ଭୁବନେଶ୍ୱର: ମାର୍ଗଶିର ମାସ କୃଷ୍ଣ ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ଶୁକ୍ଳ ପ୍ରତିପଦା ତିଥିରେ ପାରମ୍ପରିକ ଭାବରେ ଶ୍ରୀମନ୍ଦିରରେ ଦେବ ଦୀପାବଳି ପାଳନ ହୋଇ ଆସୁଛି। ଶାସ୍ତ୍ରୀୟ ଓ ପାରମ୍ପରିକ ବିଶ୍ୱାସ ଅନୁସାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ କଶ୍ୟପ, ଅଦିତି, କୌଶଲ୍ୟା, ଦଶରଥ, […]
ଭୁବନେଶ୍ୱର: ଦେଶର ସ୍ୱାଧୀନତା ଆନ୍ଦୋଳନରେ ନିଜକୁ ଉତ୍ସର୍ଗ କରିଥିବା ମହିଳା ସ୍ୱାଧୀନତା ସଂଗ୍ରାମୀମାନଙ୍କ ମଧ୍ୟରେ ରମାଦେବୀ ହେଉଛନ୍ତି ଅନ୍ୟତମ। ରାଜ୍ୟର ପ୍ରଥମ ମହିଳା ସ୍ୱାଧୀନତା ସଂଗ୍ରାମୀ ଭାବେ ମହାତ୍ମାଗାନ୍ଧୀଙ୍କ ଆହ୍ୱାନରେ ସେ ଲବଣ ସତ୍ୟାଗ୍ରହ, ଖଦି ଆନ୍ଦୋଳନ, ବିନୋବା ଭାବେଙ୍କ ଭୂଦାନ […]
ନୂଆଦିଲ୍ଲୀ: ଗୁଜରାଟର ଗର୍ବା ୟୁନେସ୍କୋ ଅକ୍ଷୟ ଐତିହ୍ୟ ତାଲିକାରେ ସାମିଲ ହେବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖୁସି ବ୍ୟକ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରି କହିଛନ୍ତି ଯେ, ‘ଗର୍ବା ହେଉଛି ଜୀବନ, ଏକତା ଏବଂ ଆମ ଗଭୀର ପରମ୍ପରାର ଏକ […]
ଭୁବନେଶ୍ବର: ଆଜି ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର ଜୈନ ଚେୟାର ଆନୁକୂଲ୍ୟରେ କଳିଙ୍ଗ ଜୀନ ବକ୍ତୃତାମାଳା ଅନୁଷ୍ଠିତ ହୋଇଯାଇଛି। କୁଳପତି ପ୍ରଫେସର ପ୍ରସନ୍ନ କୁମାର ସ୍ବାଇଁ ଏହି ବକ୍ତୃତାମାଳାକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିବା ସହ ଏହି ଅବସରରେ ଜୈନ କୀର୍ତ୍ତିରାଜିକୁ ନେଇ […]
ଭୁବନେଶ୍ୱର: ଗଙ୍ଗଶିଉଳି ରାତିରେ ଫୁଟି ସକାଳକୁ ଝଡ଼ିଯାଇଥାଏ ସତ ମାତ୍ର ରାତିକ ମଧ୍ୟରେ ତା’ର ମହକରେ ଖେଳିଯାଏ ଚତୁର୍ଦିଗ। ସେହି ଗଙ୍ଗଶିଉଳିକୁ ନେଇ ‘ଶେଫାଳି ପ୍ରତି’ କବିତାରେ ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତଙ୍କ ଭାବପୂର୍ଣ୍ଣ ପଦପଂକ୍ତି ଅତ୍ୟନ୍ତ ହୃଦୟସ୍ପର୍ଶୀ। ମାତ୍ର […]
ଭୁବନେଶ୍ବର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ପାଞ୍ଚଦିନିଆ ନାଟକ ଉତ୍ସବ ସ୍ଥାନୀୟ ରବୀନ୍ଦ୍ରମଣ୍ଡପଠାରେ ଆଜିଠାରୁ ଶୁଭାରମ୍ଭ ହୋଇଛି। ଓଡ଼ିଶାର ପ୍ରବାଦପୁରୁଷ ଓ ସମାଜ ସଂସ୍କାରକଙ୍କ ଜୀବନୀ ଉପରେ ଆଧାରିତ ବିଭିନ୍ନ […]
ଭୁବନେଶ୍ବର: ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜନ ସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଐତିହାସିକ ବାଲିଯାତ୍ରାକୁ ଗୋଟିଏ ଦିନ ପାଇଁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ […]
ଭୁବନେଶ୍ବର: ଆଜିଠାରୁ ବିଶ୍ବ ପ୍ରସିଦ୍ଧ କୋଣାର୍କ ମନ୍ଦିର ନିକଟସ୍ଥ ମୁକ୍ତାକାଶ ରଂଗମଞ୍ଚରେ ଆରମ୍ଭ ହେବ କୋଣାର୍କ ଉତ୍ସବ। ଏହି ଉତ୍ସବ ପାଞ୍ଚ ଦିନ ଧରି ଚାଲିବ। ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗର ମିଳିତ ସହଯୋଗରେ ଏହି ଉତ୍ସବ ଆୟୋଜିତ ହୋଇ […]
ଭୁବନେଶ୍ୱର: ସାହିତ୍ୟ ହେଉଛି ସମାଜର ପ୍ରତିବିମ୍ବ, ପ୍ରତିରୂପ ଓ ପ୍ରତିଛବି। ସମାଜର ପ୍ରତ୍ୟେକ ଦୃଶ୍ୟ ଓ ଘଟଣା ସାହିତ୍ୟରେ ପ୍ରତିଫଳିତ ହୋଇଥାଏ ବୋଲି ରାଜ୍ୟପାଳ ରଘୁବର ଦାସ ପ୍ରକାଶ କରିଛନ୍ତି। ଭୁବନେଶ୍ୱର ଜୟଦେବ ଭବନରେ ଗଣକବି ବୈଷ୍ଣବ ପାଣିଙ୍କ ୧୪୧ତମ ଜୟନ୍ତୀ ଉତ୍ସବରେ […]
ଭୁବନେଶ୍ୱର: ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ରାଜ୍ୟରେ ଚିତ୍ରକଳାର ପ୍ରଚାର ଓ ପ୍ରସାର ନିମନ୍ତେ ଏକାଡେମୀ ଦ୍ୱାରା ସଂଗୃହିତ ଚିତ୍ରକଳାଗୁଡିକୁ ନେଇ ଏକ ଭ୍ରାମ୍ୟମାଣ ପ୍ରଦର୍ଶନୀର ଉଦଘାଟନୀ ଉତ୍ସବ ଆଜି ଅନୁଷ୍ଠିତ ହୋଇଯାଇଛି। […]
ନୂଆଦିଲ୍ଲୀ: ଓଡିଶାର ଯୁବ ସାହିତ୍ୟିକ ଡିଲେଶ୍ବର ରଣା ପାଇବେ ଚଳିତ ବର୍ଷର କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର। ଏ ନେଇ ଗତକାଲି ଚୟନ କମିଟ ତରଫରୁ ତାଙ୍କ ନାମ ମନୋନିତ କରିବା ପରେ ଏକାଡେମୀ ତରଫରୁ ଘୋଷଣା କରାଯାଇଛି। ତାଙ୍କ ପୁସ୍ତକ […]
ଭୁବନେଶ୍ଵର: ଓଡ଼ିଶା ନୌବାଣିଜ୍ୟ ପରମ୍ପରାର ସମୃଦ୍ଧ ତଥା ଗୌରବମୟ ଇତିହାସର ପ୍ରତୀକ ବିଶ୍ଵ ପ୍ରସିଦ୍ଧ କଟକ ବାଲିଯାତ୍ରା ଯାହା ଆରମ୍ଭ ହୋଇଛି ନଭେମ୍ବର ୨୭ରୁ ଆରମ୍ଭ ହୋଇଛି କଟକ ବାଲିଯାତ୍ରା ପଡିଆରେ ଯେଉଁଠି ‘ଜୀ ସାର୍ଥକ’ର ପକ୍ଷରୁ ଏକ ଷ୍ଟଲ ଖୋଲାଯାଇଛି। ଏହି […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଉତ୍କଳର ପ୍ରାଚୀନ ନୌବାଣିଜ୍ୟ ପରମ୍ପରାକୁ ଉଜ୍ଜୀବିତ ରଖିବା ପାଇଁ ବାଲୁଗାଁ ଚିଲିକା ଉପକୂଳରେ ଚିଲିକା ବୋଇତ ବନ୍ଦାଣ ଉତ୍ସବ କମିଟିର ଆୟୋଜନ କ୍ରମେ ବାଲୁଗାଁ ମହାବିଦ୍ୟାଳୟ ପରିସରର ଉତ୍ସବ ମଞ୍ଚରେ ଏକ ମନୋଜ୍ଞ ଚିଲିକା ଗୀତ ଆସର ଅନୁଷ୍ଠିତ […]
ନୂଆଦିଲ୍ଲୀ: ଆଜି କାର୍ତ୍ତିକ ପୂର୍ଣ୍ଣିମା ଦେବ ଦୀପାବଳୀରେ ଝଲସି ଉଠିଛି ବାରଣାସୀ। ଏଠାରେ କାଶୀ ଘାଟରେ ପ୍ରାୟ ବାର ଲକ୍ଷ ଦୀପ ଜଳାଯାଇ ଏହି ପର୍ବ ପାଳନ କରାଯାଇଛି। ଏଥିରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଯୋଗ ଦେଇ ଏହାର ଶୁଭାରମ୍ଭ […]
ରଣପୁର: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଚଳ ଚଂଚଳ ହୋଇ ଉଠିଥିଲା ସମଗ୍ର ରଣପୁର ଅଂଚଳ। ଭୋରୁ ଭୋରୁ ଶହ ଶହ ଶ୍ରଦ୍ଧାଳୁମାନେ କଦଳୀ ପଟୁକା, ସୋଲ ତିଆରି ଡଙ୍ଗା ନେଇ ପୋଖରୀ, ନଦୀରେ ଭସାଉ ଥିବା ଦେଖିବାକୁ ମିଳିଥିଲା। ରଣପୁରର ଜଗନ୍ନାଥ […]
ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ପ୍ରଦର୍ଶନୀ କକ୍ଷରେ ଅନ୍ତର୍ଜାତୀୟ ଚିତ୍ରକଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁଦୂର ସାଉଥ୍ କୋରିଆର ବିିଭିନ୍ନ ଚିତ୍ରଶିଳ୍ପୀଙ୍କର ପ୍ରାୟ ୧୫୦ଟି ଚିତ୍ରକଳା ପ୍ରଦର୍ଶିତ ହୋଇଛି। ଏହି ଚିତ୍ରକଳା ପ୍ରଦର୍ଶନୀରେ ସାଉଥକୋରିଆର ଐତିହ୍ୟ, ପରମ୍ପରା ଏବଂ ଲୋକକଳା […]
ନୂଆଦିଲ୍ଲୀ: ରାଜ୍ୟ ସରକାରଙ୍କ ଦ୍ଵାରା ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଗଠନ ହେବା ଫଳରେ ସେମାନଙ୍କ ଜୀବନ ଶୈଳୀରେ ଉଲ୍ଲେଖନୀୟ ଉନ୍ନତି ପରିଲକ୍ଷିତ ହେବା ସହିତ ଓଡିଶାର ଜନଜାତି ସମୁଦାୟ ସମେତ ବିଲୁପ୍ତପ୍ରାୟ ଜନଜାତିଙ୍କ ସର୍ବାଙ୍ଗୀନ ଉନ୍ନତି ଏବଂ […]
ଭୁବନେଶ୍ବର: ନବକୃଷ୍ଣ ଚୌଧୁରୀ ଥିଲେ ବିପ୍ଳବୀ ଜନନାୟକ, ସାମ୍ୟବାଦୀ ଦର୍ଶନର ରୂପକାର, କୃଷକ, ଖଟିଖିଆ ଓ ମେହନତି ମଣିଷର ସୁଖଦୁଃଖର ସାଥୀ, ସରଳ, ନିରାଡ଼ମ୍ବର ଓ ସର୍ବୋପରି ଜଣେ ସଚ୍ଚା ଦେଶସେବକ। ଗାନ୍ଧିଜୀଙ୍କ ଆହ୍ୱାନରେ ପାଠପଢ଼ା ଛାଡ଼ି ସ୍ୱାଧୀନତା ଆନ୍ଦୋଳନରେ ଯୋଗଦେଇଥିଲେ […]
ଭୁବନେଶ୍ବର: ସ୍ବତନ୍ତ୍ର ଉନ୍ନୟନ ପରିଷଦ ମାଧ୍ୟମରେ ବର୍ତ୍ତମାନ ମୁଖ୍ୟସ୍ରୋତରେ ଜନଜାତି ସମ୍ପ୍ରଦାୟ ସାମିଲ ହୋଇପାରିଛନ୍ତି। ଜନଜାତି ଛାତ୍ରଛାତ୍ରୀ ମାନେ ବର୍ତ୍ତମାନ ଉଚ୍ଚଶିକ୍ଷିତ ହେଉଛନ୍ତି । ସବୁ କ୍ଷେତ୍ରରେ ସେମାନେ ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣି ଦେଉଛନ୍ତି ବୋଲି ମତ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ନାଗିରକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ଚଳିତ ବର୍ଷର ଦ୍ୱିତୀୟ ପର୍ଯ୍ୟାୟ ଟ୍ରେନ୍ ଯାତ୍ରାର ଶୁଭାରମ୍ଭ କରିଛନ୍ତି। ଚଳିତ ବର୍ଷର ଦ୍ୱିତୀୟ ପର୍ଯ୍ୟାୟରେ ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ଜଗତସିଂହପୁର, କଟକ ଓ କେନ୍ଦ୍ରାପଡ଼ାର ବରିଷ୍ଠ […]