ତାରିଖରୁ ପନ୍ଦର ଦିନ ଧରି ପ୍ରତ୍ୟହ ସକାଳ ସାତରୁ ଆଠଟା ପର୍ଯ୍ୟନ୍ତ ଏକ ଘଣ୍ଟା […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ମହାମାରୀ ସତ୍ତ୍ୱେ, ଚଳିତ ବର୍ଷ ଅନ୍ତର୍ଜାତୀୟ ଯୋଗ ଦିବସର ବାର୍ତ୍ତା-“ସୁସ୍ଥତା ପାଇଁ ଯୋଗ” ଜନସାଧାରଣଙ୍କ ମନୋବଳ ବଢ଼ାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ରାଷ୍ଟ୍ର, ସମାଜ ଓ ବ୍ୟକ୍ତିବିଶେଷଙ୍କ ସୁସ୍ଥତା ପାଇଁ ପ୍ରାର୍ଥନା […]
ନୂଆଦିଲ୍ଲୀ: ସମଗ୍ର ବିଶ୍ଵରେ ଆଜି ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ପାଳନ କରାଯାଉଛି। କରୋନା ଗାଇଡଲାଇନ ଅନୁସାରେ ଯୋଗ ଦିବସ କାର୍ଯ୍ୟକ୍ରମଗୁଡିକୁ ଆୟୋଜନ କରାଯାଉଛି। ଏହାଭିତରେ କଂଗ୍ରେସ ନେତା ଅଭିଷେକ ମନୁ ସିଙ୍ଘଭିଙ୍କ ଏକ ଟ୍ବିଟକୁ ନେଇ ବିବାଦ ଦେଖାଦେଇଛି। ଯୋଗ ଦିବସ […]
ନୂଆଦିଲ୍ଲୀ: ଆଜି ହେଉଛି ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ। ସପ୍ତମ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏମୟୋଗା ଆପ ଲଞ୍ଚ କରିଛନ୍ତି। ଏହି ଆପକୁ ୧୨ ରୁ ୬୫ ବର୍ଷ ବ୍ୟକ୍ତିଙ୍କ ବ୍ୟବହାର ପାଇଁ ପ୍ରସ୍ତୁତ କରାଯାଇଛି। ବିଶ୍ଵ […]
ଭୁବନେଶ୍ବର, କରୋନା ପୁଣି ଜଣେ କଳାକାରଙ୍କ ଜୀବନ ନେଇଛି। ସେ ହେଉଛନ୍ତି ପ୍ରଖ୍ୟାତ କଣ୍ଠଶିଳ୍ପୀ ତପୁ ମିଶ୍ର। ଦୀର୍ଘଦିନ ଧରି ସେ କରୋନାରେ ଗୁରୁତର ହୋଇ ଭୁବନେଶ୍ବରର ଏକ ହସପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କର ଅବସ୍ଥା ଦିନକୁ ଦିନ ଗୁରୁତର ହେବାରେ […]
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଚନ୍ଦ୍ରଶେଖରପୁରଠାରେ ଶ୍ରୀ ବିଶ୍ୱନାଥ ମନ୍ଦିର ପ୍ରାଙ୍ଗଣରେ ବିଶ୍ୱନାଥ ଓ ପାର୍ବତୀଙ୍କ ଦ୍ୱାଦଶତମ ବିବାହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ କୁଆଖାଇ ନଦୀରୁ କଳସ ପାତ୍ରରେ ପାଣି ଆଣି ଘଟ ସ୍ଥାପନ କରାଯାଇଥିଲା। କୋଭିଡ କଟକଣାକୁ ମାନ୍ୟତା ଦେଇ ମୁହଁରେ […]
ଭୁବନେଶ୍ବର, ପୁରୀ ଜିଲ୍ଲାର ରଘୁରାଜପୁର। ପଟ୍ଟଚିତ୍ର ପାଇଁ ସାରା ବିଶ୍ବରେ ପ୍ରସିଦ୍ଧି ଲାଭ କରିଛି। ବିଶ୍ବ ଐତିହ୍ୟ ଗ୍ରାମର ମାନ୍ୟତା ମଧ୍ୟ ପାଇଛି। କଳା ହିଁ ଏହି ଗାଁର ଲୋକମାନଙ୍କର ଜୀବିକାର ମୁଖ୍ୟ ଆଧାର। କରୋନା ସମୟରେ ଏହି ଗାଁର ଲୋକମାନଙ୍କୁ […]
ପୁରୀ: ଚଳିତ ବର୍ଷ ରଥ ଯାତ୍ରା ଭଳି ଦେବସ୍ନାନ ପୂର୍ଣ୍ଣିମା ମଧ୍ୟ ବିନା ଭକ୍ତରେ ଅନୁଷ୍ଠିତ ହେବ। ଆଜି ମୁଖ୍ୟ ପ୍ରଶାସକ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ବିନା ଭକ୍ତରେ ଦେବସ୍ନାନ ପୂର୍ଣ୍ଣିମା ଆୟୋଜନ କରିବାକୁ ନିଷ୍ପତ୍ତି ହୋଇଛି। […]
ଭୁବନେଶ୍ବର, ଓଡିଶାର ଲୋକ ଗୀତ ଭାବେ ବେଶ୍ ପରିଚିତ ହୋଇଛି ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ, ଆସିଛି ରଜ ଲୋ, ଘେନି ନୂଆ ସଜବାଜ। ଏହି ଗୀତଟି ସାରା ଓଡିଶାର ପୁରପଲ୍ଲୀରେ ବେଶ୍ ପ୍ରଭାବ ବିସ୍ତାର କରିଛି। […]
ଭୁବନେଶ୍ୱର, ଆଜି ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ନିରାଡମ୍ବରରେ, ସାଂକେତିକ ଭାବେ କୋଭିଡ ଆଇନ ଅନୁସାରେ ରଜ ଉତ୍ସବ ପାଳନ କରିଛନ୍ତି । ସେ ପ୍ରଥମେ ଭୁବନେଶ୍ୱର ସ୍ଥିତ ପାନ୍ଥନିବାସ ଏବଂ ପରେ ଭୁବନେଶ୍ୱର ଉପକଣ୍ଠ ସ୍ଥିତ ମଦନପୁର ଠାରେ […]
ଭୁବନେଶ୍ବର, ଆସନ୍ତାକାଲି ହେଉଛି ଓଡିଶାର ଗଣପର୍ବ ରଜ। ତିନିଦିନ ଧରି ସାରା ଓଡିଶାରେ ଏହି ପର୍ବ ପାଳନ କରାଯିବ। ହେଲେ କୋରନା ପାଇଁ ସାରା ଓଡିଶାରେ ଲାଗିଛି ଲକ ଡାଉନ। ରଜ ପରେ ଖୋଲିବ ଏହି ଲକ ଡାଉନ। ତେବେ ଲୋକଙ୍କୁ […]
ଭୁବନେଶ୍ୱର, ଚଳିତ ବର୍ଷ ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ କୋଭିଡ୍-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ସାମାଜିକ ଦୂରତା ଅବଲମ୍ବନପୂର୍ବକ ଅନ୍ଲାଇନ୍ ଦୃଶ୍ୟଶ୍ରାବ୍ୟ ମାଧ୍ୟମରେ ଏହି ଦିବସଟି ପାଳନ କରାଯାଇଛି । ଏହି ଦୃଶ୍ୟଶ୍ରାବ୍ୟ କାର୍ଯ୍ୟକ୍ରମରେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି […]
ଭୁବନେଶ୍ବର, ରାଜ ନାମଟି ଉଚ୍ଚାରଣ କରିବା ମାତ୍ରେ ଆଖି ଆଗକୁ ଝଲସି ଆସି ପୋଡପିଠା ଆଉ ତାହାର ବାସ୍ନା। କାରଣ ଏହି ପୋଡପିଠା କେବଳ ରଜରେ ହିଁ କରାଯାଇଥାଏ। ପୋଡପିଠା ଆଉ ପାନଖିଆ ହେଉଛି ରଜର ଏକ ସ୍ବତନ୍ତ୍ର ପରଂପରା। ତେବେ […]
ଭୁବନେଶ୍ବର, ସାବିତ୍ରୀ ବ୍ରତ ହେଉଛି ଏପରି ଏକ ପୂଜା ଯାହା ସ୍ବାମୀସ୍ତ୍ରୀଙ୍କ ମଧ୍ୟରେ ଥିବା ପବିତ୍ର ସଂପର୍କର ବାର୍ତ୍ତା ପ୍ରଦାନ କରିଥାଏ । ଏହି ବ୍ରତରୁ ସ୍ପଷ୍ଟ ଯେ ଜଣେ ନାରୀର ଏତେ ଶକ୍ତି ଅଛି ଯେ ସେ ଯମରାଜଙ୍କ ଠାରୁ […]
ଭୁବନେଶ୍ୱର: ଐତିହ୍ୟ ସହର ପୁରୁଣା ଭୁବନେଶ୍ବରର ବିକାଶ କରିବା ପାଇଁ ରାଜ୍ୟ ସରକାର ପୂର୍ବରୁ ଘୋଷଣା କରିଛନ୍ତି ଏକାମ୍ର ଯୋଜନା। ଏହି ଯୋଜନା ମାଧ୍ୟମରେ ପ୍ରଭୃ ଲିଙ୍ଗରାଜ ମନ୍ଦିର ସହିତ ବିଭିନ୍ନ ପ୍ରାଚୀନ ମନ୍ଦିରର ସୁରକ୍ଷା ପାଇଁ ମଧ୍ୟ ନିଆଯିବ ପଦକ୍ଷେପ। […]
ଭୁବନେଶ୍ୱର, ଓଡ଼ଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସରକାରୀ ୟୁ-ଟୁ୍ୟବ୍ ଚ୍ୟାନେଲ୍ ଆଜି ଶୁଭାରମ୍ଭ ହୋଇଛି । ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟ ଓ ପରମ୍ପରାକୁ ସୁଦୂରପ୍ରସାରି କରିବା ପାଇଁ ଏବଂ ବିଭାଗର ବିଭିନ୍ନ କଳା, ସଂସ୍କୃତି, ପରମ୍ପରା ଓ […]