ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥା ବିଜେପି ସୁପ୍ରିମୋ ନରେନ୍ଦ୍ର ମୋଦି ଦଳକୁ ୨୦୦୦ ଟଙ୍କା ଦେଇଛନ୍ତି। ଏ ସଂପର୍କରେ ସେ ନିଜ ସାମାଜିକ ଗଣମାଧ୍ୟମରେ ମଧ୍ୟ ଉଲ୍ଲେଖ କରିଛନ୍ତି। ସେ ଲେଖିଛନ୍ତି ଯେ, ମୁଁ ବହୁତ ଖୁସି ଯେ, […]
ଭୁବନେଶ୍ବର: ଆଜି ବିଜେପିରେ ସାମିଲ ହୋଇଛନ୍ତି ଜୟଦେବ ନିର୍ବାଚନ ମଣ୍ଡଳିର ବିଜେଡି ବିଧାୟକ ଅରବିନ୍ଦ ଢାଲି। ସେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି। ଏହି ମିଶ୍ରଣ ପର୍ବରେ ପୂର୍ବତନ ସଭାପତି ସମୀର ମହାନ୍ତି, ଓଡିଶା ପ୍ରଭାରୀ […]
ଭୁବନେଶ୍ବର: ଖୁବ ଶିଘ୍ର ବିଜେପି ରେ ମିଶିବେ ଧାମନଗରର ଚହଳ ସୃଷ୍ଟି କରିଥିବା ନେତା ରାଜେନ୍ଦ୍ର ଦାସ। ଧାମନଗର ଉପନିର୍ବାଚନରେ ବିଜେଡି ରାଜେନ୍ଦ୍ରଙ୍କୁ ଟିକେଟ ନ ଦେବାରୁ ସେ ବିଦ୍ରୋହୀ ପ୍ରାର୍ଥୀ ଭାବେ ଛିଡା ହୋଇଥିଲେ। ଫଳରେ ଏକମାତ୍ର ଉପନିର୍ବାନଚନ ଯେଉଁଠାରେ […]
ଭୁବନେଶ୍ବର: ଖୁବ ଶିଘ୍ର ବିଜେପିରେ ମିଶିବେ ଚମ୍ପୁଆର ଟାଣୁଆ ନେତା ତଥା ପୂର୍ବତନ ବିଧାୟକ ସନାତନ ମହାକୁଡ। ସେ 2014 ମସିହାରେ ଚମ୍ପୁଆରୁ ସ୍ବାଧୀନ ବିଧାୟକ ଥିଲେ। କେବଳ ଚମ୍ପୁଆ ନୁହେଁ ତାଙ୍କର ସାରା କେଉଁଝର ଜିଲ୍ଲାରେ ତାଙ୍କର ରହିଛି ଲୋକ […]
ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (ବିଜେପି) ଆନୁଷ୍ଠାନିକ ଭାବେ ଲୋକସଭା ନିର୍ବାଚନ ପାଇଁ ୧୯୫ ଟି ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା କରି ନିର୍ବାଚନ ବିଗୁଲ ବଜାଇଛି। ପ୍ରଥମ ତାଲିକାରେ ବିଜେପି ସେହି ଆସନଗୁଡିକୁ ଚୟନ କରିଛି ଯେଉଁଠାରେ ଦଳ ମଜବୁତ […]
ଭୁବନେଶ୍ବର: ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ମିଶିବା ପରେ ବର୍ତ୍ତମାନ ଦ୍ବନ୍ଦରେ ଅଛନ୍ତି ଚିଲିକା ବିଜେପି କର୍ମୀ। ସେମାନେ ପ୍ରଶାନ୍ତଙ୍କୁ କେମିତି ଗ୍ରହଣ କରିବେ ସେହି ଚିନ୍ତା ଘାରିଛି। କାରଣ ହେଲା ଏକଦା ପ୍ରଶାନ୍ତ ବିଜେଡିରେ ଥିବା ବେଳେ ବିଜେପି କର୍ମିଙ୍କୁ […]
ଭୁବନେଶ୍ବର: ଆଜି କେନ୍ଦ୍ର ବିଜେପି ଲୋକସଭା ନିର୍ବାଚନ ପାଇଁ 18 ଟି ରାଜ୍ୟର 195 ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଯେଉଁଥିରେ ଦେଶର ପ୍ରମୁଖ ନେତାଙ୍କ ନାମ ରହିଛି। ସେମାନଙ୍କ ମଧ୍ୟରେ ରହିଛନ୍ତି ଖୋଦ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀଙ୍କ […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ କେବେ ହେବ ତାହାର ଘୋଷଣା ହୋଇ ନ ଥିଲେ ମଧ୍ୟ ପ୍ରାର୍ଥିଙ୍କ ନାମ ଘୋଷଣା କରିଛି ବିଜେପି। ଆଜି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୧୯୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏହି ପ୍ରାର୍ଥୀ ତାଲିକାରେ […]
ଭୁବନେଶ୍ୱର: ଓଡ଼ିଶାରେ ଏକକାଳୀନ ଅନୁଷ୍ଠିତ ହେବାକୁ ଥିବା ଲୋକସଭା ଓ ରାଜ୍ୟ ବିଧାନସଭା ନିର୍ବାଚନ ପାଇଁ ଗୃହ ମନ୍ତ୍ରଣାଳୟ ତରଫରୁ ୭୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ଫୋର୍ସ (ସିଆର୍ପିଏଫ୍) ମୁତୟନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ପ୍ରଥମ ପର୍ଯ୍ୟାୟ ଅର୍ଥାତ୍ […]
ଭୁବନେଶ୍ବର: ନିର୍ବାଚନ ଯେତିକି ପାଖେଇଛି ରାଜ୍ୟର ପାଣିପଗ ସେତିକି ଗରମ ହେବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ କିଏ କେତେ ଆସନ ଜିତିବ ତାହାର ହିସାବ ନିକାସ ଚାଲିଛି। ତେବେ ଏଥିରେ ବିଜେଡି ଆସନ୍ତା ନିର୍ବାଚନରେ କେତେ ଆସନରେ ଜିତିବ ତାହାର ଆକଳନ […]
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ବିଦ୍ୟାଳୟ ମାନଙ୍କର ଅଧ୍ୟୟନରତ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ଶିକ୍ଷା ତଥା ସ୍ବତନ୍ତ୍ର ସେବା ଯୋଗାଇବା ନିମନ୍ତେ ରାଜ୍ୟ ସରକାର ୨୦୧୪ ମସିହାରୁ ବିଭିନ୍ନ ଗ୍ରାମ ପଞ୍ଚାୟତ ମାନଙ୍କରେ ଭିନ୍ନକ୍ଷମ ଶିକ୍ଷା ସ୍ବେଚ୍ଛାସେବୀ (PHIEV) ମାନଙ୍କୁ ନିୟୋଜିତ କରାଯାଇଥିଲା। […]
ଭୁବନେଶ୍ବର: ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ସାତ ହଜାର ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ […]
ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ ପରିଚାଳନା ନିମନ୍ତେ ରିଟର୍ଣ୍ଣିଙ୍ଗ୍ ଅଧିକାରୀ ଏବଂ ସହକାରୀ ରିଟର୍ଣ୍ଣିଙ୍ଗ୍ ଅଧିକାରୀମାନଙ୍କ ଏକ ପାଞ୍ଚଦିନିଆ ତାଲିମ କାର୍ଯ୍ୟକ୍ରମ ଗୋଠପାଟଣାସ୍ଥିତ ରାଜସ୍ୱ ଅଧିକାରୀଙ୍କ ତାଲିମ ପ୍ରତିଷ୍ଠାନଠାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଆୟୋଜିତ ହୋଇଥିବା […]
ଭୁବନେଶ୍ବର: ଓଡିଶାରେ ମେଣ୍ଟ ହେବ ନାହିଁ। ବିଜେପି ଓଡିଶାର 147 ବିଧାନସଭା ଏବଂ 21 ଟି ଲୋକସଭା ଆସନରେ ପ୍ରାର୍ଥୀ ଦେବ। ଏ କଥା କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଗତକାଲି ସେ ଦିଲ୍ଲୀରୁ ପ୍ରତ୍ୟାବର୍ତ୍ତନ କରିବା ପରେ […]
ଭୁବନେଶ୍ବର: ଶେଷରେ ବିଜେଡିରୁ ଇସ୍ତଫା ପ୍ରଦାନ କରିଛନ୍ତି ଜୟଦେବ ନିର୍ବାଚନ ମଣ୍ଡଳିରେ ବିଧାୟକ ଅରବିନ୍ଦ ଢାଲି। ସେ ଆଜି ତାଙ୍କର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ଏହାପରେ ସେ ଘୋଷଣା କରିଛନ୍ତି ଯେ, ଆସନ୍ତାକାଲି […]
ଭୁବନେଶ୍ବର: ଆଜି ବିଜେଡି ଦଳରୁ ଇସ୍ତଫା ଦେଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି। ସେ ନିଜର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇ ଦେଇଛନ୍ତି। ଏଥିରେ ସେ କୌଣସି କାରଣ ଉଲ୍ଲେଖ ନ କରିଥିଲେ ମଧ୍ୟ ଦଳର ପ୍ରାଥମିକ ସଦସ୍ୟ […]
ଭୁବନେଶ୍ବର: ବର୍ତ୍ତମାନ ଓଡିଶାର ଚିଲିକା ନିର୍ବାଚନ ମଣ୍ଡଳି ବଡ ଚର୍ଚ୍ଚାରେ ଅଛି। କାରଣ ଏହି ନିର୍ବାଚନ ମଣ୍ଡଳିର ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ମିଶିବା ପରେ ଏହା ଚର୍ଚ୍ଚାକୁ ଆସିଛି। ସେଠାରେ ବର୍ତ୍ତମାନ ବିଜେଡି କାହାକୁ ପ୍ରାର୍ଥୀ କରିବ ସେ ନେଇ […]
ନୂଆଦିଲ୍ଲୀ: ଗତ ୧୦ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି ଅନେକ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି ନେଉଛନ୍ତି, ଯାହାକୁ ପ୍ରାୟ ଅସମ୍ଭବ ବୋଲି ବିବେଚନା କରାଯାଉଥିଲା। ଏବେ ସେ କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀହେବାକୁ ମୈଦାନକୁ ଓହ୍ଲାଇଥିବାବେଳେ ତାଙ୍କ ସାମ୍ନାରେ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ବରମୁଣ୍ଡାଠାରେ 5-T ଉପକ୍ରମରେ ନବନିର୍ମିତ ବାବା ସାହେବ ଭୀମରାଓ ଆମ୍ବେଦକର ବସ୍ ଟର୍ମିନାଲର ଶୁଭ ଉଦ୍ଘାଟନ କରିଛନ୍ତି। ବରମୁଣ୍ଡା ବସ୍ ଷ୍ଟାଣ୍ଡ ଭାବେ ପୂର୍ବରୁ ପରିଚିତ ଥିବା ଏହି ବସ୍ ଷ୍ଟାଣ୍ଡ […]
ଭୁବନେଶ୍ବର: ସବୁ ଜିଲ୍ଲାରେ ଚାଲିଛି ରାଜ୍ୟ ସରକାରଙ୍କ ନୂଆ-ଓ କାର୍ଯ୍ୟକ୍ରମ। ଛାତ୍ରଛାତ୍ରୀଙ୍କର ମନୋବଳ ସୁଦୃଢ କରିବା ଏବଂ ପାଠ୍ୟକ୍ରମ ବ୍ୟତିତ ଅନ୍ୟ କାର୍ଯ୍ୟକ୍ରମରେ ସାମିଲ କରାଇବା ହେଉଛି ଏହାର ଉଦ୍ଦେଶ୍ୟ। ଯାହାର ନେତୃତ୍ବ ନେଉଛନ୍ତି 5ଟି ତଥା ଆମ ଓଡିଶା ନବୀନ […]
ଭୁବନେଶ୍ୱର: ଆସନ୍ତା ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭାରତୀୟ ଜନତା ପାର୍ଟୀ ନିର୍ବାଚନ ପରିଚାଳନା ସମିତି ବୈଠକ ଅଜି ନୂଆଦିଲ୍ଲୀସ୍ଥିତ କେନ୍ଦ୍ରୀୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୌଠକରେ ରାଷ୍ଟ୍ରୀୟ ସଭାପତି ଶ୍ରୀ ଜେ.ପି.ନଡ୍ଡା, ରାଷ୍ଟ୍ରୀୟ ସାଧାରଣ ସଂପାଦକ (ସଂଗଠନ) ଶ୍ରୀ ବି.ଏଲ.ସନ୍ତୋଷ, […]