ଭୁବନେଶ୍ବର: ଶେଷରେ ଆଜି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ସାମିଲ ହେବେ। ଏ ନେଇ ବିଜେପି କାର୍ଯ୍ୟାଳୟ ତରଫରୁ ପ୍ରସ୍ତୁତି କରାଯାଇଛି। ସେ ମଧ୍ୟାହ୍ନରେ ଆୟୋଜିତ ମିଶ୍ରଣ ପର୍ବରେ ଯୋଗଦେବେ। ବିଜେଡି ତାଙ୍କୁ ପୁଣି ଥରେ ଟିକେଟ ଦେବ ନାହିଁ […]
ନୂଆଦିଲ୍ଲୀ: ତିହାର ଜେଲରେ ରହୁଥିବା ଗ୍ୟାଙ୍ଗଷ୍ଟର ସୁକେଶ ଚନ୍ଦ୍ରଶେଖର ପୁଣି ଥରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କୁ ଚିଠି ଲେଖିଛନ୍ତି। ସୁକେଶ ଚନ୍ଦ୍ରଶେଖର ଅରବିନ୍ଦ କେଜ୍ରିୱାଲଙ୍କୁ ଧମକ ଦେଇଥିବା ଅଭିଯୋଗ କରିଛନ୍ତି। ଆମ୍ ଆଦମୀ […]
ଭୁବନେଶ୍ବର: ବର୍ତ୍ତମାନ ଟିକେଟ ରାଜନୀତିରେ ସତ୍ୟବାଦୀ ନିର୍ବାଚନ ମଣ୍ଡଳି ଏକ ବଡ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। କାରଣ ଏହି ନିର୍ବାଚନ ମଣ୍ଡଳିରୁ ଟାଣୁଆ ନେତା ସଂଜୟ ଦାସ ବର୍ମା ଛିଡା ହେବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି। ହେଲେ ସେଠାରୁ ବିଧାୟକ […]
ନୂଆଦିଲ୍ଲୀ: ସାଧାରଣ ନିର୍ବାଚନ ପାଇଁ ମଞ୍ଚ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ନିର୍ବାଚନ କମିଶନଙ୍କ ପ୍ରସ୍ତୁତି ମଧ୍ୟ ପ୍ରାୟ ଶେଷ ହୋଇଯାଇଛି। ବର୍ତ୍ତମାନ ସୁଦ୍ଧା ମିଳିଥିବା ସଙ୍କେତରୁ ଜଣାପଡୁଛି ଯେ, ବିଜେପି ଲଗାତାର ତୃତୀୟ ଥର ପାଇଁ କ୍ଷମତାକୁ ଆସିବା ପାଇଁ ଦୃଢ଼ […]
ଭୁବନେଶ୍ବର: ପୁଣି ଥରେ ବିଜେପିକୁ ଫେରିବେ କି ବିଜେଡି ବିଧାୟକ ଅରବିନ୍ଦ ଢାଲି। ଏ ନେଇ ଜୟଦେବ ନିର୍ବାଚନ ମଣ୍ଡଳିରେ ଚାଲିଛି ଚର୍ଚ୍ଚା। ତେବେ ଏ ସଂପର୍କରେ କେହି କିଛି କହି ନ ଥିଲେ ମଧ୍ୟ ଏହି ଚର୍ଚ୍ଚା ନିର୍ବାଚନ ମଣ୍ଡଳି […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବାଲେଶ୍ୱର ଜିଲ୍ଲାରେ ୨୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ସହିତ ମହାନ ବରପୁତ୍ର ମନ୍ମଥ ଦାସ ଓ ମନୋଜ ଦାସଙ୍କ ସ୍ମୃତି ପୀଠ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଉଭୟ […]
ନୂଆଦିଲ୍ଲୀ: ଏପ୍ରିଲରେ ଖାଲି ପଡ଼ିଥିବା ୫୬ ଟି ରାଜ୍ୟସଭା ଆସନ ମଧ୍ୟରୁ ମଙ୍ଗଳବାର ହୋଇଥିବା ନିର୍ବାଚନରେ ବିଜେପି ୩୦ଟିରେ ବିଜୟୀ ହୋଇଛି। ସେଥିମଧ୍ୟରୁ ଦଳ ୨୦ଟି ବିନା ପ୍ରତିଦ୍ୱନ୍ଦ୍ୱିତାରେ ଏବଂ ୧୦ଟି ଆସନରେ ମତଦାନ ପରେ ବିଜୟୀ ହୋଇଛି। ଏହାକୁ ମିଶାଇ […]
ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ ପାଇଁ ପ୍ରଯୁକ୍ତି ବିଦ୍ୟା ଜିଲ୍ଲା ନୋଡାଲ ଅଧିକାରୀମାନଙ୍କର ଏକ ଦିନିକିଆ କର୍ମଶାଳା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ସମସ୍ତ ଜିଲ୍ଲାରୁ ଆସିଥିବା ୩୦ ଜଣ ପ୍ରଯୁକ୍ତିବିଦ୍ୟା ଜିଲ୍ଲା ନୋଡାଲ ଅଧିକାରୀମାନଙ୍କୁ […]
ଭୁବନେଶ୍ବର: ଆଗାମୀ ଲୋକସେବା ଏବଂ ବିଧାନସଭା ସାଧାରଣ ନିର୍ବାଚନ ୨୦୨୪ କୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ବିଭିନ୍ନ ପ୍ରବର୍ତ୍ତନ ସଂସ୍ଥା (ଏନଫୋର୍ସମେଣ୍ଟ ଏଜେନ୍ସି) ମାନଙ୍କ ସହିତ ଏକ ରାଜ୍ୟସ୍ତରୀୟ ସମନ୍ୱୟ ବୈଠକ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। […]
କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ବ୍ଲକ ଓ ନଗର କଂଗ୍ରେସ ତରଫରୁ କେନ୍ଦ୍ରାପଡା ପ୍ରତି ଅବହେଳା ପ୍ରତିବାଦରେ “ମାଟି ପାଇଁ ଜେଲ ଚାଲ” ଆନ୍ଦୋଳନ କରାଯାଇଥିଲା। କେନ୍ଦ୍ରାପଡାରେ ମେଡିକାଲ କଲେଜ ପ୍ରତିଷ୍ଠା, ମୁନିସିପାଲଟିରେ ସିଟି ହସପିଟାଲ ପ୍ରତିଷ୍ଠା, କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪ରୁ କରାଯାଇଥିବା ସର୍ଭେରେ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଉତ୍ତରପ୍ରଦେଶର ସମସ୍ତ ୮୦ଟି ଆସନ ଜିତିବାକୁ ଲକ୍ଷ୍ୟ ରଖିଛି ଇଣ୍ଡି ମେଣ୍ଟ। ଏଥିପାଇଁ କଂଗ୍ରେସ ଓ ସମାଜବାଦୀ ପାର୍ଟି ମିଳିତଭାବେ ନିର୍ବାଚନ ଲଢ଼ୁଛନ୍ତି ଏବଂ ଆସନ ବଣ୍ଟନ […]
ଭୁବନେଶ୍ୱର: ରାଜ୍ୟରେ ଏକକାଳୀନ ଅନୁଷ୍ଠିତ ହେବାକୁ ଥିବା ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ସଂପୂର୍ଣ୍ଣ ପ୍ରସ୍ତୁତ। ଏହି ପରିପ୍ରେକ୍ଷୀରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଏବଂ ରାଜ୍ୟ ନିର୍ବାଚନ ପ୍ରଭାରୀ ଶ୍ରୀ ବିଜୟପାଲ […]
ଭୁବନେଶ୍ୱର : ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲାର ପୂର୍ବତନ ଧର୍ମଶାଳା ବିଧାୟକ ସ୍ୱର୍ଗତଃ କାଙ୍ଗାଳିଚରଣ ପଣ୍ଡାଙ୍କ ପୁତୁରା ତଥା କଂଗ୍ରେସ ନେତା ଦେବେନ୍ଦ୍ର କୁମାର […]
ଭୁବନେଶ୍ବର: ଏଥର ନିର୍ବାଚନରେ ବିଜେଡି ବିଜେପି ଭିତରେ ମେଣ୍ଟ ହେବ। ଏହି ଚର୍ଚ୍ଚା ଦୀର୍ଘଦିନ ଧରି ଲାଗି ରହିଛି। ପୂର୍ବରୁ ସମସ୍ତ ବିଜେପି ନେତା ମେଣ୍ଟ କେବେ ହେବ ନାହିଁ ବୋଲି ସ୍ପଷ୍ଟ କରିଥିଲେ। ହେଲେ ଆଜି ବିଜେପିର ନିର୍ବାଚନ ପ୍ରଭାରୀ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓଡିଶାର ୭୦ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀ ମା’ ମାନଙ୍କ ପାଇଁ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଶନ ଶକ୍ତି ଋଣ ବ୍ୟବସ୍ଥା, ମିଶନ ଶକ୍ତି ମା’ ମାନଙ୍କ ପାଇଁ […]
ଭୁବନେଶ୍ୱର: ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଏକାମ୍ର, ଭୁବନେଶ୍ୱର ଉତ୍ତର, ଜଟଣୀ, ଖୋର୍ଦ୍ଧା, ବେଗୁନିଆ ବିଧାନସଭା ଆସନକୁ ନେଇ ଗଠିତ ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀ ଏବେ ବିଜେପି ହାତରେ ରହିଛି। ଆଗାମୀ ନିର୍ବାଚନରେ ଶାସକ ଦଳ ବିଜେଡି ପକ୍ଷରୁ ଯେଉଁ […]
ଭୁବନେଶ୍ୱର: ଭୋକର ଭୂଗୋଳ ଭାବରେ ଦେଶ ବିଦେଶରେ ପରିଚିତ କଳାହାଣ୍ଡି। କଳାହାଣ୍ଡି ରାଜନୀତିରେ ଏବେବି ରାଜପରିବାରର ପ୍ରଭାବ ଅକ୍ଷୁର୍ଣ୍ଣ ରହିଛି। ତେଣୁ ଅଣକଂଗ୍ରେସ ରାଜନୈତିକ ଦଳମାନେ ଏହି ପରିବାରର ସଦସ୍ୟଙ୍କୁ ଲୋକସଭା ନିର୍ବାଚନରେ ପ୍ରାର୍ଥୀ କରିବାକୁ ଅଗ୍ରାଧିକାର ଦେଇଥାନ୍ତି। କାରଣ କଳାହାଣ୍ଡି […]
ଭୁବନେଶ୍ବର: ବର୍ତ୍ତମାନ କେବେ ନିର୍ବାଚନ ହେବ ତାହା ଘୋଷଣା ହୋଇ ନାହିଁ। ହେଲେ କିଏ ଆଗୁଆ ଲୋକସଭା ପ୍ରାର୍ଥି ଘୋଷଣା କରିବ ସେ ନେଇ ରାଜନୈତିକ ଦଳ ଭିତରେ ଆରମ୍ଭ ହୋଇଯାଇଛି ପ୍ରତିଦ୍ବନ୍ଦିତା। ଏହା ବିଶେଷ କରି ଜାତୀୟ ରାଜୈନିତକ ଦଳ […]
ଭୁବନେଶ୍ବର: ପଦ୍ମ ପୋଖରୀରେ ପଶିବେ ଜଟଣୀ ବିଧାୟକ ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ଅର୍ଥାତ ସେ ବିଜେପିରେ ସାମିଲ ହୋଇ ଜଟଣୀ ପାଇଁ ବିଧାୟକ ପ୍ରାର୍ଥୀ ହେବେ। ଏ ନେଇ ବିଜେପି ତରଫରୁ ସବୁଜ ସଙ୍କେତ ମଧ୍ୟ ମିଳି […]
ଭୁବନେଶ୍ବର: ବିଜୁ ଜନତା ଦଳ ଦୁଇଟି ବିଧାନସଭା ଆସନ ପାଇଁ ନୂଆ ପର୍ଯ୍ୟବେକ୍ଷକ ଘୋଷଣା କରିଛି। ବର୍ତ୍ତମାନ ନିର୍ବାଚନ ପାଖେଇ ଆସୁଥିବାରୁ ଦଳ ବିଧାନସଭା ସ୍ତରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କରି ସଂଗଠନକୁ ସୁଦୃଢ କରିବାକୁ ନିଷ୍ପତି କରିଛି। ସେହି ଅନୁସାରେ ବରଗଡ […]
ନୂଆଦିଲ୍ଲୀ: ସମାଜବାଦୀ ପାର୍ଟି ଗୋଟିଏ ପରେ ଗୋଟିଏ ଝଟକା ଲାଗୁଛି। ଯେଉଁଠାରେ ପ୍ରଥମେ ଜୟନ୍ତ ଚୌଧୁରୀ ଅଖିଳେଶଙ୍କୁ ଛାଡି ଚାଲିଗଲେ। ଏଥି ସହିତ ପଲ୍ଲଭି ପଟେଲ ମଧ୍ୟ ତାଙ୍କ ଉପରେ ଅସନ୍ତୁଷ୍ଟ ହୋଇ ଯାଇଥିଲେ। ଏହି ସମୟରେ ରାଜ୍ୟସଭା ନିର୍ବାଚନ ପୂର୍ବରୁ […]