ପୁରୀ, ମନ୍ଦିର ପ୍ରଶାସନ ଜାରି କରିଥିବା ସମୟ ନିର୍ଘଣ୍ଟର ବହୁ ପୂର୍ବରୁ ବାହୁଡା ରଥ ଟଣା ଆରମ୍ଭ ହୋଇଯାଇଛି। ନିର୍ଦ୍ଧାରିତ ସମୟ ଅନୁସାରେ ଅଜି ଅପରାହ୍ନ 4 ଟାରେ ରଥଟଣା ହୋଇଥାଆନ୍ତା। ହେଲେ ଏହାର ଯଥେଷ୍ଠ ପୂର୍ବରୁ ଅର୍ଥାତ ଅପରାହ୍ନ ଗୋଟିଏ […]
ପୁରୀ, ଚଳିତ ବର୍ଷ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ଏକ ନୂଆ ରେକର୍ଡ କରିଛନ୍ତି। ତାହା ହେଲା ସେ ଶ୍ରୀଜିୟୁଙ୍କ ସେବା କରିବାରେ ୫୦ ବର୍ଷ ପୁରଣ କରିଛନ୍ତି। ସେ ୧୯୭୧ ମସିହାରୁ ଠାକୁରଙ୍କ ଏହି ସେବା କରି ଆସୁଛନ୍ତି। […]
ପୁରୀ, ବାହୁଡା ଯାତ୍ରାର ଏକ ଅନନ୍ୟ ପରଂପରା ହେଉଛି ତିନିଠାକୁରଙ୍କ ମାଉସୀମା ମନ୍ଦିରରେ ପୋଡପିଠା ଖିଆ। ଏହି ପରଂପରା କାହିଁ କେଉଁ କାଳରୁ ପ୍ରଚଳିତ ହୋଇ ଆସୁଛି। ତିନିଠାକୁର ଗୁଣ୍ଡିଚା ମନ୍ଦିରରୁ ଆଗପଛ ହୋଇ ବାହାରିବା ପରେ ବାଟରେ ଏହି ପୋଡପିଠା […]
ପୁରୀ, ବର୍ତ୍ତମାନ ବାହୁଡା ଯାତ୍ରା ପାଇଁ ସମସ୍ତ ରୀତିନୀତି ନିର୍ଦ୍ଧିରତ ସମୟ ପୂର୍ବରୁ ଚାଲିଛି। ତିନି ରଥର ତିନିଠାକୁର ବିରାଜମାନ କରିବା ପରେ ଏବେ ଛେରା ପହଁରା ନୀତି ଚାଲିଛି। ଗଜପତି ଦିବ୍ୟସିଂହ ଦେବ ନିର୍ଦ୍ଧାରିତ ସମୟ ପୂର୍ବରୁ ପହଁଚି ଏହି […]
ପୁରୀ, ଆଜି ହେଉଛି ପବିତ୍ର ବାହୁଡା ଯାତ୍ରା। ଏହି ଉପରଲେକ୍ଷ ଶ୍ରୀଗୁଣ୍ଡିଚା ମନ୍ଦିରରୁ ତିନିଠାକୁରଙ୍କ ପହଣ୍ଡି ବିଜେ ଆରମ୍ଭ ହୋଇଛି। ପ୍ରଥମେ ସୁଦର୍ଶନ ଦେବଦଳନ ରଥରେ ବିଜେ କରିବା ପରେ ପ୍ରଭୃ ବଳଭଦ୍ର ପହଣ୍ଡି ବିଜେ କରି ରଥାଋଢ ହୋଇଛନ୍ତି। ପୂର୍ବ […]
ମେଷ ରାଶି-ଜୀବନସାଥୀଙ୍କଠାରୁ ସମର୍ଥନ ମିଳିବ। ଯାନ ଏବଂ ଯନ୍ତ୍ରର ବ୍ୟବହାରରେ ସତର୍କତା ବ୍ୟବହାର କରନ୍ତୁ। ବିବାଦକୁ ପ୍ରୋତ୍ସାହିତ କରନ୍ତୁ ନାହିଁ। ଆର୍ଥିକତାକୁ ଧ୍ୟାନରେ ରଖନ୍ତୁ। ସମ୍ପର୍କୀୟଙ୍କ ସହ ସମ୍ପର୍କ ସୁଦୃଢ ହେବ। ଶତ୍ରୁମାନଙ୍କଠାରୁ ସାବଧାନ ରୁହନ୍ତୁ। ବ୍ୟବସାୟ ଲାଭଦାୟକ ହେବ। ଖର୍ଚ୍ଚ […]
ପୁରୀ, ତିନିଠାକୁର ମଙ୍ଗଳବାର ଦିନ ଶ୍ରୀମନ୍ଦିରକୁ ଫେରିବେ। ସେଥିପାଇଁ ମନ୍ଦିର ପ୍ରଶାସନ ତରଫରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଜ୍ଞାମାଳ ଆସିବା ପରେ ତିନିରଥରେ ଚାରମାଳ ବନ୍ଧା କାର୍ଯ୍ୟ ଆରମ୍ଭ ହୋଇଥିଲା। ଯାହା ରାତି ଭିତରେ ଶେଷ କରାଯାଇଛି। ଏହା ପୂର୍ବରୁ […]
ଭୁବନେଶ୍ବର, ଆସନ୍ତାକାଲି ମଙ୍ଗଳବାରରେ ମହାପ୍ରଭୃ ତାଙ୍କ ଜନ୍ମବେଦୀର ଲୀଳା ସାରି ଶ୍ରୀମନ୍ଦିର ପ୍ରତ୍ୟାବର୍ତ୍ତନ କରିବେ। ସେଥିପାଇଁ ପ୍ରସ୍ତୁତି ଶେଷ ହୋଇଛି। ବାହୁଡା ପୂର୍ବଦିନ ସଂଧ୍ୟା ଦର୍ଶନ ଥିବାରୁ ଭକ୍ତମାନଙ୍କ ଭିଡ ପରିଲକ୍ଷିତ ହେବା କଥା। ହେଲେ କରୋନା କଟକଣା ପାଇଁ ସଂଧ୍ୟା […]
ମେଷ ରାଶି-ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ। ପ୍ରେମ ସଂପର୍କରେ ସୁସଙ୍ଗତତା ରହିବ। ଆଇନଗତ ପ୍ରତିବନ୍ଧକ ହଟାଯିବ। ଆରାମ ବୃଦ୍ଧି ପାଇବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହେବ। ବ୍ୟବସାୟ ଭଲ କରିବ। ଜିନିଷକୁ ସୁରକ୍ଷିତ ରଖନ୍ତୁ। ବ୍ୟବସାୟ ଭଲ ଚାଲିବ। ବୃଷ ରାଶି- ଜମି […]
ମେଷ ରାଶିଫଳ: – ଆଜି ଏକ ସାଧାରଣ ଦିନ ହେବ। କାର୍ଯ୍ୟଗୁଡ଼ିକରେ ସଫଳତା ହେତୁ ଆତ୍ମବିଶ୍ୱାସ ବୃଦ୍ଧି ପାଇବ, କିନ୍ତୁ କାର୍ଯ୍ୟର ଭାର ଅଧିକ ହେବ, ଯେଉଁଥିପାଇଁ ଆପଣ ଶାରୀରିକ ଏବଂ ମାନସିକ ସ୍ତରରେ ଅଳସୁଆ ଅନୁଭବ କରିବେ । ଆପଣ […]
ଭୁବନେଶ୍ବର, ଗତକାଲି ମା ଲକ୍ଷ୍ମୀ ରାଗରେ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିର ଯାଇଥିଲେ। ସେଠାରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥକୁ ଭାଙ୍ଗିଦେଲେ। ଏହାପରେ ରାଗ ଶାନ୍ତ କରିବା ପାଇଁ କାଲି ରାତିରେ ଜଗନ୍ନାଥ ମା ଲକ୍ଷ୍ମୀଙ୍କ ଭେଟ ହୋଇଥିଲା। ଏହା ଥିଲା ଗତକାଲି […]
ମେଷ: – ଆଜି ଆପଣଙ୍କ ପାଇଁ ଏକ ଖୁସି ଏବଂ ଚମତ୍କାର ଦିନ ହେବ । ସ୍ୱାସ୍ଥ୍ୟ ଏବଂ ପ୍ରତିଷ୍ଠା ବିଷୟରେ ସଚେତନ ରୁହନ୍ତୁ । ବୁଦ୍ଧିମାନ ଭାବରେ କାର୍ଯ୍ୟ କରନ୍ତୁ ଏବଂ ବୁଝାମଣା କରନ୍ତୁ ଏବଂ ସମସ୍ୟାର ସମାଧାନ କରନ୍ତୁ […]
ନୂଆଦିଲ୍ଲୀ, ସାଧାରଣତଃ ଘରୁ କୌଣସି ଶୁଭ କାମରେ ବାହାରିବା ବେଲେ ସମସ୍ତେ ଭଗବାନଙ୍କ ନାମକୁ ସ୍ମରଣ କରି ବାହାରିଥାନ୍ତି। ଏହାର କାରଣ ହେଲା ଯେଉଁ କାମ କରିବାକୁ ଯାଉଛନ୍ତି ତାହା ଯେପରି ଶୁଭ ହୁଏ। ହେଲେ ବେଳେ ବେଳେ ଘରୁ ବାହାରିବା […]
ମେଷ-ଏକ ଉତ୍ସବରେ ଅଂଶଗ୍ରହଣ କରିବାର ସୁଯୋଗ ମିଳିବ। ଛାତ୍ରଛାତ୍ରୀମାନେ ସଫଳତା ହାସଲ କରିବେ। ତୁମର ପ୍ରିୟ ଖାଦ୍ୟ ଉପଭୋଗ କରିବ। ବ୍ୟବସାୟରେ ଅଭିବୃଦ୍ଧି ହେବାର ସମ୍ଭାବନା ଅଛି। ପରିବାର ଏବଂ ସାଙ୍ଗମାନଙ୍କ ସହିତ ସମୟ ଖୁସିରେ ବିତାଇବେ। ଶାରୀରିକ ଯନ୍ତ୍ରଣା ସମ୍ଭାବନା, […]
ମେଷ: – ଆଜି, ଯଦି ଆପଣ ଫଳାଫଳ ବିଷୟରେ ଚିନ୍ତା ନକରି କଠିନ ପରିଶ୍ରମ କରନ୍ତି, ତେବେ ଆପଣ ନିଶ୍ଚିତ ଭାବରେ ସଫଳତା ପାଇବେ । ଅନାବଶ୍ୟକ ଆର୍ଥିକ ଖର୍ଚ୍ଚରୁ ଦୂରେଇ ରୁହନ୍ତୁ । ପ୍ରତିବନ୍ଧକ ହଟିଯିବ । ପରିବାର ସଦସ୍ୟଙ୍କ […]
ମେଷ – ଆପଣ କଠିନ ପରିଶ୍ରମର ଫଳ ପାଇବେ। ଶକ୍ତି ଏବଂ ପ୍ରତିଷ୍ଠା ବୃଦ୍ଧି ପାଇବ। ବିନିଯୋଗ, ଭ୍ରମଣ ଏବଂ ଚାକିରି ଅନୁକୂଳ ହେବ। ବନ୍ଧୁ ଏବଂ ସମ୍ପର୍କୀୟମାନେ ସହଯୋଗ କରିବେ। ବିରୋଧୀମାନେ ସକ୍ରିୟ ରହିବେ। ଟଙ୍କା ପାଇବା ସହଜ ହେବ […]
ପୁରୀ, ତିନିଠାକୁର ଆଜି ଅପରାହ୍ନରେ ତିନି ରଥରୁ ଆଡପ ମଣ୍ଡପକୁ ବିଜେ କରିଛନ୍ତି। ନଅ ଦିନ ଧରି ସେ ନିଜ ଜନ୍ମ ବେଦୀରେ ରହିବେ। ହେଲେ ଦୁଃଖର କଥା ତିନି ଠାକରୁ ଏକା ଏକା ବସିବେ ସିନେ କୌଣସି ଭକ୍ତଙ୍କୁ ଦେଖିପାରିବେ […]
ଭୁବନେଶ୍ବର: କୁହାଯାଏ ଲୋକଙ୍କ ନାମର ପ୍ରଥମ ଅକ୍ଷରରୁ ଜଣଙ୍କର ବ୍ୟକ୍ତିତ୍ବ ସମ୍ପର୍କରେ ସୂଚନା ମିଳିପାରିଥାଏ। ସେହିପରି କିଛି ଅକ୍ଷର ମଧ୍ୟ ପ୍ରଭାବଶାଳୀ ହୋଇଥା’ନ୍ତି। ଅଙ୍କଜ୍ୟୋତିଷ ଅନୁସାରେ ଇଂରାଜୀ ଅକ୍ଷର ଏ, ଜେ, ଓ, ଏସ୍ ବେଶ୍ ପ୍ରଭାବଶାଳୀ। ଏସ୍ ଅକ୍ଷର ଅଙ୍କ ୧ […]
ମେଷ- ବୃତ୍ତିଗତ କ୍ଷେତ୍ରରେ କାହାକୁ ପ୍ରଭାବିତ କରିବା ପାଇଁ ତୁମେ ତୁମର କୈଶଳକୁ ବ୍ୟବହାର କରିବାକୁ ସମର୍ଥ ହେବ । ଅଧ୍ୟୟନ କ୍ଷେତ୍ରରେ ଗତି ବଜାୟ ରଖିବାରେ କୌଣସି ଅସୁବିଧା ହେବ ନାହିଁ । ଯେଉଁମାନେ ନିଜ ଜୀବନରେ ପ୍ରେମ ଖୋଜୁଛନ୍ତି […]
ପୁରୀ, ବେଶ ଶାନ୍ତି ଶୃଙ୍ଖଳାର ସହିତ ଆଜି ତିନି ରଥ ଗୁଣ୍ଡିଚା ମନ୍ଦିର ସାମନା ଶରଧାବାଲିରେ ଦଣ୍ଡାୟମାନ ହୋଇଛି। ନିର୍ଦ୍ଧାରିତ ସମୟ ପୂର୍ବରୁ ରଥଯାତ୍ରାର ସମସ୍ତ ନୀତିକାନ୍ତି ସଂପର୍ଣ୍ଣ ହୋଇଥିଲା। ଆସନ୍ତାକାଲି ମଙ୍ଗଳବାରରେ ରଥ ଉପରେ ତିନିଠାକୁରଙ୍କ ବିଭିନ୍ନ ନୀତି ସଂପର୍ଣ୍ଣ […]
ଭୁବନେଶ୍ବର, କରୋନା ପାଇଁ ଭକ୍ତମାନଙ୍କୁ ପୁରୀ ବଡଦାଣ୍ଡ ମନା। ଯେତେବେଳେ ଭକ୍ତମାନେ ଯାଉ ନାହାଁନ୍ତି ସେତେବେଳେ ମୁଖ୍ୟମନ୍ତ୍ରୀ କେମିତି ଯିବେ। ସେ ନିଜେ ଭକ୍ତମାନଙ୍କୁ ଯିବା ପାଇଁ ବାରଣ କରିଛନ୍ତି। ସେଥିପାଇଁ ନବୀନ ରଥଯାତ୍ରାର ଟିକିନିଖ ଖବର ଘରେ ଟିଭିରେ ଏହାର […]