ମୁମ୍ବାଇ: ମହାରାଷ୍ଟ୍ରରେ ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଏକ ବଡ ଅସୁବିଧାର ସମ୍ମୁଖୀନ ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚହ୍ଵାନ କଂଗ୍ରେସରୁ ଇସ୍ତଫା ଦେଇପାରନ୍ତି। ସେ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ଶ୍ରୀ ଚହ୍ଵାନ ବିଜେପିରେ ଯୋଗ ଦେଇପାରନ୍ତି ବୋଲି ଆଲୋଚନା […]
ଭୁବନେଶ୍ୱର: ଆଉ ଦିନ କେଇଟା ପରେ ଲୋକସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବ । ଏହା ପୂର୍ବରୁ ରାଜ୍ୟରେ ଲୋକସଭାରେ କିଏ କେଉଁଠୁ ପ୍ରାର୍ଥୀ ହେବ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି । ଚର୍ଚ୍ଚା […]
ଭୁବନେଶ୍ୱର: ଦିନ ଥିଲା ରାଜ୍ୟର ବିଭିନ୍ନ ଅଞ୍ଚଳର ରାଜାମାନେ ରାଜ୍ୟର ରାଜନୀତିକୁ ଚଳାଉଥିଲେ। ଏହି ରାଜାମାନଙ୍କ ନର୍ଦ୍ଦେଶରେ ମତଦାତାମାନେ ପ୍ରାର୍ଥୀଙ୍କୁ ଭୋଟ ଦେଉଥିଲେ।ଏବେ କିନ୍ତୁ ପରିସ୍ଥିତି ବଦଳିବା ସହିତ ରାଜ୍ୟ ରାଜନୀତିରେ ରାଜାମାନଙ୍କର ପ୍ରଭାବ ହ୍ରାସ ପାଇବାରେ ଲାଗିଛି। ଏପରିକି ଏହି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗତକାଲି ସାକ୍ଷାତ କରିଛନ୍ତି ବିଜେଡି ସାଂସଦ ଅନୁଭବ ମହାନ୍ତି। ଗତକାଲି ସଂସଦର ଅଧିବେସନ ଶେଷ ହେବା ପରେ ଅନୁଭବ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରି ଫଟୋ ମଧ୍ୟ ଉଠାଇଛନ୍ତି। ଜଣେ ସାଂସଦ ହିସାବରେ ସେ ପ୍ରଧାନମନ୍ତ୍ରୀଙ୍କ ଭେଟିବା […]
ଭୁବନେଶ୍ୱର: ଆଜି କଟକ ସଦର ଜିଲ୍ଲା ଚୌଦ୍ୱାର-କଟକ ନିର୍ବାଚନ ମଣ୍ଡଳୀରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ଶାଳଗାଁ ସରପଂଚ ପବିତ୍ର ମୋହନ ଉପାଧ୍ୟାୟ, ନଖରା ସରପଂଚ ମଧୁଛନ୍ଦା ଉପାଧ୍ୟାୟ ଓ ବରିଷ୍ଠ ନେତା ଜୟନ୍ତ ବେହେରାଙ୍କ ନେତୃତ୍ୱରେ ହଜାର […]
ଭୁବନେଶ୍ବର: କଂଗ୍ରେସ ଟିକେଟ ପାଇବା ପାଇଁ ଆବେଦନ କରିବାର ଆଜି ହେଉଛି ଶେଷ ତାରିଖ। ଅନଲାଇନରେ ଏହି ଆବେଦନ କରାଯାଉଛି। ଏଥିରେ ଓଡିଶାର 147 ଟି ବିଧାନସଭା ଏବଂ 21 ଟି ଲୋକସଭା ଆସନ ପାଇଁ ଏହି ଆବେଦ କରାଯାଉଛି। ଚଳିତ […]
ଭୁବନେଶ୍ବର: ଆଜି କନ୍ଧମାଳ ଜିଲ୍ଲାର ନୂଆ ସଭାପତି ଭାବେ ବିଜୁ ଜନତା ଦଳ ଘୋଷଣା କରିଛି। ସେ ହେଉଛନ୍ତି ଫୁଲବାଣୀ ବିଧାୟକ ଅଙ୍ଗଦ କହଁର। ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଦସ୍ତଖତରେ ଏହି ଘୋଷଣା କରାଯାଇଛି। ଏଥିରେ କୁହାଯାଇଛି […]
ଭୁବନେଶ୍ବର: ସମ୍ବଲପୁରରେ ହେବ ବିଗ ଫାଇଟ। ସେଠାରେ ଲଢେଇ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତାଙ୍କୁ ମୁକାବିଲା କରିବା ପାଇଁ ଅଣ୍ଟା ଭିଡିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସେଥିପାଇଁ ସେ ସେହି ଅଞ୍ଚଳର ବିକାଶ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବାରେ ଲାଗିଛନ୍ତି। […]
ଭୁବନେଶ୍ବର: ଦିନକୁ ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯେପରି ଜନ କଲ୍ୟାଣ ଯୋଜନା ଘୋଷଣା କରିବାରେ ଲାଗିଛନ୍ତି ତାହା ବିରୋଧୀଙ୍କୁ ଚିନ୍ତାରେ ପକାଇ ଦେଇଛି। କାରଣ ଆଉ ଅଳ୍ପ ଦିନ କେଇଟା ପରେ ନିର୍ବାଚନ ଆସୁଥିବାରୁ ଲୋକଙ୍କୁ କିପରି ମୁକାବିଲା କରିବେ […]
ଭୁବନେଶ୍ବର: ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି […]
ନୂଆଦିଲ୍ଲୀ: ଆଜି ସଂସଦ ଭବନରେ ଅନୁଭବ ଠାକୁରଙ୍କୁ ନେଇ ବେଶ ଚର୍ଚ୍ଚା। ହେଲେ ତାଙ୍କର କୌଣସି ଭାଷଣ ବା ଘୋଷଣାକୁ ନେଇ ନୁହେଁ। ସେ ଆଜି ପିନ୍ଧି ଆସିଥିବା ଏକ ଟି ସାର୍ଟକୁ ନେଇ ସଂସଦ ଭବନରେ ଚର୍ଚ୍ଚା ଚାଲିଛି। କାରଣ […]
ଭୁବନେଶ୍ବର: ଆଜି ଶେଷ ହୋଇଛି ଷୋଢଶ ବିଧାନସଭାର ଅଧିବେଶନ। ଆଜି ବ୍ୟୟ ମଂଜୁରୀ ବିଲ ପାଶ ହେବା ପରେ ଗୃହକୁ ଅନିର୍ଦ୍ଧିଷ୍ଠ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଏହି ଅଧିବେଶନ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାର ଥିଲା। […]
ନୂଆଦିଲ୍ଲୀ: ଆଜି ସଂସଦ ଭବନ କ୍ୟାଣ୍ଟିନରେ ପ୍ରଧାନମନ୍ତ୍ରୀଙ୍କ ସହିତ ମଧ୍ୟାହ୍ନ ଭୋଜନ କରିଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର। ଏ ନେଇ ପ୍ରଧାନମନ୍ତ୍ରୀ ତାଙ୍କ ସାମାଜିକ ଗଣମାଧ୍ୟମରେ ଫଟୋ ସହିତ ଲେଖା ମଧ୍ୟ ପ୍ରକାଶ କରିଛନ୍ତି। କେବଳ ସସ୍ମିତ ନୁହଁନ୍ତି ବିଭିନ୍ନ […]
ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଚରଣ ସିଂହଙ୍କୁ ଭାରତ ରତ୍ନ ଦେବାକୁ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଆରଏଲଡି ଏବଂ ଜାଟ ସମାଜ ଗତ ତିନି ଦଶନ୍ଧି ଧରି କୃଷକ ନେତା ଚରଣ ସିଂହଙ୍କୁ ଭାରତ ରତ୍ନ ଦେବାକୁ ଦାବି କରି ଆସୁଥିଲା। […]
ଭୁବନେଶ୍ବର: ବିଜେଡିର ନେତା ମୁଖ୍ୟମନ୍ତ୍ରୀ ହେବା ପାଇଁ ଚାହୁଥିଲେ। ସେଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟ ଖରାପ ବୋଲି ଅପ୍ରଚାର କରିବାରେ ଲାଗିଥିଲେ। ସେ ଚାହୁଁଥିଲେ ମୁଖ୍ୟମନ୍ତ୍ରୀଙ୍କ ଦେହ ଖରାପ କହି ନିଜେ ମୁଖ୍ୟମନ୍ତ୍ରୀ ହେବେ। ସେଥିପାଇଁ ସେ କେତେକ ବିଧାୟକଙ୍କ ସହିତ […]
ନୂଆଦିଲ୍ଲୀ: ଜାତୀୟ ଗଣମାଧ୍ୟମର ଟାଇମ୍ସ ନାଓ ର ନିର୍ବାଚନକୁ ନେଇ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଓଡିଶାରେ ନବୀନ ପଟ୍ଟନାୟକ ପୂର୍ବପରି ଲୋକପ୍ରିୟତା ବଜାଇ ରଖିଛନ୍ତି।ମୁଖ୍ୟତଃ ରାଜ୍ୟରେ ଜନହିତକର ଯୋଜନା ସହିତ ନବୀନଙ୍କ ନିର୍ମଳ ଭାବମୂର୍ତ୍ତି ତାଙ୍କର ଲୋକପ୍ରିୟତାକୁ ବଜାଇ […]
ଭୁବନେଶ୍ଵର: ଲୋକସଭା ନିର୍ବାଚନ-୨୦୨୪ ପାଖେଇ ଆସୁଛି। ତେଣୁ ଏଥିପାଇଁ ସବୁ ରାଜନୈତିକ ଦଳ ନିଜ ନିଜର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏହିକ୍ରମରେ ଭାରତୀୟ ଜନତା ପାର୍ଟି ମଧ୍ୟ ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵରେ ଲଢିବା ପାଇଁ ଅଣ୍ଟା ଭିଡ଼ିଛି। ତେବେ ଓଡିଶା ବିଜେପି […]
ନୂଆଦିଲ୍ଲୀ: କେନ୍ଦ୍ରୀୟ ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତି ମହାରାଷ୍ଟ୍ର ରାଜନୀତିର ଚାଣକ୍ୟ ଶରଦ ପାୱାରଙ୍କୁ ଏକ ବଡ଼ ଝଟକା ଦେଇଛି। ପୁତୁରା ଅଜିତ ପାୱାରଙ୍କ ନେତୃତ୍ୱାଧୀନ ଗୋଷ୍ଠୀକୁ ନିର୍ବାଚନ ଆୟୋଗ ତାଙ୍କ ନିଷ୍ପତ୍ତିରେ ପ୍ରକୃତ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି)ଭାବେ ବିବେଚନା କରିଛନ୍ତି। […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଓଡ଼ିଶା ଗସ୍ତ କାଳରେ ରାଜ୍ୟର ଶାସନ କ୍ଷମତାରେ ଥିବା ବିଜଦ ସରକାରକୁ ସମାଲୋଚନା କରିବା ପରିବର୍ତ୍ତେ ଏହାର ମୁଖିଆ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବନ୍ଧୁ ବୋଲି ସମ୍ବୋଧନ କରିଛନ୍ତି। ଓଡ଼ିଶାରେ ବିଜଦ ଓ ଭାଜପା ମଧ୍ୟରେ […]
ଭୁବନେଶ୍ୱର: ଏକାମ୍ର ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖ ଭବନ ଠାରେ ବିଜେଡ଼ି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ମନ୍ତ୍ରୀ ତଥା ଏକାମ୍ର ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ […]
ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ନିମନ୍ତେ ଗତ ଜାନୁଆରୀ ମାସ ୫ ତାରିଖରେ ଚୂଡ଼ାନ୍ତ ଭୋଟର ତାଲିକା ୨୦୨୪ ପ୍ରକାଶିତ ହୋଇଅଛି। ଏହାର ନକଲ ବୁଥ୍ସ୍ତରୀୟ ଅଧିକାରୀ (BLO) ଓ ସମସ୍ତ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଉପଲବ୍ଧ ଅଛି । ଚୂଡ଼ାନ୍ତ ଭୋଟର […]