ଭୁବନେଶ୍ବର: ଏଥର ନିର୍ବାଚନ ଲଢିବେ କଂଗ୍ରେସର ଦୁଇ ତୁଙ୍ଗ ନେତା ନରିସଂହ ମିଶ୍ର ଏବଂ ସୁରେଶ ରାଉତରାୟ। ଏହି ଦୁଇ ନେତା ପୂର୍ବରୁ ଘୋଷଣା କରିଥିଲେ ଯେ, ଚଳିତ ନିର୍ବାଚନରେ ସେମାନେ ଲଢେଇ କରିବେ ନାହିଁ। ଏପରିକି ଜଟଣୀ ବିଧାୟକ ସୁରେଶ […]
ଭୁବନେଶ୍ୱର: ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ କଂଗ୍ରେସ ପରିତ୍ୟାଗ କରି ବିଜେପିରେ ସାମିଲ ହୋଇଛନ୍ତି ଭବାନୀପାଟଣାର ପୂର୍ବତନ ବିଧାୟକ ଅନାମ ନାୟକ ନିଜ ସମର୍ଥକଙ୍କ ଗହଣରେ ବିଜେପିରେ ସାମିଲ ହୋଇଛନ୍ତି। ସେହିପରି ନିଜ ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ସମସ୍ତ ଗ୍ରାମ୍ୟ ସାଧନ କର୍ମୀ (Village Resource Persons) ମାନଙ୍କର ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି । ତଦନୁଯାୟୀ ସେମାନଙ୍କ ଦୈନିକ କାର୍ଯ୍ୟ ଦିବସର ପାରିଶ୍ରମିକ ୩୦୦ ଟଙ୍କାରୁ ୪୦୦ ଟଙ୍କାକୁ […]
ଭୁବନେଶ୍ବର: ନବୀନ ନିବାସରେ ଆରମ୍ଭ ହୋଇଛି ବିଜୁ ଜନତା ଦଳର ନିର୍ବାଚନ ପ୍ରସ୍ତୁତି ବୈଠକ। ତେବେ ଏହି ବୈଠକରେ ବିଜେଡି ବିଜେପି ମେଣ୍ଟ ନେଇ ମଧ୍ୟ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେବ। କାରଣ ବର୍ତ୍ତମାନ ରାଜ୍ୟ ରାଜନୀତିରେ ମେଣ୍ଟକୁ ନେଇ ଚର୍ଚ୍ଚା ଚାଲିଥିବା […]
ଭୁବନେଶ୍ବର: ବର୍ତ୍ତମାନ ମେଣ୍ଟକୁ ନେଇ ବିଜେପି ସଭାପତି ମନମୋହନ ସାମଲ ପ୍ରବଳ ଚାପରେ ରହିଛନ୍ତି। ସେ ଏହି ମେଣ୍ଟ ସଂପର୍କରେ କଣ କେତେବେଳେ କହୁଛନ୍ତି ତାହା ଜାଣିପାରୁ ନାହାଁନ୍ତି। ଆଜି ସକାଳେ ମନମୋହନ ଦିଲ୍ଲୀରୁ ଭୁବନେଶ୍ବରରେ ପହଞ୍ଚିଥିଲେ। କିଛି ଘଣ୍ଟା ପରେ […]
ଭୁବନେଶ୍ବର: ରାଜ୍ୟ ସରକାର ଆଜି ଶ୍ରମିକଙ୍କ ସର୍ବନିମ୍ନ ମଜୁରୀରେ ବୃଦ୍ଧି କରିଛନ୍ତି। ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି। ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି […]
ଭୁବନେଶ୍ବର: ନୂଆଦିଲ୍ଲୀର ବୈଠକ ପରେ ଆଜି ଭୁବନେଶ୍ବର ଫେରି ମେଣ୍ଟ ଚର୍ଚ୍ଚାକୁ ଏଡାଇ ଦେଲେ ବିଜେପି ସଭାପତି ମନମୋହନ ସାମଲ। ସେ ସିଧା ମେଣ୍ଟ ହେବ ନାହିଁ ବୋଲି କହିପାରି ନ ଥିଲେ। ହେଲେ ସେ କହିଥିଲେ ଯେ, ଓଡିଶାରେ ବିଜେପି […]
ଭୁବନେଶ୍ବର: ଆଜି ନୂଆଦିଲ୍ଲୀରୁ ଫେରିଛନ୍ତି ବିଜେପି ସଭାପତି ମନମୋହନ ସାମଲ। ଦିଲ୍ଲୀରେ ବୈଠକ ପରେ ସେ ଓଡିଶା ଫେରିଆସିଛନ୍ତି। ସେ କହିଛନ୍ତି ଯାହା ଚାଲିଛି ଠିକ ଚାଲିଛି। ବିଚାର ବିମର୍ଶ ଚାଲିଛି। ଆମର ପକ୍ରିୟା ଯେପରି ଚାଲିବା କଥା ତାହା ଚାଲିଛି। […]
ଭୁବନେଶ୍ବର: ଓଡିଶାରେ ବର୍ତ୍ତମାନ ମେଣ୍ଟ ରାଜନୀତି ନେଇ ହଲଚଲ ସୃଷ୍ଟି ହୋଇଛି। ଏହା ହେବ କି ନାହିଁ ଏ ପର୍ଯ୍ୟନ୍ତ ସସପେନସ ଲାଗି ରହିଛି। ଏହା ଭିତରେ ନୂଆଦିଲ୍ଲୀରେ ଓ଼ଡିଶା ବିଜେପି ନେତାଙ୍କର ଅମିତ ସାହାଙ୍କ ବାସଭବନରେ ବୈଠକ ବସିଥିଲା। ହେଲେ […]
ଭୁବନେଶ୍ବର: ବର୍ତ୍ତମାନ ଆଠଗଡ ନିର୍ବାଚନ ମଣ୍ଡଳିରେ ଏକ ବଡ ଚର୍ଚ୍ଚା ଚାଲିଛି। ତାହା ହେଲା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ପୁଅ ଆଦିତ୍ୟ ପ୍ରତାପ ସ୍ବାଇଁଙ୍କ ନିର୍ବାଚନ ମଣ୍ଡଳି ବୁଲିବା। ଆଦିତ୍ୟ ବେଶ କିଛି ଦିନ ଧରି ସକାଳୁ ଘରୁ ବାହାରି […]
ଭୁବନେଶ୍ବର: ଓଡିଶାରେ ବର୍ତ୍ତମାନ ମେଣ୍ଟ ରାଜନୀତି ନେଇ ହଲଚଲ ସୃଷ୍ଟି ହୋଇଛି। ଏହା ହେବ କି ନାହିଁ ଏ ପର୍ଯ୍ୟନ୍ତ ସସପେନସ ଲାଗି ରହିଛି। ଏହା ଭିତରେ ଆଜି ନୂଆଦିଲ୍ଲୀରେ ଓ଼ଡିଶା ବିଜେପି ନେତାଙ୍କର ଅମିତ ସାହାଙ୍କ ବାସଭବନରେ ବୈଠକ ବସିଥିଲା। […]
ନୂଆଦିଲ୍ଲୀ: ଦୁଇ ଦିନ ନିରବତା ପରେ ଏବେ ମେଣ୍ଟ ରାଜନୀତି ହଲଚଲ ହୋଇଛି। କାରଣ ଆଜି ସଂଧ୍ୟାରେ ନୂଆଦିଲ୍ଲୀରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ବାସଭବନରେ ବସିଛି ଓଡିଶା ନିର୍ବାଚନକୁ ନେଇ ରଣନୀତି। ଏହି ବୈଠକରେ ସାମ୍ଭବ୍ୟ ମେଣ୍ଟକୁ ନେଇ ଆଲୋଚନା ହେବ […]
ଭୁବନେଶ୍ବର: ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ପାରିତୋଷିକ ଓ ଭତ୍ତାରେ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ […]
ଭୁବନେଶ୍ବର: ପଦ୍ମଶ୍ରୀ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ। ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିରୁ ମୁନିସିପାଲିଟି କୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ […]
ନୂଆଦିଲ୍ଲୀ: ଖୁବ ଶିଘ୍ର ବିଜେପି ତାହାର ଦ୍ବିତୀୟ ପ୍ରାର୍ଥୀ ତାଲିକା ପ୍ରକାଶ କରିବାକୁ ଯାଉଛି। ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ସେଣ୍ଟ୍ରାଲ ଇଲେକସନ କମିଟ ବା ସିଇସି ବୈଠକ ବସି ପ୍ରାର୍ଥୀ ତାଲିକା ଚୁଡାନ୍ତ କରାଯାଇଛି। ତେବେ ଏହି ବୈଠକରେ ଓଡିଶା […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି। ଏଥିରେ ବିଭିନ୍ନ ଭତ୍ତା ପରିମାଣ ଓ ସ୍ୱାସ୍ଥ୍ୟ ବୀମାରେ ବୃଦ୍ଧି କରାଯାଇଥିବା ବେଳେ ପରିବାରର ଛାତ୍ରଛାତ୍ରୀଙ୍କ ପ୍ରବେଶିକା ପରୀକ୍ଷା […]
ଭୁବନେଶ୍ବର: ଭାଗବତ ଟୁଙ୍ଗୀ ଆମ ଗ୍ରାମ୍ୟ ଜୀବନର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ସାମାଜିକ ପ୍ରାଣ କେନ୍ଦ୍ର। ସାରା ଗାଁକୁ ଏକତାର ସୂତ୍ରରେ ବାନ୍ଧି ରଖିଥାଏ ଭାଗବତ ଟୁଙ୍ଗୀ। ଆମ ସଂସ୍କୃତି ଓ ପରମ୍ପରାର ଏହି ମହାନ ପ୍ରତୀକ ଭାଗବତ ଟୁଙ୍ଗୀ ହେଉଛି […]
ଭୁବନେଶ୍ବର: ବିଜେଡି ବିଜେପି ମେଣ୍ଟକୁ ନେଇ କେବଳ ଓଡିଶା କାହିଁକି ସାରା ଦେଶରେ ଚାଲିଛି ଚର୍ଚ୍ଚା। କାରଣ ଲୋକସଭା ନିର୍ବାଚନରେ ଜିତିବା ପାଇଁ କେଉଁ ଦଳ କଣ କରୁଛି ତାହା ଉପରେ ସମସ୍ତଙ୍କର ନଜର। ତେବେ ଓଡିଶାରେ ବିଜେଡି ବିଜେପିକୁ ନେଇ […]
ଭୁବନେଶ୍ବର: ମେଣ୍ଟ ନେଇ ସାରା ରାଜ୍ୟ ପଡୁଛି ଉଠୁଛି। ହେଲେ ଗତକାଲି ଏହି ମେଣ୍ଟ ନେଇ ସେପରି ଚର୍ଚ୍ଚା ଆଲୋଚନା କିଛି ଜଣାପଡି ନାହିଁ। ହେଲେ ବର୍ତ୍ତମାନ ନେତାଙ୍କଠାରୁ କର୍ମି ପର୍ଯ୍ୟନ୍ତ ସମସ୍ତଙ୍କ ମୁହଁରେ ଗୋଟିଏ କଥା ଏହି ମେଣ୍ଟ କାହିଁକି। […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର 46 ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କୁ ୯୩୩.୦୭ କୋଟି ଟଙ୍କାର କାଳିଆ ସହାୟତା-୨୦୨୪ ପ୍ରଦାନ କରିଛନ୍ତି। ଏଥିସହିତ ରାଜ୍ୟର ସମସ୍ତ ଜିଲ୍ଲାରେ ଚାଷୀ ଭାଇଭଉଣୀ ମାନଙ୍କୁ କୃଷି କାର୍ଯ୍ୟ […]