ଭୁବନେଶ୍ବର: ଓଡିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବର୍ତ୍ତମାନ ପ୍ରଚାର ଧିରେ ଧିରେ ଘନିଭୂତ ହେବାରେ ଲାଗିଲାଣି। ବିଜେପି ପାଇଁ ଚାଣକ୍ୟ ଅମିତ ଶାହ ପ୍ରଚାର କରି ଫେରିଗଲେଣି। ଏବେ କଂଗ୍ରେସ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ ରାହୁଳ ଗାନ୍ଧୀ। ସେ […]
ଭୁବନେଶ୍ବର: ଗତକାଲି ଶୁକ୍ରବାରରେ ଓଡିଶାର ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଯାଞ୍ଚ ସରିଛି। ସେହି ଅନୁସାରେ ରାଜ୍ୟରେ ପ୍ରଥମେ ହେବାକୁ ଥିବା ୪ ଟି ଲୋକସଭା ପାଇଁ ମୋଟ ବୈଧ ପ୍ରାର୍ଥୀଙ୍କ ସଂଖ୍ୟା ହେଲା ୩୮। ମୋଟ […]
ଭୁବନେଶ୍ବର: ବିଜେପିର ସମ୍ବଲପୁର ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଅଭିଯୋଗ ଆଣିଛି ବିଜେଡି। ଏ ନେଇ ଦଳର ଏକ ପ୍ରତିନିଧୀ ମଣ୍ଡଳି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ ପତ୍ର ଦାଖଲ କରିଛନ୍ତି। ତୁରନ୍ତ ନିର୍ବାଚନ ଅଧିକାରୀ ଏଥିରେ […]
ଭୁବନେଶ୍ୱର: ସମ୍ବଲପୁର ମ୍ୟୁନିସିପାଲିଟିର ୪ଜଣ ପୂର୍ବତନ ବିଜେପି କାଉନସିଲର ରତନ ସୁନା, ଗଙ୍ଗାଧର ଷଣ୍ଢ, ବିରେନ୍ଦ୍ର ରାୟ ଓ ଜୟକିଷୋର ଜାଲ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍ […]
ଭୁବନେଶ୍ୱର: ଗଂଜାମ ଜିଲ୍ଲା ଅନ୍ତର୍ଗତ ସୋରଡା ନିର୍ବାଚନମଣ୍ଡଳୀର ପୂର୍ବତନ ବିଜେପି ଉପସଭାପତି ସନ୍ତୋଷ କୁମାର ଦାସଙ୍କ ସହ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, ବିଜେଡି ସାଧାରଣ ସମ୍ପାଦକ […]
ଭୁବନେଶ୍ୱର: ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ କୃଷକ ମୋର୍ଚ୍ଚା ରାଜ୍ୟ ଉପସଭାପତି ଶ୍ରୀ ପ୍ରଦୀପ ପତ୍ରୀ ଏବଂ କଟକ ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ଶ୍ରୀମତୀ ଯାଜ୍ଞସେନୀ ଜେନାଙ୍କୁ […]
ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ନବରଙ୍ଗପୁର ଲୋକସଭା ନିର୍ବାଚନ ମଣ୍ଡଳୀର ଡାବୁଗାଁ ଓ ନବରଙ୍ଗପୁର ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକସଭା ପ୍ରାର୍ଥୀ ପ୍ରଦୀପ ମାଝୀ ଓ ଡାବୁଗାଁ ବିଧାନସଭା ପ୍ରାର୍ଥୀ […]
ଭୁବନେଶ୍ବର: ଆଜି ଓଡିଶା ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଏହି ଦ୍ବିତୀୟ ପର୍ଯ୍ୟାୟ ପାଇଁ ଆସନ୍ତା ମେ ୨୦ ତାରିଖ ମତଦାନ ହେବ। ଏହି ପର୍ଯ୍ୟାୟରେ ଓଡିଶାର ପାଞ୍ଚଟି ଲୋକସଭା ଏବଂଏହା ଅଧିନରେ ଥିବା ବିଧାନସଭାଗୁଡିକରେ ନିର୍ବାଚନ […]
ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବାଲେଶ୍ୱର ଜିଲ୍ଲା ସୋର ବିଧାୟକ ଶ୍ରୀଯୁକ୍ତ ପର୍ଶୁରାମ ଧଡା ନିଜ ବହୁ ସରପଂଚ, ନେତା ଓ ସମର୍ଥକଙ୍କ ସହ ଆନୁଷ୍ଠାନିକଭାବେ ବିଜେଡି ଛାଡି ବିଜେପିରେ ଯୋଗ ଦେଇଛନ୍ତି । ଶ୍ରୀ ଧଡାଙ୍କ […]
ଭୁୁବନେଶ୍ୱର: ଓଡିଶା ବିଜେପି ନେତାମାନେ ଜାଣିଗଲେଣି, ୨୦୧୯ରେ ଯେଉଁଭଳି ହାରିଥିଲେ, ତାଠାରୁ ଆହୁରି ଦୟନୀୟ ଭାବେ ୨୦୨୪ରେ ହାରିବାକୁ ଯାଉଛନ୍ତି। ଯେଉଁଥିପାଇଁ ରାଜ୍ୟ ନେତାଙ୍କ ମୁଣ୍ଡ କାମ କରୁନି, ଆଉ ବାଚଳାମୀ ଆରମ୍ଭ କରିଥିବା କହିଛନ୍ତି ବିଜେଡି ସାଂସଦ ସୁଲତା ଦେଓ। […]
ଭୁବନେଶ୍ବର: ଆଜି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକାପ୍ଟରକୁ ଯାଞ୍ଚ କରିଛନ୍ତି ନିର୍ବାଚନ ଅଧିକାରୀ। ଆଜି ପାଣ୍ଡିଆନ ଉମରକୋଟ ଗସ୍ତ ବେଳେ ଏହି ଯାଞ୍ଚ କରାଯାଇଥିବାର ଜଣାପଡିଛି। ତେବେ ସେତେବେଳେ ପାଣ୍ଡିଆନ ସେହି ହେଲିକାପ୍ଟରରୁ ଓହ୍ଲାଇ ସଭା ମଞ୍ଚକୁ ଚାଲିଯାଇଥିଲେ। ହେଲିପ୍ୟାଡରେ […]
ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ନବରଙ୍ଗପୁର ଲୋକସଭା ନିର୍ବାଚନ ମଣ୍ଡଳୀର ଉମରକୋଟ ଓ ଝରିଆଁରେ ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇବାକୁ ନିବେଦନ […]
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ମଧ୍ୟରେ ଆଜି ସୁପ୍ରିମକୋର୍ଟରେ ଭୋଟ୍ ସହ ଜଡିତ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଶୁଣାଣି କରାଯାଇଥିଲା। ଯଦି କୌଣସି ପ୍ରାର୍ଥୀଙ୍କ ତୁଳନାରେ NOTA କୁ ଅଧିକ ଭୋଟ୍ ମିଳେ, ତେବେ ପୁନଃ ନିର୍ବାଚନ ଦାବି ଉପରେ […]
ଭୁବନେଶ୍ବର: ଓଡିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଗତକାଲି ଶେଷ ହୋଇଛି ନାମାଙ୍କନ ପତ୍ର ଦାଖଲ। ପ୍ରଥମ ପର୍ଯ୍ୟାୟରେ କୋରାପୁଟ, ନବରଂଗପୁର, ବ୍ରହ୍ମପୁର ଏବଂ କଳାହାଣ୍ଡି ଲୋକସଭା ଏବଂ ଏହା ଅଧିନରେ ଥିବା ୨୮ ଟି ବିଧାନସଭାର ନିର୍ବାଚନ ହେବ। ଏହି […]
ଭୁବନେଶ୍ବର: କଂଗ୍ରେସ ପାଇଁ ପ୍ରଚାର କରିବାକୁ ଓଡିଶା ଆସିବେ ରାହୁଳ ଗାନ୍ଧୀ। ଆସନ୍ତା 28 ତାରିଖରେ ସେ ଦିନିକିଆ ପ୍ରଚାରରେ ଓଡିଶା ଆସୁଛନ୍ତି ବୋଲି କଂଗ୍ରେସ କହିଛି। ଓଡିଶା ପ୍ରଦେଶ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି ଯେ, ରାହୁଳ […]
ଭୁବନେଶ୍ବର: ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ କୋରାପୁଟ ଜିଲ୍ଲା ବିଷମକଟକ ଓ ଗୁଣୁପୁର ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜିତାଇବାକୁ ନିବେଦନ କରିଛନ୍ତି।ଏହି ସଭାରେ ହଜାର […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ କମ୍ ମତଦାନ ଭାରତୀୟ ଜନତା ପାର୍ଟିକୁ ନିଜର ରଣନୀତି ବଦଳାଇବାକୁ ବାଧ୍ୟ କରିଛି। ଏପର୍ଯ୍ୟନ୍ତ ନିରବ ଥିବା ପ୍ରସଙ୍ଗକୁ ନେଇ ଦଳର ଜାତୀୟ ଅଭିଯାନ ଅଧିକ ପ୍ରଭାବିତ ହେଉଛି। ଏପ୍ରିଲ ୧୯ରେ ଦେଶର ୧୦୨ଟି […]
ନୂଆଦିଲ୍ଲୀ: ଆଜି ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ନିର୍ବାଚନ ଆୟୋଗ ପ୍ରସ୍ତୁତି ଚୂଡ଼ାନ୍ତ କରିଛନ୍ତି। ମତଦାନ ଦିନ ପାଣିପାଗ ସ୍ୱାଭାବିକ ରହିବ ବୋଲି ପୂର୍ବାନୁମାନ କରାଯାଇଥିବାରୁ ଭୋଟରମାନେ ଆରାମରେ ଭୋଟ୍ ଦେଇପାରିବେ। ଭୋଟରଙ୍କ ସୁବିଧା ପାଇଁ ସମସ୍ତ ମତଦାନ କେନ୍ଦ୍ରରେ […]
ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଓ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଆଜି ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟରେ ଭୋଟର ସଚେତନନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଏମ୍ସି କମିଶନର ଶ୍ରୀ ରାଜେଶ ପ୍ରଭାକର […]
ନୂଆଦିଲ୍ଲୀ: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନ ନିର୍ବାଚନ ରଣାଙ୍ଗନରେ ପ୍ରବେଶ କରିଛନ୍ତି। ଗାଣ୍ଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ତାଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଯଦିଓ ତାଙ୍କୁ ନିର୍ବାଚନ ରାଲିରେ ଦେଖିବାକୁ ମିଳିଥିଲା, […]
ଭୁବନେଶ୍ବର: ଚଳିତ ଗ୍ରୀଷ୍ମ ଋତୁ ତଥା ବର୍ତ୍ତମାନର ନିର୍ବାଚନୀ ମାହୋଲରେ ସବୁ ଦଳ ବ୍ୟସ୍ତ ଥିବା ବେଳେ ସମ୍ବଲପୁରରେ ଉତ୍କଟ ରକ୍ତାଭାବକୁ ଲକ୍ଷ୍ୟ କରି ସମ୍ବଲପୁର ବିଜୁ ଜନତା ଦଳ ପକ୍ଷରୁ ଓଡ଼ିଶା ମୋ ପରିବାର ସୌଜନ୍ୟରୁ ଏକ ଜରୁରୀକାଳୀନ ରକ୍ତଦାନ […]