ଭୁବନେଶ୍ୱର, ଫରେଷ୍ଟପାର୍କ ନିକଟସ୍ଥ ଓଡ଼ିଶା ମଡ଼ର୍ଣ୍ଣ ଆର୍ଟ ଗ୍ୟାଲେରୀରେ ଆୟୋଜନ ହୋଇଥିଲା ପରିକ୍ରମା ଚିତ୍ରକଳା ପ୍ରଦର୍ଶନୀ । ତିନିଜଣ ପ୍ରମୁଖ ଚିତ୍ରଶିଳ୍ପୀ ସଞ୍ଜୟ ପଟ୍ଟନାୟକ, ପ୍ରଜେଶ ମହାପାତ୍ର ଏବଂ ଶୁଭଙ୍କର ତରଫଦାରଙ୍କ ମିିଳିତ ଅନୁଷ୍ଠିତ ହୋଇଥିଲା ଚିତ୍ରକଳା ପ୍ରଦର୍ଶନୀ । ଏହି […]
ଭୁବନେଶ୍ୱର, ବର୍ଷର ପ୍ରଥମ ‘ଆମ ଲୋକକଳା ଓ ଆମ ସଂସ୍କୃତି’ କାର୍ଯ୍ୟକ୍ରମ ଉତ୍କଳ ମଣ୍ଡପଠାରେ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏବଂ […]
ଭୁବନେଶ୍ୱର, ଖାରବେଳ ନଗର ସ୍ଥିତ ଖଦୀ ବୋର୍ଡ କାର୍ଯ୍ୟାଳୟ ପରିସରରେ ଉଦଘାଟିତ ହୋଇଛି ‘ଖଦି ବଜାର’। ଓଡିଶା ଖଦୀ ଓ ଗ୍ରାମୋଦ୍ୟୋଗ ବୋର୍ଡ ଏବଂ ରାଜ୍ୟ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ତରଫରୁ ପ୍ରଦର୍ଶନୀ ଓ ମେଳା ଆୟୋଜନ […]
ଭୁବନେଶ୍ୱର: କଳିଙ୍ଗ ଆନ୍ତର୍ଜାତୀୟ ଯୁବ ପ୍ରତିଷ୍ଠାନ (କେୱାଇଏଫ) ଭୁବନେଶ୍ୱରରେ ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ପର୍ଯ୍ୟଟନସ୍ଥଳ ଭାବରେ ଓଡ଼ିଶାକୁ ପ୍ରତିଷ୍ଠା; ଆହ୍ୱାନ ଏବଂ ସୁଯୋଗ ନାମରେ ଏକ ଆନ୍ତର୍ଜାତୀୟ ୱେବିନାର ଆୟୋଜନ କରିଛି। ବିଶ୍ୱସ୍ତରରେ ‘ଓଡ଼ିଶା ପର୍ଯ୍ୟଟନ’କୁ ପ୍ରୋତ୍ସାହିତ କରିବା ପାଇଁ କେୱାଇଏଫ […]
ପୁରୀ: ଆଜି ଜଣେ ଦାତା ଶ୍ରୀଜୀଉଙ୍କୁ ୪ କେଜିରୁ ଉର୍ଦ୍ଧ୍ଵ ସ୍ଵର୍ଣ୍ଣ ଅଳଙ୍କାର ଦାନ କରିଥିବା ସୂଚନା ମିଳିଛି। ଆଜି ବସନ୍ତ ପଞ୍ଚମୀ ଉପଲକ୍ଷେ ଜଣେ ଦାତା ଏହି ସୁନା ଅଳଙ୍କାର ଶ୍ରୀଜୀଉଙ୍କୁ ଦାନ କରିଛନ୍ତି। ପ୍ରଭୁ ବଳଭଦ୍ରଙ୍କ ପାଇଁ ୪୦ […]
ନୂଆଦିଲ୍ଲୀ, ବେଳେ ବେଳେ ଅନେକ ବ୍ୟକ୍ତି ଆର୍ଥିକ ପ୍ରତିବନ୍ଧକ ଦ୍ୱାରା ବହୁ ଅସୁବିଧାର ସମ୍ମୁଖୀନ ହୁଅନ୍ତି। ଏହି ସମସ୍ୟାରୁ ଉଦ୍ଧାର ପାଇବା ପାଇଁ ସେମାନେ ଅନେକ ଉପାୟରେ ଚେଷ୍ଟା କଲେ ମଧ୍ୟ ସେହି ସମସ୍ୟାରୁ ମୁକ୍ତି ପାଇପାରନ୍ତି ନାହିଁ। ଜାଣନ୍ତୁ ଏହାର […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଓଡିଶାରେ ପ୍ରଥମ ଥର ପାଇଁ ଜାତୀୟ ସ୍ତରର ଆଦିବାସୀ ଲୋକନୃତ୍ୟ ଓ ଲୋକ ସଙ୍ଗୀତ ମହା ଉତ୍ସବ କଳାହାଣ୍ଡିର ଜୁନାଗଡ ଠାରେ ଲଙ୍କେଶ୍ୱରୀ ରଙ୍ଗମଂଚରେ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସ୍ତରର ଆଦିବାସୀ ଉତ୍ସବ ଜୁନାଗଡ ପାଇଁ […]
ଭୁବନେଶ୍ୱର: ଭୁବନେଶ୍ବର ଫେରିବା ପରେ ସାଂସଦ ଅପରାଜିତା ଷଡଙ୍ଗୀ ବାଇ ଲ’ ପ୍ରସଙ୍ଗରେ ନିଜର ମତାମତ ରଖିଛନ୍ତି। ସାମ୍ବାଦିକ ସମ୍ମିଳନୀରେ ଏହି ପ୍ରସଙ୍ଗ ଉପରେ ପ୍ରତିକ୍ରିୟା ରଖି ସାଂସଦ କହିଛନ୍ତି ଯେ, ମୁଁ ମନ୍ତ୍ରାଳୟ ସହ ବାଇ ଲ’ ପ୍ରସଙ୍ଗରେ ବିସ୍ତୃତ […]
ଭୁବନେଶ୍ବର, ଜାନୁଆରୀ ୨୬ ତାରିଖଠାରୁ ଭୁବନେଶ୍ୱର ୟୁନିଟ୍-୧ ସ୍ଥିତ ଆଦିବାସୀ ପଡ଼ିଆରେ ଅନୁଷ୍ଠିତ ହେଉଥିବା ଆଦିବାସୀ ମେଳା ଉଦ୍ଯାପିତ ହୋଇଯାଇଛି କୋଭିଡ୍ ମହାମାରୀଜନିତ ଆଚରଣବିଧି ଲାଗୁ ହେବା କାରଣରୁ ଚଳିତ ବର୍ଷ ଆଦିବାସୀ ମେଳା-୨୦୨୧ ନିୟନ୍ତ୍ରିତ ଭାବେ ଅନୁଷ୍ଠିତ ହୋଇଛି, ଯେଉଁଠି […]
ଭୁବନେଶ୍ବର, ଶାନ୍ତି ସ୍ତୁପ ଧଉଳିଠାରେ ଚାଲିଥିବା ତିନିଦିନିଆ ଧଉଳି କଳିଙ୍ଗ ମହୋତ୍ସବ ଶେଷ ହୋଇଛି। ରାଜ୍ୟ ପର୍ଯ୍ୟଟନ ବିଭାଗ ଏବଂ ଓଡିଶା ଡ୍ୟାନସ ଏକାଡେମୀର ମିଳିତ ସହଯୋଗରେ ଏହି ଉତ୍ସବ ଦୀର୍ଘ ବର୍ଷ ଧରି ଆୟୋଜିତ ହୋଇ ଆସୁଛି। ଶେଷ ସଂଧ୍ୟାରେ […]
ଭୁବନେଶ୍ୱର, ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୧ ଉଦଘାଟିତ ହୋଇଛି। ଚଳିତ ବର୍ଷ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଏହି ଉଦ୍ଘାଟନ ହୋଇଛି […]
ନୂଆଦିଲ୍ଲୀ, ଆଜି ଅପରାହ୍ନରେ କେନ୍ଦ୍ର ସରକାର ଏକ ସାମ୍ବାଦିକ ସମ୍ମିଳନୀ ଡାକିଛନ୍ତି। ଏଥିରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତୀ ପାଳନ ନେଇ ଅବଗତ କରାଯିବ। କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲ ଏହି ସାମ୍ବାଦିକ ସମ୍ମିଳନୀ ଡାକିଛନ୍ତି। ଏହା […]
ଭୁବନେଶ୍ବର, ଓଡିଶାର ପ୍ରଖ୍ୟାତ କଣ୍ଠଶିଳ୍ପୀ ସୁସ୍ମିତା ଦାସ କଣ୍ଠରେ ଆସୁଛି ଏକ ଭିନ୍ନ ସ୍ବାଦର ସଂଗୀତ ‘ଶୀତ ଫେରିଲା’। ଓଡିଶା ସଂଗୀତ ଜଗତରେ ସବୁବେଳେ ଏକ ଭିନ୍ନ ସ୍ବାଦର ସଂଗୀତ ଦେଇ ଆସୁଥିବା ସୁସ୍ମିତା ଏଥିରେ ମଧ୍ୟ ରଖିଛନ୍ତି ଭିନ୍ନତା। ଏହି […]
ପାନାଜି, ଗୋଆରେ ଅନୁଷ୍ଠିତ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ସମାରୋହ ଆଇଏଫଏଫଆଇ ର ୫୧ତମ ସଂସ୍କରଣ ଆରମ୍ଭ ହୋଇଛି। ଏଥିରେ ହିନ୍ଦୀ ଓ ବଙ୍ଗଳା ଚଳଚ୍ଚିତ୍ର ଜଗତର ଜଣାଶୁଣା ଅଭିନେତା, ନିର୍ମାତା, ନିର୍ଦ୍ଦେଶକ ତଥା ଗାୟକ ବିଶ୍ୱଜିତ୍ ଚାଟାର୍ଜୀଙ୍କୁ ବର୍ଷର ଶ୍ରେଷ୍ଠ ଭାରତୀୟ […]
ପୁରୀ, ଆଜି ସାରା ଦେଶରେ ପାଳନ ହେଉଛି କରୋନା ଟୀକାଦାନ ଦିବସ। ଆଜିଠାରୁ ଆରମ୍ଭ ହୋଇଛି ବହୁ ପ୍ରତୀକ୍ଷିତ କରୋନା ଟୀକା। ଦୀର୍ଘ ନଅ ମାସ ଧରି ସାରା ବିଶ୍ବ କରୋନା ଭୂତାଣୁ ଦ୍ବାରା ଅସ୍ତବ୍ୟସ୍ତ ହୋଇପଡିଛି। ସମସ୍ତଙ୍କର ଅପେକ୍ଷା ଥିଲା […]
ଭୁବନେଶ୍ବର, ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ ହେଉଥିବା ମୁକ୍ତେଶ୍ୱର ନୃତ୍ୟ ଉତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ଏକକ, ଯୁଗଳ ଏବଂ ବୃନ୍ଦ ନୃତ୍ୟ ପ୍ରଦର୍ଶିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ଭୁବନେଶ୍ୱର ସ୍ବପ୍ନେଶ୍ୱର ଚକ୍ରବର୍ତ୍ତୀ ଏବଂ ତାଙ୍କ ଦଳ ଶିବ ବନ୍ଦନା ସଂଗୀତ […]
ଭୁବନେଶ୍ବର, ପର୍ଯ୍ୟଟନ ବିଭାଗ ତରଫରୁ ତିନିଦିନିଆ ମୁକ୍ତେଶ୍ୱର ନୃତ୍ୟ ଉତ୍ସବ ଆରମ୍ଭ ହୋଇଛି। ଭୁବନେଶ୍ବର ମୁକ୍ତେଶ୍ବର ମନ୍ଦିର ପ୍ରାଙ୍ଗଣରେ ଚାଲିଥିବା ଏହି ଉତ୍ସବର ପ୍ରଥମ ସଂଧ୍ୟାରେ ଶିବ ସ୍ତୋତ୍ରରୁ ଆରମ୍ଭ ହୋଇଥିଲା କାର୍ଯ୍ୟକ୍ରମ। ପଣ୍ଡିତ ମହେଶ୍ୱର ରାଓ ଓ ସାଥୀଙ୍କ ଦ୍ୱାରା […]
ଭୁବନେଶ୍ବର, ଆଜିଠାରୁ ତିନିଦିନ ଧରି ଭୁବନେଶ୍ବରର ମୁକ୍ତେଶ୍ବର ମନ୍ଦିର ପ୍ରାଙ୍ଗଣରେ ଆରମ୍ଭ ହେବ ମୁକ୍ତେଶ୍ବର ନୃତ୍ୟ ଉତ୍ସବ। ଏହି ଉତ୍ସବରେ ଓଡିଶୀ ସଂଗୀତ ଏବଂ ଓଡିଶୀ ନୃତ୍ୟ ପରିବେଷଣ କରାଯିବ। ଓଡିଶୀ ନୃତ୍ୟ ପର୍ଯ୍ୟାୟରେ ଏକକ, ଦ୍ବୈତ ଏବଂ ବୃନ୍ଦ ଓଡିଶୀ […]
ପୁରୀ, ପୌଷମାସ ଅମାବାସ୍ୟାକୁ ବକୁଳ ଅମବାସ୍ୟା ବୋଲି କୁହାଯାଇଥାଏ। ଏହିଦିନ ସାଧାରଣତଃ ଆମ୍ବ ଗଛରେ ବଉଳ ହୋଇଥାଏ। ତେଣୁ ଏହାକୁ ବଉଳ ବା ବକୁଳ ଅମବାସ୍ୟା ବୋଲି କୁହାଯାଇଥାଏ। ଏହି ଅମାବାସ୍ୟାରେ ଶ୍ରୀମନ୍ଦିରରେ ହୋଇଥାଏ ସ୍ବତନ୍ତ୍ର ପୂଜା ନୀତି। ଠାକୁରଙ୍କ ସକାଳ […]
ନୂଆଦିଲ୍ଲୀ, ଜ୍ୟୋତିଷ ଶାସ୍ତ୍ରରେ, ଜଣେ ବ୍ୟକ୍ତିର ଶକ୍ତି ଏବଂ ଦୁର୍ବଳତା ଜାଣିବାର ଅନେକ ଉପାୟ ଅଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ହିନ୍ଦୁ ଧର୍ମରେ ପ୍ରତ୍ୟେକ ଜିନିଷର ବିଶେଷ ମହତ୍ତ୍ୱ ରହିଛି, ଯାହା କୁହାଯାଏ ଯେ, ରାତିରେ ଜନ୍ମ ହୋଇଥିବା ପିଲା ଦିନରେ […]
ଯଦି କଡା ପରିଶ୍ରମ କରିବା ପରେ ବି ଆପଣଙ୍କ ଜୀବନରେ ସର୍ବଦା ଧନର ଅଭାବ ରହୁଛି। ତେବେ ଆପଣ ଏକ ଉପାୟ ଦ୍ଵାରା ଏଥିରେ ମୁକ୍ତି ପାଇପାରିବେ। ଆପଙ୍କ ପର୍ସରେ ଆପଣ ଏମିତି କିଛି ଜିନିଷ ରଖନ୍ତୁ ଯଦ୍ୱାରା ଆପଣଙ୍କୁ କେବେ […]