ଭୁବନେଶ୍ବର: ଶେଷରେ ସମସ୍ତ କଳ୍ପନା ଜଳ୍ପନାର ଅବସାନ ଘଟିଛି। କେନ୍ଦ୍ରୀୟ ବିଜେପି ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶା ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଛି। ଆଜି ଦିଲ୍ଲୀ ବିଜେପି କାର୍ଯ୍ୟାଳୟରୁ ପ୍ରକାଶିତ ରାଜ୍ୟସଭା ପ୍ରାର୍ଥୀ ତାଲିକାରେ ଓଡିଶାରୁ ଅଶ୍ବିନୀ ବୈଷ୍ଣବଙ୍କ ନାମ ରହିଛି। […]
ଭୁବନେଶ୍ବର: ସମ୍ବଲପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଚାର କରି ଯିବା ପରେ ବିଜେପି ବେଶ ତତ୍ପର ହୋଇ ଉଠିଛି। ଘନଘନ ବୈଠକ କରି ରଣନୀତି ପ୍ରସ୍ତୁତି କରିବାରେ ଲାଗିଛି ବିଜେପି। ବିଭିନ୍ନ ସମୟରେ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ ବୈଠକ କରିବାରେ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଂଜାମ ଜିଲ୍ଲାର ଦୁଇଟି ନିର୍ବାଚନ ମଣ୍ଡଳି ଗସ୍ତରେ ଯିବେ। ଗୋଟିଏ ହେଲା ବହୁ ଚର୍ଚ୍ଚିତ ଗୋପାଳପୁର ଏବଂ ତାଙ୍କର ନିଜ ନିର୍ବାଚନ ମଣ୍ଡଳି ହିଞ୍ଜିଳି। ଏହି ଦୁଇଟି ନିର୍ବାଚନ ମଣ୍ଡଳିରେ ଉଭୟ ସରକାରୀ ଏବଂ […]
ଭୁବନେଶ୍ବର: କଂଗ୍ରେସ ନେତା ତଥା ରାଜନଗରର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ଦଳରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫା ପତ୍ର ପ୍ରଦେଶ ସଭାପତି ଶରତ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି। ଏଥିରେ ସେ କୌଣସି କାରଣ ଉଲ୍ଲେଖ କରି ନ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ଯାଜପୁର ଜିଲ୍ଲା ଗସ୍ତ କରି ‘ନୂଆ-ଓ’ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ଛାତ୍ରଛାତ୍ରୀଙ୍କୁ ଉଦ୍ବୋଧନ ଦେଇ ସେ କହିଥିଲେ ଯେ, ରାଜ୍ୟ […]
ଭୁବନେଶ୍ବର: ମମତା ଯୋଜନା ସହାୟତା ରାଶି ୨ଗୁଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା। ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ନୂଆ ନିଷ୍ପତ୍ତି […]
ଭୁବନେଶ୍ୱର: ଆଜି ଯାଜପୁର ଗସ୍ତ କରିଛନ୍ତି ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଯାଜପୁର କୁସୁମାର ଏକ ସାଧାରଣ ସଭାରେ ଯୋଗ ଦେଇ ବିରୋଧୀ ବିଜେପିକୁ କଡ଼ା ସମାଲୋଚନା କରିଛନ୍ତି ପାଣ୍ଡିଆନ। ସେ କହିଛନ୍ତି ଯେ, ମଧ୍ୟ ପ୍ରଦେଶର ଜଣେ ପୂର୍ବତନ […]
ଭୁବନେଶ୍ୱର: ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ବିଭିନ୍ନ ପ୍ରକୋଷ୍ଠ ବା ସେଲ୍ ର ରାଜ୍ୟ ସଂଯୋଜକଙ୍କ ନାମ ତାଲିକା ଘୋଷଣା କରାଯାଇଛି । ସେମାନେ ହେଲେ ୦୧. ବୁଦ୍ଧିଜୀବୀ ପ୍ରକୋଷ୍ଠ – ଶ୍ରୀ ସୁଦର୍ଶନ ନାୟକ ୦୨. […]
ମୁମ୍ବାଇ: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚହ୍ଵାନ ବିଜେପିରେ ଯୋଗ ଦେଇଛନ୍ତି। ସେ ସୋମବାର କଂଗ୍ରେସରୁ ଇସ୍ତଫା ଦେଇଥିଲେ। ବିଜେପିରେ ଯୋଗଦେବା ପୂର୍ବରୁ ଚହ୍ଵାନ କହିଛନ୍ତି ଯେ, ଆଜିଠାରୁ ମୁଁ ପୁଣିଥରେ ମୋର ରାଜନୈତିକ କ୍ୟାରିୟର ଆରମ୍ଭ କରୁଛି। ଏହି ସମୟରେ […]
ଭୁବନେଶ୍ବର: ଆଜି ବିଜେଡିର ଦୁଇ ରାଜ୍ୟସଭା ପ୍ରାର୍ଥୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ଦେବାଶିଷ ସାମନ୍ତରାୟ ଏବଂ ଶୁଭାଶିଷ ଖୁଣ୍ଟିଆ। ଆଜି ଦଳିୟ ନେତାଙ୍କ ଗହଣରେ ବିଧାନସଭା ଯାଇ ଉଭୟ ନାମାଙ୍କନ ଦାଖଲ କରିଛନ୍ତି। […]
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ତଥା କଂଗ୍ରେସ ରାଜକୁମାର ରାହୁଳ ଗାନ୍ଧୀଙ୍କ ଭାରତ ଯୋଡ଼ା ନ୍ୟାୟ ଯାତ୍ରା ମୁମ୍ବାଇରେ ପହଞ୍ଚିବା ପୂର୍ବରୁ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଶଙ୍କରରାଓ ଚୌହାନ ସୋମବାର ଦଳ ଛାଡ଼ି ବିଧାୟକ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ତାଙ୍କ […]
ଭୁବନେଶ୍ବର: ନବୀନ ପଟ୍ଟନାୟକ କଣ ଏଥର ପୁରୀ ନିର୍ବାଚନ ମଣ୍ଡଳିରୁ ଛିଡା ହେବେ କି? ଏହିପରି ଏକ ବଡ ପ୍ରଶ୍ନ ବର୍ତ୍ତମାନ ପୁରୀ ନିର୍ବାଚନ ମଣ୍ଡଳୀରେ ଘୁରି ବୁଲୁଛି। କାରଣ ହେଲା ଗତକାଲି ନବୀନ ବିଜେଡିର ଦୁଇଜଣ ଟାଣୁଆ ନେତାଙ୍କୁ ଥଇଥାନ […]
ଭୁବନେଶ୍ୱର: ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ଚୈାହାନ ଆଜି ଓଡିଶା ଗସ୍ତରେ ଆସୁଛନ୍ତି । ଶ୍ରୀ ଚୈାହାନ ଆଜି ଭୁବନେଶ୍ୱର ପହଂଚିବା ପରେ ସିଧା ଜଗତସିଂହପୁର ଗସ୍ତ କରିବେ । ଜଗତସିଂହପୁର ଲୋକସଭା ସଂସଦୀୟ କ୍ଷେତ୍ର […]
ଭୁବନେଶ୍ବର: ନିର୍ବାଚନ ଯେତିକି ପାଖେଇବାରେ ଲାଗିଛି, ରାଜ୍ୟ ରାଜନୀତି ସେତିକି ଗରମ ହେବାରେ ଲାଗିଛି। ତେବେ ଏହି ଗରମ ବର୍ତ୍ତମାନ ସମ୍ବଲପୁର ଲୋକସଭା ନିର୍ବାଚନ ମଣ୍ଡଳୀରେ ଅଧିକ ଅନୁଭୂତ ହେବାରେ ଲାଗିଛି। କାରଣ ସେଠାରେ ବିଜେପିର ହେଭି ୱେଟ ନେତା ଧର୍ମେନ୍ଦ୍ର […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ରାଜ୍ୟର ଯୁବକ ଯୁବତୀମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ଶିଳ୍ପ ଓ ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ବର୍ତ୍ତମାନ ଆସିଥିବା ନୂଆ ଜାଗରଣରେ ଓଡିଶାର ସହରାଞ୍ଚଳ ଓ […]
ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟରେ ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତି ଗ୍ରହଣ କରାଯାଇଛି। ତାହା ହେଲା ଯେଉଁମାନେ ଖାଦ୍ୟ ସୁରକ୍ଷା ଯୋଜନାରେ ଚାଉଳ ପାଉଛନ୍ତି ସେମାନଙ୍କୁ ଏଣିକି ୧ ହଜାର ଟଙ୍କା ଲେଖାଏଁ ମିଳିବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା […]
ଭୁବନେଶ୍ୱର: ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଆସନ୍ତା ସାଧାରଣ ନିର୍ବାଚନ ପାଇଁ କଣ ରହିବ ରଣନୀତି ସେ ନେଇ ପ୍ରସ୍ତୁତି କରାଯାଇଛି। ଏଥିରେ ରାଜ୍ୟ ନିର୍ବାଚନ […]
ନୂଆଦିଲ୍ଲୀ: ରାଷ୍ଟ୍ରୀୟ ଲୋକ ଦଳ (ଆରଏଲଡି) ମୁଖ୍ୟ ଜୟନ୍ତ ଚୌଧୁରୀ ଶେଷରେ ଏନଡିଏରେ ଯୋଗ ଦେଇଛନ୍ତି। ବିଜେପିରେ ଯୋଗଦେବା ନେଇ ଗତ କିଛି ଦିନ ହେବ ଚର୍ଚ୍ଚା ଚାଲିଥିଲା। କେନ୍ଦ୍ର ସରକାର ଚୌଧୁରୀ ଚରଣ ସିଂଙ୍କୁ ଭାରତ ରତ୍ନ ଘୋଷଣା କରିବା […]
ଭୁବନେଶ୍ୱର: ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶ ରାଜ୍ୟ ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୈାହାନ ଆସନ୍ତା କାଲି ୧୩ ତାରିଖ ଦିନ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି। ଶ୍ରୀ ଚୈାହାନ ଆସନ୍ତା କାଲି ମଧ୍ୟାହ୍ନ ୧୨ ଟାରେ ଭୁବନେଶ୍ୱର ପହଂଚିବା […]
ନୂଆଦିଲ୍ଲୀ: ଭାରତରେ ସାମ୍ପ୍ରଦାୟିକ ଉତ୍ତେଜନା ଏବଂ ନିର୍ବାଚନ ମଧ୍ୟରେ ସମ୍ପର୍କ ବର୍ଷ ବର୍ଷ ପୁରୁଣା। ଗତ ୩୦ ବର୍ଷ ମଧ୍ୟରେ ନିର୍ବାଚନ ପୂର୍ବରୁ ସାମ୍ପ୍ରଦାୟିକ ହିଂସାର ୭ଟି ବଡ଼ ଘଟଣା ଘଟିଛି, ଯାହା ଦେଶର ସ୍ଥିତି ଓ ଦିଗ ବଦଳାଇ ଦେଇଛି। […]
ଭୁବନେଶ୍ୱର: ରାଜ୍ୟରେ କଂଗ୍ରେସ ଟିକେଟ ପାଇଁ ଆପଣେଇଛି ଅନ ଲାଇନ ବ୍ୟବସ୍ଥା ବା ଅନ ଲାଇନ ଆବେଦନ। ଏହି ଫର୍ମୁଲା ମାଧ୍ୟମରେ ଆଶାୟୀଙ୍କ ମଧ୍ୟରେ ଉତ୍ସାହ ଦେଖା ଦେଇଛି। କାରଣ ଏଥିରେ ୧୪୭ ବିଧାନସଭା କ୍ଷେତ୍ରରୁ ୨୫୦୦ରୁ ଅଧିକ ଓ ୨୧ […]