ଭୁବନେଶ୍ବର: ଏଥର ଦୁଇଟି ଆସନରୁ ପ୍ରାର୍ଥୀ ହେବେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ। ସମସ୍ତଙ୍କୁ ଚମକୃତ କରି ନିଜେ ଦୁଇଟି ଆସନରୁ ଲଢେଇ କରିବେ ବୋଲି ଘୋଷଣା କରିଛନ୍ତି। ପ୍ରଥମେ ସେ ତାଙ୍କର ଚିରାଚରିତ ଆସନ ହିଞ୍ଜିଳିରୁ ପ୍ରାର୍ଥୀ […]
ଭୁବନେଶ୍ବର: ଆଜି ରାମନବମୀରେ ବିଜେଡି ୯ ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ସେମାନେ ହେଲେ ପଦ୍ମପୁର- ବର୍ଷା ସିଂ ବରିହା ଚିତ୍ରକୁଣ୍ଡା- ଲକ୍ଷ୍ମୀପ୍ରିୟା ନାୟକ କଣ୍ଟାବାଞ୍ଜୀ- ନବୀନ ପଟ୍ଟନାୟକ କୁଚିଣ୍ଡା- ରାଜେନ୍ଦ୍ର କୁମାର ଛତ୍ରିଆ ଦେଓଗଡ- ଅରୁନ୍ଧତୀ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡିର 5ମ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଏଥିରେ ଖୋଦ ବିଜେଡି ସଭାପତି ନବୀନ ପଟ୍ଟନାୟକ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହେବେ। ସେ ହିଞ୍ଜିଳି ସହିତ କଣ୍ଟାବାଞ୍ଜିରେ ପ୍ରାର୍ଥୀ ହେବେ ବୋଲି ଘୋଷଣା କରାଯାଇଛି। […]
ବାଲେଶ୍ବର: ମହିଳାମାନଙ୍କୁ ପ୍ରକୃତରେ ବିଜେପି ସମ୍ମାନ ଦିଏ ନାହିଁ। ମହିଳା ସଂରକ୍ଷଣ ବିଲ ପାଶ କରିବା ଏକ ଲୋକ ଦେଖିଣିଆ କଥା। ବର୍ତ୍ତମାନ ଓଡିଶାରେ ବିଜେପି ଲୋକସଭା ପାଇଁ ଯେଉଁ ପ୍ରାର୍ଥୀ ଦେଇଛି ସେଥିରେ କେତେ ମହିଳା ଅଛନ୍ତି ? ଏହିପରି […]
ଭୁବନେଶ୍ବର: ପୁରୀ ପରି ମର୍ଯ୍ୟଦା ସଂପର୍ଣ୍ଣ ଲୋକସଭା ଆସନରେ କଂଗ୍ରେସ ପ୍ରାର୍ଥୀ ଯାହାକୁ କରିଛି ସେ ହେଉଛନ୍ତି ସୁଚରିତା ମହାନ୍ତି। 2014 ମସିହାରେ ମଧ୍ୟ ସେହି ପୁରୀ ଲୋକସଭା ଆସନରୁ ପ୍ରାର୍ଥୀ ହୋଇଥିଲେ। ହେଲେ ସେ ପ୍ରାୟ ଅଢେଇ ଲକ୍ଷରୁ ଉର୍ଦ୍ଧ […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ଉତ୍ତରପ୍ରଦେଶର ସମସ୍ତ ୮୦ ଟି ଆସନର ଅନ୍ତିମ ସର୍ଭେକ୍ଷଣ ଆସିଛି। ଏବିପି ସି ଭୋଟର ସର୍ଭେରେ ଏକ ବଡ ଦାବି କରାଯାଇଛି। ଏହି ସର୍ଭେରେ ବହୁଜନ ସମାଜ ପାର୍ଟି ଝଟକା ଲାଗୁଥିବାର ଦେଖାଯାଉଛି। ସେପଟେ ଭାରତୀୟ […]
ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ଏଥର ସମୁଦାୟ ୭ ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ, ଯେଉଁଥିରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ୧୯ ଏପ୍ରିଲରେ ହେବ ଏବଂ ସପ୍ତମ ତଥା ଶେଷ ପର୍ଯ୍ୟାୟ ଭୋଟ୍ ଜୁନ୍ […]
ନୂଆଦିଲ୍ଲୀ: ନିର୍ବାଚନ ଆଦର୍ଶ ଆଚରଣ ବିଧି (ଏମସିସି) ଲାଗୁ ହେବାର ଏକ ମାସ ପୂରଣ ହୋଇଛି। ଏହି କ୍ରମରେ ଭାରତୀୟ ନିର୍ବାଚନ କମିଶନ (ଇସିଆଇ) ଏମସିସି ଲାଗୁ ହେବାର ପ୍ରଥମ ଏକ ମାସ ମଧ୍ୟରେ ଗ୍ରହଣ ଯାଇଥିବା ପଦକ୍ଷେପ ଓ କାର୍ଯ୍ୟାନୁଷ୍ଠାନର […]
ଭୁବନେଶ୍ବର: ବର୍ତ୍ତମାନ ସମ୍ବଲପୁରରେ ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗଣିତ ବିଗିଡି ଗଲା। କାରଣ ହେଲା ଆଜି ନବୀନ ନିବାସରେ ସମ୍ବଲପୁର ସାଂସଦ ତଥା ଦେବଗଡ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଶ୍ରୀମତୀ ଅରୁନ୍ଧତୀ ଦେବୀ ବିଜେଡିରେ ସାମିଲ ହୋଇଛନ୍ତି। ତାଙ୍କ […]
ଭୁବନେଶ୍ୱର: ବିଏସକେୱାଇ ସ୍ୱାସ୍ଥ୍ୟ କାର୍ଡ ଓଡ଼ିଶାବାସୀଙ୍କୁ ସଶକ୍ତ କରିଛି ଏବଂ ଆତ୍ମବିଶ୍ୱାସ ଓ ଗ୍ୟାରେଣ୍ଟି ଦେଇଛି ଯେ ସେମାନେ ରୋଗରେ ପୀଡିତ ହେଲେ ସେମାନଙ୍କ ପାଖରେ ଏହି ସ୍ୱାସ୍ଥ୍ୟ ନିଶ୍ଚିତତା କିମ୍ବା ଗ୍ୟାରେଣ୍ଟି ଅଛି। ସେମାନେ ସରକାରୀ ଡାକ୍ତରଖାନାରେ ମାଗଣାରେ ଚିକିତ୍ସା […]
ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ କେନ୍ଦୁଝର ଜିଲ୍ଲା ତେଲକୋଇ ନିର୍ବାଚନ ମଣ୍ଡଳୀର ବିଜେଡିର ପୂର୍ବତନ ବିଧାୟକ ତଥା ପୂର୍ବତନ ଚେୟାରମ୍ୟାନ ଶ୍ରୀ ବେଦବ୍ୟାସ ନାୟକ ନିଜ ସମର୍ଥକଙ୍କ ସହ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି। ଶ୍ରୀ […]
ଭୁବନେଶ୍ୱର: କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ଆଜି ଶଙ୍ଖଭବନ ଠାରେ ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ […]
ଭୁବନେଶ୍ବର: ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଜୁ ଜନତା ଦଳ ସେତେ କଠୋର ହେବାରେ ଲାଗିଛି। ଦଳ ବିରୋଧୀ କାମର ପ୍ରମାଣ ମିଳିଲେ ଦଳ ତୁରନ୍ତ ପଦକ୍ଷେପ ଗ୍ରହଣ କରୁଛି। ସେମିତି ଆଜି ଦଳ ଜଣେ ନେତ୍ରୀଙ୍କୁ ଦଳ ବିରୋଧୀ କାର୍ଯ୍ୟ […]
ଭୁବନେଶ୍ବର: ନିର୍ବାଚନ ପାଖେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଡିଜିଟାଲ ପ୍ରଚାର ଆରମ୍ଭ କରିଦେଇଛନ୍ତି। ପୂର୍ବରୁ ସେ ଫୋନ କରି ଲୋକଙ୍କ ଭଲମନ୍ଦ ଓ ବିକାଶ କାମ ସଂପର୍କରେ ଅବଗତ ହୋଇଥିଲେ। ହେଲେ ଆଜି ନବୀନ ପଟ୍ଟନାୟକ […]
ଭୁବନେଶ୍ବର: ଆଜି ବିଜେପି ଓଡିଶା ବିଧାନସଭା ପାଇଁ 21 ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ତେବେ ଏଥିରେ ପୂର୍ବରୁ ଘୋଷଣା ହୋଇଥିବା ରଣପୁର ଆସନରେ ଦଳ ପ୍ରାର୍ଥୀ ବଦଳାଇଛି। ପୂର୍ବରୁ ବିଜେପି ରଣପୁର ପାଇଁ ତାପସ ମାର୍ଥାଙ୍କ ନାମ ଘୋଷଣା […]
ଭୁବନେଶ୍ଵର: ୨୦୨୪ ବିଧାନସଭା ନିର୍ବାଚନ ପାଇଁ ଓଡିଶା ବିଜେପି ୨୧ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଦିଲ୍ଲୀପ ରାୟଙ୍କୁ ରାଉରକେଲାରୁ ବିଜେପି ପ୍ରାର୍ଥୀ କରିଛି। ତେବେ ପ୍ରଥମ ପର୍ଯ୍ୟାୟରେ ୧୧୨ ବିଧାନସଭା ଆସନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଥିବା ବେଳେ […]
ଭୁବନେଶ୍ଵର: ଓଡ଼ିଆରେ ଗୋଟେ କଥା ଅଛି; ଯୁଦ୍ଧ ବେଳେ ପୋଖରୀ ପାଣି। ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଟକାଇବାକୁ ବିରୋଧୀଙ୍କ ରଣନୀତି ଦେଖିଲେ ଏହାହିଁ କୁହାଯାଇପାରିବ। ନିର୍ବାଚନୀ ମଇଦାନରେ ସେନା ଠୁଳ ହୋଇସାରିଲେଣି। ଯୋଦ୍ଧାମାନେ ବି ଅସ୍ତ୍ରଶସ୍ତ୍ର ପଜାଇ ରେଡ୍ଡୀ ହୋଇ […]
ଭୁବନେଶ୍ବର: ସୁନ୍ଦରଗଡ ଲୋକସଭାର ବିଜେପି ପ୍ରାର୍ଥୀ ସାଂସଦ ଜୁଏଲ ଓରାମଙ୍କ ବିରୋଧରେ ଅଭିଯୋଗ କରିଛି ବିଜେଡି। ଏକ ପ୍ରତିନିଧି ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଏହି ଅଭିଯୋଗ କରାଯାଇଛି। ଏଥିରେ ଜୁଏଲ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଛନ୍ତି […]
ଭୁବନେଶ୍ବର: କେନ୍ଦ୍ରାପଡା ଜିଲ୍ଲାର ଆଳି ନିର୍ବାଚନ ମଣ୍ଡଳି ବିଭିନ୍ନ ସମୟରେ ଚର୍ଚ୍ଚାରେ ରହିଥାଏ। କାରଣ ଏହି ନିର୍ବାଚନ ମଣ୍ଡଳିର ବିଧାୟକ ହେଉଛନ୍ତି ବିଜେଡିର ଟାଣୁଆ ନେତା ତଥା ମନ୍ତ୍ରୀ ପ୍ରତାପ ଦେବ। ତେବେ ଏଥର ନିର୍ବାଚନରେ ପ୍ରତାପଙ୍କ ସହିତ ଜଣେ ଯୁବା […]
ଭୁବନେଶ୍ଵର: ଚଳିତ ନିର୍ବାଚନରେ କ୍ଷମତା ନିଶା ଏତେ ବଢ଼ି ଯାଇଛି ଯେ, ମାଆ ପେଟର ଦୁଇ ଭାଇ କେହି କାହାକୁ ସହିବାକୁ ପ୍ରସ୍ତୁତ ନୁହଁନ୍ତି। କେବଳ ଭାଇ ଭାଇ ନୁହଁନ୍ତି ଗୋଟିଏ ପରିବାରର ସଦସ୍ୟ ଖୁଡ଼ୀ-ପୁତୁରା କ୍ଷମତା ହାସଲ କରିବା ପାଇଁ […]
ନୂଆଦିଲ୍ଲୀ: ଆଜି ବିଜେପିରେ ସାମିଲ ହୋଇଛନ୍ତି ବିଜେଡିର ପୂର୍ବତନ ବରଗଡ ସାଂସଦ ପ୍ରଭାସ ସିଂହ। ସେ ନୂଆଦିଲ୍ଲୀର ବିଜେପି କାର୍ଯ୍ୟାଳୟରେ ବିଧିବଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି। କିଛିଦିନ ତଳେ ସେ ବିଜେଡିରୁ ଇସ୍ତଫା ପ୍ରଦାନ କରିଥିଲେ। ସେ 2014ରେ ବରଗଡରୁ […]