ଭୁବନେଶ୍ଵର: ଆଜି ୨୦୨୪ ସାଧାରଣ ନିର୍ବାଚନ ପାଇଁ ବିଜେପି ଷଷ୍ଠ ପର୍ଯ୍ୟାୟର ପ୍ରାର୍ଥୀ ଘୋଷଣା କରିଛି। ଏହି ତାଲିକାରେ ଓଡିଶା ବିଧାନସଭା ନିର୍ବାଚନ ପାଇଁ ବିଜେପି ବିଧାୟକ ପ୍ରାର୍ଥୀ ଘୋଷଣା କରାଯାଇଛି। ନୀଳଗିରି ବିଧାନସଭା ଆସନ ପାଇଁ ସନ୍ତୋଷ ଖଟୁଆଙ୍କୁ ବିଜେପି […]
ଭୁବନେଶ୍ବର: ଗତକାଲି ବିଜେପି ତରଫରୁ ଘୋଷଣା ହୋଇଥିବା ପ୍ରାର୍ଥୀ ତାଲିକାରେ ବରୀରୁ ପୂର୍ବତନ ମନ୍ତ୍ରୀ ଦେବାଶୀଷ ନାୟକଙ୍କ ନାମ ନାହିଁ। ତାଙ୍କ ବଦଳରେ ଦଳ ଉମେଶ ଚନ୍ଦ୍ର ଜେନାଙ୍କୁ ପ୍ରାର୍ଥୀ କରିଛି। ଏହାକୁ ନେଇ ଉତକ୍ଷିପ୍ତ ହୋଇପଡିଛନ୍ତି ଦେବାଶୀଷ ନାୟକ। ସେ […]
ଭୁବନେଶ୍ବର: ଆଜି ପୁଣିଥରେ ପ୍ରଚାରରେ ଓଡିଶା ଆସୁଛନ୍ତି କଂଗ୍ରେସ ନେତା ରାହୁଳ ଗାନ୍ଧୀ। ଆଜି ସେ ରାୟଗଡା ସମାବେଶରେ ଯୋଗ ଦେବେ। ସେଥିପାଇଁ ରାଜ୍ୟ କଂଗ୍ରେସ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ରାହୁଳ ରାୟଗଡାର ବାରିଝୋଲାସ୍ଥିତ ଜିଆଏସଆର ଇଂଜିନିୟରିଂ କଲେଜ ପଡିଆରେ […]
ଭୁବନେଶ୍ବର: ଭୁବନେଶ୍ବର ଲୋକସଭା ଆସନ ପାଇଁ ଗତକାଲି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଉଭୟ ବିଜେଡି ଓ ବିଜେପି ପ୍ରାର୍ଥୀ। ଖୋର୍ଦ୍ଧା ଜିଲ୍ଲାପାଳ ଅଫିସରେ ବିଜେଡି ତରଫରୁ ମନ୍ମଥ ରାଉତରାୟ ଏବଂ ବିଜେପିରୁ ଅପରାଜିତା ଷଡଙ୍ଗୀ ନାମାଙ୍କନ ଦାଖଲ କରିଥିଲେ। ଉଭୟ […]
ଭୁବନେଶ୍ବର: ଗତକାଲି ନବୀନ ପଟ୍ଟନାୟକ ବିଧାନସଭାରେ ଶେଷ ତାଲିକା ଘୋଷଣା କରିଛନ୍ତି। ଏଥିରେ ସେ କୋରେଇରୁ ସନ୍ଧ୍ୟାରାଣୀ ଦାସ, ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନ ଏବଂ ନୀଳଗିରିରୁ ସୁକାନ୍ତ ନାୟକଙ୍କ ନାମ ଘୋଷଣା କରିଛନ୍ତି। ତେବେ ନବୀନ ସବୁଠାରୁ ଚମତ୍କାର ଦେଖାଇଛନ୍ତି କୋରେଇ […]
ଭୁବନେଶ୍ବର: ନୀଳଗିରି ରାଜନୀତି ଏଥର ବେଶ ରୋଚକ ମୋଡ ନେଇଛି। କାରଣ ଏହି ଗୋଟିଏ ନିର୍ବାଚନ ମଣ୍ଡଳି ଯେଉଁଠି ଶେଷ ପର୍ଯ୍ୟନ୍ତ କୌଣସି ଦଳ ମଧ୍ୟ ପ୍ରାର୍ଥୀ ଦେଇ ନ ଥିଲେ। ବର୍ତ୍ତମାନ ବିଜେଡି ପ୍ରଥମେ ଏହି ଆସନ ପାଇଁ ପ୍ରାର୍ଥୀ […]
ଭୁବନେଶ୍ୱର: ଚଳିତ ନିର୍ବାଚନରେ ବିଜେଡି ଏକ ନୂଆ ରେକର୍ଡ କରିଛି। ଏଥର ଦଳ ୩୫ ଜଣଙ୍କୁ ବିଧାୟକ ଟିକେଟ ଦେଇ ନ ଥିବା ବେଳେ ୪ ଜଣଙ୍କୁ ବହିଷ୍କାର କରିଛି। ସେହିପରି ବିଧାୟକ ସୂର୍ଯ୍ୟ ପାତ୍ରଙ୍କ ପରଲୋକ ପରେ ସେଠାରେ ଦଳ […]
ଭୁବନେଶ୍ବର: ଆଜି ବିଜେପି ତାହାର ବାକିଥିବା ସାତଟି ବିଧାନସଭା ଆସନ ମଧ୍ୟରୁ କେବଳ ନୀଳଗିରି ଛାଡି ଅନ୍ୟ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିଛି। ଯେଉଁମାନଙ୍କ ନାମ ଘୋଷଣା ହୋଇଛି ସେମାନେ ହେଲେ ଘସିପୁରା- ଶମ୍ବୁନାଥ ରାଉତ ଭୋଗରାଇ- ଆଶୀଷ ପାତ୍ର […]
ଭୁବନେଶ୍ବର: ବିଜୁ ଜନତା ଦଳରୁ ଇସ୍ତଫା ଦେଲେ ଖଣ୍ଡପଡାର ପୂର୍ବତନ ବିଧାୟକ ତଥା ଆଇଟି ବିଭାଗର ଉପଦେଷ୍ଠା ଅନୁଭବ ପଟ୍ଟନାୟକ। ସେ ଆଜି ତାଙ୍କର ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇ ଦେଇଛନ୍ତି। ଆଜି ବିଜେଡି ଖଣ୍ଡପଡାର ପ୍ରାର୍ଥୀ […]
ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ତରଫରୁ ଶେଷ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ଘୋଷଣା କରିଛନ୍ତି ଦଳର ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଘୋଷଣା ଅନୁସାରେ ବିଜେଡିର ବଳକା ଥିବା ତିନି ଆସନର ପ୍ରାର୍ଥୀ ହେଲେ ଖଣ୍ଡପଡା- ସାବିତ୍ରୀ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଦ୍ବିତୀୟ ଆସନ କଣ୍ଟାବାଞ୍ଜି ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସେ ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏହି ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ, ବଲାଙ୍ଗୀର ସାଂସଦ […]
ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଚିଲିକା ବିଧାନସଭା ପାଇଁ ବିଜେଡିରୁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ରଘୁନାଥ ସାହୁ। ସେ ତାଙ୍କ ସମର୍ଥକଙ୍କ ଦସ୍ତଖତ ପରେ ଏହି ନାମାଙ୍କନ ଦାଖଲ କରିଛନ୍ତି। ସେଥିପାଇଁ ରଘୁନାଥ ଏକ ବିରାଟ ପଟୁଆରରେ ଖୋର୍ଦ୍ଧା ସହରରୁ […]
ଭୁବନେଶ୍ୱର: ଆଜି କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଗତଥର ଭଳି ଏଥର ବି ଦୁଇଟି ଆସନରେ ଲଢେଇ କରୁଛନ୍ତି ନବୀନ। ହିଞ୍ଜିଳି ଓ କଣ୍ଟାବାଞ୍ଜି ଆସନରୁ ସେ ପ୍ରାର୍ଥୀ ହୋଇଛନ୍ତି। ଗତ ୩୦ ତାରିଖରେ ନବୀନ […]
ଭୁବନେଶ୍ବର: ବିଜୁ ଜନତା ଦଳ ଏଥର ଆସ୍କା ଲୋକସଭା କ୍ଷେତ୍ରରେ ସର୍ବାଧିକ ମହିଳା ପ୍ରାର୍ଥୀ ଛିଡା କରିଛି। ଦଳର ଯେଉଁ ନାରା ରହିଛି ମହିଳା ଶସକ୍ତିକରଣ ଏବଂ ମହିଳା ସଂରକ୍ଷଣ, ସେ ନେଇ ଦଳ ମାପିଚୁପି କାର୍ଯ୍ୟ କରିଛି। ଯାହାର ପ୍ରମାଣ […]
ଭୁବନେଶ୍ୱର: ଆସନ୍ତା ମଇ ୨୫ ତାରିଖରେ ରାଜଧାନୀ ଭୁବନେଶ୍ୱରରେ ହେବ ମତଦାନ। ଐତିହାସିକ ଭାବେ ସହରାଂଚଳରେ ଗ୍ରାମାଂଚଳ ଅପେକ୍ଷା ମତଦାନ ହାର କମ୍ ରହିଆସିଛି। ସେହି ଢାଞ୍ଚାକୁ ପରିବର୍ତ୍ତନ କରି ରାଜଧାନୀରେ ଯେପରି ସମସ୍ତ ନାଗରିକ ମତଦାନ କରିବେ ସେଥିପାଇଁ ମୁଖ୍ୟନିର୍ବାଚନ […]
ଭୁବନେଶ୍ୱର: ରାଜ୍ୟରେ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪କୁ ମୁକ୍ତ, ଅବାଧ, ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ ଅନିୟମିତ ଅର୍ଥ/ସାମଗ୍ରୀ ଚାଲାଣ ଉପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି ଏବଂ ଏହାର ଶୂନ୍ୟ ସହନଶୀଳତା ନୀତି ଗ୍ରହଣ କରିବାକୁ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ […]
ଭୁବନେଶ୍ୱର: ସୁନ୍ଦରଗଡ ଜିଲ୍ଲା ରାଉରକେଲା ନିର୍ବାଚନମଣ୍ଡଳୀର ୨୦୧୯ ନିର୍ବାଚନର କଂଗ୍ରେସ ବିଧାୟକ ପ୍ରାର୍ଥୀ ବିରେନ ସେନାପତିଙ୍କ ସମେତ ଶତାଧିକ କଂଗ୍ରେସ କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ […]
ଭୁବନେଶ୍ୱର: ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ତଥା ରାଜ୍ୟ ବିଜେପି ଉପସଭାପତି ଅମୀୟ ଦାସଙ୍କ ସହ ଶତାଧିକ ବିଜେପି ଓ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର […]
କଳାହାଣ୍ଡି (ଦୁଷ୍ମନ୍ତ କୁମାର ପଣ୍ଡା): କଳାହାଣ୍ଡି ଜିଲ୍ଲାର ଗୁରୁତ୍ବପୂର୍ଣ୍ଣ ବିଧାନସଭା ଆସନ ଭାବରେ ୭୮-ଜୁନାଗଡ ବିଧାନ ସଭା ଆସନ ପରିଗଣିତ। ଏଠାରେ ରାଜନୈତିକ ଦଳ ଗୁଡିକର ସବୁପ୍ରକାର ଗୋଟି ଚାଳନା ଫେଲ ହୋଇଯାଉଥିବାର ଅନେକ ଉଦାହରଣ ରହିଛି। ଅତୀତକୁ ରୋମନ୍ଥନ କଲେ […]
ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି କବିସୂର୍ଯ୍ୟନଗର ଓ ଦିଗପହଣ୍ଡିରେ ନିର୍ବାଚନ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବାକୁ ଆହ୍ବାନ ଦେଇଛନ୍ତି। କବିସୂର୍ଯ୍ୟନଗରରେ ଆସ୍କା ଲୋକସଭା ପ୍ରାର୍ଥୀ ରଞ୍ଜିତା ସାହୁ ଓ କବିସୂର୍ଯ୍ୟନଗର ବିଧାନସଭା ପ୍ରାର୍ଥୀ […]
ସମ୍ବଲପୁର: ଧନୁ ସଂକ୍ରାନ୍ତି ପରେ ଏହି ମହିମଣ୍ଡଳରେ ପଦ୍ମ ପ୍ରସ୍ପୁଟିତ ହୁଏ ନାହିଁ। ଏହା ହେଉଛି କଂସ ମହାରାଜାଙ୍କ ଆଦେଶ.. ହାଃ..ହାଃ..। ଏହା ହେଉଛି ଧନୁଯାତ୍ରାରେ କଂସ ମହାରାଜ ଅଭିନୟ କରୁଥିବା ସୁଶୀଲ ମେହେରଙ୍କ ଡାଇଲଗ। ହେଲେ ସେ ଏହି ଡାଇଲଗ […]