ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟିରେ ଏକ ବଡ଼ ବିଭାଜନ ହୋଇପାରେ। ସୂଚନାନୁସାରେ, ଅର୍ଦ୍ଧ ଡଜନରୁ ଅଧିକ ଏସପି ବିଧାୟକ ବିଜେପିରେ ଯୋଗ ଦେଇପାରନ୍ତି। ଏସପି ର ଇନ୍ଦ୍ରଜିତ ସରୋଜଙ୍କ ସମେତ ଅଧା ଡଜନରୁ ଅଧିକ ବିଧାୟକ ବିଜେପି ସହ […]
ଭୁବନେଶ୍ବର: କଂଗ୍ରେସର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ବିଜେଡିରେ ସାମିଲ ହେବା ପରେ ବର୍ତ୍ତମାନ କେନ୍ଦ୍ରାପଡା ରାଜନୀତି ଗଣିତ ଓଲଟି ଯାଇଛି। କାରଣ ଅଂଶୁମାନ କେନ୍ଦ୍ରାପଡା ରାଜନୀତିରେ ଜଣେ ବେଶ ପରିଚିତ ବ୍ୟକ୍ତିତ୍ବ। ସେ ଯେତେବେଳେ କଂଗ୍ରେସରୁ ଇସ୍ତଫା ଦେଲେ ସେତେବେଳେ […]
ଭୁବନେଶ୍ବର: ରାଜ୍ୟର ସମସ୍ତ ଏସଏଚଜି ମହିଳାମାନଙ୍କୁ ମିଳିବ ହଜାରେ ଟଙ୍କା ଲେଖାଏଁ। ସେମାନଙ୍କର ୟୁନିଫର୍ମ କିଣିବା ପାଇଁ ଏହି ଅନୁଦାନ ପ୍ରଦାନ କରାଯିବ। ସେହିପରି କାର୍ଯ୍ୟନିର୍ବାହି କମିଟ ସଦସ୍ୟାଙ୍କୁ ବ୍ଲେଜର ପାଇଁ ମୋଟ ଦୁଇ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ।ଏ […]
ଭୁବନେଶ୍ବର: ଯାହା ଆଶା କରାଯାଉଥିଲା ତାହା ହିଁ ହେଲା। ଶେଷରେ କଂଗ୍ରେସ ଛାଡି ବିଜେଡିରେ ମିଶିଲେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି। ସେ ରାଜ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନରେ ତାଙ୍କୁ ସାଂଗଠନିକ ସଂପାଦକ ପ୍ରଣବ ଦାସ ଉତ୍ତରୀୟ ପିନ୍ଧାଇ ସ୍ବାଗତ କରିଥିଲେ। ଏହି […]
ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟିର ଦୁଇ ଦିନିଆ ରାଷ୍ଟ୍ରୀୟ ଅଧିବେଶନ ଆସନ୍ତାକାଲିଠାରୁ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହେବ। ଏହି ଅଧିବେଶନରେ ଆଗାମୀ ସାଧାରଣ ନିର୍ବାଚନର ଚୂଡାନ୍ତ ରଣନୀତି ପ୍ରସ୍ତୁତ କରାଯିବ। ଆସନ୍ତାକାଲି ୧୭ ତାରିଖ ଦିନ ରାଷ୍ଟ୍ରୀୟ ସଭାପତି ଶ୍ରୀ ଜଗତ ପ୍ରକାଶ […]
ଭୁବନେଶ୍ବର: ଆଜି ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି ଢେଙ୍କାନାଳ ଜିଲ୍ଲାର ପ୍ରତିଷ୍ଠିତ ଯୁବ ଉଦ୍ୟୋଗପତି ତଥା ଡାକ୍ତର ଅବିନାଶ ସାମଲ। ତାଙ୍କ ବାପା ଗଂଗାଧର ସାମଲ ହେଉଛନ୍ତି ଓଡିଶାର ଜଣେ ପ୍ରତିଷ୍ଠିତ ଶିଳ୍ପପତି। ତାଙ୍କ ଦାଦା ସୁଧୀର ସାମଲ ହେଉଛନ୍ତି […]
ଭୁବନେଶ୍ୱର: ରାଜ୍ୟ ସ୍ୱାର୍ଥକୁ ପ୍ରାଥମିକତା ଦେଇ ଦଳୀୟ ସ୍ୱାର୍ଥକୁ ଭୁଲି ଯାଇଥିବା ନେତାମାନଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗରେ ଅଛନ୍ତି। ୧୯୯୪ ମସିହାରେ ଯେତେବେଳେ କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କା ରାଜ୍ୟସଭାରୁ ଅବସର ନେଲେ ତାଙ୍କୁ ଆଉଥରେ ରାଜ୍ୟସଭାକୁ […]
ଭୁବନେଶ୍ବର: ଗତ ତିନିଦିନ ଧରି ରାଜ୍ୟ ବିଜେପି ନେତାଙ୍କୁ କଡା ନିର୍ଦ୍ଦେଶ ଦିଆଯାଇଛି। ତାହା ହେଲା କୌଣସି ନେତା କେଉଁଠାରେ ମଧ୍ୟ ବିଜେଡି କିମ୍ବା ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଦେବେ ନାହିଁ। ବିଶେଷ କରି ଗଣମାଧ୍ୟମକୁ ସମ୍ମୁଖୀନ ହେଉଥିବା ନେତାଙ୍କୁ ଏହି […]
କୋଲକାତା: ଜାତୀୟ ସ୍ତରର ପ୍ରତିଷ୍ଠିତ ସାମ୍ବାଦିକା ସାଗରିକା ଘୋଷ ଆଜି ତୃଣମୂଳ କଂଗ୍ରେସେର ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି। ପୂର୍ବରୁ ଦଳ ତାଙ୍କ ନାମ ଘୋଷଣା କରିଥିଲା। ଆଜି ଅନ୍ୟ ରାଜ୍ୟସଭା ପ୍ରାର୍ଥୀଙ୍କ ଗହଣରେ ଯାଇ ସେ ଏହି […]
ଭୁବନେଶ୍ବର: ବହୁ ବାଦ ବିବାଦ, ବହୁ ଚର୍ଚ୍ଚା ପରେ ଆଜି ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ବିଜେପିର ପ୍ରାର୍ଥୀ ଭାବେ ସେ ଏହି ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଆଜି ସକାଳେ ଅଶ୍ବିନୀ ବିଜେପି […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର କିଛିମାସ ପୂର୍ବରୁ ସୁପ୍ରିମକୋର୍ଟ ୬ ବର୍ଷ ପୁରୁଣା ଇଲେକ୍ଟୋରାଲ ବଣ୍ଡ ଯୋଜନାକୁ ବେଆଇନ ଘୋଷଣା କରିଛନ୍ତି। ଏଥିସହିତ ତୁରନ୍ତ ଏହା ମାଧ୍ୟମରେ ଦାନ ନେବା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ବଣ୍ଡର ଗୋପନୀୟତା ବଜାୟ ରଖିବା ଅସାମ୍ବିଧାନିକ ବୋଲି […]
ଭୁବନେଶ୍ବର: ଗତକାଲି ସଂଧ୍ୟାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସାକ୍ଷାତ କରିଛନ୍ତି ବିଜେପି ସଭାପତି ମନମୋହନ ସାମଲ। ଭୁବନେଶ୍ବରସ୍ଥିତ ପ୍ରଦୀପଙ୍କ ସରକାରୀ ବାସଭବନରେ ମନମୋହନ ସାକ୍ଷାତ କରିଛନ୍ତି। ତେବେ ଏହି ସାକ୍ଷାତକୁ ନେଇ ମନମୋହନ କହିଛନ୍ତି ଯେ, ଅଶ୍ବିନୀ ବୈଷ୍ଣବଙ୍କୁ ଭୋଟ […]
ଭୁବନେଶ୍ଵର: ଏବେ ନିର୍ବାଚନୀ ମାହୋଲ ତିଆରି ହେଲାଣି। ଗାଁ ଗାଁରେ ବିଭିନ୍ନ ଦଳର ନେତା ବୁଲୁଛନ୍ତି। ସେମାନଙ୍କୁ ଦାବିପତ୍ର ଦେଇ ଦେଖନ୍ତୁ। କେତେ ଦିନରେ ସେମାନେ ଦାବି ପୂରଣ କରୁଛନ୍ତି। କେତେ ଦିନରେ ଦରଖାସ୍ତର ସମାଦାନ ହେଉଛି। ବିରୋଧୀ ଦଳର ନେତାମାନଙ୍କ […]
ଭୁବନେଶ୍ୱର: ଗଂଜାମର ଶେରଗଡ ଓ ଶୀତଳାପଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ବିକାଶ ମୂଳକ ଯୋଜନାର ଶୁଭ ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଫାଇଭ-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ସମବେତ ଜନସାଧାରଣଙ୍କୁ ୭ଟି ପ୍ରଶ୍ନ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଯାଇ ଗଞ୍ଜାମ ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦ୍ଘାଟନ କରିବା ସହିତ ଅନେକ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ହିଞ୍ଜିଳି-ଶେରଗଡ଼ ଯାଇ […]
ଭୁବନେଶ୍ବର: ରାଷ୍ଟ୍ରୀୟ ବିଜେପି ସଭାପତି ଜେ ପି ନଡ୍ଡାଙ୍କ ଅନୁମୋଦନ କ୍ରମେ ଆଜି ଓଡିଶା ବିଜେପିର ଚାରୋଟି କମିଟ ଗଠନ ହୋଇଛି। ସେଗୁଡିକ ହେଲା କୋର କମିଟ, ନିର୍ବାଚନ କମିଟ, ଅର୍ଥ କମିଟ ଏବଂ ଶୃଙ୍ଖଳା କମିଟ। କୋର କମିଟରେ ସଭାପତି […]
ଭୁବନେଶ୍ବର: ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତ ଶିଳ୍ପ କାରିଗର ମାନଙ୍କ ପାଇଁ ଖୁସି ଖବର। ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନୂଆ ଯୋଜନା । ‘ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ […]
ଭୁବନେଶ୍ୱର: ନବୀନ ସରକାର ଗତ ୨୪ ବର୍ଷ ଧରି ଓଡ଼ିଶାରେ ମହିଳାଙ୍କ ବିକାଶ ଓ ସଶକ୍ତୀକରଣ ପାଇଁ ସବୁବେଳେ କଠିନ ପରିଶ୍ରମ କରିଛନ୍ତି । ମିଶନ ଶକ୍ତି ମାଧ୍ୟମରେ ୬ ଲକ୍ଷ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ୭୦ ଲକ୍ଷ […]
ଭୁବନେଶ୍ବର: ଆମର ଲୋକକଳା ଆମର ଅସ୍ମିତା ଏବଂ କଳାକାର ମାନେ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି। କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି “ମୁଖ୍ୟମନ୍ତ୍ରୀ କଳାକାର […]
ଭୁବନେଶ୍ବର: ବିଜେଡି ସମର୍ଥନରେ ବିଜେପିର ଅଶ୍ବିନୀ ବୈଷ୍ଣବ ରାଜ୍ୟସଭାକୁ ପୁଣି ଯିବେ। ଏହାକୁ ନେଇ ରାଜ୍ୟ ରାଜନୀତିରେ ବେଶ ହଟଚମଟ ଲାଗି ରହିଛି। ଏଥିରେ କେଉଁଦଳର କ୍ଷତି ହେବ କାହାର ଲାଭ ହେବ ଚାଲିଛି ହିସାବ ନିକାସ। ତେବେ ଏହି ଘଟଣା […]
ବ୍ରହ୍ମପୁର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଂଜାମର ଶେରଗଡ ପଞ୍ଚାୟତକୁ ଏନଏସି ଘୋଷଣା କରିଛନ୍ତି। ଖୁବ ଶିଘ୍ର ସେ ନେଇ କାର୍ଯ୍ୟ ହେବ ବୋଲି ନବୀନ କହିଛନ୍ତି। ଆଜି ନବୀନ ଶେରଗଡ ଗସ୍ତରେ ଯାଇ ଏହି ଘୋଷଣା କରିଛନ୍ତି। ଏଥିସହିତ ଗଂଜାମ […]