ମୁମ୍ବାଇ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଆଜି ନାଶିକ ଗସ୍ତରେ ଅଛନ୍ତି। ଯେତେବେଳେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ହେଲିକପ୍ଟର ଆଜି ସହରର ନୀଳଗିରି ହେଲିପ୍ୟାଡରେ ଅବତରଣ କଲା, ସେତେବେଳେ ପୋଲିସ ନିଜେ ତାଙ୍କ ବ୍ୟାଗ ଯାଞ୍ଚ କରିଥିଲା। ପୋଷାକ, ଔଷଧ ଏବଂ […]
ଭୁବନେଶ୍ବର: ଆସନ୍ତାକାଲି ଓଡିଶା ପ୍ରଚାରରେ ଆସିବେ ଅଭିନେତ୍ରୀ ତଥା ସାଂସଦ ହେମାମାଳିନୀ। ଏ ନେଇ ଦଳ ତରଫରୁ ବେଶ ପ୍ରସ୍ତୁତି ଚାଲିଛି। ଚଳିତ ନିର୍ବାଚନରେ ବିଜେପି ବିଜେଡିକୁ କଡା ଟକ୍କର ଦେବା ପାଇଁ ଜୋରଦାର ପ୍ରୟାସ ଜାରୀ ରଖିଛି। ଫଳରେ କେନ୍ଦ୍ରରୁ […]
ଭୁବନେଶ୍ବର: ଭୋଟ ଗ୍ରହଣର ଅଳ୍ପ କିଛିଦିନ ପୂର୍ବରୁ ବିଜେପିରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ବିଧାୟକ ରମାରଞ୍ଜନ ବଳିୟାରସିଂ। ସେ ନିଜ ଇସ୍ତଫା ପତ୍ର ବିଜେପି ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି। ସେ ୨୦୦୪ ମସିହାରେ ସତ୍ୟବାଦୀରୁ ବିଜେଡି ବିଧାୟକ […]
ନୂଆଦିଲ୍ଲୀ: ଉତ୍ତର-ପୂର୍ବ ରାଜ୍ୟଗୁଡିକରେ ବେଆଇନ ଅନୁପ୍ରବେଶ ପ୍ରସଙ୍ଗ କ୍ରମାଗତ ଭାବରେ ହେଡଲାଇନରେ ରହିଛି। ଏହି ସମୟରେ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା ବାଂଲାଦେଶରୁ ଆସୁଥିବା ବେଆଇନ ପ୍ରବାସୀ ତଥା ଆତଙ୍କବାଦୀଙ୍କ ଅନୁପ୍ରବେଶ ପ୍ରସଙ୍ଗରେ ଉଦ୍ବେଗ ପ୍ରକାଶ କରିଛନ୍ତି। ୨୦୨୪ ଲୋକସଭା […]
ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ସଂଧ୍ୟାରେ ଏକାମ୍ର ନିର୍ବାଚନ ମଣ୍ଡଳୀରେ ମାରାଥନ ପ୍ରଚାର କରି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି। ଲିଙ୍ଗରାଜ ମନ୍ଦିର, କାରଗିଲ୍ ରୋଡ ଓ ଜାଗମରାରେ ଆୟୋଜିତ […]
ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ଉପକୂଳ ଓଡ଼ିଶାରେ ଧୂଆଁଧାର ପ୍ରଚାର କରି ବିରୋଧୀ ବିଜେପି ଦଳକୁ ଶାଣିତ ଆକ୍ରମଣ କରିଛନ୍ତି । ବିଜେପିର ମିଛ ଧରା ପକାଇଛନ୍ତି । କଟକ ଲୋକସଭା ନିର୍ବାଚନ […]
ଭୁବନେଶ୍ବର: ଆଜି ଓଡିଶା ନିର୍ବାଚନ ପ୍ରଚାର କମ୍ପମାନ ହେବ। କାରଣ ଆଜି ଦୁଇ ଜାତୀୟ ଦଳ ବିଜେପି ଓ କଂଗ୍ରେସର ତୁଙ୍ଗ ନେତାମାନେ ଓଡିଶା ପ୍ରଚାରରେ ଆସୁଛନ୍ତି। ଫଳରେ ଉଭୟ ଶିବିରରେ ବେଶ ଉତ୍ସାହ ପରିଲକ୍ଷିତ ହୋଇଛି। ଦିନରେ କଂଗ୍ରେସ ନେତା […]
ଭୁବନେଶ୍ବର: ଆସନ୍ତାକାଲି ଓଡିଶା ପ୍ରଚାରରେ ଆସୁଛନ୍ତି କଂଗ୍ରେସ ନେତା ରାହୁଳ ଗାନ୍ଧୀ। ସେ ପ୍ରଥମ ପର୍ଯ୍ୟାୟରେ ନବରଂଗପୁର ଆସିବାର ଥିଲା। ହେଲେ ନାମାଙ୍କନ ଦାଖଲ ପାଇଁ ସେ ଆସିପାରି ନ ଥିଲେ। ବର୍ତ୍ତମାନ ବୁଧବାର ଦିନ ସେ ଆସିବେ ବୋଲି ପ୍ରଦେଶ […]
ନୂଆଦିଲ୍ଲୀ: ଚଳିତ ସାଧାରଣ ନିର୍ବାଚନ ସମୟରେ ଲାଗୁ ଆଦର୍ଶ ଆଚରଣ ବିଧିକୁ ଦୁଇ ମାସ ପୂରିଛି। ଏହାର ଉଲ୍ଲଙ୍ଘନ ସମ୍ପର୍କରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ କରାଯାଇଥିବା ଅଭିଯୋଗ ଉପରେ ଗ୍ରହଣ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ସ୍ଥିତି ସମ୍ପର୍କରେ ସଦ୍ୟତମ ରିପୋର୍ଟ ଦେବାକୁ […]
ଭୁବନେଶ୍ବର: ଆସନ୍ତାକାଲି ପୁଣି ଓଡିଶା ଆସୁଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। ହେଲେ ସେ କଣ୍ଟାବାଞ୍ଜୀ ପ୍ରଚାରକୁ ବାତିଲ କରିଛନ୍ତି। ପୂର୍ବରୁ କୁହାଯାଇଥିଲା ଯେ, ଅମିତ ଶାହ ପ୍ରଚାରରେ ଆସିଲେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛିଡା ହୋଇଥିବା କଣ୍ଟାବାଞ୍ଜୀ ନିର୍ବାଚନ ମଣ୍ଡଳୀରେ […]
ଭୁବନେଶ୍ୱର: ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଓ ଏହା ଅନ୍ତର୍ଗତ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ମତଦାନ ହୋଇସାରିଛି। ମତଦାନ ପରେ ଇଭିଏମ୍ଗୁଡ଼ିକୁ ବିଭିନ୍ନ ଷ୍ଟ୍ରଙ୍ଗ୍ରୁମ୍ରେ ସଂପୂର୍ଣ୍ଣ ସୁରକ୍ଷା […]
ଭୁବନେଶ୍ବର: ଆଜି କେନ୍ଦ୍ରାପଡାରେ ଧୂମଧଡାକ ପ୍ରଚାର କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସେ ସେଠାରେ ବିଜେପି ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କୁ ସିଧା ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ଦେହ ଖରାପ ବୋଲି ଏକ ଗୁଜବ ସୃଷ୍ଟି […]
ବ୍ରହ୍ମପୁର: ତେଜିଲା ବ୍ରହ୍ମପୁର ରାଜନୀତି। ଗତକାଲି ରାତିରେ ବ୍ରହ୍ମପୁର ବିଜେପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ମାଡ ମାରିବା ଅଭିଯୋଗରେ ଗିରଫ ହେଲେ ବିଧାନସଭା ପ୍ରାର୍ଥୀ ଶିବ ଦାସ। ଗତକାଲି ନିର୍ବାଚନ ଶେଷ ହୋଇଥିଲେ ମଧ୍ୟ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବ ଶଙ୍କର […]
ଭୁବନେଶ୍ୱର: ରାଜ୍ୟରେ ହୋଇଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନର ଚୁଡାନ୍ତ ମତଦାନ ହାର ଘୋଷଣା ହୋଇଛି। ଓଡିଶା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଏହା ଘୋଷଣା କରାଯାଇଛି। ସେହି ଅନୁସାରେ ରାଜ୍ୟର ଅନୁଷ୍ଠିତ ହୋଇଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ମତଦାନ ହାର ହେଉଛି […]
ଭୁବନେଶ୍ବର: ଗତକାଲି ଶେଷ ହୋଇଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏଥିରେ 4ଟି ଲୋକସଭା ଏବଂ 28ଟି ବିଧାନସଭାରେ ନିର୍ବାଚନ ହୋଇଛି। ତେବେ ଭୋଟ ଗ୍ରହଣ ପରେ କେଉଁ ଦଳ କେତେ ଆସନ ପାଇବ ସେ ନେଇ ଚାଲିଛି ଅଙ୍କକଷା। ଏହା ଭିତରେ […]
ଭୁବନେଶ୍ବର: ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥି ପ୍ରଦୀପ ପାଣିଗ୍ରାହୀଙ୍କୁ ଅଧିକ ଚିକିତ୍ସାପାଇଁ ଭୁବନେଶ୍ବର ଏମସକୁ ସ୍ଥାନାନ୍ତରିତ କରାଯାଇଛି। ତାଙ୍କର ପିଞ୍ଜରାହାଡରେ ମାଡ ହୋଇଥିବାର ଜଣାପଡିଛି। ଗତକାଲି ତାଙ୍କୁ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରୁ ଆଜି ସକାଳେ ତାଙ୍କୁ ଭୁବନେଶ୍ବର […]
ନୂଆଦିଲ୍ଲୀ: ସୋମବାର ଦିନ ଲୋକସଭା ନିର୍ବାଚନର ୯୬ ଟି ସଂସଦୀୟ ଆସନରେ ଚତୁର୍ଥ ପର୍ଯ୍ୟାୟ ଭୋଟ୍ ଶେଷ ହୋଇଛି। ଦେଶର ରାଜଧାନୀ ଦିଲ୍ଲୀର ଷଷ୍ଠ ପର୍ଯ୍ୟାୟରେ ଲୋକମାନେ ମେ ୨୫ ତାରିଖରେ ସାତୋଟି ସିଟ୍ ପାଇଁ ଭୋଟ୍ ଦେବେ। ଏହି ସମୟରେ […]
ବାରାଣାସୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବାରାଣାସୀ ଲୋକସଭା ଆସନରୁ ନାମାଙ୍କନ ଦାଖଲ କରିବାକୁ ଯାଉଛନ୍ତି। ବାରାଣାସୀରେ ଏହି ବିଷୟରେ ପ୍ରସ୍ତୁତି ପ୍ରାୟ ସମ୍ପୂର୍ଣ୍ଣ ହୋଇଛି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ନାମାଙ୍କନରେ ୧୨ ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ସାମିଲ ହେବେ। ପ୍ରଧାନମନ୍ତ୍ରୀ ମୋଦୀ […]
ଭୁବନେଶ୍ବର: ଏକ ସାମ୍ବାଦିକ ସମ୍ମିଳନୀରେ ମହାପ୍ରଭୃଙ୍କ ନାମରେ ମିଛ କହିଥିବା କଥାକୁ ଧରାପକାଇଲେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଏ ନେଇ ନିଜେ ପାଣ୍ଡିଆନ ଏକ ଭିଡିଓ ଜାରୀ କରି କେନ୍ଦ୍ରମନ୍ତ୍ରୀଙ୍କ ମିଛକୁ ଧରାପକାଇଛନ୍ତି। ଯାହାକୁ ନେଇ ରାଜ୍ୟ ରାଜନୀତିରେ ବେଶ […]
ଭୁବନେଶ୍ୱର: ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ର୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅଧିନ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ମତଦାନ ଅନୁଷ୍ଠିତ ହୋଇଛି। ମିଳିଥିବା ତଥ୍ୟ ଅନୁସାରେ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ […]
ଭୁବନେଶ୍ବର: ବିଜୁ ଜନତା ଦଳ ତାହାର ସଂଗଠନକୁ ମଜବୁତ କରିବା ପାଇଁ ନେତାମାନଙ୍କୁ ନୂଆନୂଆ ଦାୟିତ୍ବ ପ୍ରଦାନ କରିବାରେ ଲାଗିଛି। ସେହି ଅନୁସାରେ ପୁରୀ ଜିଲ୍ଲାପାଇଁ ଦଳ 27 ଜଣ ନେତାଙ୍କ ନୂଆ ଦାୟିତ୍ବ ପ୍ରଦାନ କରିଛି। ସେମାନେ ହେଲେ ସେହିପରି […]