ନିର୍ବାଚନ ଖବର

ଭୁବନେଶ୍ବର: ରବିବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶାରେ ପ୍ରଚାର କରି ଫେରିଯାଇଛନ୍ତି। ତେବେ ଏହି ଗସ୍ତ ସମୟରେ ସେ ବ୍ରହ୍ମପୁର ଓ ନବରଂଗପୁରରେ ଜନସଭା କରିଛନ୍ତି।…

ଭୁବନେଶ୍ବର: ଓଡିଶାରେ ତଥା ଦେଶର ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଓଡିଶାରେ ଚାରିଟି ପର୍ଯ୍ୟାୟରେ ଭୋଟ…

ଭୁବନେଶ୍ବର: ଆଜି ବିଜେଡିର ଏକ ଦଳ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଏକ ଗୁରୁତର ଅଭିଯୋଗ ଆଣିଛି। ତାହା ହେଲା ଯେ, ବିଜେପିକୁ ଭୋଟ ଦେବା…

ଭୁବନେଶ୍ବର: ଗତକାଲି ବ୍ରହ୍ମପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଚାର ପରେ ଗଂଜାମରେ ବିଜେଡିର ପ୍ରଚାରକୁ ଯୋରଦାର କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ଗତକାଲି ସଂଧ୍ୟାରେ ପ୍ରଚଣ୍ଡ କାଳବୈଶାଖୀ ସତ୍ତ୍ବେ…

ଭୁବନେଶ୍ୱର: ବିଜେଡିର କଟକ ଲୋକସଭା ପ୍ରାର୍ଥୀ ସଂତୃପ୍ତ ମିଶ୍ର ନିର୍ବାଚନ ଆଚରଣ ବିଧୀ ଉଲ୍ଲଘଂନ କରିଛନ୍ତି ବୋଲି ଅଭିଯୋଗ କରିଛି ବିଜେପି। ସେ ଜିଲ୍ଲାପାଳ କାର୍ଯ୍ୟାଳୟ ପାଖରେ…

ଭୁବନେଶ୍ୱର: ନିର୍ବାଚନ ପ୍ରକ୍ରିୟାକୁ ସ୍ୱଚ୍ଛ, ମୁକ୍ତ, ଅବାଧ ଓ ନିରପେକ୍ଷ ରୂପେ ପରିଚାଳନା କରାଇବାରେ ପର୍ଯ୍ୟବେକ୍ଷକମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ। ଭାରତ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ନିୟୋଜିତ…

ଚିଲିକା : ଖୋର୍ଦ୍ଧା ଜିଲ୍ଲାରେ ସାଧାରଣ ନିର୍ବାଚନକୁ ଆଉ ମାତ୍ର ଦିନ କେଇଟା ଥିବା ବେଳେ ଆକ୍ସନ ମୋଡ଼ରେ ରହିଛି ଜିଲ୍ଲା ପୋଲିସ। ଏସପି ଅବିନାଶ କୁମାରଙ୍କ…

ଭୁବନେଶ୍ବର: ଶେଷରେ ନିମାପଡା ବିଧାୟକ ସମୀର ଦାସଙ୍କ ମାନଭଂଜନ ପାଇଁ ବିଜେଡି ତାଙ୍କୁ ଏକ ପଦବୀରେ ନିଯୁକ୍ତି ଦେଇଛି। କାରଣ ନିମାପଡାରେ ସମୀରଙ୍କୁ ଦଳ ଟିକେଟ ନ…

ଭୁବନେଶ୍ବର: ଆଜି ସ୍ବାଧୀନ ପ୍ରାର୍ଥୀ ଭାବେ କେଉଁଝର ଘଷିପୁରା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ବରିଷ୍ଠ ନେତା ସୌମ୍ୟରଂଜନ ପଟ୍ଟନାୟକ। ସେ ତାଙ୍କ ସମର୍ଥକଙ୍କ ସହିତ ଆନନ୍ଦପୁର…

ଖୋର୍ଦ୍ଧା: ଆଜି ନାମାଙ୍କନ ଦାଖଲର ଶେଷ ଦିବସରେ ଖୋର୍ଦ୍ଧା ବିଧାନସଭା ପାଇଁ ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି କାଳୁଚରଣ ଖଣ୍ଡାୟତରାୟ। ନିକଟରେ ଭାଜପାରୁ ଟିକଟ କଟିବା…

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଏକ ବଡ ବିପଦରୁ ରକ୍ଷା ପାଇଛନ୍ତି। ଆଜି କାଳବୈଶାଖୀ ଯୋଗୁଁ ମୁଖ୍ୟମନ୍ତ୍ରୀଙ୍କ ହେଲିକାପ୍ଟର…

ଭୁବନେଶ୍ବର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ପ୍ରଚାରରେ ଆସି ବିଜେଡି ସରକାର ଉପରେ ବେଶ ବର୍ଷିଛନ୍ତି। ସେ ବ୍ରହ୍ମପୁରରେ ଓଡିଶାରେ ଡବଲ ଇଂଜିନି ହେବ ବୋଲି…

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡିଶାର ନିର୍ବାଚନ ପ୍ରଚାରରେ କହିଛନ୍ତି ଯେ ଏଥର ବିଜେପି ଓଡିଶାରେ ସରକାର ଗଠନ କରିବ। ସେତିକି ନୁହେଁ ସେ ବ୍ରହ୍ମପୁର…

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରହ୍ମପୁରରେ ବିଜେପି ସରକାର ଗଠନ କରିବା ପାଇଁ ତାରିଖ ଘୋଷଣା ପରେ ଭବନୀପାଟଣାରେ ନବୀନଙ୍କ ଶପଥ ତାରିଖ ଓ ସମୟ ଘୋଷଣା…

ଭୁବନେଶ୍ବର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବ୍ରହ୍ମପୁରର କନିଷାଠାରେ ନିଜର ଦମ୍ଭ ଦେଖାଇଛନ୍ତି। ସେ ସେଠାରେ ଘୋଷଣା କରିଛନ୍ତି ଯେ, ଜୁନ୍ ୪ ତାରିଖ ହେଉଛି ବିଜେଡିର…

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର ପାଇଁ କଳାହାଣ୍ଡି ଗସ୍ତ କରିବେ। ନବୀନ ଜିଲ୍ଲାର ୭ଟି ନିର୍ବାଚନ ମଣ୍ଡଳୀ ଓ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀରେ…

ଭୁବନେଶ୍ୱର: କେନ୍ଦୁଝର ସଂସଦୀୟ କ୍ଷେତ୍ରର ୨୦୧୯ ସାଧାରଣ ନିର୍ବାଚନର କଂଗ୍ରେସ ସାଂସଦ ପ୍ରାର୍ଥୀ ମୋହନ ହେମ୍ବ୍ରମ ଓ କଂଗ୍ରେସ ନେତା କୈଳାସ ମହନ୍ତ ଆଜି ଶଙ୍ଖଭବନ ଠାରେ…

ଭୁବନେଶ୍ବର: ବିଜୁ ଜନତା ଦଳ ୧୦ ଜଣ ନେତାଙ୍କୁ ନୂଆ ପଦପଦବୀରେ ନିଯୁକ୍ତି ଦେଇଛି। ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ରାଜ୍ୟ ସଂପାଦକ ଭାବେ ନିଯୁକ୍ତି ଦେଇଥିବା…