ଚିଲିକା( ସୀତୀରାମ ଅଗ୍ରୱାଲ): ସାଧାରଣ ଓ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପରେ ଏବେ ରାଜ୍ୟରେ ରାଜନୀତି ସରଗରମ ହୋଇଛି। ଏହି ଅବସରରେ ନିର୍ବାଚନକୁ କିଭଳି ଭାବେ ସ୍ଵଛ, ଅବାଧ ଓ ନିରପେକ୍ଷ ଭାବେ କରାଯିବ ସେଥିପାଇଁ ଖୋର୍ଦ୍ଧା ଜିଲ୍ଲା ଚିଲିକା […]
ଖୋର୍ଦ୍ଧା: ରାଜ୍ୟରେ ଉଭୟ ଲୋକସଭା ଓ ବିଧାନସଭା ନର୍ବାଚନ ପାଇଁ ଭାରତ ନିର୍ବାଚନ କମିଶନ ଗତକାଲିଠାରୁ ଘୋଷଣା କରିବା ପରେ ଆଦର୍ଶ ଆଚରଣ ବିଧି କଡ଼ାକଡ଼ି ପାଳନ କରିବା ପାଇଁ ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରାଣା ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି । […]
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ଦେଶପ୍ରତି ଉତ୍ସର୍ଗୀକୃତ ଏବଂ ଭାରତୀୟ ଜନତା ପାର୍ଟିର ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ମାହାଙ୍ଗା ନିର୍ବାଚନମଣ୍ଡଳୀର ବିଶିଷ୍ଟ ଯୁବ ସମାଜସେବୀ ଶ୍ରୀ ସୁମନ୍ତ ଘଡେଇ ନିଜ ଶତାଧିକ ସମର୍ଥକଙ୍କ ଗହଣରେ ଆନୁଷ୍ଠାନିକ ଭାବେ ବିଜେପିରେ […]
ଭୁବନେଶ୍ବର: ଆଜି ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ସର୍ଖେଲ। ଭୁବନେଶ୍ବରର ଶଙ୍ଖ ଭବନରେ ସେ ଏବଂ ତାଙ୍କ ସମର୍ଥକମାନେ ବିଜେଡିରେ ନିସାମିଲ ହୋଇଛନ୍ତି। ମନୋଦୀପା ପାରଦ୍ବୀପ ଶିଳ୍ପାଞ୍ଚଳ ବିକାଶ ପରିଷଦର କାର୍ଯ୍ୟକାରୀ ସଭାପତି ଅଛନ୍ତି। […]
ଭୁବନେଶ୍ବର: ଦେଶର ଏକ ପ୍ରତିଷ୍ଠିତ ଗଣମାଧ୍ୟମରେ ପ୍ରକାଶ ପାଇଛି ଯେ ବିଜେଡି ଲୋକସଭା ଏବଂ ବିଧାନସଭା ପ୍ରାର୍ଥି ଘୋଷଣା କରିଛି। ସେଥିରେ କୁହାଯାଇଛି ଯେ, ବିଜେଡି 9 ଟି ଲୋକସଭା ଏବଂ 53 ଟି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। […]
ଭୁବନେଶ୍ବର: ବିଜେଡି ଛାଡି ବିଜେପିରେ ଯୋଗ ଦେଇଛନ୍ତି ଅଭିନେତା ଅରିନ୍ଦମ ରାୟ। ଦୀର୍ଘ ବର୍ଷ ଧରି ତାଙ୍କୁ ବିଜେଡି କୌଣସି ନିର୍ବାଚନରେ ଟିକେଟ ନ ଦେବାରୁ ଅରିନ୍ଦମ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି। ତେବେ ସେ ବିଜେପିରେ ଯୋଗଦେବା ପରେ କେଉଁ […]
ଭୁବନେଶ୍ବର: ଓଡିଶାରେ ବିଜେପି ବିଜେଡି ମେଣ୍ଟ ହେବ କି ନାହିଁ ସେଥିରେ ଏ ପର୍ଯ୍ୟନ୍ତ ପୂର୍ଣ୍ଣଚ୍ଛେଦ ପଡି ନାହିଁ। ହେଲେ ଶୀର୍ଷ ମହଲରେ ଏହା ଉପରେ ବାରମ୍ବାର ଆଲୋଚନା ଚାଲିଛି ବୋଲି ଜଣାପଡିଛି। ତେବେ ଏହି ମେଣ୍ଟରେ ଯେଉ ବଡ ସମସ୍ୟା […]
ଭୁବନେଶ୍ୱର: ଗତକାଲି ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ‘ରାଜ୍ୟ ନିର୍ବାଚନ କମିଟି ବୈଠକ’ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟର ଉଭୟ ବିଧାନସଭା ଓ ଲୋକସଭା ପ୍ରାର୍ଥୀ ଉପରେ ଆଲୋଚନା କରାଯାଇ ପ୍ରାର୍ଥୀ […]
ନୂଆଦିଲ୍ଲୀ: ଆଜି ନିର୍ବାଚନ କମିଶନର ଦେଶର ଲୋକସଭା ପାଇଁ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ସେହି ତାରିଖ ଅନୁସାରେ ପ୍ରଥମ ଭୋଟ ଗ୍ରହଣ ୧୯ ଏପ୍ରିଲରୁ ଆରମ୍ଭ ହେଉଛି। ଏହିପରି ସାତଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ। ତେବେ କେଉଁଦିନ ଭୋଟ […]
ନୂଆଦିଲ୍ଲୀ: ଦେଶର ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଏବଂ ନବନିର୍ବାଚିତ ନିର୍ବାଚନ କମିଶନର ଗଣେଶ କୁମାର ଏବଂ ସୁଖବୀର ସିଂ ସନ୍ଧୁ ବିଜ୍ଞାନ ଭବନରେ ଏବେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ୨୦୨୪ ସାଧାରଣ ନିର୍ବାଚନ ପାଇଁ ନିର୍ବାଚନ କମିଶନର ଆଜି […]
Odisha Election Announcement: ଆଜି ଭାରତର ମୁଖ୍ୟ ନିର୍ବାଚନ କମିଶନର ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଏଥିରେ ଲୋକସଭା ଏବଂ 4ଟି ରାଜ୍ୟର ବିଧାନସଭା ତାରିଖ ମଧ୍ୟ ଘୋଷଣା କରିଛନ୍ତି। ସେହି ଅନୁସାରେ ଓଡିଶାରେ 4ଟି ପର୍ଯ୍ୟାୟରେ ଉଭୟ ଲୋକସଭା ଓ […]
ନୂଆଦିଲ୍ଲୀ: ଭାରତର ନିର୍ବାଚନ ଆୟୋଗ ଆଜି ୨୦୨୪ ଲୋକସଭା ନିର୍ବାଚନର ତାରିଖ ଘୋଷଣା କରିବାକୁ ଯାଉଛନ୍ତି। ଆଗାମୀ ମତଦାନ ଉପରେ ଏଠାରେ କିଛି ବିବରଣୀ ଅଛି: ୨୦୨୪ ଲୋକସଭା ନିର୍ବାଚନରେ ମୋଟ ୯୬.୮ କୋଟି ପଞ୍ଜୀକୃତ ଭୋଟର ଅଛନ୍ତି। ଏଥିରେ ୧.୮ […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ ଆଜି ବଲିଉଡର ପ୍ରସିଦ୍ଧ ଗାୟିକା ଅନୁରାଧା ପୌଡୱାଲ ଭାରତୀୟ ଜନତା ପାର୍ଟି (ବିଜେପି) ରେ ଯୋଗ ଦେଇଛନ୍ତି। ବିଜେପି ମୁଖ୍ୟାଳୟରେ ଦଳର ନେତାଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମତୀ ପୌଡୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ […]
ଭୁବନେଶ୍ବର: ଗତକାଲି ବିଜେପିରେ ସାମିଲ ହୋଇଛନ୍ତି ଅଭିନେତା ଅରିନ୍ଦମ ରାୟ। ତେବେ ଏଥିରେ କେହି କିଛି ଆଶ୍ଚର୍ଯ୍ୟ ହେବା କଥା ନୁହେଁ। ହେଲେ ସେ ଯେହେତୁ ବିଜେଡିର ତୃତୀୟ କ୍ଷମତା କେନ୍ଦ୍ର ବିଧାୟକ ପ୍ରଣବ ପ୍ରକାଶ ଦାସ ବା ବବି ଦାସଙ୍କ […]
Election News: ଆଜି ଘୋଷଣା ହେବ ଲୋକସଭା ଏବଂ ଚାରିଟି ରାଜ୍ୟର ବିଧାନସଭା ନିର୍ବାଚନ ତାରିଖ। ଆଜି ଅପରାହ୍ନ 3 ଟା ବେଳେ ନିର୍ବାଚନ କମିଶନର ସାମ୍ବାଦିକ ସମ୍ମିଳନୀ କରି ଏହି ତାରିଖ ଘୋଷଣା କରିବେ। ତେବେ ଯେଉଁମାନେ ଏହି ତାରିଖ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଜରୁରୀ କ୍ୟାବିନେଟ ବୈଠକ ଡାକିଛନ୍ତି। ଲୋକସେବା ଭବନରେ ଏହି ବୈଠକ ଦିନ 11 ଟା ବେଳେ ବସିବ। ଆଜି ଅପରାହ୍ନରେ ନିର୍ବାଚନ ତାରିଖ ଘୋଷଣା ହେବ। ଏହାପରେ ସାରା ଦେଶରେ ଲାଗୁ ହେବ […]
Election News: ବହୁ ପ୍ରତୀକ୍ଷାର ଆଜି ଅନ୍ତ ଘଟିବ। ଆଜି ଘୋଷଣା ହେବ ଲୋକସଭା ଏବଂ ବିଧାନସଭା ନିର୍ବାଚନ ତାରିଖ। ଆଜି ଶନିବାର ଅପରାହ୍ନ ୩ ଟାରେ ଏହି ତାରିଖ ଘୋଷଣା କରାଯିବ ବୋଲି ଭାରତର ନିର୍ବାଚନ ଆୟୋଗ ଶୁକ୍ରବାର ଦିନ […]
ନୂଆଦିଲ୍ଲୀ: ବର୍ତ୍ତମାନ ଓଡିଶା ରାଜନୀତିରେ ବିଜେଡି ବିଜେପି ମେଣ୍ଟ ନେଇ ଜୋରଦାର ଚର୍ଚ୍ଚା ଚାଲିଛି। ମେଣ୍ଟ ହେବ କି ନାହିଁ ସେ ନେଇ କେହି କିଛି କହିପାରୁ ନାହଁନ୍ତି। ଏହି ଚର୍ଚ୍ଚା ଭିତରେ ଗୃହମନ୍ତ୍ରୀ ତଥା ବିଜେପିର ଚାଣକ୍ୟ ଅମିତ ଶାହାଙ୍କ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟ ର ଶିକ୍ଷକ ଓ କର୍ମଚାରୀମାନଙ୍କ ନିମନ୍ତେ ନିମ୍ନଲିଖିତ ସେବା ସୁବିଧା ଅନୁମୋଦନ କରିଛନ୍ତି। ପୂର୍ଣ୍ଣ ସହାୟତା ପାଉଥିବା ବେସରକାରୀ ମହାବିଦ୍ୟାଳୟର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କ ସୁବିଧା […]
ଭୁବନେଶ୍ୱର: ସିନେ ତାରକା ଅରିନ୍ଦମ ରାୟ ଆଜି ବିଜୁ ଜନତା ଦଳ ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି। ଏହାକୁ ନେଇ ରାଜନୀତିକ ମହଲରେ ହଇଚଇ ସୃଷ୍ଟି ହୋଇଛି। କାରଣ ଅରିନ୍ଦମ ବିଜୁ ଜନତା ଦଳର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ […]
ବାଲୁଗାଁ: ଗୁରୁବାର ଦିନ ବାଲୁଗାଁ ତୈଳିକ ବୈଶ୍ୟ ସମାଜରୁ ଅଲ ଓଡ଼ିଶା ରାଜ୍ୟ ସଭାପତି ତଥା ଚିଲିକା ପୂର୍ବତନ ବିଧାୟକ ରଘୁନାଥ ସାହୁଙ୍କୁ ବହିଷ୍କାର କରାଯାଇଛି। ଖବର ମୁତାବକ ବାଲୁଗାଁ ତୈଳିକ ବୈଶ୍ୟ ସମାଜ ସଭାପତି ଅଶୋକ କୁମାର ସାହୁଙ୍କ ସଭାପତିତ୍ୱରେ […]